Revelation 19:9
ତା'ପରେ ଦୂତ ମାେତେ କହିଲେ, ଏହା ଲେଖ : ମଷେଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ଯକ୍ତିମାନେ ଧନ୍ଯ ! ସେ ଦୂତ ପୁଣି କହିଲେ, ପରମେଶ୍ବରଙ୍କର ବାକ୍ଯ ସତ୍ଯ ଅଟେ।
Revelation 19:9 in Other Translations
King James Version (KJV)
And he saith unto me, Write, Blessed are they which are called unto the marriage supper of the Lamb. And he saith unto me, These are the true sayings of God.
American Standard Version (ASV)
And he saith unto me, Write, Blessed are they that are bidden to the marriage supper of the Lamb. And he saith unto me, These are true words of God.
Bible in Basic English (BBE)
And he said to me, Put in the book, Happy are the guests at the bride-feast of the Lamb. And he said to me, These are the true words of God.
Darby English Bible (DBY)
And he says to me, Write, Blessed [are] they who are called to the supper of the marriage of the Lamb. And he says to me, These are the true words of God.
World English Bible (WEB)
He said to me, "Write, 'Blessed are those who are invited to the marriage supper of the Lamb.'" He said to me, "These are true words of God."
Young's Literal Translation (YLT)
And he saith to me, `Write: Happy `are' they who to the supper of the marriage of the Lamb have been called;' and he saith to me, `These `are' the true words of God;'
| And | Καὶ | kai | kay |
| he saith | λέγει | legei | LAY-gee |
| unto me, | μοι | moi | moo |
| Write, | Γράψον· | grapson | GRA-psone |
| Blessed | Μακάριοι | makarioi | ma-KA-ree-oo |
| which they are | οἱ | hoi | oo |
| are called | εἰς | eis | ees |
| unto | τὸ | to | toh |
| the | δεῖπνον | deipnon | THEE-pnone |
| marriage | τοῦ | tou | too |
| supper | γάμου | gamou | GA-moo |
| the of | τοῦ | tou | too |
| Lamb. | ἀρνίου | arniou | ar-NEE-oo |
| And | κεκλημένοι | keklēmenoi | kay-klay-MAY-noo |
| he saith | καὶ | kai | kay |
| unto me, | λέγει | legei | LAY-gee |
| These | μοι | moi | moo |
| are | Οὗτοι | houtoi | OO-too |
| the | οἱ | hoi | oo |
| true | λόγοι | logoi | LOH-goo |
| sayings | ἀληθινοὶ | alēthinoi | ah-lay-thee-NOO |
| of | εἰσιν | eisin | ees-een |
| God. | τοῦ | tou | too |
| θεοῦ | theou | thay-OO |
Cross Reference
Revelation 22:6
ସେ ସ୍ବଗଦୂର୍ତ ମାେତେ କହିଲେ, ଏହି କଥାଗୁଡ଼ିକ ସତ୍ଯ ଓ ବିଶ୍ବାସ ଯୋଗ୍ଯ। ପ୍ରଭୁ ଭବିଷ୍ଯଦ୍ ବକ୍ତାମାନଙ୍କ ଆତ୍ମାର ପରମେଶ୍ବର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ସ୍ବର୍ଗଦୂତଙ୍କୁ ପଠାଇଛନ୍ତି।
Revelation 21:5
ସିଂହାସନ ଉପରେ ୟିଏ ବସିଥିଲେ, ସେ କହିଲେ, ମୁଁ ସମସ୍ତ ବିଷୟ ନୂତନ କରୁଅଛି। ତା'ପରେ ସେ କହିଲେ, ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ବାସ ଯୋଗ୍ଯ ଓ ସତ୍ଯ।
Revelation 1:19
ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ଯତ୍ ରେ ଯାହା ଘଟିବ, ସେ ସବୁ ଲେଖ।
Revelation 19:7
ଆସ, ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ବରଙ୍କୁ ଗୌରବ ଦବୋ ! ଯେ ହତେୁ ' ମଷେଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ଯା ନିଜକୁ ପ୍ରସ୍ତୁତ କରି ସାରିଛି ; ତେଣୁ ଆମ୍ଭମାନେେ ତାହାଙ୍କୁ ଗୌରବ ଦବୋ।
Revelation 3:7
ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
Revelation 3:14
ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :
Revelation 3:20
ଦେଖ, ମୁଁ ଏଠା ରେ ଅଛି ଓ ଦ୍ବାର ପାଖ ରେ ଠିଆ ହାଇେ ଆଘାତ କରୁଛି। ଯଦି ଜଣେ ଲୋକ ମାେ ସ୍ବର ଶୁଣେ ଓ ଦ୍ବାର ଫିଟାଏ, ତବେେ ମୁଁ ଭିତରକୁ ଆସି ସହେି ଲୋକ ସହିତ ଖାଇବି। ସେ ଲୋକ ମଧ୍ଯ ମାେ ସହିତ ଖାଦ୍ୟ ଖାଇବ।
Revelation 10:4
ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହଲିେ। ସେତବେେଳେ ମାେତେ ଆକାଶବାଣୀ ଶୁଭିଲା, ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସଗେୁଡ଼ିକ ଗୁପ୍ତ ରଖ।
Revelation 14:13
ତା'ପରେ ମୁଁ ଗୋଟିଏ ସ୍ବର ସ୍ବର୍ଗରୁ ଶୁଣିଲି। ସହେି ସ୍ବର କହିଲା, ଏହା ଲେଖିରଖ : ବର୍ତ୍ତମାନଠାରୁ ପ୍ରଭୁଙ୍କଠା ରେ ବିଶ୍ବାସ ରଖି ଯେଉଁମାନେ ମୃତ୍ଯୁବରଣ କରନ୍ତି, ସମାନେେ ଧନ୍ଯ।
Revelation 19:10
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।
Revelation 3:1
ସାର୍ଦ୍ଦୀ ମଣ୍ଡଳୀର ଦୂତଙ୍କୁ ଏହା ଲେଖ : ଯାହାଙ୍କଠା ରେ ପରମେଶ୍ବରଙ୍କର ସାତାଟେି ଆତ୍ମା ଓ ସାତାଟେି ନକ୍ଷତ୍ର ଅଛି, ସେ ଏହି କଥାଗୁଡ଼ିକ ତୁମ୍ଭକୁ କହୁଛନ୍ତି, ମୁଁ ତୁମ୍ଭ କର୍ମ ବିଷୟ ରେ ଜାଣେ। ଲୋକମାନେ କହନ୍ତି, ତୁମ୍ଭେ ନାମକୁ ମାତ୍ର ଜୀବିତ, କିନ୍ତୁ ପ୍ରକୃତ ରେ ମୃତ।
Revelation 2:18
ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
Revelation 2:12
ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ :
Habakkuk 2:2
ସଦାପ୍ରଭୁ ମାେତେ ଉତ୍ତର ଦେଲେ, ଆମ୍ଭେ ତୁମ୍ଭକୁ ଯେଉଁ ଦର୍ଶନ ଦଖାେଉଛୁ ତାହା ଗୋଟିଏ ଫଳକ ଉପ ରେ ସ୍ପଷ୍ଟ ଭାବରେ ଲେଖ ଯେପରିକି ସବୁଲୋକ ସହଜ ରେ ପଢି ପାରିବେ।
Matthew 22:2
ଯୀଶୁ କହିଲେ, ସ୍ବର୍ଗରାଜ୍ଯ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି।
Luke 14:15
ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ଯରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, ପରମେଶ୍ବରଙ୍କ ରାଜ୍ଯ ରେ ଭୋଜନ କରୁଥିବା ଲୋକ ବହୁତ ଖୁସି ହବେ।
1 Timothy 1:15
ମୁଁ ଯାହା କହୁଛି ତାହା ସତ୍ଯ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସମାନଙ୍କେ ମଧିଅରେ ସବୁଠାରୁ ଜଘନ୍ଯ ପାପୀ।
1 Timothy 4:9
ମୁଁ ଯାହା କହୁଛି ତାହା ସତ୍ଯ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ।
2 Timothy 2:11
ଏହି ଶିକ୍ଷା ସତ୍ଯ ଅଟେ : ଯଦି ଆମ୍ଭେ ତାହାଙ୍କ ସହିତ ମରୁ, ତା' ହେଲେ ଆମେ ତାହାଙ୍କ ସହିତ ବଞ୍ଚିବା।
Titus 3:8
ତାହାହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ବାସ ଯୋଗ୍ଯ ଅଟେ।
Revelation 2:1
ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
Revelation 2:8
ସୁ୍ମର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
Isaiah 8:1
ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଏକ ବୃହତ ଫଳକ ନଇେ ଏକ ସ୍ବତନ୍ତ୍ର ଲେଖନୀ ସାହାୟ୍ଯ ରେ ତା'ଉପ ରେ ଏହି କଥାସବୁ ଲେଖ। ତାହା ହେଉଛି, ମ ହରେ-ଶାଲଲ-ହାଶ୍-ବସ୍।' ଏହାର ଅର୍ଥ ହେଉଛି, ଖୁବ୍ ଶୀଘ୍ର ଲୁଣ୍ଠନ ଓ ଚୋରି ହବେ।