Revelation 12:1 in Oriya

Oriya Oriya Bible Revelation Revelation 12 Revelation 12:1

Revelation 12:1
ତା'ପରେ ସ୍ବର୍ଗ ରେ ଏକ ବିଚିତ୍ର ଚିହ୍ନ ଦଖାଗେଲା। ମୁଁ ଜଣେ ନାରୀଙ୍କୁ ସୂର୍ୟ୍ଯଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।

Revelation 12Revelation 12:2

Revelation 12:1 in Other Translations

King James Version (KJV)
And there appeared a great wonder in heaven; a woman clothed with the sun, and the moon under her feet, and upon her head a crown of twelve stars:

American Standard Version (ASV)
And a great sign was seen in heaven: a woman arrayed with the sun, and the moon under her feet, and upon her head a crown of twelve stars;

Bible in Basic English (BBE)
And a great sign was seen in heaven: a A woman clothed with the sun, and with the moon under her feet, and on her head a crown of twelve stars.

Darby English Bible (DBY)
And a great sign was seen in the heaven: a woman clothed with the sun, and the moon under her feet, and upon her head a crown of twelve stars;

World English Bible (WEB)
A great sign was seen in heaven: a woman clothed with the sun, and the moon under her feet, and on her head a crown of twelve stars.

Young's Literal Translation (YLT)
And a great sign was seen in the heaven, a woman arrayed with the sun, and the moon under her feet, and upon her head a crown of twelve stars,

And
Καὶkaikay
there
appeared
σημεῖονsēmeionsay-MEE-one
a
great
μέγαmegaMAY-ga
wonder
ὤφθηōphthēOH-fthay
in
ἐνenane

τῷtoh
heaven;
οὐρανῷouranōoo-ra-NOH
a
woman
γυνὴgynēgyoo-NAY
clothed
with
περιβεβλημένηperibeblēmenēpay-ree-vay-vlay-MAY-nay
the
τὸνtontone
sun,
ἥλιονhēlionAY-lee-one
and
καὶkaikay
the
ay
moon
σελήνηselēnēsay-LAY-nay
under
ὑποκάτωhypokatōyoo-poh-KA-toh
her
τῶνtōntone

ποδῶνpodōnpoh-THONE
feet,
αὐτῆςautēsaf-TASE
and
καὶkaikay
upon
ἐπὶepiay-PEE
her
τῆςtēstase
head
κεφαλῆςkephalēskay-fa-LASE
a
αὐτῆςautēsaf-TASE
crown
στέφανοςstephanosSTAY-fa-nose
of
twelve
ἀστέρωνasterōnah-STAY-rone
stars:
δώδεκαdōdekaTHOH-thay-ka

Cross Reference

Revelation 12:3
ସ୍ବର୍ଗ ରେ ଅନ୍ୟ ଏକ ଚିହ୍ନ ଦଖାଗେଲା। ସଠାେରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା'ର ସାତାଟେି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡ ରେ ସାତାଟେି ମୁକୁଟ ଥିଲା। ତା'ର ଦଶଟି ଶିଙ୍ଗ ମଧ୍ଯ ଥିଲା।

Revelation 11:19
ତା'ପରେ ସ୍ବର୍ଗ ରେ ପରମେଶ୍ବରଙ୍କ ମନ୍ଦିର ଖାଲିଗେଲା ଓ ସହେି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦଖାଗେଲା। ଏହି ପବିତ୍ର ସିନ୍ଦୁକରେ ସହେି ଚୁକ୍ତି ଥିଲା, ଯାହାକୁ ପରମେଶ୍ବର ଲୋକମାନଙ୍କୁ ଦଇେଥିଲେ। ତା'ପରେ ସଠାେରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।

Isaiah 49:14
ମାତ୍ର ସିୟୋନ କ ହେ, ସଦାପ୍ରଭୁ ମାେତେ ପରିତ୍ଯାଗ କରିଛନ୍ତି। ମାରେପ୍ରଭୁ ମାେତେ ଭୁଲି ୟାଇଛନ୍ତି।

Isaiah 54:5
କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ବାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇଶ୍ରାୟେଲର ପବିତ୍ର ସ୍ବରୂପ ତୁମ୍ଭର ମୁକ୍ତିଦାତା ; ସେ ସମଗ୍ର ପୃଥିବୀର ପରମେଶ୍ବର ବୋଲି ବିଖ୍ଯାତ ହବେେ।

Isaiah 60:1
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।

Isaiah 60:19
ଦିବସର ସୂର୍ୟ୍ଯ ତୁମ୍ଭର ଜ୍ଯୋତି ହବେ ନାହିଁ କିମ୍ବା ଆଲୋକ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ଯୋତ୍ସ୍ଲା ପ୍ରଦାନ କରିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ଓ ତୁମ୍ଭର ପରମେଶ୍ବର ତୁମ୍ଭର ମହିମାସ୍ବରୂପ ହବେେ।

Isaiah 62:3
ଆଉ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତ ରେ ଗୋଟିଏ ସୁନ୍ଦର ମୁକୁଟ ସ୍ବରୂପ ଓ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତ ରେ ଗୋଟିଏ ରାଜକିରୀଟ ସ୍ବରୂପ ହବେ।

Zechariah 9:16
ସଦାପ୍ରଭୁ ସମାନଙ୍କେର ପରମେଶ୍ବର ସମାନଙ୍କେୁ ରକ୍ଷା କରିବେ, ସହେିଦିନ ତାଙ୍କର ଲୋକମାନେ ମଷେପରି ହବେେ। ସମାନେେ ତାଙ୍କ ଦେଶ ରେ ମୁକୁଟର ରତ୍ନ ସ୍ବରୂପ ଝକ୍ମକ କରିବେ।

Malachi 4:2
ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।

Matthew 24:30
ସତେିକି ବେଳେ ମନୁଷ୍ଯପୁତ୍ରଙ୍କ ଆସିବା ସଙ୍କତେ ଆକାଶ ରେ ଦଖାଦେବେ। ଜଗତର ସମସ୍ତ ଲୋକ ବିଳାପ କରିବେ। ଲୋକେ ତାହାଙ୍କୁ ଆକ୍ଶ ରେ ମେଘମାଳା ଉପରେ ଆସୁଥିବାର ଦେଖିବେ। ମନୁଷ୍ଯପୁତ୍ର ଶକ୍ତି ଓ ମହାନ୍ ମହିମା ସହିତ ଆସିବେ।

Mark 13:25
ଆକାଶରୁ ତାରାମାନେ ଖସି ପଡିବେ, ଆକାଶ ରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡିକ ଦୋହଲି ୟିବ।' ୟିଶାଇୟ 13:10;34:4

Luke 21:11
ଭୟାନକ ଭୂମିକମ୍ପ, ରୋଗ ଓ ଅମଙ୍ଗଳର ବିଷୟ ସବୁ ଅନକେ ସ୍ଥାନ ରେ ଘଟିବ। କେତକେ ସ୍ଥାନ ରେ ମରୁଡି ପଡିବ, ଲୋକେ ଖାଇବାକୁ ପାଇବେ ନାହିଁ। ଭୟଙ୍କର ଘଟଣାମାନ ଘଟିବ। ଲୋକମାନଙ୍କୁ ଚତାବେନୀ ଦବୋ ପାଇଁ ଆକାଶ ରେ ଅନକେ ଆଶ୍ଚର୍ୟ୍ଯ ଜନକ ବିଷୟ ଦଖାୟିବେ।

Luke 21:25
ସୂର୍ୟ୍ଯ, ଚନ୍ଦ୍ର ଓ ତାରାମାନଙ୍କ ରେ ସଙ୍କତେ ରୂପକ ଅନକେ ଅଦ୍ଭୁତ ବିଷୟ ଘଟିବ। ପୃଥିବୀ ରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ'ଣ ପାଇଁ ଏପରି ହେଲା, ଜାଣିବେ ନାହିଁ।

Acts 2:19
ମୁଁ ଉପରିସ୍ଥ ଆକାଶ ରେ ବିସ୍ମୟଜନକ କାର୍ୟ୍ଯ ଓ ନୀଚ୍ଚସ୍ଥ ପୃଥିବୀ ରେ ରକ୍ତ ନିଆଁ ମେଘ, ଧୂଆଁର ଚିହ୍ନମାନ ଦଖାଇବେି।

Ephesians 5:32
ଏହି ସତ୍ଯଟି ଅତି ମହତ୍ବପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟ ରେ ମୁଁ ଏହା କହୁଅଛି।

Revelation 15:1
ଏହାପରେ ମୁଁ ସ୍ବର୍ଗ ରେ ଗୋଟିଏ ବଡ଼ ଓ ଆଶ୍ଚର୍ୟ୍ଯ ଜନକ ଲକ୍ଷଣ ଦେଖିଲି। ସଠାେରେ ସାତଜଣ ଦୂତ ସମାନଙ୍କେ ହାତ ରେ ସାତାଟେି ଶଷେ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ବରଙ୍କ କୋରଧର ସମାପ୍ତି ଘଟିବ।

Song of Solomon 6:10
ଏହି ଯେ ଅରୁଣ ତୁଲ୍ଯ ଉଦୀଯମନା, ଚନ୍ଦ୍ରମା ତୁଲ୍ଯ ସୁନ୍ଦରୀ, ସୂର୍ୟ୍ଯ ତୁଲ୍ଯ ବିଶୁଦ୍ଧତା, ଧୂଜା ବିଶିଷ୍ଟ ସୈନ୍ଯତୁଲ୍ଯ ଭୟଙ୍କର, ସେ କିଏ?

Psalm 104:2
ତୁମ୍ଭେ ରାଜବସ୍ତ୍ର, ପରି ଦିପ୍ତୀ ପରିଧାନ କର। ତୁମ୍ଭେ ପରଦା ପରି ଆକାଶମଣ୍ଡଳ ବିସ୍ତାର କରିଅଛ।

Psalm 84:11
ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।

2 Chronicles 32:31
ଥରେ ବାବିଲୀଯ ନେତାମାନେ ହିଜକିଯଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ ରରଣେ କଲେ। ସହେି ବାର୍ତ୍ତାବାହକମାନେ ଦେଶ ମଧିଅରେ ଘଟିଥିବା ଏକ ଅଦ୍ଭୁତ ଚିହ୍ନ ସମ୍ବନ୍ଧ ରେ ପଚାରିଲେ। ଯେତବେେଳେ ସମାନେେ ଆସିଲେ ସେତବେେଳେ ହିଜକିଯଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିଯଙ୍କ ହୃଦଯ ରେ ଯାହା କିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ବର ହିଜକିଯଙ୍କୁ ଏକାକୀ ଛାଡ଼ିଗଲେ।

Revelation 21:23
ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।

Isaiah 61:10
ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।

Romans 13:14
ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।

Romans 3:22
ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ବିଶ୍ବାସ ଦ୍ବାରା ପରମେଶ୍ବର ଲୋକମାନଙ୍କୁ ଧାର୍ମିକ କରନ୍ତି। ଯୀଶୁ ଖ୍ରୀଷ୍ଟଙ୍କଠା ରେ ବିଶାସ ରଖୁଥିବା ସମସ୍ତ ଲୋକଙ୍କ ପାଇଁ ପରମେଶ୍ବର ଏହା କରନ୍ତି। ସବୁ ଲୋକେ ହେଉଛନ୍ତି ସମାନ।

John 3:29
କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।

Matthew 12:38
ତା'ପରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଭିତରୁ କେତକେ ଯୀଶୁଙ୍କୁ କହିଲେ, ଗୁରୁ, ତୁମ୍ଭେ ଆମ୍ଭକୁ ଚିହ୍ନ ସ୍ବରୂପ ଆଶ୍ଚର୍ୟ୍ଯକାର୍ୟ୍ଯଟିଏ ଦଖାେଅ।

2 Corinthians 11:2
ମୁଁ ତୁମ୍ଭ ପ୍ରତି ଇର୍ଷା କରିଲି, ଏହା ପରମେଶ୍ବରଙ୍କ ଦତ୍ତ ମନୋଭାବ। ମୁଁ ପ୍ରତିଜ୍ଞା କରିଥିଲି ଯେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ପବିତ୍ର ସତୀକନ୍ଯା ହବୋ ପାଇଁ ତାହାଙ୍କଠା ରେ ସମର୍ପିତ କରିବି।

Galatians 3:27
ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠା ରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭମାନେେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।

Galatians 6:14
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ କ୍ରୁଶ ହିଁ ମାରେ ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠା ରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମୃତ୍ଯୁ ଦ୍ବାରା ମାେ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ଯ ଜଗତ ପାଇଁ ମୃତ।

Ephesians 5:25
ହେ ପତିଗଣ ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ ରମେ କରି ତା' ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭମାନେେ ମଧ୍ଯ ସହେିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ ରମେ କର।

Titus 2:11
ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।

Revelation 1:20
ମାରେ ଡ଼ାହାଣ ହାତ ରେ ଯେଉଁ ସାତାଟେି ନକ୍ଷତ୍ର ଦେଖିଲ, ତାହାର ଓ ସାତଟି ସୁନାର ଦୀପରୁଖାର ନିଗୂଢ଼ ଅର୍ଥ ଏହିପରି ଅଟେ : ସାତ ଦୀପରୁଖା ହେଉଛି ସାତାଟେି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତାଟେି ମଣ୍ଡଳୀର ଦୂତ।

Revelation 21:14
ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସହେି ପଥର ଉପରେ ମଷେଶାବକଙ୍କର ବାର ଜଣ ପ୍ ରରେିତଙ୍କର ନାମ ଲଖାଯାେଇଥିଲା।

Hosea 2:19
ଏବଂ ଆମ୍ଭେ ତୁମ୍ଭକୁ ସବୁଦିନ ପାଇଁ ଆମ୍ଭର ସ୍ତ୍ରୀ କରିବା। ଆମ୍ଭେ ତୁମ୍ଭକୁ ପ୍ ରମେ, ସାଧୁତା, ନ୍ଯାଯ ଓ ଦୟାର ସହିତ ଆମ୍ଭର ସ୍ତ୍ରୀ କରିବା।