Acts 10:33 ତେଣୁ ମୁଁ ଆପଣଙ୍କୁ ସଙ୍ଗେ ସଙ୍ଗେ ଡ଼କଇେ ପଠାଇଲି। ଆପଣ ଏଠାକୁ ଆସି ଭଲ କରିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ଆଦେଶ ଦଇେଛନ୍ତି, ତାହା ଶୁଣିବା ପାଇଁ ଆମ୍ଭେ ସମସ୍ତେ ଏଠା ରେ ପ୍ରଭୁଙ୍କ ସମ୍ମୁଖ ରେ ଅପେକ୍ଷା କରି ରହିଛୁ।
Acts 10:33 in Other Translations
King James Version (KJV) Immediately therefore I sent to thee; and thou hast well done that thou art come. Now therefore are we all here present before God, to hear all things that are commanded thee of God.
American Standard Version (ASV) Forthwith therefore I sent to thee; and thou hast well done that thou art come. Now therefore we are all here present in the sight of God, to hear all things that have been commanded thee of the Lord.
Bible in Basic English (BBE) So, straight away, I sent for you; and you have done well to come. And now, we are all present before God, ready to give attention to all the things which the Lord has given you to say.
Darby English Bible (DBY) Immediately therefore I sent to thee, and *thou* hast well done in coming. Now therefore *we* are all present before God to hear all things that are commanded thee of God.
World English Bible (WEB) Therefore I sent to you at once, and it was good of you to come. Now therefore we are all here present in the sight of God to hear all things that have been commanded you by God."
Young's Literal Translation (YLT) at once, therefore, I sent to thee; thou also didst do well, having come; now, therefore, are we all before God present to hear all things that have been commanded thee by God.'
Immediately
ἐξαυτῆς
exautēs
ayks-af-TASE
therefore
οὖν
oun
oon
I sent
ἔπεμψα
pempō
PAME-poh
to
πρὸς
pros
prose
thee;
σέ
se
say
thou
σύ
sy
syoo
and
τε
te
tay
well
καλῶς
kalōs
ka-LOSE
hast done
ἐποίησας
poieō
poo-A-oh
that thou art come.
παραγενόμενος
paraginomai
pa-ra-GEE-noh-may
Now
νῦν
nyn
nyoon
therefore
οὖν
oun
oon
all
πάντες
pas
pahs
are we
ἡμεῖς
hēmeis
ay-MEES
before
ἐνώπιον
enōpion
ane-OH-pee-one
τοῦ
ho
oh
God,
θεοῦ
theos
thay-OSE
here present
πάρεσμεν
pareimi
PA-ree-mee
to hear
ἀκοῦσαι
akouō
ah-KOO-oh
all things
πάντα
pas
pahs
that
τὰ
ho
oh
are commanded
προστεταγμένα
prostassō
prose-TAHS-soh
thee
σοι
soi
soo
of
ὑπὸ
hypo
yoo-POH
τοῦ
ho
oh
God.
Θεοῦ
theos
thay-OSE
Read Full Chapter :
Acts 10
Cross Reference
ଯାକୁବଙ୍କ ପତ୍ 1:19
ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17:11
ସଠାେରେ ଲୋକମାନେ ଥସେଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସମାନେେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସମାନଙ୍କେର କଥା ସତ୍ଯ ନା ମିଥ୍ଯା, ଏହି କଥା ଜାଣିବା ପାଇଁ ସମାନେେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:28
ତେଣୁ ମୁଁ ଚ଼ା ହେଁ ତୁମ୍ଭମାନେେ ଜାଣି ରଖ ଯେ, ପରମେଶ୍ବର ତାହାଙ୍କର ଏହି ପରିତ୍ରାଣର ସମ୍ବାଦ ଅଣଯିହୂଦୀ ଲୋକମାନଙ୍କ ପାଖକୁ ପଠାଇଛନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:14
ମାରେ ଅସୁସ୍ଥତା ତୁମ୍ଭମାନଙ୍କ ପାଇଁ ଭାରସ୍ବରୂପ ଥିଲା। କିନ୍ତୁ ତୁମ୍ଭମାନେେ ମାେତେ ଘୃଣା କରି ନ ଥିଲ। ତୁମ୍ଭମାନେେ ମାେତେ ଛାଡ଼ି ୟିବାକୁ କହି ନ ଥିଲ। ପରମେଶ୍ବରଙ୍କଠାରୁ ସ୍ବର୍ଗଦୂତ ଆସିବା ଭଳି ମାେତେ ତୁମ୍ଭମାନେେ ସ୍ବାଗତ ଜଣାଇ ଥିଲ। ତୁମ୍ଭମାନେେ ସ୍ବଯଂ ଖ୍ରୀଷ୍ଟ ଯୀଶୁ ଭଳି ମାେତେ ଗ୍ରହଣ କରିଥିଲ।
ହିତୋପଦେଶ 9:9
ଯଦି ଜ୍ଞାନୀକୁ ଉପଦେଶ ଦବେ ସେ ଆହୁରି ଜ୍ଞାନବାନ ହବେ। ଯଦି ତୁମ୍ଭେ ଜଣେ ଧାର୍ମିକ ବ୍ଯକ୍ତିକୁ ଶିକ୍ଷା ଦବେ, ତା'ର ପାଣ୍ଡିତ୍ଯ ବୃଦ୍ଧି ପାଇବ।
ହିତୋପଦେଶ 18:15
ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ।
ହିତୋପଦେଶ 25:12
ଯଦି ଜଣେ ଜ୍ଞାନୀ ଲୋକର ଗାଳି ପରି ଧ୍ଯାନ ଦିଅ, ଏହା ଖାଣ୍ଟି ସୁବର୍ଣ୍ଣର ମୁଦିଠାରୁ କିମ୍ବା ସବୁଠୁ ଖାଣ୍ଟି ସୁବର୍ଣ୍ଣର ଅନ୍ଯାନ୍ଯ ଅଳଙ୍କାରଠାରୁ ମୂଲ୍ଯବାନ ଅଟେ।
ମାଥିଉଲିଖିତ ସୁସମାଚାର 18:4
ଯେଉଁ ଲୋକ ନିଜକୁ ଗୋଟିଏ େଛାଟ ପିଲା ଭଳି ନମ୍ର କରିଥାଏ, ସହେି ଲୋକ ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:18
ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ୟୁଗ ଅନୁସାରେ ଜ୍ଞାନୀ ଅଟେ, ତା' ହେଲେ ତାକୁ ମୂର୍ଖ ହବୋକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହାଇପୋରିବା
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:13
ତୁମ୍ଭମାନେେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ବରଙ୍କ ବାକ୍ଯ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ବରଙ୍କୁ ଅନବରତ ଧନ୍ଯବାଦ ଜଣାଉଛୁ। ଏହା ପ୍ରକୃତ ରେ ପରମେଶ୍ବରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।
ଯାକୁବଙ୍କ ପତ୍ 1:21
ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରେତ୍ୟକକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟ ରେ ବୁଣା ଯାଇଥିବା ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରିପାରିବ।
ପିତରଙ୍କ ପ୍ରଥମ ପତ୍ 2:1
ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।
ମାର୍କଲିଖିତ ସୁସମାଚାର 10:15
ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଗୋଟିଏ େଛାଟ ପିଲା ସରଳ ମନ ରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭମାନେେ ପରମେଶ୍ବରଙ୍କ ରାଜ୍ଯ ଗ୍ରହଣ କରିବା ଉଚିତ ନଚତେ ତୁମ୍ଭେ ସଠାେରେ କବେେ ହେଲେ ପ୍ରବେଶ କରି ପାରିବ ନାହିଁ।
ଦିତୀୟ ବିବରଣ 5:25
କିନ୍ତୁ ଯଦି ଆମ୍ଭମାନେେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯ ଅଧିକ ଶକ୍ସ୍ଟଣକ୍ସ୍ଟ, ତା ନ ହେଲେ ଆମ୍ଭମାନେେ ମୃତକ୍ସ୍ଟ୍ଯବରଣ କରିବକ୍ସ୍ଟ। ସହେି ଭୟଙ୍କର ଅଗ୍ନି ଆମ୍ଭମାନଙ୍କୁ ଧ୍ବଂସ କରିବ। ଆମ୍ଭମାନେେ ମରିବାକକ୍ସ୍ଟ ଚାହକ୍ସ୍ଟଁ ନାହକ୍ସ୍ଟଁ।
ଦିତୀୟ ବଂଶାବଳୀ 30:12
ଆହୁରି ମଧ୍ଯ ଯିହୁଦା ରେ ପରମେଶ୍ବରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରୀତ କଲା, ଯେପରି ସମାନେେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ଯ ହାଇପୋରନ୍ତି। ଏହି ପ୍ରକା ରେ, ସମାନେେ ସଦାପ୍ରଭୁଙ୍କ ବାକ୍ଯର ବାଧ୍ଯ ହେଲେ।
ହିତୋପଦେଶ 1:5
ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ଯଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସମାନେେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।
ମାଥିଉଲିଖିତ ସୁସମାଚାର 19:30
କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନ ରେ ଅଛନ୍ତି, ଭବିଷ୍ଯତ ରେ ସମାନଙ୍କେ ଭିତରୁ ବହୁତ ଲୋକ ଶଷେ ସ୍ଥାନ ରେ ରହିଯିବେ। ଏବଂ ଏବେ ଶଷେ ସ୍ଥାନ ରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ଯତ ରେ ପ୍ରଥମସ୍ଥାନ ଲାଭ କରିବେ।