Acts 12

fullscreen1 ରାଜା ହରେୋଦ ସେ ସମୟରେ ମଣ୍ଡଳୀ ରେ କେତକେ ଲୋକଙ୍କ ଉପରେ ଅତ୍ଯାଚ଼ାର କରିବା ଆରମ୍ଭ କରି ଦେଲେ।

fullscreen2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଣ୍ଡା ରେ ହତ୍ଯା କରି ଦେଲେ।

fullscreen3 ଯିହୂଦୀମାନଙ୍କୁ ଏ ଘଟଣା ରେ ଖୁସି ହବୋର ଦେଖି ପିତରଙ୍କୁ ମଧ୍ଯ ବନ୍ଦୀ କରିବାପାଇଁ ଆଗଇେଲେ। ଏହା ଯିହୂଦୀୟ ନିସ୍ତାରପର୍ବ ଦିନର ଘଟଣା।

fullscreen4 ତା'ପରେ େ ହରୋଦ ପିତରଙ୍କୁ ବନ୍ଦୀ କରି କାରାଗାର ରେ ରଖିଲେ। ତାହାଙ୍କୁ ଜଗିବାପାଇଁ ଷୋହଳ ଜଣ ପ୍ରହରୀ ରହିଲେ। େ ହରୋଦଙ୍କ ଉଦ୍ଦେଶ୍ଯ ଥିଲା ନିସ୍ତାର ପର୍ବ ପରେ ସେ ପିତରଙ୍କୁ ଲୋକମାନଙ୍କ ସାମନାକୁ ଆଣିବେ।

fullscreen5 ତେଣୁ ପିତର କାରାଗାର ରେ ବନ୍ଦୀ ହାଇେ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ବରଙ୍କ ନିକଟରେ ନିରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।

1 Now about that time Herod the king stretched forth his hands to vex certain of the church.

2 And he killed James the brother of John with the sword.

3 And because he saw it pleased the Jews, he proceeded further to take Peter also. (Then were the days of unleavened bread.)

4 And when he had apprehended him, he put him in prison, and delivered him to four quaternions of soldiers to keep him; intending after Easter to bring him forth to the people.

5 Peter therefore was kept in prison: but prayer was made without ceasing of the church unto God for him.

Acts 12 in Tamil and English

1 ରାଜା ହରେୋଦ ସେ ସମୟରେ ମଣ୍ଡଳୀ ରେ କେତକେ ଲୋକଙ୍କ ଉପରେ ଅତ୍ଯାଚ଼ାର କରିବା ଆରମ୍ଭ କରି ଦେଲେ।
Now about that time Herod the king stretched forth his hands to vex certain of the church.

2 ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଣ୍ଡା ରେ ହତ୍ଯା କରି ଦେଲେ।
And he killed James the brother of John with the sword.

3 ଯିହୂଦୀମାନଙ୍କୁ ଏ ଘଟଣା ରେ ଖୁସି ହବୋର ଦେଖି ପିତରଙ୍କୁ ମଧ୍ଯ ବନ୍ଦୀ କରିବାପାଇଁ ଆଗଇେଲେ। ଏହା ଯିହୂଦୀୟ ନିସ୍ତାରପର୍ବ ଦିନର ଘଟଣା।
And because he saw it pleased the Jews, he proceeded further to take Peter also. (Then were the days of unleavened bread.)

4 ତା'ପରେ େ ହରୋଦ ପିତରଙ୍କୁ ବନ୍ଦୀ କରି କାରାଗାର ରେ ରଖିଲେ। ତାହାଙ୍କୁ ଜଗିବାପାଇଁ ଷୋହଳ ଜଣ ପ୍ରହରୀ ରହିଲେ। େ ହରୋଦଙ୍କ ଉଦ୍ଦେଶ୍ଯ ଥିଲା ନିସ୍ତାର ପର୍ବ ପରେ ସେ ପିତରଙ୍କୁ ଲୋକମାନଙ୍କ ସାମନାକୁ ଆଣିବେ।
And when he had apprehended him, he put him in prison, and delivered him to four quaternions of soldiers to keep him; intending after Easter to bring him forth to the people.

5 ତେଣୁ ପିତର କାରାଗାର ରେ ବନ୍ଦୀ ହାଇେ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ବରଙ୍କ ନିକଟରେ ନିରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ।
Peter therefore was kept in prison: but prayer was made without ceasing of the church unto God for him.