Job 9:8 in Oriya

Oriya Oriya Bible Job Job 9 Job 9:8

Job 9:8
ପରମେଶ୍ବର ଏକାକୀ ଆକାଶକୁ ବିସ୍ତାର କରିଛନ୍ତି। ପରମେଶ୍ବର ସମୁଦ୍ରର ତରଙ୍ଗ ଉପରେ ଚାଲନ୍ତି।

Job 9:7Job 9Job 9:9

Job 9:8 in Other Translations

King James Version (KJV)
Which alone spreadeth out the heavens, and treadeth upon the waves of the sea.

American Standard Version (ASV)
That alone stretcheth out the heavens, And treadeth upon the waves of the sea;

Bible in Basic English (BBE)
By whose hand the heavens were stretched out, and who is walking on the waves of the sea:

Darby English Bible (DBY)
Who alone spreadeth out the heavens, and treadeth upon the high waves of the sea;

Webster's Bible (WBT)
Who alone spreadeth out the heavens, and treadeth upon the waves of the sea.

World English Bible (WEB)
Who alone stretches out the heavens, Treads on the waves of the sea;

Young's Literal Translation (YLT)
Stretching out the heavens by Himself, And treading on the heights of the sea,

Which
alone
נֹטֶ֣הnōṭenoh-TEH
spreadeth
out
שָׁמַ֣יִםšāmayimsha-MA-yeem
the
heavens,
לְבַדּ֑וֹlĕbaddôleh-VA-doh
treadeth
and
וְ֝דוֹרֵ֗ךְwĕdôrēkVEH-doh-RAKE
upon
עַלʿalal
the
waves
בָּ֥מֳתֵיbāmŏtêBA-moh-tay
of
the
sea.
יָֽם׃yāmyahm

Cross Reference

Isaiah 44:24
ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢିଛନ୍ତି।ସସ ଏହା କୁହନ୍ତି, ଆମ୍ଲଭ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଲଭ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତସକହି ନାହିଁ।

Isaiah 40:22
ସଦାପ୍ରଭୁ ପ୍ରକୃତ ପରମେଶ୍ବର। ସେ ଭୂମଣ୍ଡଳ ଉପ ରେ ଉପବିଷ୍ଟ। ତାଙ୍କ ତୁଳନା ରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ। ସେ ଚାନ୍ଦୁଆ ତୁଲ୍ଯ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ଯ ତାକୁ ନିସ୍ତାର କରନ୍ତି।

Psalm 104:2
ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର। ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।

Zechariah 12:1
ଏକ ସ୍ବର୍ଗୀଯ ବାଣୀ, ଇଶ୍ରାୟେଲ ବିଷଯ ରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ୟିଏକି ସ୍ବର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ୟିଏକି ମନୁଷ୍ଯମାନଙ୍କ ମଧିଅରେ ନିଶ୍ବାସ ପ୍ରଶ୍ବାସ ସ୍ଥାପନ କରିଅଛନ୍ତି।

Jeremiah 10:11
ସଦାପ୍ରଭୁ ପୁଣି କହନ୍ତି, ତୁମ୍ଭମାନେେ ସମାନଙ୍କେୁ କୁହ, ' ସହେି ଦବେତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିନାହାନ୍ତି। ତେଣୁ ସମାନେେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ବଂସ ଓ ଲୁପ୍ତ ହବେେ।'

Job 37:18
ଆୟୁବ, ତୁମ୍ଭେ କ'ଣ ଆକାଶ ମଣ୍ଡଳ ବିସ୍ତାର କରିବା ପାଇଁ ପରମେଶ୍ବରଙ୍କୁ ସାହାୟ୍ଯ କରିପାରିବ ଏବଂ ମାର୍ଜିତ ପିତଳ ପରି ଚକ୍ଚକ୍ କରିପାରିବ।

John 6:19
ସମାନେେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କି ଲୋମିଟର ପର୍ୟ୍ଯନ୍ତ ଗଲେ। ତା'ପରେ ସମାନେେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଚାଲୁଥିଲେ। ସେ ଡଙ୍ଗା ଆଡକୁ ଆସୁଥିଲେ। ଶିଷ୍ଯମାନେ ଡରି ଗଲେ।

Matthew 14:25
ଯୀଶୁ ହ୍ରଦ ଉପରେ ଚାଲିକରି ରାତ୍ରିର ଚତୁର୍ଥ ପ୍ରହର ରେ ଶିଷ୍ଯମାନଙ୍କ ପାଖ ରେ ଯାଇ ପହନ୍ଚିଲେ।

Isaiah 42:5
ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପ ରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ବାସ ପ୍ରଶ୍ବାସ ଦିଅନ୍ତି ଓ ସକଳ ଆତୟାତ ବ୍ଯକ୍ତିମାନଙ୍କୁ ଜୀବନ ଦିଅନ୍ତି, ସହେି ସଦାପ୍ରଭୁ ପ୍ରକୃତ ପରମେଶ୍ବର ଏହି କଥା କୁହନ୍ତି।

Psalm 93:3
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।

Psalm 77:19
ହେ ପରମେଶ୍ବର, ସମୁଦ୍ରରେ ତୁମ୍ଭେ ପାଦରେ ଚାଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦଖାଗେଲା ନାହିଁ।

Psalm 33:6
ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା। ପରମେଶ୍ବରଙ୍କ ନିଶ୍ବାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।

Job 38:16
ଆୟୁବ ତୁମ୍ଭେ କବେେ ସମୁଦ୍ରର ଗଭୀର ସ୍ଥାନକୁ ୟାଇଛ କି। ଯେଉଁଠାରୁ ସମୁଦ୍ରର ଆରମ୍ଭ। ତୁମ୍ଭେ କବେେ ସମୁଦ୍ରର ନିମ୍ନ ଦେଶ ରେ ଚାଲିଛ କି ?

Job 38:11
ମୁଁ ସମୁଦ୍ରକୁ କହିଲି, 'ତୁମ୍ଭେ ଏତିକି ବାଟ ପର୍ୟ୍ଯନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ। ଏହି ସ୍ଥାନ ରେ ତୁମ୍ଭେ ଗର୍ବି ଢ଼େଉ ଆସି ବନ୍ଦ ହବେ।'

Genesis 1:6
ଏହାପରେ ପରମେଶ୍ବର କହିଲେ, ଜଳ ମଧିଅରେ ବୃହତ ଗମ୍ବୁଜ ଜାତ ହାଇେ ଜଳକୁ ଦୁଇଭାଗ କରୁ!