Acts 24:9
ତା'ପରେ ସମସ୍ତ ଯିହୂଦୀମାନେ ଏହି ଅଭିଯୋଗ ସତ୍ଯ ବୋଲି କହିଲେ।
Acts 24:9 in Other Translations
King James Version (KJV)
And the Jews also assented, saying that these things were so.
American Standard Version (ASV)
And the Jews also joined in the charge, affirming that these things were so.
Bible in Basic English (BBE)
And the Jews were in agreement with his statement, saying that these things were so.
Darby English Bible (DBY)
And the Jews also joined in pressing the matter against [Paul], saying that these things were so.
World English Bible (WEB)
The Jews also joined in the attack, affirming that these things were so.
Young's Literal Translation (YLT)
and the Jews also agreed, professing these things to be so.
| And | συνέθεντο | synethento | syoon-A-thane-toh |
| the | δὲ | de | thay |
| Jews | καὶ | kai | kay |
| also | οἱ | hoi | oo |
| assented, | Ἰουδαῖοι | ioudaioi | ee-oo-THAY-oo |
| that saying | φάσκοντες | phaskontes | FA-skone-tase |
| these things | ταῦτα | tauta | TAF-ta |
| were | οὕτως | houtōs | OO-tose |
| so. | ἔχειν | echein | A-heen |
Cross Reference
Psalm 4:2
ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମାେ ବିରୁଦ୍ଧରେ ପ୍ରଚାର କରିବ। ତୁମ୍ଭମାନେେ କେତଦେିନ ନାନା ପ୍ରକାର ନୂଆ ନୂଆ ମିଥ୍ଯା କଥା ମାେ ବିଷଯରେ କହିବ। କାହିଁକି ତୁମ୍ଭମାନେେ ସହେି ମନ୍ଦ କଥା କହିବାକୁ ଭଲ ପାଉଛ।
Acts 6:11
ତା'ପରେ ସମାନେେ କେତକେ ଲୋକଙ୍କୁ ଲାଞ୍ଚ ଦଇେ ଏହା କୁହାଇଲେ, ଆମ୍ଭେ ତାହାଙ୍କୁ ପରମେଶ୍ବର ଓ ମାଶାଙ୍କେର ବିରୁଦ୍ଧ ରେ ଖରାପ କଥା କହୁଥିବାର ଶୁଣିଲୁ।
John 8:44
ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।
Matthew 26:59
ଯୀଶୁଙ୍କୁ ଯେପରି ମୃତ୍ଯୁଦଣ୍ଡ ଦଇେ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସଂପୂର୍ଣ୍ଣ ଯିହୂଦୀମହାସଭା ଯୀଶୁଙ୍କ ବିହୁଦ୍ଧ ରେ କିଛି ମିଛ ଅଭିଯୋଗ ଖାଜେି ବାହାର କରିବାକୁ ଚେଷ୍ଟା କଲେ।
Micah 7:2
ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।
Micah 6:12
ସହେି ନଗରୀର ଧନୀ ଲୋକମାନେ ନିଷ୍ଠୁର ଅଟନ୍ତି। ସହେି ସ୍ଥାନର ଲୋକେ ତଥାପି ମିଥ୍ଯା କହୁଛନ୍ତି। ହଁ, ସହେି ଲୋକମାନେ ପ୍ରବଞ୍ଚକ।
Ezekiel 22:27
ତା'ର ଅଧିପତିଗଣ ଗଧିଆ ସଦୃଶ ପ୍ରାଣୀମାନଙ୍କୁ ବିଦୀର୍ଣ୍ଣ କଲାପରି ଅନ୍ଯାଯ ଲାଭର ଚେଷ୍ଟା ରେ ରକ୍ତପାଦ କରି ପ୍ରାଣୀମାନଙ୍କୁ ବିନାଶ କରନ୍ତି।
Jeremiah 9:3
ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ। ଏହା ସଦାପ୍ରଭୁ କହନ୍ତି।
Isaiah 59:4
କହେି ନ୍ଯାଯ ରେ ଗୁହାରି ଶୁଣେ ନାହିଁ ଓ କହେି ସତ୍ଯ ରେ ପ୍ରତିବାଦ କରେ ନାହିଁ। ସମାନେେ ଅସାରତା ରେ ନିର୍ଭର କରନ୍ତି ଓ ମିଥ୍ଯା କଥା କୁହନ୍ତି। ସମାନେେ ଅନିଷ୍ଟକୁ ଗର୍ଭ ରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି।
Psalm 64:2
ମାେ ଶତ୍ରୁମାନଙ୍କର ଗୁପ୍ତମନ୍ତ୍ରଣାରୁ, ମାେତେ ରକ୍ଷା କର। ଦୁଷ୍ଟ ଲୋକମାନଙ୍କ ଦଳଠାରୁ ତୁମ୍ଭେ ମାେତେ ଲୁଚାଇ ରଖ।
Psalm 62:3
କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ଆକ୍ରମଣ କରିବ ଓ ହତ୍ଯା କରିବାକୁ ଚେଷ୍ଟା କରିବ ? ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ଯ। ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।
1 Thessalonians 2:16
ସମାନେେ ଆମ୍ଭକୁ ଅଣଯିହୂଦୀମାନଙ୍କ ନିକଟରେ ଶିକ୍ଷା ଦବୋ ପାଇଁ ଅଟକାଇବାକୁ ଚେଷ୍ଟା କରନ୍ତି। ଅଣୟିହୁଦୀମାନେ ଉଦ୍ଧାର ହୁଅନ୍ତୁ, ଏହି ଉଦ୍ଦେଶ୍ଯ ରେ ଆମ୍ଭେ ସମାନଙ୍କେୁ ଶିକ୍ଷା ଦେଉ। କିନ୍ତୁ ଯିହୂଦୀମାନେ ପୂର୍ବରୁ କରିଥିବା ପାପଗୁଡ଼ିକର ସୂଚୀ, ବର୍ତ୍ତମାନ ମଧ୍ଯ ବଢ଼ି ଚାଲିଛି। ଏବେ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ କୋର୍ଧ ସମାନଙ୍କେ ଉପରେ ଆସି ପଡ଼ିଲାଣି।