Psalm 119:165
ଯେଉଁ ବ୍ଯକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକଇେ ପାରିବ ନାହିଁ।
Psalm 119:165 in Other Translations
King James Version (KJV)
Great peace have they which love thy law: and nothing shall offend them.
American Standard Version (ASV)
Great peace have they that love thy law; And they have no occasion of stumbling.
Bible in Basic English (BBE)
Great peace have lovers of your law; they have no cause for falling.
Darby English Bible (DBY)
Great peace have they that love thy law, and nothing doth stumble them.
World English Bible (WEB)
Those who love your law have great peace. Nothing causes them to stumble.
Young's Literal Translation (YLT)
Abundant peace have those loving Thy law, And they have no stumbling-block.
| Great | שָׁל֣וֹם | šālôm | sha-LOME |
| peace | רָ֭ב | rāb | rahv |
| have they which love | לְאֹהֲבֵ֣י | lĕʾōhăbê | leh-oh-huh-VAY |
| law: thy | תוֹרָתֶ֑ךָ | tôrātekā | toh-ra-TEH-ha |
| and nothing | וְאֵֽין | wĕʾên | veh-ANE |
| shall offend | לָ֥מוֹ | lāmô | LA-moh |
| them. | מִכְשֽׁוֹל׃ | mikšôl | meek-SHOLE |
Cross Reference
Isaiah 32:17
ପୁଣି ସହେି ଧାର୍ମିକତାର କାର୍ୟ୍ଯ ଶାନ୍ତିମଯ ହବେ ଓ ଧାର୍ମିକତାର ଫଳ ଚିରକାଳ ସୁସ୍ଥିରତା ଓ ନିର୍ଭୟତା ହବେ।
1 John 2:10
ନିଜ ଭାଇକୁ ପ୍ ରମେ କରୁଥିବା ବ୍ଯକ୍ତି ଆଲୋକରେ ବାସ କରୁଥାଏ ଏବଂ ତା'ଠା ରେ ଭୁଲ କାମ କରିବାର କୌଣସି କାରଣ ନ ଥାଏ।
1 Peter 2:6
ଶାସ୍ତ୍ର କୁ ହେ :
Philippians 4:7
ପରମେଶ୍ବରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠା ରେ ସୁରକ୍ଷା କରି ରଖିବ। ପରମେଶ୍ବରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
Galatians 6:15
ଜଣେ ମନୁଷ୍ଯ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥି ରେ କିଛି ଗୁରୁତ୍ବ ନାହିଁ। କବଳେ ପରମେଶ୍ବରଙ୍କ ଦ୍ବାରା ସୃଷ୍ଟ ନୂତନ ମନୁଷ୍ଯ ହବୋ ଗୁରୁତ୍ବପୂର୍ଣ୍ଣ।
Galatians 5:22
ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,
John 14:27
ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।
Matthew 24:24
ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ବାହାରିବେ। ସମାନେେ ବହୁତ ବଡ଼ ବଡ଼ ଆଶ୍ଚର୍ୟ୍ଯଜନକ କାମ କରିବେ ଓ ଚ଼ମତ୍କାର ପ୍ରତର୍ଶନ କରିବେ। ଯଦି ସମ୍ଭବ ହୁଏ, ତବେେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନଙ୍କୁ ମଧ୍ଯ ସମାନେେ ବୋକା ବନଇେ ଦବୋକୁ ଚେଷ୍ଟା କରିବେ।
Matthew 13:21
କିନ୍ତୁ ସେ ନିଜ ଭିତ ରେ ଶିକ୍ଷାକୁ ଦୃଢ ହବୋକୁ ଦିଏ ନାହିଁ,କବଳେ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟ ରେ ରଖିଥାଏ। ଯେତବେେଳେ ସୁସମାଚାର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପା ରେ ନାହିଁ। ସେ ଖୁବ୍ ଶୀଘ୍ର ସଗେୁଡିକୁ ଛାଡିଦିଏ।
Isaiah 57:21
ଆମ୍ଭର ପରମେଶ୍ବର କୁହନ୍ତି ; ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।'
Isaiah 57:14
ପୁଣି ସେ କହିବେ, ଉଚ୍ଚତର, ଉଚ୍ଚତର, ପଥ ପ୍ରସ୍ତୁତ କର। ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।
Isaiah 28:13
ତେଣୁ ପରମେଶ୍ବର ବାକ୍ଯ ବିଦେଶୀ ଭାଷା ରେ କୁହାୟାଏ :
Isaiah 26:3
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।
Isaiah 8:13
ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ତୁମ୍ଭେ କବଳେ ଭୟ କର। ତାଙ୍କୁ ହିଁ କବଳେ ଭକ୍ତି କରିବ। ସହେି ହେଉଛନ୍ତି ଏକମାତ୍ର ଯାହାଙ୍କୁ ତୁମ୍ଭେ ଭୟକର।
Proverbs 3:23
ତବେେ ତୁମ୍ଭେ ଆପଣା ପଥରେ ନିର୍ଭୟ ରେ ଚାଲିବ। ତୁମ୍ଭେ କେଉଁଠା ରେ ଝୁଣ୍ଟିବ ନାହିଁ।
Proverbs 3:17
ଜ୍ଞାନୀ ଲୋକମାନେ ସୁଖ ଶାନ୍ତି ରେ ବାସ କରନ୍ତି।
Proverbs 3:1
ହେ ମାରେ ପୁତ୍ର, ମାରେଶିକ୍ଷା ପାଶୋର ନାହିଁ। ମାରେ ଆଜ୍ଞାମାନ ମନେପକାଅ।