Job 7:20
ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ୟିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମାେତେ ଆପଣା ଲକ୍ଷ୍ଯ ସ୍ବରୂପ ରଖିଛ? ମୁଁ କ'ଣ ତୁମ୍ଭ ପାଇଁ କୌଣସି ସମସ୍ଯା ହାଇେଛି?
Job 7:20 in Other Translations
King James Version (KJV)
I have sinned; what shall I do unto thee, O thou preserver of men? why hast thou set me as a mark against thee, so that I am a burden to myself?
American Standard Version (ASV)
If I have sinned, what do I unto thee, O thou watcher of men? Why hast thou set me as a mark for thee, So that I am a burden to myself?
Bible in Basic English (BBE)
If I have done wrong, what have I done to you, O keeper of men? why have you made me a mark for your blows, so that I am a weariness to myself?
Darby English Bible (DBY)
Have I sinned, what do I unto thee, thou Observer of men? Why hast thou set me as an object of assault for thee, so that I am become a burden to myself?
Webster's Bible (WBT)
I have sinned; what shall I do to thee, O thou preserver of men? why hast thou set me as a mark against thee, so that I am a burden to myself?
World English Bible (WEB)
If I have sinned, what do I do to you, you watcher of men? Why have you set me as a mark for you, So that I am a burden to myself?
Young's Literal Translation (YLT)
I have sinned, what do I to Thee, O watcher of man? Why hast Thou set me for a mark to Thee, And I am for a burden to myself -- and what?
| I have sinned; | חָטָ֡אתִי | ḥāṭāʾtî | ha-TA-tee |
| what | מָ֤ה | mâ | ma |
| shall I do | אֶפְעַ֨ל׀ | ʾepʿal | ef-AL |
| preserver thou O thee, unto | לָךְ֮ | lok | loke |
| of men? | נֹצֵ֪ר | nōṣēr | noh-TSARE |
| why | הָ֫אָדָ֥ם | hāʾādām | HA-ah-DAHM |
| set thou hast | לָ֤מָה | lāmâ | LA-ma |
| me as a mark | שַׂמְתַּ֣נִי | śamtanî | sahm-TA-nee |
| am I that so thee, against | לְמִפְגָּ֣ע | lĕmipgāʿ | leh-meef-ɡA |
| a burden | לָ֑ךְ | lāk | lahk |
| to | וָאֶהְיֶ֖ה | wāʾehye | va-eh-YEH |
| myself? | עָלַ֣י | ʿālay | ah-LAI |
| לְמַשָּֽׂא׃ | lĕmaśśāʾ | leh-ma-SA |
Cross Reference
Lamentations 3:12
ସେ ତାଙ୍କର ଧନୁ ରେ ଗୁଣ ଦଇେ ମାେ' ପ୍ରତି ତାଙ୍କର ତୀରକୁ ଲକ୍ଷ୍ଯ କରିଅଛନ୍ତି।
Psalm 36:6
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ଯ ଅଧିକ ଉଚ୍ଚ ତୁମ୍ଭର ନ୍ଯାଯପ୍ରିଯତା ସମୁଦ୍ରଠାରୁ ଅଧିକ ଗଭୀର। ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ଯ ଓ ପଶୁମାନଙ୍କୁ ରକ୍ଷା କର।
Psalm 80:4
ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ତୁମ୍ଭେ କେତକୋଳ ପର୍ୟ୍ଯନ୍ତ କୋର୍ଧ ଚାଲୁ ରଖିବ ? େକେତବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ ?
Psalm 21:12
ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।
Job 35:6
ଆୟୁବ, ତୁମ୍ଭେ ଯଦି ପାପ କର, ତାହା ପରମେଶ୍ବରଙ୍କୁ ଆଘାତ କରେ ନାହିଁ। ଯଦି ତୁମ୍ଭେ ଅନକେ ପାପର ଅଧିକାରୀ ହୁଅ, ତବେେ ସେଥି ରେ ପରମେଶ୍ବରଙ୍କର କିଛି ହୁଏ ନାହିଁ।
Job 33:27
ତା'ପରେ ସହେି ବ୍ଯକ୍ତି ସମସ୍ତଙ୍କ ସମ୍ମୁଖ ରେ ସ୍ବୀକାର କରି କହିବ, 'ମୁଁ ପାପ କରିଛି। ମୁଁ ଭଲକୁ ମନ୍ଦ ରେ ପରିଣତ କରିଛି। କିନ୍ତୁ ପରମେଶ୍ବର ମାେତେ ଦଣ୍ଡ ଦଇେ ନାହାଁନ୍ତି ଯାହାର କି ମୁଁ ହକତାର ଥିଲି।
Job 33:9
ତୁମ୍ଭେ କହିଲ, 'ମୁଁ ପବିତ୍ର, ମୁଁ ନିରୀହ, ମୁଁ କିଛି ଭୁଲ କରିନାହିଁ, ମୁଁ ଦୋଷୀ ନୁହେଁ।
Job 31:33
ଅନ୍ୟ ଲୋକମାନେ ସମାନଙ୍କେର ପାପକୁ ଗୁପ୍ତ ରଖିବାକୁ ଚାହାଁନ୍ତି। ମୁଁ କବେେ ମାରେ ଦୋଷକୁ ଲୁଚାଏ ନାହିଁ।
Job 22:5
ନା, ଏହାର କାରଣ ତୁମ୍ଭେ ଅତ୍ଯଧିକ ପାପ କରିଛ। ତୁମ୍ଭେ କବେେ ନିବୃତ୍ତ ରହି ନାହଁ।
Job 16:12
ମାରେ ଗୋଟିଏ ଆରାମଦାୟକ ଜୀବନ ଥିଲା। ତା'ପରେ ସେ ମାେତେ ଚୂର୍ଣ୍ଣବିଚୂର୍ଣ୍ଣ କଲେ। ସେ ମାରେ ବକେକୁ ଧରି ମାେତେ େଛାଟ େଛାଟ ଖଣ୍ଡ କରି ଭାଙ୍ଗି ଦେଲେ। ସେ ଲକ୍ଷ୍ଯ ଅଭ୍ଯାସ ପାଇଁ ମାେତେ ବ୍ଯବହାର କଲେ।
Job 14:16
ତୁମ୍ଭେ ତଥାପି ମାରେ ପ୍ରତିଟି ପଦକ୍ଷପକେୁ ନିରୀକ୍ଷଣ କରୁଛ, କିନ୍ତୁ ତୁମ୍ଭେ ମାରେ ପାପଗୁଡ଼ିକୁ ମନେ ପକାଇବ ନାହିଁ।
Job 13:26
ହେ ପରମେଶ୍ବର, ତୁମ୍ଭେ ମାେ ବିରୁଦ୍ଧ ରେ ତିକ୍ତ କଥା କହୁଛ ଏବଂ ହୁଏତ ମାେ ୟୌବନର ପାପ ପାଇଁ ମାେତେ ଶାସ୍ତି ପ୍ରଦାନ କରୁଛ।
Job 9:29
ମୁଁ ଦୋଷୀ ସାବ୍ଯସ୍ତ ହାଇେସାରିଛି, ତେଣୁ କାହିଁ ବୃଥା ପରିଶ୍ରମ କରିବି। ତେଣୁ ମୁଁ କହୁଛି, 'ସବୁକିଛି ଭୁଲିୟାଅ।'
Job 7:11
ତେଣୁ ମୁଁ ଆଉ ନିରବ ରହିପାରିବି ନାହିଁ, ମୁଁ ମାରେ ଆତ୍ମାର ବଦନୋ ପ୍ରକାଶ କରିବି। ମୁଁ ଅଭିଯୋଗ କରିବି କାରଣ ମାରେଆତ୍ମା ତିକ୍ତ ହାଇେଅଛି।
Job 6:4
ପରମେଶ୍ବର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମାେ ଅନ୍ତରକୁ ବିଦ୍ଧ କରୁଛି। ମାରେ ଆତ୍ମା ସହେି ବାଣର ବିଷକୁ ପାନ କରୁଛି। ପରମେଶ୍ବରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମାରେ ବିରୁଦ୍ଧ ରେ ଗୋଟିଏ ଧାଡ଼ି ରେ ସଜାଇ ରଖାୟାଇଛି।
Job 3:24
ଏପରିକି ମୁଁ ଖାଦ୍ୟ ଖାଇବା ପୂର୍ବ ରେ, ମୁଁ ଦୁଃଖ ରେ ବିଳାପ କଲି ଏବଂ ମାରେ ଲୋତକ ପାଣିପରି ବହିଗଲା।
Nehemiah 9:6
ତୁମ୍ଭେ ହିଁ ପରମେଶ୍ବର ଅଟ। ହେ ସଦାପ୍ରଭୁ, କବଳେ ତୁମ୍ଭେ ହିଁ ପରମେଶ୍ବର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ବର୍ଗ ସୃଷ୍ଟି କରିଅଛ। ଏବଂ ସ୍ବର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧିଅରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରେତ୍ୟକକର ଜୀବନଦାତା। ସ୍ବର୍ଗୀଯ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।