Job 5:11
ପରମେଶ୍ବର ନମ୍ର ଲୋକକୁ ଉପରକୁ ଉଠାନ୍ତି ଏବଂ ଯେଉଁମାନେ ଅତି ଦୁଃଖି ସମାନଙ୍କେୁ ଖୁସି କରାନ୍ତି।
Job 5:11 in Other Translations
King James Version (KJV)
To set up on high those that be low; that those which mourn may be exalted to safety.
American Standard Version (ASV)
So that he setteth up on high those that are low, And those that mourn are exalted to safety.
Bible in Basic English (BBE)
Lifting up those who are low, and putting the sad in a safe place;
Darby English Bible (DBY)
Setting up on high those that are low; and mourners are exalted to prosperity.
Webster's Bible (WBT)
To set on high those that are low: that those who mourn may be exalted to safety.
World English Bible (WEB)
So that he sets up on high those who are low, Those who mourn are exalted to safety.
Young's Literal Translation (YLT)
To set the low on a high place, And the mourners have been high `in' safety.
| To set up | לָשׂ֣וּם | lāśûm | la-SOOM |
| on high | שְׁפָלִ֣ים | šĕpālîm | sheh-fa-LEEM |
| low; be that those | לְמָר֑וֹם | lĕmārôm | leh-ma-ROME |
| mourn which those that | וְ֝קֹֽדְרִ֗ים | wĕqōdĕrîm | VEH-koh-deh-REEM |
| may be exalted | שָׂ֣גְבוּ | śāgĕbû | SA-ɡeh-voo |
| to safety. | יֶֽשַׁע׃ | yešaʿ | YEH-sha |
Cross Reference
Luke 1:52
ପରମେଶ୍ବର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।
1 Samuel 2:7
ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଦନ କରନ୍ତି ବା ଧନବାନ କରାନ୍ତି। ସେ ଲୋକମାନଙ୍କୁ ନମ୍ର କରନ୍ତି କିମ୍ବା ସମାନଙ୍କେୁ ଉଚ୍ଚ ସ୍ଥାନ ରେ ପ୍ରତିଷ୍ଠିତ କରାନ୍ତି।
1 Peter 5:10
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ବର ସବୁ ଠିକ୍ କରି ଦବେେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସଇେ ପରମେଶ୍ବର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ତାହାଙ୍କ ମହିମା ରେ ଅଂଶୀଦାର ହବୋ ଲାଗି ସେ ତୁମ୍ଭକୁ ଡ଼ାକି ଅଛନ୍ତି। ସହେି ମହିମା ଅନନ୍ତ କାଳ ଧରି ରହିବ।
1 Peter 1:3
ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।
James 4:6
କିନ୍ତୁ ପରମେଶ୍ବର ଆମ୍ଭକୁ ଦଇେଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁ ହେ : ପରମେଶ୍ବର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।335
James 1:9
ଯଦି ଜଣେ ବିଶ୍ବାସୀ ଗରିବ ହାଇେଥାଏ, ତବେେ ପରମେଶ୍ବର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ।
Luke 6:21
ତୁମ୍ଭମାନେେ, ଯେଉଁମାନେ ଏବେ ଭୋକିଲା, ଧନ୍ଯ, କାରଣ ତୁମ୍ଭମାନେେ ପରିତୃପ୍ତ ହବେ। ରୋଦନ କରୁଛ ଯେ ତୁମ୍ଭମାନେେ, ତୁମ୍ଭମାନେେ ଏବେ ଧନ୍ଯ, କାରଣ ତୁମ୍ଭମାନେେ ଆନନ୍ଦ ରେ ଜୀବନଯାପନ କରିବ।
Ezekiel 17:24
ତାହା ହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପା ରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପା ରେ। ପୁଣି ସତଜେ ବୃକ୍ଷକୁ ଶୁଷ୍କ କରିପା ରେ ଓ ଶୁଷ୍କ ବୃକ୍ଷକୁ ସତଜେ କରିପା ରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।
Psalm 113:7
ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
Psalm 107:41
କିନ୍ତୁ ପରମେଶ୍ବର ସହେି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ। ସେ ସମାନଙ୍କେର ପରିବାରକୁ ମଷେପଲ ତୁଲ୍ଯ ପାଳନ କରନ୍ତି।
Psalm 91:14
ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।
Deuteronomy 33:27
ପରମେଶ୍ବର ଅନନ୍ତକାଳସ୍ଥାଯୀ, ସେ ହେଉଛନ୍ତି ତୁମ୍ଭର ନିରାପଦରସ୍ଥାନ। ପରମେଶ୍ବରଙ୍କର ଶକ୍ତି ଅନନ୍ତକାଳ। ସେ ତକ୍ସ୍ଟମ୍ଭପାଇଁ ସକ୍ସ୍ଟରକ୍ଷା ଦେଉଛନ୍ତି। ପରମେଶ୍ବର ତକ୍ସ୍ଟମ୍ଭ ଦେଶରକ୍ସ୍ଟ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିତାଡିତ କରିବେ। ସେ କହିବେ, 'ଶତୃମାନଙ୍କୁ ବିନାଶ କର।'