Acts 21

fullscreen26 ତେଣୁ ପାଉଲ ତହିଁ ଆରଦିନ ସହେି ଚ଼ାରିଜଣ ଲୋକଙ୍କୁ ସାଙ୍ଗ ରେ ନଇେ ଆପଣାକୁ ଶୁଚ଼ି କଲେ। ତା'ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିଯା ସମାରୋହର ଦିନ ପୁରି ୟିବ ଓ ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକଙ୍କ ପାଇଁ ଦାନ ଦିଆୟିବ, ସହେି ବିଷୟ ରେ ଘୋଷଣା କଲେ।

fullscreen27 ସାତଦିନ ପୁରି ୟିବା ଦିନ ଏସିଆର କେତକେ ଯିହୂଦୀମାନେ ତାହାଙ୍କୁ ମନ୍ଦିର ରେ ଦେଖିଲେ। ସମାନେେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧ ରେ ଉତ୍ତଜେିତ କଲେ ଓ ତାହାଙ୍କୁ ଧରି ପକଇେଲେ।

fullscreen28 ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।

fullscreen29 ସମାନେେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସମାନେେ ଅନୁମାନ କରି ନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।

fullscreen30 ପୁରା ନଗରଟା ରେ ଉତ୍ତଜେନା ସୃଷ୍ଟି ହାଇଗେଲା। ଲୋକମାନେ ଏକାଠି ଦୌଡ଼ି ଯାଇ ପାଉଲଙ୍କୁ ମନ୍ଦିର ଭିତରୁ ଟାଣି ନଇେ ଗଲେ। ସଙ୍ଗେ ସଙ୍ଗେ ଦ୍ବାର ଗୁଡ଼ିକ ବନ୍ଦ ହାଇଗେଲା।

fullscreen31 ଲୋକମାନେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚେ଼ଷ୍ଟା କରୁଥିବା ସମୟରେ ରୋମୀୟ ସନୋପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ୟିରୂଶାଲମ ରେ ଉତ୍ତଜେନା ଖଳେି ଯାଇଛି।

fullscreen32 ସେ ସଙ୍ଗେ ସଙ୍ଗେ କେତକେ ସୈନ୍ଯ ଓ ଅଧିକାରୀମାନଙ୍କ ସହିତ ଆସି ପହନ୍ଚିଲେ। ସେ ପାଉଲଙ୍କୁ ହତ୍ଯା କରିବାକୁ ଉଦ୍ଯମ ହେଉଥିବା ଯିହୂଦୀମାନଙ୍କ ପାଖକୁ ଗଲେ। ସମାନେେ ସନୋପତି ଓ ସୈନ୍ଯସାମନ୍ତଙ୍କୁ ଦେଖି ପାଉଲଙ୍କୁ ମାଡ଼ ମାରିବା ବନ୍ଦ କଲେ।

fullscreen33 ତା'ପରେ ସନୋପତି ପାଖକୁ ଆସିଲେ ଓ ପାଉଲଙ୍କୁ ବନ୍ଦୀ କଲେ। ସେ ପାଉଲଙ୍କୁ ଦୁଇଟି ଶିକୁଳି ରେ ବାନ୍ଧି ଦବୋ ପାଇଁ ସୈନ୍ଯମାନଙ୍କୁ ଆଦେଶ ଦେଲେ। ତା'ପରେ ପାଉଲ କିଏ ଓ ସେ କ'ଣ କରିଛନ୍ତି ବୋଲି ସନୋପତି ପଚ଼ାରିଲେ।

fullscreen34 ଲୋକ ଗହଳି ଭିତରୁ ଲୋକେ ଚ଼ିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସନୋପତି ଏପରି କୋଳାହଳ ଦେଖି କାହାର କଥା ସତ୍ଯ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ଯ ନିବାସକୁ ନଇେ ୟିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପେଛ ପେଛ ଚ଼ିତ୍କାର କରି ଯାଉଥିଲେ।

fullscreen35 ଲୋକମାନେ ଅତ୍ଯନ୍ତ ହିଂସ୍ରକ ହାଇେ ଉଠିବାରୁ ପାହାଚ଼ ନିକଟରେ ସୈନିକମାନେ ପାଉଲଙ୍କୁ ଟକେି ନଇଗେଲେ।

fullscreen36 ତଥାପି ଲୋକସମୂହ ତାହାଙ୍କ ପଛ ରେ ଯାଉ ଯାଉ ପାଟି କଲେ, ତାହାଙ୍କୁ ହତ୍ଯାକର।

fullscreen37 ସନୋନିବାସକୁ ନବୋ ସମୟରେ ସନୋପତିଙ୍କୁ ପାଉଲ ପଚ଼ାରିଲେ, ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?

fullscreen38 ତବେେ ତୁମ୍ଭେ କ'ଣ ସେ ମିଶରୀୟ ଲୋକ ନୁହଁ, ୟିଏ କିଛି ବର୍ଷ ପୂର୍ବେ ସରକାରଙ୍କ ବିରୁଦ୍ଧ ରେ ବିଦ୍ରୋହ କରିଥିଲା ଓ ଚ଼ାରି ହଜାର ଆତଙ୍କବାଦୀଙ୍କୁ ନଇେ ମରୁଭୂମିକୁ ଚ଼ାଲିଯାଇଥିଲା।

fullscreen39 ପାଉଲ କହିଲେ, ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଚ଼ାହୁଁଛି।

26 Then Paul took the men, and the next day purifying himself with them entered into the temple, to signify the accomplishment of the days of purification, until that an offering should be offered for every one of them.

27 And when the seven days were almost ended, the Jews which were of Asia, when they saw him in the temple, stirred up all the people, and laid hands on him,

28 Crying out, Men of Israel, help: This is the man, that teacheth all men every where against the people, and the law, and this place: and further brought Greeks also into the temple, and hath polluted this holy place.

29 (For they had seen before with him in the city Trophimus an Ephesian, whom they supposed that Paul had brought into the temple.)

30 And all the city was moved, and the people ran together: and they took Paul, and drew him out of the temple: and forthwith the doors were shut.

31 And as they went about to kill him, tidings came unto the chief captain of the band, that all Jerusalem was in an uproar.

32 Who immediately took soldiers and centurions, and ran down unto them: and when they saw the chief captain and the soldiers, they left beating of Paul.

33 Then the chief captain came near, and took him, and commanded him to be bound with two chains; and demanded who he was, and what he had done.

34 And some cried one thing, some another, among the multitude: and when he could not know the certainty for the tumult, he commanded him to be carried into the castle.

35 And when he came upon the stairs, so it was, that he was borne of the soldiers for the violence of the people.

36 For the multitude of the people followed after, crying, Away with him.

37 And as Paul was to be led into the castle, he said unto the chief captain, May I speak unto thee? Who said, Canst thou speak Greek?

38 Art not thou that Egyptian, which before these days madest an uproar, and leddest out into the wilderness four thousand men that were murderers?

39 But Paul said, I am a man which am a Jew of Tarsus, a city in Cilicia, a citizen of no mean city: and, I beseech thee, suffer me to speak unto the people.

Acts 21 in Tamil and English

26 ତେଣୁ ପାଉଲ ତହିଁ ଆରଦିନ ସହେି ଚ଼ାରିଜଣ ଲୋକଙ୍କୁ ସାଙ୍ଗ ରେ ନଇେ ଆପଣାକୁ ଶୁଚ଼ି କଲେ। ତା'ପରେ ସେ ମନ୍ଦିରକୁ ଯାଇ କେଉଁ ଦିନ କ୍ରିଯା ସମାରୋହର ଦିନ ପୁରି ୟିବ ଓ ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକଙ୍କ ପାଇଁ ଦାନ ଦିଆୟିବ, ସହେି ବିଷୟ ରେ ଘୋଷଣା କଲେ।
Then Paul took the men, and the next day purifying himself with them entered into the temple, to signify the accomplishment of the days of purification, until that an offering should be offered for every one of them.

27 ସାତଦିନ ପୁରି ୟିବା ଦିନ ଏସିଆର କେତକେ ଯିହୂଦୀମାନେ ତାହାଙ୍କୁ ମନ୍ଦିର ରେ ଦେଖିଲେ। ସମାନେେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧ ରେ ଉତ୍ତଜେିତ କଲେ ଓ ତାହାଙ୍କୁ ଧରି ପକଇେଲେ।
And when the seven days were almost ended, the Jews which were of Asia, when they saw him in the temple, stirred up all the people, and laid hands on him,

28 ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।
Crying out, Men of Israel, help: This is the man, that teacheth all men every where against the people, and the law, and this place: and further brought Greeks also into the temple, and hath polluted this holy place.

29 ସମାନେେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସମାନେେ ଅନୁମାନ କରି ନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।
(For they had seen before with him in the city Trophimus an Ephesian, whom they supposed that Paul had brought into the temple.)

30 ପୁରା ନଗରଟା ରେ ଉତ୍ତଜେନା ସୃଷ୍ଟି ହାଇଗେଲା। ଲୋକମାନେ ଏକାଠି ଦୌଡ଼ି ଯାଇ ପାଉଲଙ୍କୁ ମନ୍ଦିର ଭିତରୁ ଟାଣି ନଇେ ଗଲେ। ସଙ୍ଗେ ସଙ୍ଗେ ଦ୍ବାର ଗୁଡ଼ିକ ବନ୍ଦ ହାଇଗେଲା।
And all the city was moved, and the people ran together: and they took Paul, and drew him out of the temple: and forthwith the doors were shut.

31 ଲୋକମାନେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚେ଼ଷ୍ଟା କରୁଥିବା ସମୟରେ ରୋମୀୟ ସନୋପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ୟିରୂଶାଲମ ରେ ଉତ୍ତଜେନା ଖଳେି ଯାଇଛି।
And as they went about to kill him, tidings came unto the chief captain of the band, that all Jerusalem was in an uproar.

32 ସେ ସଙ୍ଗେ ସଙ୍ଗେ କେତକେ ସୈନ୍ଯ ଓ ଅଧିକାରୀମାନଙ୍କ ସହିତ ଆସି ପହନ୍ଚିଲେ। ସେ ପାଉଲଙ୍କୁ ହତ୍ଯା କରିବାକୁ ଉଦ୍ଯମ ହେଉଥିବା ଯିହୂଦୀମାନଙ୍କ ପାଖକୁ ଗଲେ। ସମାନେେ ସନୋପତି ଓ ସୈନ୍ଯସାମନ୍ତଙ୍କୁ ଦେଖି ପାଉଲଙ୍କୁ ମାଡ଼ ମାରିବା ବନ୍ଦ କଲେ।
Who immediately took soldiers and centurions, and ran down unto them: and when they saw the chief captain and the soldiers, they left beating of Paul.

33 ତା'ପରେ ସନୋପତି ପାଖକୁ ଆସିଲେ ଓ ପାଉଲଙ୍କୁ ବନ୍ଦୀ କଲେ। ସେ ପାଉଲଙ୍କୁ ଦୁଇଟି ଶିକୁଳି ରେ ବାନ୍ଧି ଦବୋ ପାଇଁ ସୈନ୍ଯମାନଙ୍କୁ ଆଦେଶ ଦେଲେ। ତା'ପରେ ପାଉଲ କିଏ ଓ ସେ କ'ଣ କରିଛନ୍ତି ବୋଲି ସନୋପତି ପଚ଼ାରିଲେ।
Then the chief captain came near, and took him, and commanded him to be bound with two chains; and demanded who he was, and what he had done.

34 ଲୋକ ଗହଳି ଭିତରୁ ଲୋକେ ଚ଼ିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସନୋପତି ଏପରି କୋଳାହଳ ଦେଖି କାହାର କଥା ସତ୍ଯ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ଯ ନିବାସକୁ ନଇେ ୟିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପେଛ ପେଛ ଚ଼ିତ୍କାର କରି ଯାଉଥିଲେ।
And some cried one thing, some another, among the multitude: and when he could not know the certainty for the tumult, he commanded him to be carried into the castle.

35 ଲୋକମାନେ ଅତ୍ଯନ୍ତ ହିଂସ୍ରକ ହାଇେ ଉଠିବାରୁ ପାହାଚ଼ ନିକଟରେ ସୈନିକମାନେ ପାଉଲଙ୍କୁ ଟକେି ନଇଗେଲେ।
And when he came upon the stairs, so it was, that he was borne of the soldiers for the violence of the people.

36 ତଥାପି ଲୋକସମୂହ ତାହାଙ୍କ ପଛ ରେ ଯାଉ ଯାଉ ପାଟି କଲେ, ତାହାଙ୍କୁ ହତ୍ଯାକର।
For the multitude of the people followed after, crying, Away with him.

37 ସନୋନିବାସକୁ ନବୋ ସମୟରେ ସନୋପତିଙ୍କୁ ପାଉଲ ପଚ଼ାରିଲେ, ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?
And as Paul was to be led into the castle, he said unto the chief captain, May I speak unto thee? Who said, Canst thou speak Greek?

38 ତବେେ ତୁମ୍ଭେ କ'ଣ ସେ ମିଶରୀୟ ଲୋକ ନୁହଁ, ୟିଏ କିଛି ବର୍ଷ ପୂର୍ବେ ସରକାରଙ୍କ ବିରୁଦ୍ଧ ରେ ବିଦ୍ରୋହ କରିଥିଲା ଓ ଚ଼ାରି ହଜାର ଆତଙ୍କବାଦୀଙ୍କୁ ନଇେ ମରୁଭୂମିକୁ ଚ଼ାଲିଯାଇଥିଲା।
Art not thou that Egyptian, which before these days madest an uproar, and leddest out into the wilderness four thousand men that were murderers?

39 ପାଉଲ କହିଲେ, ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଚ଼ାହୁଁଛି।
But Paul said, I am a man which am a Jew of Tarsus, a city in Cilicia, a citizen of no mean city: and, I beseech thee, suffer me to speak unto the people.