Acts 24
24 କିଛି ଦିନ ପରେ ଫଲେୀକ୍ସ୍ ତାହାଙ୍କ ସ୍ତ୍ରୀ ଦ୍ରୁସିଲ୍ଲାଙ୍କୁ ନଇେ ଆସିଲେ। ସେ ଯିହୂଦୀ ଥିଲେ। ଫଲେୀକ୍ସ୍ ପାଉଲଙ୍କୁ ଡ଼କାଇ ତାହାଙ୍କଠାରୁ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ବିଷୟ ରେ ଶୁଣିଲେ।
25 କିନ୍ତୁ ପାଉଲ ଯେତବେେଳେ ଧାର୍ମିକ ଜୀବନ, ଆତ୍ମସଂୟମ ଓ ଆଗାମୀ ବିଚ଼ାର ବିଷୟ ରେ କହିଲେ, ସେତବେେଳେ ଫଲେୀକ୍ସ୍ ଭୟଭୀତ ହାଇଗେଲେ। ଫଲେୀକ୍ସ୍ କହିଲେ, ବର୍ତ୍ତମାନ ତୁମ୍ଭେ ଯାଅ। ମାରେ ସମୟ ହେଲେ ମୁଁ ତୁମ୍ଭକୁ ଡ଼ାକିବି।
26 କିନ୍ତୁ ଫଲେୀକ୍ସ୍ ପାଉଲଙ୍କ ସହିତ କଥା ହବୋର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦବେେ। ତେଣୁ ସେ ପାଉଲଙ୍କୁ ଅନକେଥର ଡ଼କାଇ କଥା ହେଉଥିଲେ।
24 And after certain days, when Felix came with his wife Drusilla, which was a Jewess, he sent for Paul, and heard him concerning the faith in Christ.
25 And as he reasoned of righteousness, temperance, and judgment to come, Felix trembled, and answered, Go thy way for this time; when I have a convenient season, I will call for thee.
26 He hoped also that money should have been given him of Paul, that he might loose him: wherefore he sent for him the oftener, and communed with him.
Acts 24 in Tamil and English
24 କିଛି ଦିନ ପରେ ଫଲେୀକ୍ସ୍ ତାହାଙ୍କ ସ୍ତ୍ରୀ ଦ୍ରୁସିଲ୍ଲାଙ୍କୁ ନଇେ ଆସିଲେ। ସେ ଯିହୂଦୀ ଥିଲେ। ଫଲେୀକ୍ସ୍ ପାଉଲଙ୍କୁ ଡ଼କାଇ ତାହାଙ୍କଠାରୁ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ବିଷୟ ରେ ଶୁଣିଲେ।
And after certain days, when Felix came with his wife Drusilla, which was a Jewess, he sent for Paul, and heard him concerning the faith in Christ.
25 କିନ୍ତୁ ପାଉଲ ଯେତବେେଳେ ଧାର୍ମିକ ଜୀବନ, ଆତ୍ମସଂୟମ ଓ ଆଗାମୀ ବିଚ଼ାର ବିଷୟ ରେ କହିଲେ, ସେତବେେଳେ ଫଲେୀକ୍ସ୍ ଭୟଭୀତ ହାଇଗେଲେ। ଫଲେୀକ୍ସ୍ କହିଲେ, ବର୍ତ୍ତମାନ ତୁମ୍ଭେ ଯାଅ। ମାରେ ସମୟ ହେଲେ ମୁଁ ତୁମ୍ଭକୁ ଡ଼ାକିବି।
And as he reasoned of righteousness, temperance, and judgment to come, Felix trembled, and answered, Go thy way for this time; when I have a convenient season, I will call for thee.
26 କିନ୍ତୁ ଫଲେୀକ୍ସ୍ ପାଉଲଙ୍କ ସହିତ କଥା ହବୋର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦବେେ। ତେଣୁ ସେ ପାଉଲଙ୍କୁ ଅନକେଥର ଡ଼କାଇ କଥା ହେଉଥିଲେ।
He hoped also that money should have been given him of Paul, that he might loose him: wherefore he sent for him the oftener, and communed with him.