Acts 26:16 ତୁମ୍ଭେ ଏବେ ଠିଆହୁଅ। ମୁଁ ତୁମ୍ଭକୁ ଜଣେ ସବେକରୂପେ ନିୟୁକ୍ତ କରିବା ପାଇଁ ତୁମ୍ଭ ନିକଟରେ ଦଖାେ ଦଇେଅଛି। ତୁମ୍ଭେ ମାେ ବିଷୟ ରେ ଯାହା ଦେଖିଲ, ଓ ଯାହା ମୁଁ ତୁମ୍ଭକୁ ଦଖାଇବେି, ତୁମ୍ଭେ ତା'ର ସାକ୍ଷୀ ହବେ।
Acts 26:16 in Other Translations
King James Version (KJV) But rise, and stand upon thy feet: for I have appeared unto thee for this purpose, to make thee a minister and a witness both of these things which thou hast seen, and of those things in the which I will appear unto thee;
American Standard Version (ASV) But arise, and stand upon thy feet: for to this end have I appeared unto thee, to appoint thee a minister and a witness both of the things wherein thou hast seen me, and of the things wherein I will appear unto thee;
Bible in Basic English (BBE) But get up on your feet: for I have come to you for this purpose, to make you a servant and a witness of the things in which you have seen me, and of those in which you will see me;
Darby English Bible (DBY) but rise up and stand on thy feet; for, for this purpose have I appeared to thee, to appoint thee to be a servant and a witness both of what thou hast seen, and of what I shall appear to thee in,
World English Bible (WEB) But arise, and stand on your feet, for I have appeared to you for this purpose: to appoint you a servant and a witness both of the things which you have seen, and of the things which I will reveal to you;
Young's Literal Translation (YLT) but rise, and stand upon thy feet, for for this I appeared to thee, to appoint thee an officer and a witness both of the things thou didst see, and of the things `in which' I will appear to thee,
But
ἀλλὰ
alla
al-LA
rise,
ἀνάστηθι
anistēmi
ah-NEE-stay-mee
and
καὶ
kai
kay
stand
στῆθι
histēmi
EE-stay-mee
upon
ἐπὶ
epi
ay-PEE
τοὺς
ho
oh
feet:
πόδας
pous
poos
thy
σου·
sou
soo
for
εἰς
eis
ees
this purpose,
τοῦτο
touto
TOO-toh
for
γὰρ
gar
gahr
I have appeared
ὤφθην
optanomai
oh-PTA-noh-may
unto thee
σοι
soi
soo
to make
προχειρίσασθαί
procheirizomai
proh-hee-REE-zoh-may
thee
σε
se
say
a minister
ὑπηρέτην
hypēretēs
yoo-pay-RAY-tase
and
καὶ
kai
kay
a witness
μάρτυρα
martys
MAHR-tyoos
of these things which
ὧν
hos
ose
both
τε
te
tay
thou hast seen,
εἶδές
eidō
EE-thoh
of those things in the which
ὧν
hos
ose
and
τε
te
tay
I will appear
ὀφθήσομαί
optanomai
oh-PTA-noh-may
unto thee;
σοι
soi
soo
Read Full Chapter :
Acts 26
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 22:14
ସେ ମାେତେ କହିଲେ, 'ଆମ୍ଭମାନଙ୍କ ପୈତୃକ ପରମେଶ୍ବର ତାହାଙ୍କର ଇଚ୍ଛା ଜାଣିବା ନିମନ୍ତେ, ଓ ସହେି ଧାର୍ମିକ ବ୍ଯକ୍ତିଙ୍କୁ ଦେଖିବା ଓ ତାହାଙ୍କ ମୁଖର କଥା ଶୁଣିବା ନିମନ୍ତେ ତୁମ୍ଭକୁ ମନୋନୀତ କରି ଅଛନ୍ତି।
ଯିହିଜିକଲ 2:1
ଅନନ୍ତର ସେ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହବେି।
ଦାନିଏଲ 10:11
ସେ ମାେତେ କହିଲେ, ' ହେ ଦାନିୟେଲ, ତୁମ୍ଭେ ପରମେଶ୍ବରଙ୍କର ଅତି ପ୍ରିଯପାତ୍ର। ମାେ କଥା ଶୁଣ ଓ ମାେତେ ବୁଝିବାକୁ ଚେଷ୍ଟାକର। ଛିଡା ହୁଅ। ମୁଁ ତୁମ୍ଭ ନିକଟକୁ ପ୍ ରରେିତ ହାଇେଅଛି।' ସେ ମାେତେ ଏହିକଥା କହିବାରୁ ମୁଁ କମ୍ପିତ ହାଇେ ଛିଡା ହଲିେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:6
ଏବେ ଉଠ ଓ ନଗରକୁ ଯାଅ। ସଠାେରେ ତୁମ୍ଭକୁ କ'ଣ କରିବାକୁ ହବେ, ତାହା ତୁମ୍ଭକୁ ଜଣେ କହିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:15
କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶଷେ କାର୍ୟ୍ଯ ପାଇଁ ବାଛିଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 13:1
ଆନ୍ତିୟଖିଆ ମଣ୍ଡଳୀ ରେ କେତକେ ଭବିଷ୍ଯଦ୍ବକ୍ତା ଓ ଶିକ୍ଷକ ଥିଲେ। ସମାନେେ ହେଲେ, ବର୍ଣ୍ଣବ୍ବା,ଶିମିଯୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୁରୀଣୀୟ, ଲୂକିୟ, ମନ ହେମ୍ ୟିଏ େ ହରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:9
ଦିନେ ରାତି ରେ ପ୍ରଭୁ ପାଉଲଙ୍କୁ ସ୍ବପ୍ନ ରେ କହିଲେ, ଭୟ କରନାହିଁ। ନୀରବ ରୁହ ନାହିଁ। କଥା କୁହ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:24
କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ବରଙ୍କ ଅନୁଗ୍ରହଜନକ ସୁସମାଚ଼ାର ଘାଷେଣା କରିବାର ଯେଉଁ କାର୍ୟ୍ଯ ଓ ସବୋ ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେ଼ଷ୍ଟା କରୁଛି। ଏଥିପାଇଁ ମାେ ନିଜର ଜୀବନକୁ ନିତାନ୍ତ ମୂଲ୍ଯହୀନ ମଣୁଅଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:19
ପାଉଲ ସମାନଙ୍କେୁ ଅଭିନନ୍ଦନ ଜଣାଇଲେ। ପରମେଶ୍ବର ତାହାଙ୍କ ସବୋକାର୍ୟ୍ଯ ମାଧ୍ଯମ ରେ ଅଣଯିହୂଦୀମାନଙ୍କ ମଧିଅରେ ଯେଉଁ ସବୁ କାର୍ୟ୍ଯ କରିଛନ୍ତି, ସେସବୁ ସେ ସମାନଙ୍କେୁ ଗୋଟି ଗୋଟି କରି କହିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22:10
ମୁଁ ପଚ଼ାରିଲି, 'ପ୍ରଭୁ ମୁଁ କଣ କରିବି?' ପ୍ରଭୁ ମାେତେ କହିଲେ, 'ଉଠ ଦମ୍ମସକେ ନଗରକୁ ଯାଅ।' ଯେଉଁସବୁ କାର୍ୟ୍ଯ ନିମନ୍ତେ ତୁମ୍ଭକୁ ମନୋନୀତ କରାଯାଇଛି, ତାହା ସଠାେରେ ତୁମ୍ଭକୁ କୁହାୟିବ।'
ରେରିତମାନଙ୍କ କାର୍ଯ୍ୟର ବିବରଣ 22:17
ତା'ପରେ ମୁଁ ୟିରୁଶାଲମକୁ ଫରେି ଆସିଲି। ସଠାେରେ ମନ୍ଦିର ରେ ଦିନେ ପ୍ରର୍ଥନା କଲା ବେଳେ ମୁଁ ଗୋଟିଏ ଦର୍ଶନ ଦେଖିଲି।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:11
ସହେି ରାତି ରେ ପ୍ରଭୁ ପାଉଲଙ୍କ ପାଖ ରେ ଠିଆ ହାଇେ କହିଲେ, ସାହସୀ ହୁଅ। ତୁମ୍ଭେ ମାେ ବିଷୟ ରେ ୟିରୁଶାଲମ ରେ ଯେପରି ସାକ୍ଷ୍ଯ ଦଇେଛ ଠିକ୍ ସହେିପରି ରୋମ ରେ ମଧ୍ଯ ଦବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:23
ମୁଁ ଯେଉଁ ପରମେଶ୍ବରଙ୍କର ସବୋ କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତି ରେ ମାେ ପାଖ ରେ ଠିଆ ହାଇେ କହିଲେ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:5
ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ପରମେଶ୍ବର ମାେତେ ବାର୍ତ୍ତାବହ ହବୋର ବିଶଷେ କାର୍ୟ୍ଯ ଦଇେଛନ୍ତି। ପରମେଶ୍ବର, ଏହା ଦ୍ବାରା ସମସ୍ତ ଜାତିର ଲୋକଙ୍କ ମନ ରେ ତାହାଙ୍କ ପ୍ରତି ବିଶ୍ବାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମାେତେ ଦେଲେ। ମୁଁ ଏହି କାମ ଯୀଶୁଖ୍ରୀଷ୍ଟଙ୍କ ପାଇଁ କରୁଛି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:16
ପରମେଶ୍ବର ମାେତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସବେକ ହାଇେ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିୟୁକ୍ତି କଲେ। ସେ ମାେତେ ସୁସମାଗ୍ଭର ଶିକ୍ଷା ଦବୋର କାର୍ୟ୍ଯ କରିବା ନିମନ୍ତେ ନିୟୁକ୍ତି କଲେ। ଏପରି କରିବା ଉବ୍ଦେଶ୍ଯ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ବରୂପ ହବେେ ଯାହା କି ପରମେଶ୍ବର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ବରଙ୍କ ପାଇଁ ପବିତ୍ର ଆତ୍ନା ଦ୍ବାରା ପବିତ୍ର କରାଗଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 1:17
ୟିହୂଦା ଆମ୍ଭ ଦଳ ରେ ଥିଲା ଓ ଆମ୍ଭ ସହିତ ଏକତ୍ର ସବୋ କାର୍ୟ୍ଯ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ୟିହୂଦା ସମାନଙ୍କେର ନେତା ହବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:18
ଏହି ସବୁ ବିଷୟ ପରମେଶ୍ବରଙ୍କ ଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ବରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାଯିତ୍ବ ଆମ୍ଭମାନଙ୍କୁ ଦଇେଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:1
ମୁଁ ଗର୍ବ କରି ଚାଲି ଥିବି। ଏହା ଦ୍ବାରା କିଛି ଲାଭ ନାହିଁ, କିନ୍ତୁ ମୁଁ ପ୍ରଭୁଙ୍କ ପ୍ରଦତ୍ତ 'ଦର୍ଶନ' ଓ 'ପ୍ରତ୍ଯାଦେଶ' ବିଷୟ ରେ କହିବି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:12
ମୁଁ ସହେି ସୁସମାଚାର ମଣିଷମାନଙ୍କ ପାଖରୁ ପାଇ ନାହିଁ। କୌଣସି ମଣିଷ ମାେତେ ତାହା ଶିକ୍ଷା ଦଇେ ନାହିଁ, ବରଂ ଯୀଶୁଖ୍ରୀଷ୍ଟ ସହେି ସୁସମାଚାର ମାେ ଆଗ ରେ ପ୍ରକାଶିତ କଲେ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:2
ୟିରୁଶାଲମ ୟିବା ପାଇଁ ପରଲମଶ୍ବରସମାଲତ ପ୍ରକାଶ କରିଥିବାରୁ ମୁଁସସଠାକୁ ଯାଇଥିଲି। ବିଶ୍ବାସୀସଲାକମାନଙ୍କ ମଧିଅଲର ଥିବା ନଲତୃସ୍ଥାନୀୟସଲାକମାନଙ୍କ ପାଖକୁ ମୁଁ ଗଲି।ସଯଲତଲବଲଳ ଆମ୍ଲଭମାଲନ ଏକାନ୍ତସର ଥିଲୁ,ସସଲତଲବଲଳସସମାନଙ୍କୁ ମୁଁ ପ୍ରଚାର କରୁଥିବା ସୁସମାଚାର ଶୁଣାଇଲି। ମୁଁ ଅଣଯିହୂଦୀମାନଙ୍କୁ ଆଗରୁ ଏହି ସୁସମାଚାର ଶୁଣାଇ ସାରି ଥିଲି। ଏହାଦ୍ବାରା ମୁଁ ଇଚ୍ଛା କଲିସଯ, ମୁଁସଯଉଁ କାମ ପୂର୍ବରୁ କରି ସାରିଥିଲି ଓ ଏଲବ ଯାହା କରୁଛି,ସଯପରିସସ ସବୁ ବିଫଳ ନ ହୁଏ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:7
ପରମେଶ୍ବରଙ୍କ ବିଶଷେ ଅନୁଗ୍ରହର ଦାନ ଦ୍ବାରା ମୁଁ ସୁସମାଚାର କହିବା ପାଇଁ ଜଣେ ସବେକ ହଲିେ। ପରମେଶ୍ବର ତାହାଙ୍କର କାର୍ୟ୍ଯକାରୀ ଶକ୍ତି ବଳ ରେ ମାେତେ ଏହି ଅନୁଗ୍ରହ ଦାନ କଲେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:7
ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହ ବିଷୟ ରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭମାନେେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ବାସୀ ସବେକ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:23
ତୁମ୍ଭମାନେେ ଶୁଣିଥିବା ସୁସମାଚାର ଉପରେ ବିଶ୍ବାସ ରଖି ପାରିଲେ ଖ୍ରୀଷ୍ଟ ଏହି କାମ କରି ଚାଲିବେ। ତୁମ୍ଭମାନେେ ନିଜ ବିଶ୍ବାସ ରେ ଦୃଢତା ଓ ନିଶ୍ଚିତ ବୋଧ ରଖିଥିବ। ସୁସମାଚାର ତୁମ୍ଭମାନଙ୍କୁ ଯେଉଁ ଭରସା ଦଇେଛି ସେଥିରୁ ବିଚଳିତ ହବେ ନାହିଁ। ସହେି ସମାନ ସୁସମାଚାର ସମଗ୍ର ବିଶ୍ବ ରେ ସମସ୍ତଙ୍କୁ କୁହାୟାଇଛି। ମୁଁ ପାଉଲ, ସହେି ସୁସମାଚାର କହିବା ରେ ସାହାୟ୍ଯ କରିଛି।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:25
ପରମେଶ୍ବର ମାେତେ ମଣ୍ଡଳୀର ଜଣେ ସବେକ ହବୋ ପାଇଁ ଏକ ବିଶଷେ କାମ ଦଇେଛନ୍ତି। ଏହି କାମ ତୁମ୍ଭମାନଙ୍କୁ ସାହାୟ୍ଯ କରୁଛି। ମାେ କାମ ହେଉଛି ତୁମ୍ଭମାନଙ୍କୁ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ ଶିକ୍ଷା ପ୍ରଦାନ କରିବା।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 3:2
ଅତଏବ ଆଥୀନୀ ରେ ଏକା ରହି ଯାଇ, ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବାକୁ ଆମ୍ଭେ ସ୍ଥିର କଲୁ। ତୀମଥି ଆମ୍ଭର ଭାଇ। ସେ ପରମେଶ୍ବରଙ୍କ ଲାଗି ମାେ ସହିତ କାମ କରନ୍ତି। ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରନ୍ତି। ତୁମ୍ଭମାନଙ୍କ ବିଶ୍ବାସ ରେ ଶକ୍ତି ଉତ୍ସାହ ଆଣିବା ପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଥୁଲୁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:12
ମାେ ପ୍ରତି ଭରସା ରଖି ଏହି ସବୋ କାର୍ୟ୍ଯ ରେ ନିୟୁକ୍ତ କରିଥିବାରୁ ମୁଁ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଧନ୍ଯବାଦ ଦିଏ। ସେ ମାେତେ ଶକ୍ତି ପ୍ରଦାନ କରନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:6
ସଠାେରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ବାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସବେକ ବୋଲି ପ୍ରମାଣିତ ହବେ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ବାସର ଶିକ୍ଷାଗୁଡ଼ିକ ଦ୍ବାରା ଶକ୍ତିଶାଳୀ ହାଇେଛ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:5
କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂୟମ କର। କ୍ଲେଶ ଆସିଲେ ସଗେୁଡିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ବରଙ୍କ ଜଣେ ସବେକ ଭାବରେ ସମସ୍ତ କର୍ତ୍ତବ୍ଯ କରୁଥାଅ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:1
ପରମେଶ୍ବର ଅନୁଗ୍ରହ କରି ଆମ୍ଭମାନଙ୍କୁ ଏହି ସବୋ କାର୍ୟ୍ଯ ଦଇେଛନ୍ତି, ସେଥିପାଇଁ ଆମ୍ଭେ ଏହାକୁ ଛାଡ଼ିବା ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1:25
ସହେି ପଦ ରେ ପ୍ ରରେିତ ହବୋ ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ଯରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦଖାଇଦେିଅ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6:4
ତବେେ ଆମ୍ଭମାନେେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନା ରେ ଦଇପୋରିବୁ।