Acts 21
1 ଆମ୍ଭମାନେେ ସମାନଙ୍କେଠାରୁ ବିଦାୟ ନଲେୁ। ତା'ପରେ ଆମ୍ଭେ ସିଧା କୋସ୍ ଉପଦ୍ବୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସଠାରୁେ ରୋଦା ଉପଦ୍ବୀପକୁ ଆସିଲୁ। ପୁଣି ସଠାରୁେ ଆମ୍ଭେ ପାତାରା ରେ ପହଞ୍ଚିଲୁ।
2 ପାତାରା ରେ ଫୈନିକୀଆକୁ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେ ସେଥି ରେ ଚ଼ଢ଼ିଲୁ ଓ ଯାତ୍ରା କଲୁ।
3 ଆମ୍ଭେ ଯାଇ କୁପ୍ର ଉପଦ୍ବୀପ ପାଖ ରେ ପହଞ୍ଚି ତାର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗର ରେ ଓହ୍ଲଇେଲୁ, କାରଣ ସଠାେରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା।
4 ଆମ୍ଭେ ସଠାେରେ ଯୀଶୁଙ୍କର କେତକେ ଶିଷ୍ଯମାନଙ୍କୁ ଦେଖିଲୁ। ସମାନଙ୍କେ ସହିତ ସାତ ଦିନ ପର୍ୟ୍ଯନ୍ତ ରହିଲୁ। ସମାନେେ ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଲଙ୍କୁ ୟିରୁଶାଲମ ନୟିବା ପାଇଁ ଚେ଼ତାବନୀ ଦେଲେ।
5 ସମୟ ପୁରିଗଲା ପରେ ଆମ୍ଭେ ସଠାରୁେ ବିଦାୟ ନଲେୁ। ସେତବେେଳେ ସମାନେେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ୟ୍ଯନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳ ରେ ଆଣ୍ଠୁମାଡି ପାର୍ଥନା କଲୁ।
6 ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନଇେ ଜାହାଜ ରେ ଚ଼ଢ଼ିଲୁ। ଶିଷ୍ଯମାନେ ନିଜ ନିଜ ଘରକୁ ଫରେିଗଲେ।
7 ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ ଯାତ୍ରା ଆରମ୍ଭ କଲୁ ଓ ପତଲମାଇ ରେ ପହଞ୍ଚିଲୁ। ସଠାେରେ ଭାଇମାନଙ୍କୁ ଅଭିନନ୍ଦନ ଜଣଇେ ସମାନଙ୍କେ ସହିତ ଗୋଟିଏ ଦିନ ରହିଲୁ।
8 ଆମ୍ଭେ ତହିଁ ଆରଦିନ କାଇସରୀଆ ନଗର ରେ ପହଞ୍ଚିଲୁ। ତା'ପରେ ଆମ୍ଭେ ସୁସମାଚ଼ାର ପ୍ରଚ଼ାରକ ଫିଲିପ୍ପଙ୍କ ଘ ରେ ପ୍ରବେଶ କଲୁ। ସେ ସାତ ଜଣ ବିଶଷେ ସବେକମାନଙ୍କ ମଧ୍ଯରୁ ଜଣେ ଥିଲେ। ଆମ୍ଭମାନେେ ତାହାଙ୍କ ସହିତ ରହିଲୁ।
9 ତାହାଙ୍କର ଚ଼ା ରୋଟି ଅବିବାହିତା ଝିଅ ଥିଲେ। ସମାନେେ ଭାବବାଦିନୀ ଥିଲେ।
10 ସଠାେରେ ଆମ୍ଭେ ବହୁତ ଦିନ ରହିଲା ପରେ ୟିହୂଦା ଦେଶରୁ ଆଗାବ ନାମ ରେ ଜଣେ ଭବିଷ୍ଯଦ୍ବକ୍ତା ଆସି ପହନ୍ଚିଲେ।
11 ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନଇେ ନିଜ ହାତ ଗୋଡ ବାନ୍ଧି ପକାଇଲେ ଓ କହିଲେ, ପବିତ୍ର ଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, 'ତାହାଙ୍କୁ ୟିରୁଶାଲମ ରେ ଯିହୂଦୀମାନେ ଏହିପରି ବାନ୍ଧି ପକାଇବେ। ସମାନେେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତ ରେ ସମର୍ପଣ କରିବେ।'
12 ଆମ୍ଭମାନେେ ଓ ଅନ୍ୟ ବିଶ୍ବାସୀମାନେ ଏହି କଥା ଶୁଣି ପାଉଲଙ୍କୁ ୟିରୂଶାଲମ ନୟିବା ପାଇଁ ବହୂତ ଅନୁ ରୋଧ କଲୁ।
13 କିନ୍ତୁ ପାଉଲ କହିଲେ, ତୁମ୍ଭମାନେେ କାହିଁକି କାନ୍ଦୁଛ? ତୁମ୍ଭମାନେେ କାହିଁକି ଏପରି ମାେତେ ଦୁଃଖିତ କରୁଛ? ୟିରୂଶାଲମ ରେ ମୁଁ ବନ୍ଧା ହବୋ ପାଇଁ ଯେ କବଳେ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମ ରେ ମରିବା ପାଇଁ ମଧ୍ଯ ପ୍ରସ୍ତୁତ ଅଛି।
14 ସେ ଆମ୍ଭ କଥା ରେ ପ୍ରଭାବିତ ନ ହବୋରୁ ଆମ୍ଭମାନେେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।
15 ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ୟିରୂଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ।
16 କାଇସରୀଆ ରେ ଥିବା ଯୀଶୁଙ୍କ କେତକେ ଶିଷ୍ଯ ଆମ୍ଭ ସହିତ ଆସିଲେ। ସମାନେେ ଆମ୍ଭକୁ କୁପ୍ର ଉପଦ୍ବୀପର ମନାସୋନ (ୟିଏ କି ଯୀଶୁଙ୍କ ପ୍ରଥମ ଶିଷ୍ଯମାନଙ୍କ ମଧିଅରେ ଜଣେ) ନାମକ ଜଣେ ଶିଷ୍ଯଙ୍କ ଘରକୁ ନଇଗେଲେ। ସଠାେରେ ଆମ୍ଭେ ରାତି କଟାଇବା କଥା ଥିଲା।
17 ଆମ୍ଭମାନେେ ୟିରୂଶାଲମ ରେ ପହଞ୍ଚିବା ମାତ୍ ରେ ଆମ୍ଭକୁ ଭାଇମାନେ ଖୁସି ରେ ସ୍ବାଗତ ଜଣାଇଲେ।
18 ତା' ପରଦିନ ପାଉଲ ଆମ୍ଭମାନଙ୍କ ସାଙ୍ଗ ରେ ଯାକୁବଙ୍କୁ ଭଟେିବାକୁ ଗଲେ। ସବୁ ପ୍ରାଚ଼ୀନ ଲୋକମାନେ ସମସ୍ତେ ସଠାେରେ ଉପସ୍ଥିତ ଥିଲେ।
19 ପାଉଲ ସମାନଙ୍କେୁ ଅଭିନନ୍ଦନ ଜଣାଇଲେ। ପରମେଶ୍ବର ତାହାଙ୍କ ସବୋକାର୍ୟ୍ଯ ମାଧ୍ଯମ ରେ ଅଣଯିହୂଦୀମାନଙ୍କ ମଧିଅରେ ଯେଉଁ ସବୁ କାର୍ୟ୍ଯ କରିଛନ୍ତି, ସେସବୁ ସେ ସମାନଙ୍କେୁ ଗୋଟି ଗୋଟି କରି କହିଲେ।
20 ସମାନେେ ଏହା ଶୁଣି ପରମେଶ୍ବରଙ୍କର ପ୍ରଶଂସା କଲେ। ସମାନେେ ପାଉଲଙ୍କୁ କହିଲେ, ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ବାସୀ ହାଇେ ଅଛନ୍ତି। କିନ୍ତୁ ସମାନେେ ମନେ କରନ୍ତି ଯେ, ବ୍ଯବସ୍ଥା ପାଳନ କରିବା ଅଧିକ ମହତ୍ବପୂର୍ଣ୍ଣ ଅଟେ।
21 ସମାନେେ ତୁମ୍ଭ ବିଷୟ ରେ ଶୁଣିଛନ୍ତି ଯେ, ତୁମ୍ଭେ ଅଣଯିହୂଦୀମାନଙ୍କ ଦେଶ ରେ ରହୁଥିବା ଯିହୂଦୀମାନଙ୍କୁ, ମାଶାଙ୍କେର ବ୍ଯବସ୍ଥା ତ୍ଯାଗ କରିବା ପାଇଁ ଶିକ୍ଷା ଦେଉଛ। ତୁମ୍ଭେ ସମାନଙ୍କେୁ ସମାନଙ୍କେର ପିଲାମାନଙ୍କର ସନ୍ନତ ନ କରିବାପାଇଁ ଓ ୟିହୁଦୀ ରୀତିନୀତି ଗୁଡିକୁ ନ ମାନିବା ପାଇଁ ଶିକ୍ଷା ଦଇେଛ।
22 ତେଣୁ ଆମ୍ଭକୁ କ'ଣ କରିବା ଉଚ଼ିତ୍? ତୁମ୍ଭେ ଯେ ଏଠାକୁ ଆସିଛ, ଏହା ସମାନେେ ନିଶ୍ଚୟ ଶୁଣିବାକୁ ପାଇବେ।
23 ତେଣୁ ଆମ୍ଭ କହିବା ଅନୁସାରେ କାମ କର। ଆମ୍ଭ ପାଖ ରେ ପରମେଶ୍ବରଙ୍କ ଠା ରେ ମାନତ କରିଥିବାର ଚ଼ାରି ଜଣ ଲୋକ ଅଛନ୍ତି।
24 ମ୍ଭେ ସମାନଙ୍କେୁ ସାଙ୍ଗ ରେ ନଇେ ସମାନଙ୍କେ ସହିତ ଆପଣାକୁ ଶୁଚି କରି ଓ ତୁମ୍ଭେ ସମାନଙ୍କେର ମୁଣ୍ଡ ଲଣ୍ଡା ହବୋପାଇଁ ଖର୍ଚ୍ଚ ଦିଅ। ଏହା ଦ୍ବାରା ସମସ୍ତେ ଭାବିବେ ଯେ, ସମାନେେ ତୁମ୍ଭ ବିଷୟ ରେ ଯାହା ସବୁ ଶୁଣିଛନ୍ତି ତାହା ମିଥ୍ଯା। ସମାନେେ ଦେଖିବେ ଯେ, ତୁମ୍ଭେ ନିଜ ଜୀବନ ରେ ମାଶାଙ୍କେ ବ୍ଯବସ୍ଥା ମାନି ଚ଼ଳୁଛ।
25 ଆମ୍ଭେ ଅଣଯିହୂଦୀ ବିଶ୍ବାସୀ ଲୋକମାନଙ୍କୁ ପତ୍ର ଲେଖିଛୁ। ଆମ୍ଭେ ସମାନଙ୍କେୁ ଲେଖିସାରିଛୁ:
26 ତେଣୁ ପାଉଲ ତହିଁ ଆରଦିନ ସହେି ଚ଼ାରିଜଣ ଲୋକଙ୍କୁ ସାଙ୍ଗ ରେ ନଇେ ଆପଣାକୁ ଶୁଚ଼ି କଲେ। ତା'ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିଯା ସମାରୋହର ଦିନ ପୁରି ୟିବ ଓ ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକଙ୍କ ପାଇଁ ଦାନ ଦିଆୟିବ, ସହେି ବିଷୟ ରେ ଘୋଷଣା କଲେ।
27 ସାତଦିନ ପୁରି ୟିବା ଦିନ ଏସିଆର କେତକେ ଯିହୂଦୀମାନେ ତାହାଙ୍କୁ ମନ୍ଦିର ରେ ଦେଖିଲେ। ସମାନେେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧ ରେ ଉତ୍ତଜେିତ କଲେ ଓ ତାହାଙ୍କୁ ଧରି ପକଇେଲେ।
28 ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।
29 ସମାନେେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସମାନେେ ଅନୁମାନ କରି ନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।
30 ପୁରା ନଗରଟା ରେ ଉତ୍ତଜେନା ସୃଷ୍ଟି ହାଇଗେଲା। ଲୋକମାନେ ଏକାଠି ଦୌଡ଼ି ଯାଇ ପାଉଲଙ୍କୁ ମନ୍ଦିର ଭିତରୁ ଟାଣି ନଇେ ଗଲେ। ସଙ୍ଗେ ସଙ୍ଗେ ଦ୍ବାର ଗୁଡ଼ିକ ବନ୍ଦ ହାଇଗେଲା।
31 ଲୋକମାନେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚେ଼ଷ୍ଟା କରୁଥିବା ସମୟରେ ରୋମୀୟ ସନୋପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ୟିରୂଶାଲମ ରେ ଉତ୍ତଜେନା ଖଳେି ଯାଇଛି।
32 ସେ ସଙ୍ଗେ ସଙ୍ଗେ କେତକେ ସୈନ୍ଯ ଓ ଅଧିକାରୀମାନଙ୍କ ସହିତ ଆସି ପହନ୍ଚିଲେ। ସେ ପାଉଲଙ୍କୁ ହତ୍ଯା କରିବାକୁ ଉଦ୍ଯମ ହେଉଥିବା ଯିହୂଦୀମାନଙ୍କ ପାଖକୁ ଗଲେ। ସମାନେେ ସନୋପତି ଓ ସୈନ୍ଯସାମନ୍ତଙ୍କୁ ଦେଖି ପାଉଲଙ୍କୁ ମାଡ଼ ମାରିବା ବନ୍ଦ କଲେ।
33 ତା'ପରେ ସନୋପତି ପାଖକୁ ଆସିଲେ ଓ ପାଉଲଙ୍କୁ ବନ୍ଦୀ କଲେ। ସେ ପାଉଲଙ୍କୁ ଦୁଇଟି ଶିକୁଳି ରେ ବାନ୍ଧି ଦବୋ ପାଇଁ ସୈନ୍ଯମାନଙ୍କୁ ଆଦେଶ ଦେଲେ। ତା'ପରେ ପାଉଲ କିଏ ଓ ସେ କ'ଣ କରିଛନ୍ତି ବୋଲି ସନୋପତି ପଚ଼ାରିଲେ।
34 ଲୋକ ଗହଳି ଭିତରୁ ଲୋକେ ଚ଼ିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସନୋପତି ଏପରି କୋଳାହଳ ଦେଖି କାହାର କଥା ସତ୍ଯ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ଯ ନିବାସକୁ ନଇେ ୟିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପେଛ ପେଛ ଚ଼ିତ୍କାର କରି ଯାଉଥିଲେ।
35 ଲୋକମାନେ ଅତ୍ଯନ୍ତ ହିଂସ୍ରକ ହାଇେ ଉଠିବାରୁ ପାହାଚ଼ ନିକଟରେ ସୈନିକମାନେ ପାଉଲଙ୍କୁ ଟକେି ନଇଗେଲେ।
36 ତଥାପି ଲୋକସମୂହ ତାହାଙ୍କ ପଛ ରେ ଯାଉ ଯାଉ ପାଟି କଲେ, ତାହାଙ୍କୁ ହତ୍ଯାକର।
37 ସନୋନିବାସକୁ ନବୋ ସମୟରେ ସନୋପତିଙ୍କୁ ପାଉଲ ପଚ଼ାରିଲେ, ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?
38 ତବେେ ତୁମ୍ଭେ କ'ଣ ସେ ମିଶରୀୟ ଲୋକ ନୁହଁ, ୟିଏ କିଛି ବର୍ଷ ପୂର୍ବେ ସରକାରଙ୍କ ବିରୁଦ୍ଧ ରେ ବିଦ୍ରୋହ କରିଥିଲା ଓ ଚ଼ାରି ହଜାର ଆତଙ୍କବାଦୀଙ୍କୁ ନଇେ ମରୁଭୂମିକୁ ଚ଼ାଲିଯାଇଥିଲା।
39 ପାଉଲ କହିଲେ, ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଚ଼ାହୁଁଛି।
40 ପାଉଲ ସନୋପତିଙ୍କଠାରୁ ଅନୁମତି ପାଇ ପାହାଚ଼ ଉପରେ ଠିଆ ହାଇଗେଲେ। ସେ ଲୋକମାନଙ୍କୁ ହାତ ରେ ସଙ୍କତେ କରିବା ହତେୁ ସମସ୍ତେ ଅତି ଶାନ୍ତ ହାଇଗେଲେ। ତା'ପରେ ସେ ଏବ୍ରୀ ଭାଷା ରେ କହିଲେ।
1 And it came to pass, that after we were gotten from them, and had launched, we came with a straight course unto Coos, and the day following unto Rhodes, and from thence unto Patara:
2 And finding a ship sailing over unto Phenicia, we went aboard, and set forth.
3 Now when we had discovered Cyprus, we left it on the left hand, and sailed into Syria, and landed at Tyre: for there the ship was to unlade her burden.
4 And finding disciples, we tarried there seven days: who said to Paul through the Spirit, that he should not go up to Jerusalem.
5 And when we had accomplished those days, we departed and went our way; and they all brought us on our way, with wives and children, till we were out of the city: and we kneeled down on the shore, and prayed.
6 And when we had taken our leave one of another, we took ship; and they returned home again.
7 And when we had finished our course from Tyre, we came to Ptolemais, and saluted the brethren, and abode with them one day.
8 And the next day we that were of Paul’s company departed, and came unto Caesarea: and we entered into the house of Philip the evangelist, which was one of the seven; and abode with him.
9 And the same man had four daughters, virgins, which did prophesy.
10 And as we tarried there many days, there came down from Judaea a certain prophet, named Agabus.
11 And when he was come unto us, he took Paul’s girdle, and bound his own hands and feet, and said, Thus saith the Holy Ghost, So shall the Jews at Jerusalem bind the man that owneth this girdle, and shall deliver him into the hands of the Gentiles.
12 And when we heard these things, both we, and they of that place, besought him not to go up to Jerusalem.
13 Then Paul answered, What mean ye to weep and to break mine heart? for I am ready not to be bound only, but also to die at Jerusalem for the name of the Lord Jesus.
14 And when he would not be persuaded, we ceased, saying, The will of the Lord be done.
15 And after those days we took up our carriages, and went up to Jerusalem.
16 There went with us also certain of the disciples of Caesarea, and brought with them one Mnason of Cyprus, an old disciple, with whom we should lodge.
17 And when we were come to Jerusalem, the brethren received us gladly.
18 And the day following Paul went in with us unto James; and all the elders were present.
19 And when he had saluted them, he declared particularly what things God had wrought among the Gentiles by his ministry.
20 And when they heard it, they glorified the Lord, and said unto him, Thou seest, brother, how many thousands of Jews there are which believe; and they are all zealous of the law:
21 And they are informed of thee, that thou teachest all the Jews which are among the Gentiles to forsake Moses, saying that they ought not to circumcise their children, neither to walk after the customs.
22 What is it therefore? the multitude must needs come together: for they will hear that thou art come.
23 Do therefore this that we say to thee: We have four men which have a vow on them;
24 Them take, and purify thyself with them, and be at charges with them, that they may shave their heads: and all may know that those things, whereof they were informed concerning thee, are nothing; but that thou thyself also walkest orderly, and keepest the law.
25 As touching the Gentiles which believe, we have written and concluded that they observe no such thing, save only that they keep themselves from things offered to idols, and from blood, and from strangled, and from fornication.
26 Then Paul took the men, and the next day purifying himself with them entered into the temple, to signify the accomplishment of the days of purification, until that an offering should be offered for every one of them.
27 And when the seven days were almost ended, the Jews which were of Asia, when they saw him in the temple, stirred up all the people, and laid hands on him,
28 Crying out, Men of Israel, help: This is the man, that teacheth all men every where against the people, and the law, and this place: and further brought Greeks also into the temple, and hath polluted this holy place.
29 (For they had seen before with him in the city Trophimus an Ephesian, whom they supposed that Paul had brought into the temple.)
30 And all the city was moved, and the people ran together: and they took Paul, and drew him out of the temple: and forthwith the doors were shut.
31 And as they went about to kill him, tidings came unto the chief captain of the band, that all Jerusalem was in an uproar.
32 Who immediately took soldiers and centurions, and ran down unto them: and when they saw the chief captain and the soldiers, they left beating of Paul.
33 Then the chief captain came near, and took him, and commanded him to be bound with two chains; and demanded who he was, and what he had done.
34 And some cried one thing, some another, among the multitude: and when he could not know the certainty for the tumult, he commanded him to be carried into the castle.
35 And when he came upon the stairs, so it was, that he was borne of the soldiers for the violence of the people.
36 For the multitude of the people followed after, crying, Away with him.
37 And as Paul was to be led into the castle, he said unto the chief captain, May I speak unto thee? Who said, Canst thou speak Greek?
38 Art not thou that Egyptian, which before these days madest an uproar, and leddest out into the wilderness four thousand men that were murderers?
39 But Paul said, I am a man which am a Jew of Tarsus, a city in Cilicia, a citizen of no mean city: and, I beseech thee, suffer me to speak unto the people.
40 And when he had given him licence, Paul stood on the stairs, and beckoned with the hand unto the people. And when there was made a great silence, he spake unto them in the Hebrew tongue, saying,
1 And they came over unto the other side of the sea, into the country of the Gadarenes.
2 And when he was come out of the ship, immediately there met him out of the tombs a man with an unclean spirit,
3 Who had his dwelling among the tombs; and no man could bind him, no, not with chains:
4 Because that he had been often bound with fetters and chains, and the chains had been plucked asunder by him, and the fetters broken in pieces: neither could any man tame him.
5 And always, night and day, he was in the mountains, and in the tombs, crying, and cutting himself with stones.
6 But when he saw Jesus afar off, he ran and worshipped him,
7 And cried with a loud voice, and said, What have I to do with thee, Jesus, thou Son of the most high God? I adjure thee by God, that thou torment me not.
8 For he said unto him, Come out of the man, thou unclean spirit.
9 And he asked him, What is thy name? And he answered, saying, My name is Legion: for we are many.
10 And he besought him much that he would not send them away out of the country.
11 Now there was there nigh unto the mountains a great herd of swine feeding.
12 And all the devils besought him, saying, Send us into the swine, that we may enter into them.
13 And forthwith Jesus gave them leave. And the unclean spirits went out, and entered into the swine: and the herd ran violently down a steep place into the sea, (they were about two thousand;) and were choked in the sea.
14 And they that fed the swine fled, and told it in the city, and in the country. And they went out to see what it was that was done.
15 And they come to Jesus, and see him that was possessed with the devil, and had the legion, sitting, and clothed, and in his right mind: and they were afraid.
16 And they that saw it told them how it befell to him that was possessed with the devil, and also concerning the swine.
17 And they began to pray him to depart out of their coasts.
18 And when he was come into the ship, he that had been possessed with the devil prayed him that he might be with him.
19 Howbeit Jesus suffered him not, but saith unto him, Go home to thy friends, and tell them how great things the Lord hath done for thee, and hath had compassion on thee.
20 And he departed, and began to publish in Decapolis how great things Jesus had done for him: and all men did marvel.
21 And when Jesus was passed over again by ship unto the other side, much people gathered unto him: and he was nigh unto the sea.
22 And, behold, there cometh one of the rulers of the synagogue, Jairus by name; and when he saw him, he fell at his feet,
23 And besought him greatly, saying, My little daughter lieth at the point of death: I pray thee, come and lay thy hands on her, that she may be healed; and she shall live.
24 And Jesus went with him; and much people followed him, and thronged him.
25 And a certain woman, which had an issue of blood twelve years,
26 And had suffered many things of many physicians, and had spent all that she had, and was nothing bettered, but rather grew worse,
27 When she had heard of Jesus, came in the press behind, and touched his garment.
28 For she said, If I may touch but his clothes, I shall be whole.
29 And straightway the fountain of her blood was dried up; and she felt in her body that she was healed of that plague.
30 And Jesus, immediately knowing in himself that virtue had gone out of him, turned him about in the press, and said, Who touched my clothes?
31 And his disciples said unto him, Thou seest the multitude thronging thee, and sayest thou, Who touched me?
32 And he looked round about to see her that had done this thing.
33 But the woman fearing and trembling, knowing what was done in her, came and fell down before him, and told him all the truth.
34 And he said unto her, Daughter, thy faith hath made thee whole; go in peace, and be whole of thy plague.
35 While he yet spake, there came from the ruler of the synagogue’s house certain which said, Thy daughter is dead: why troublest thou the Master any further?
36 As soon as Jesus heard the word that was spoken, he saith unto the ruler of the synagogue, Be not afraid, only believe.
37 And he suffered no man to follow him, save Peter, and James, and John the brother of James.
38 And he cometh to the house of the ruler of the synagogue, and seeth the tumult, and them that wept and wailed greatly.
39 And when he was come in, he saith unto them, Why make ye this ado, and weep? the damsel is not dead, but sleepeth.
40 And they laughed him to scorn. But when he had put them all out, he taketh the father and the mother of the damsel, and them that were with him, and entereth in where the damsel was lying.
41 And he took the damsel by the hand, and said unto her, Talitha cumi; which is, being interpreted, Damsel, I say unto thee, arise.
42 And straightway the damsel arose, and walked; for she was of the age of twelve years. And they were astonished with a great astonishment.
43 And he charged them straitly that no man should know it; and commanded that something should be given her to eat.