Acts 23:12 ତହିଁ ଆରଦିନ କେତକେ ଯିହୂଦୀ ଗୋଟିଏ ଯୋଜନା କଲେ। ସମାନେେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚାହିଁଲେ। ତାହାଙ୍କୁ ହତ୍ଯା ନକରିବା ପର୍ୟ୍ଯନ୍ତ ସମାନେେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।
Acts 23:12 in Other Translations
King James Version (KJV) And when it was day, certain of the Jews banded together, and bound themselves under a curse, saying that they would neither eat nor drink till they had killed Paul.
American Standard Version (ASV) And when it was day, the Jews banded together, and bound themselves under a curse, saying that they would neither eat nor drink till they had killed Paul.
Bible in Basic English (BBE) And when it was day, the Jews came together and put themselves under an oath that they would take no food or drink till they had put Paul to death.
Darby English Bible (DBY) And when it was day, the Jews, having banded together, put themselves under a curse, saying that they would neither eat nor drink till they should kill Paul.
World English Bible (WEB) When it was day, some of the Jews banded together, and bound themselves under a curse, saying that they would neither eat nor drink until they had killed Paul.
Young's Literal Translation (YLT) And day having come, certain of the Jews having made a concourse, did anathematize themselves, saying neither to eat nor to drink till they may kill Paul;
Read Full Chapter :
Acts 23
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 23:21
କିନ୍ତୁ ଆପଣ ସମାନଙ୍କେ କଥା ବିଶ୍ବାସ କରିବେ ନାହିଁ। ଚ଼ାଳିଶ ଜଣରୁ ଅଧିକ ଯିହୂଦୀୟ ଲୁଚ଼ଛନ୍ତି ଏବଂ ପାଉଲଙ୍କୁ ହତ୍ଯା କରିବା ପାଇଁ ଅପେକ୍ଷା କରିଛନ୍ତି। ସମାନେେ ତାହାଙ୍କୁ ନ ମାରିବା ପର୍ୟ୍ଯନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସମାନେେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:30
ହଠାତ୍ ମୁଁ ତାକୁ ହତ୍ଯା କରିବାକୁ ଷଡ଼ୟନ୍ତ୍ର କରାଯାଇଥିବାର ଖବର ପାଇଲି। ତେଣୁ ମୁଁ ତାକୁ ସଙ୍ଗେ ସଙ୍ଗେ ଆପଣଙ୍କ ନିକଟକୁ ପଠାଇଲି। ମୁଁ ତା'ର ଅଭିଯୋଗକାରୀମାନଙ୍କୁ କହିଲି ଯେ, ସମାନେେ ଆପଣଙ୍କ ନିକଟରେ ଅଭିଯୋଗ କରନ୍ତୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:14
ସମାନେେ ମୁଖ୍ଯ ଯାଜକ ଓ ପ୍ରାଚ଼ୀନମାନଙ୍କ ପାଖକୁ ଯାଇ କହିଲେ, ଆମ୍ଭେ ପ୍ରତିଜ୍ଞା କରିଛୁ ଯେ, ପାଉଲଙ୍କୁ ବଧ ନକରିବା ପର୍ୟ୍ଯନ୍ତ କହେି ଭୋଜନ ସ୍ପର୍ଶ କରିବୁ ନାହିଁ।
ଯିହୋଶୂୟ 7:15
ୟିଏ ଲକ୍ସ୍ଟସ୍ଖନ ଦ୍ରବ୍ଯ ରଖିବା ରେ ଦୋଷୀ ମନିବ, ଯେଉଁ ଦ୍ରବ୍ଯଟି ନଷ୍ଟ ହବୋର ଉଚିତ୍ ଥିଲା, ତାହା ନିଆଁ ରେ ପୋଡି଼ ପାଉଁଶ କରାୟିବ। ଏବଂ ତା'ର ଅଧିନ ରେ ଥିବା ସବୁକିଛିକକ୍ସ୍ଟ ପୋଡି଼ ପାଉଁଶ କରାୟିବ, ଯେ ହତେକ୍ସ୍ଟ ସେ ସଦାପ୍ରଭୁଙ୍କର ନିଯମ ଭଂଗ କଲା। ଆଉ ମଧ୍ଯ ସେ ଇଶ୍ରାୟେଲର ଲୋକମାନଙ୍କ ବହକ୍ସ୍ଟତ ପାପପୂର୍ଣ କାର୍ୟ୍ଯ କଲା।'
ପ୍ରଥମ ଶାମୁୟେଲ 14:24
କିନ୍ତୁ ଶାଉଲ ସଦେିନ ପକ୍ସ୍ଟଣି ଏକ ଭୂଲ୍ କଲେ। ଯେତବେେଳେ ସୈନ୍ଯମାନେ କ୍ଲାନ୍ତ ଓ କ୍ଷକ୍ସ୍ଟଧାର୍ତ୍ତ ହେଲେ, ଶାଉଲ ସମାନଙ୍କେୁ, ଯଦି କୌଣସି ଲୋକ ସଂନ୍ଧ୍ଯା ପୂର୍ବରକ୍ସ୍ଟ କିମ୍ବା ଶତୃ ବିନାଶ କରିବା ପୂର୍ବରକ୍ସ୍ଟ ଖାଦ୍ୟ ଗ୍ରହଣ କରେ, ତବେେ ସେ ଦଣ୍ତିତ ହବେ। ସେ ସମାନଙ୍କେୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ଯ କଲେ। ତେଣୁ ଇଶ୍ରାୟେଲୀୟ ସୈନ୍ଯଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।
ପ୍ରଥମ ଶାମୁୟେଲ 14:27
କିନ୍ତୁ ଯୋନାଥନ ପ୍ରତିଜ୍ଞା ବିଷଯ ରେ ଜାଣି ନ ଥିଲା। ସେ ତାଙ୍କ ବାପା ଲୋକମାନଙ୍କୁ ପ୍ରତିଜ୍ଞା କରିବାକୁ ବାଧ୍ଯ କରିଥିବା କଥା ସେ ଜାଣି ନ ଥିଲା। ଯୋନାଥନ ହାତ ରେ ବାଡି ଥିଲା, ସେ ବାଡିର ଅଗ୍ରଭାଗ ଦ୍ବାରା କିଛି ମହକ୍ସ୍ଟ ବାହାର କରି ଆଣିଲେ ଏବଂ ଖାଇଲା ଏବଂ ବହକ୍ସ୍ଟତ ଆଶ୍ବସ୍ତ ବୋଧ କଲା।
ପ୍ରଥମ ଶାମୁୟେଲ 14:40
ତା'ପରେ ଶାଉଲ ଇଶ୍ରାୟେଲୀୟମାନଙ୍କୁ କହିଲେ, ତୁମ୍ଭେ ଗୋଟିଏ କଡ ରେ ଛିଡା ହକ୍ସ୍ଟଅ। ମୁ ଏବଂ ମାେ ପକ୍ସ୍ଟଅ ଯୋନାଥନ ଅନ୍ୟ ପାଶର୍ବ ରେ ଛିଡା ହେଉଛକ୍ସ୍ଟ।
ପ୍ରଥମ ରାଜାବଳୀ 19:2
ତେଣୁ ଈଷବଲେ ଏଲିଯଙ୍କ ନିକଟକୁ ଦୁତ ପଠାଇଲେ, ମୁଁ ପ୍ରତିଜ୍ଞା କରୁଛି, ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭଙ୍କୁ ହତ୍ଯା କରିବି, ଠିକ୍ ତୁମ୍ଭେ ସହେି ଭବିଷ୍ଯଦ୍ବକ୍ତାଙ୍କୁ ହତ୍ଯା କଲାପରି। ଯଦି ମୁଁ ତୁମ୍ଭକୁ ହତ୍ଯା ନ କରେ, ତବେେ ଦବେତାଗଣ ମାେତେ ଅଧିକ ଦଣ୍ତ ଦଇପୋରନ୍ତି।
ଦିତୀୟ ରାଜାବଳୀ 6:31
ରାଜା କହିଲେ, ଯଦି ଇଲୀଶାୟର ମସ୍ତକ ତାହା ଦହେ ରେ ରହେ, ଆଜି ଦିନଠାରୁ ଶଷେ ୟାଏ ସଦାପ୍ରଭୁ ମାେତେ ଦଣ୍ତ ଦଇେ ପାରନ୍ତି।
ନିହିମିୟା 10:29
ସମାନେେ ହେଲେ, ଲୋକମାନଙ୍କର ଅବଶିଷ୍ଟାଂଶ ଯାଜକମାନେ, ଲବେୀୟମାନେ, ଦ୍ବାରପାଳମାନେ, ଗାଯକମାନେ, ନଥୀନୀଯମାନେ ଓ ଯେ ସମସ୍ତ ଲୋକ ଯେଉଁମାନେ ସମାନଙ୍କେୁ ଅନ୍ୟ ସ୍ଥାନ ରେ ଲୋକମାନଙ୍କଠାରୁ ଅଲଗା କଲେ, କାରଣ ସମାନେେ ପରମେଶ୍ବରଙ୍କର ବ୍ଯବସ୍ଥା ରଖିପାରିବେ। ସମାନେେ ସମାନଙ୍କେର ସ୍ତ୍ରୀଗଣ, ସମାନଙ୍କେର ପୁତ୍ରଗଣ ଓ ସମାନଙ୍କେର କନ୍ଯାଗଣ, ପ୍ରେତ୍ୟକକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ, ସମାନେେ ସମାନଙ୍କେର ଭାତୃଗଣ, ସମାନଙ୍କେର କୁଳୀନଗଣ ଏହି ଶପଥ ନବୋ ପାଇଁ ରାଜି ଥିଲେ।
ଗୀତସଂହିତା 2:1
କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?
ଗୀତସଂହିତା 31:13
ମୁଁ ଲୋକମାନେ କହୁଥିବା ସହେି ଭୟଙ୍କର କଥାସବୁ ଶୁଣେ, ସମାନେେ ମାେ ବିରୁଦ୍ଧରେ ଯୋଜନା କରୁଛନ୍ତି। ସମାନେେ ମାେତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।
ଲେବୀୟ ପୁସ୍ତକ 27:29
ମନୁଷ୍ଯ ମଧିଅରେ ଯେ ବର୍ଜିତ ହବେ, ସେ କବେେ ମୁକ୍ତ ହାଇପୋରିବ ନାହିଁ, ସେ ନିଶ୍ଚିନ୍ତ ହତ ହବେ।
ଯିଶାଇୟ 8:9
ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭମାନେେ ପରାସ୍ତ ହବେ। ହେ ଦୂର ଦେଶୀଯ ଲୋକମାନେ, ତୁମ୍ଭମାନେେ ଧ୍ଯାନପୂର୍ବକ ଶୁଣ। ତୁମ୍ଭମାନେେ ୟୁଦ୍ଧପାଇଁ ପ୍ରସ୍ତୁତ ହେଲବେି ତୁମ୍ଭମାନେେ ପରାଜିତ ହବେ।
ଯିରିମିୟ 11:19
ସଦାପ୍ରଭୁ, ସମାନେେ ମାେ ବିପକ୍ଷ ରେ ଅଛନ୍ତି ବୋଲି ଦଖାଇବୋ ପୂର୍ବରୁ ମୁଁ ଏକ ନିରୀହ ମଷେଶାବକ ପରି ହତ୍ଯା ପାଇଁ ରହିଥିଲି। ସମାନେେ ମାେ ବିରୁଦ୍ଧ ରେ ଅଛନ୍ତି ବୋଲି ମୁଁ ଜାଣି ନଥିଲି। ସମାନେେ ମାେ ବିରୁଦ୍ଧ ରେ କୁମନ୍ତ୍ରଣା କରି କହିଲେ, ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।
ମାଥିଉଲିଖିତ ସୁସମାଚାର 26:4
ସମାନେେ ଯୀଶୁଙ୍କୁ କପଟ ରେ ବନ୍ଦୀ କରି ତାହାଙ୍କୁ ମାରିଦବୋ ପାଇଁ ଯୋଜନା କଲେ।
ମାଥିଉଲିଖିତ ସୁସମାଚାର 26:74
ପିତର ନିଜକୁ ଧିକ୍କାର କରି ରାଣ ପକାଇ କହିଲେ, ମୁଁ ସେ ଲୋକଙ୍କୁ ଜାଣେ ନାହିଁ। ସତେିକି ବେଳେ କୁକୁଡ଼ା ଡ଼ାକିଲା।
ମାଥିଉଲିଖିତ ସୁସମାଚାର 27:25
ସବୁ ଲୋକ ଉତ୍ତର ଦେଲେ, ଆମ୍ଭେ ତାହାଙ୍କ ମୃତ୍ଯୁ ପାଇଁ ଦାଯୀ ରହିବୁ। ତାହାଙ୍କ ମୃତ୍ଯୁ ପାଇଁ ଯେ କୌଣସି ଦଣ୍ଡ ପାଇବାକୁ ଯୋଗ୍ଯ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥି ରେ ରାଜି ଅଛୁ।
ମାର୍କଲିଖିତ ସୁସମାଚାର 6:23
େ ହରୋଦ ଶପଥ ପୂର୍ବକ ମଧ୍ଯ କହିଲେ, ତୁ ଯାହା ମାଗିବୁ ମୁଁ ତୋତେ ତାହା ଦବେି। ଏପରିକି ମୁଁ ମାେ ରାଜ୍ଯର ଅଧା ଭାଗ ତୋତେ ଦଇପୋ ରେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25:3
ସମାନେେ ପାଉଲଙ୍କୁ ୟିରୁଶାଲମକୁ ପଠାଇଦବୋ ପାଇଁ ତାହାଙ୍କୁ ଅନୁ ରୋଧ କଲେ। କାରଣ ସମାନେେ ତାହାଙ୍କୁ ରାସ୍ତା ରେ ହତ୍ଯା କରିବାର ଷଡ଼ୟନ୍ତ୍ର କରିଥିଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16:22
ଯଦି କିଏ ପ୍ରଭୁଙ୍କୁ ପ୍ ରମେ କରୁ ନାହିଁ, ତାହାହେଲେ ସେ ଲୋକ ପରମେଶ୍ବରଙ୍କ ଠାରୁ ବିଚ୍ଛିନ୍ନ ହାଇେ ସେ ଅନନ୍ତକାଳ ପାଇଁ ବିନଷ୍ଟ ହବେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:13
ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277
ଗୀତସଂହିତା 64:2
ମାେ ଶତ୍ରୁମାନଙ୍କର ଗୁପ୍ତମନ୍ତ୍ରଣାରୁ, ମାେତେ ରକ୍ଷା କର। ଦୁଷ୍ଟ ଲୋକମାନଙ୍କ ଦଳଠାରୁ ତୁମ୍ଭେ ମାେତେ ଲୁଚାଇ ରଖ।
ଯିହୋଶୂୟ 6:26
ସହେି ସମୟରେ ୟିହୋଶୂଯ ଏହି ପ୍ରତିଜ୍ଞା କରିଥିଲେ, ଯେ କହେି ଯିରୀହାେ ନଗର ପକ୍ସ୍ଟନଃ ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ଦ୍ବାରା ଶାପଗ୍ରସ୍ତ ହବେ, ସେ ଆପଣା ଜେଷ୍ଠ ପକ୍ସ୍ଟତ୍ରର ମୃତକ୍ସ୍ଟ୍ଯ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପକ୍ସ୍ଟତ୍ରର ମୃତକ୍ସ୍ଟ୍ଯ ସହିତ ତହିଁର ଦ୍ବାରମାନ ସ୍ଥାପନ କରିବ।
ଯିହୋଶୂୟ 7:1
କିନ୍ତୁ ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ଯ ନଷ୍ଟ ସମ୍ବନ୍ଧୀଯ ଆଦେଶ ମାନିଲେ ନାହିଁ। ସଠାେରେ ଜଣେ ୟିହକ୍ସ୍ଟଦା ଗୋଷ୍ଠୀବର୍ଗୀଯ ଲୋକ ଥିଲେ, ଯାହାର ନାମ ଆଖନ୍। ସେ କର୍ମିର ପକ୍ସ୍ଟତ୍ର ଥିଲା ଏବଂ କର୍ମି ଜିମୀର ପକ୍ସ୍ଟତ୍ର ଥିଲା। ଯାହା ଧ୍ବଂଶ କରିବାର ଥିଲା, ସେଥିରକ୍ସ୍ଟ କିଛି ଆଖନ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ଉପରେ କୋରଧିତ ହେଲେ।