Acts 22:16 ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମ ରେ ତୁମ୍ଭର ପାପରୁ ଧୋଇ ହୁଅ।'
Acts 22:16 in Other Translations
King James Version (KJV) And now why tarriest thou? arise, and be baptized, and wash away thy sins, calling on the name of the Lord.
American Standard Version (ASV) And now why tarriest thou? arise, and be baptized, and wash away thy sins, calling on his name.
Bible in Basic English (BBE) And now, why are you waiting? get up, and have baptism, for the washing away of your sins, giving worship to his name.
Darby English Bible (DBY) And now why lingerest thou? Arise and get baptised, and have thy sins washed away, calling on his name.
World English Bible (WEB) Now why do you wait? Arise, be baptized, and wash away your sins, calling on the name of the Lord.'
Young's Literal Translation (YLT) and now, why tarriest thou? having risen, baptize thyself, and wash away thy sins, calling upon the name of the Lord.
And
καὶ
kai
kay
now
νῦν
nyn
nyoon
why
τί
tis
tees
tarriest thou?
μέλλεις
mellō
MALE-loh
arise,
ἀναστὰς
anistēmi
ah-NEE-stay-mee
and be baptized,
βάπτισαι
baptizō
va-PTEE-zoh
and
καὶ
kai
kay
wash away
ἀπόλουσαι
apolouō
ah-poh-LOO-oh
τὰς
ho
oh
sins,
ἁμαρτίας
hamartia
a-mahr-TEE-ah
thy
σου
sou
soo
calling on
ἐπικαλεσάμενος
epikaleomai
ay-pee-ka-LAY-oh-may
the
τὸ
ho
oh
name
ὄνομα
onoma
OH-noh-ma
the
τοῦ
ho
oh
of Lord.
Κυρίου
kyrios
KYOO-ree-ose
Read Full Chapter :
Acts 22
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 2:38
ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:11
ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତକେ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହାଇେଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ଓ ଆମ୍ଭ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଧାର୍ମିକ କରାଯାଇଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:22
ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:3
ତୁମ୍ଭମାନେେ କଣ ମନେ ରଖିଛ କି ଯେତବେେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତବେେଳେ ଯୀଶୁଖ୍ରୀଷ୍ଟଙ୍କର ଅଂଶ ହାଇଗେଲୁ। ଆମ୍ଭର ବାପ୍ତିଜିତ ହବୋ ରେ ଆମ୍ଭେ ତାହାଙ୍କର ମୃତ୍ଯୁର ମଧ୍ଯ ଭାଗୀଦାର ହେଲୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:14
ଏଠା ରେ ମଧ୍ଯ ସହେି ଲୋକଟି ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ବାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:13
ଆମ୍ଭ ଭିତରୁ କେତକେ ହେଉଛୁ ୟିହୁଦୀ, କେତକେ ଅଣୟିହୁଦୀ, ଆମ୍ଭ ଭିତରୁ କେତକେ କ୍ରୀତଦାସ ଓ କେତକେ ସ୍ବାଧୀନ। କିନ୍ତୁ ଆମ୍ଭମାନେେ ସମସ୍ତେ ଗୋଟିଏ ଆତ୍ମା ଦ୍ବାରା ଏକ ଶରୀର ହବୋ ଉଦ୍ଦେଶ୍ଯ ରେ ବାପ୍ତିଜିତ ପ୍ରାପ୍ତ ହାଇେ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ଯ ପ୍ରଦାନ କରାଯାଇଛି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:27
ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠା ରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭମାନେେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:5
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।
ପିତରଙ୍କ ପ୍ରଥମ ପତ୍ 3:21
ସହେି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତସ୍ମ ନୁହେଁ। ମାତ୍ର ବାପ୍ତସ୍ମ ହେଉଛି, ପରମେଶ୍ବରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ଯୁରୁ ଜୀବିତ ହାଇେଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:21
ସେତବେେଳେ ଯେ କହେି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।'ଯାୟେଲ 2:28-32
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:2
କରିନ୍ଥଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟଯୀଶୁଙ୍କଠା ରେ ପବିତ୍ର କରାଯାଇଛନ୍ତି ସମାନଙ୍କେ ନିକଟକୁ ଏହି ପତ୍ର ଲଖାେ ଯାଉଅଛି। ତୁମ୍ଭମାନେେ ଈଶ୍ବରଙ୍କ ପବିତ୍ର ଲୋକ ହବୋ ନିମନ୍ତେ ଆହୂତ ହାଇେଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ସର୍ବତ୍ର ଯେଉଁମାନେ ବିଶ୍ବାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ବାସୀଙ୍କ ସହିତ ତୁମ୍ଭମାନେେ ଆହୂତ ହାଇେଅଛ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:12
ଏଠା ରେ ୟିଏ ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତ ରେ ଭଦେ ନଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ବାସ କରନ୍ତି, ପରମେଶ୍ବର ସମାନଙ୍କେୁ ଅନକେ ଆଶୀର୍ବାଦ କରନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:18
ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା'ପରେ ସେ ଉଠି ବାପ୍ତିଜିତ ହେଲେ।
ଗୀତସଂହିତା 119:60
ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।
ଯିରିମିୟ 8:14
ଆମ୍ଭମାନେେ କାହିଁକି ଶାନ୍ତଭାବେ ବସିଅଛୁ ? ଆସ, ଏକତ୍ରୀତ ହାଇେ ଆମ୍ଭମାନେେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଚାଲିୟିବା। ଆସ ସହେି ସ୍ଥାନ ରେ ଆମ୍ଭେ ମୃତ୍ଯୁବରଣ କରିବା। ଯେ ହତେୁ ସଦାପ୍ରଭୁ ଆମ୍ଭର ପରମେଶ୍ବର ଆମ୍ଭମାନଙ୍କୁ ନିରବ କରିଛନ୍ତି। ଆସ ବିଷାକ୍ତ ପାଣି ପିଇବା, ଯେ ହତେୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଛୁ।