Acts 17:16 ପାଉଲ ଆଥୀନୀ ନଗର ରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥାଆନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହାଇେଥିବାର ଦେଖି ସେ ହୃଦୟ ରେ ଅତି ମାତ୍ରା ରେ ବିବ୍ରତ ହାଇେ ପଡ଼ିଲେ।
Acts 17:16 in Other Translations
King James Version (KJV) Now while Paul waited for them at Athens, his spirit was stirred in him, when he saw the city wholly given to idolatry.
American Standard Version (ASV) Now while Paul waited for them at Athens, his spirit was provoked within him as he beheld the city full of idols.
Bible in Basic English (BBE) Now while Paul was waiting for them at Athens, his spirit was troubled, for he saw all the town full of images of the gods.
Darby English Bible (DBY) But in Athens, while Paul was waiting for them, his spirit was painfully excited in him seeing the city given up to idolatry.
World English Bible (WEB) Now while Paul waited for them at Athens, his spirit was provoked within him as he saw the city full of idols.
Young's Literal Translation (YLT) and Paul waiting for them in Athens, his spirit was stirred in him, beholding the city wholly given to idolatry,
Read Full Chapter :
Acts 17
Cross Reference
Exodus 32:19
ମାଶାେ ଛାଉଣୀର ନିକଟକୁ ଆସିଲେ। ସେ ସହେି ସୁବର୍ଣ୍ଣର ବାଛୁରୀ ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମାଶାେ ରାଗିଗଲେ। ସେ ରାଗ ରେ ସହେି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୁନା କରି ଦେଲେ।
Numbers 25:6
ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ ଜଣେ ମାଶାଙ୍କେର ସମ୍ମୁଖ ରେ ଓ ଇଶ୍ରାୟେଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତ ରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିଯମୀଯା ସ୍ତ୍ରୀ କି ଆଣିଲା। ସେତବେେଳେ ଲୋକମାନେ ସମାଗମ ତମ୍ବୁ ନିକଟରେ ବିଳାପ କରୁଥିଲେ।
1 Kings 19:10
ଏଲିଯ ଉତ୍ତର କଲେ, ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ସାମର୍ଥ୍ଯ ଦଇେ ତୁମ୍ଭର ସବୋ କଲି। ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭର ନିଯମ ଭଂଗ କଲେ ଓ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ବଧ କଲେ। ମୁଁ କବଳେ ଅବଶିଷ୍ଟ ରହିଲି। ସମାନେେ ମାେ ପ୍ରାଣ ନବୋକୁ ମଧ୍ଯ ଅନ୍ବଷେଣ କରୁଛନ୍ତି।
1 Kings 19:14
ଏଲିଯ କହିଲେ, ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ଦଇେ ତୁମ୍ଭକୁ ସବୋ କଲି ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିଯମ ଥିଲା ତାକୁ ଭଙ୍ଗ କଲେ। ସମାନେେ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ସମାନେେ ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ଯଦ୍ବକ୍ତା ୟିଏ କି ଏ ପର୍ୟ୍ଯନ୍ତ ବଞ୍ଚିଛି। ବର୍ତ୍ତମାନ ସମାନେେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।
Job 32:2
କିନ୍ତୁ ସଠାେରେ ଜଣେ ୟୁବକ ଇଲୀହୁ ଉପସ୍ଥିତ ଥିଲା। ସେ ବାରେଖଲର ପୁଅ ଥିଲା। ବାରେଖଲ ବୂଷୀଯ ନାମକ ଜଣେ ବ୍ଯକ୍ତିର ବଂଶଧର ଥିଲା। ଇଲୀହୂ ରାମ୍ ପରିବାରର ଲୋକ ଥିଲା। ଇଲୀହୂ ଆୟୁବ ଉପରେ ରାଗ କରିଥିଲା। କାହିଁକି ? କାରଣ ଆୟୁବ ନିଜେ ଠିକ୍ ବୋଲି ଘାଷେଣା କରୁଥିଲା। ଆୟୁବ କହୁଥିଲା ସେ ଠିକ୍ ଏବଂ ପରମେଶ୍ବର ଭୁଲ୍।
Job 32:18
ମାରେ ବହୁତ କିଛି କହିବାର ଅଛି ଯେ ମୁଁ ପ୍ରାଯତଃ ବିସ୍ଫୋରଣ କରିୟିବି।
Psalm 69:9
ମାରେ ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ବଂସ ହାଇେଛି। ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମାେତେ ବାଧେ।
Psalm 119:136
ମାେ ଚକ୍ଷୁରୁ ଅଶ୍ରୁ ନଦୀପରି ବହୁଛି। କାରଣ ଲୋକମାନେ ତୁମ୍ଭର ବ୍ଯବସ୍ଥାମାନ ପାଳନ କରୁ ନାହାଁନ୍ତି।
Psalm 119:158
ମୁଁ ବିଶ୍ବାସଘାତକମାନଙ୍କୁ ଦେଖେ। ସମାନେେ ତୁମ୍ଭର ବାକ୍ଯ ମାନନ୍ତି ନାହିଁ। ମୁଁ ସମାନଙ୍କେୁ ଘୃଣାକରେ।
Jeremiah 20:9
ସମଯେ ସମଯେ ମୁଁ ନିଜେ ନିଜକୁ କ ହେ, ମୁଁ ଆଉ ସଦାପ୍ରଭୁଙ୍କ ବିଷଯ କହିବି ନାହିଁ କି ତାଙ୍କ ପାଇଁ ପ୍ରଚାର କରିବି ନାହିଁ। ମାତ୍ର ଏହା କହିଲା ବେଳେ ମାେ ଅସ୍ଥି ମଜ୍ଜା ମଧିଅରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ଯ ଜଳି ଉେଠ। ମୁଁ ହୃଦଯ ମଧିଅରେ ତାକୁ ସମ୍ଭାଳି ରଖିପା ରେ ନାହିଁ। ସଗେୁଡ଼ିକୁ ଭିତ ରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହଲିେ।
Micah 3:8
କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ବାରା ଶକ୍ତି ରେ, ନ୍ଯାଯ ବିଗ୍ଭର ରେ ଓ ପରାକ୍ରମ ରେ ମୁଁ ଏପରି ପରିପୂର୍ଣ୍ଣ ହବେି ଯେ ଯାକୁବର ଅପରାଧ ଓ ଇଶ୍ରାୟେଲର ପାପ ବିଷଯ ରେ ମୁଁ ସମାନଙ୍କେୁ ଅବଗତ କରାଇବି।
Mark 3:5
ତା'ପରେ ଯୀଶୁ ଲୋକମାନଙ୍କ ଆଡକୁ ରାଗ ରେ ଚାହିଁଲେ; କିନ୍ତୁ ସମାନଙ୍କେ ହୃଦୟର କଠିନତା ଲକ୍ଷ୍ଯ କରି ବହୁତ ଦୁଃଖୀ ହେଲେ। ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କ ଆଡକୁ ହାତଟି ବଢାଇ ଦଲୋ ଓ
John 2:13
ସେତବେେଳେ ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହାଇେଆସୁଥିଲା। ତେଣୁ ଯୀଶୁ ୟିରୂଶାଲମକୁ ଗଲେ।
Acts 17:23
ମୁଁ ନଗରର ଚ଼ାରିପାଖ ରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବଦେୀ ଦେଖିଲି ଯାହା ଉପରେ ଲଖାେଥିଲା, 'ଏକ ଈଶ୍ବର ଯାହାଙ୍କୁ ଆମ୍ଭେ ଜାଣିନାହୁଁ।' ତେଣୁ ତୁମ୍ଭମାନେେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗ ରେ ପ୍ରଚ଼ାର କରୁଛି।
2 Peter 2:7
କିନ୍ତୁ ସହେି ନଗର ମଧ୍ଯରୁ ପରମେଶ୍ବର ଲୋଟକୁ ରକ୍ଷା କଲେ। ସେ ଜଣେ ଅତି ଭଲଲୋକ ଥିଲେ। ଲୋକମାନଙ୍କର ଦୁଷ୍ଟାଚରଣ ହତେୁ ସେ ଦୁଃଖ ପାଉଥିଲେ।