Acts 26

fullscreen19 ପାଉଲ କହିଲେ, ହେ ମହାରାଜା ଅଗ୍ରିପ୍ପା, ମୁଁ ସହେି ସ୍ବର୍ଗୀୟ ଦର୍ଶନର ବାଧ୍ଯ ହଲିେ।

fullscreen20 ମୁଁ ପ୍ରଥମେ ଦମ୍ମସକେ ନଗର ରେ, ପରେ ୟିରୂଶାଲମ ରେ ସମଗ୍ର ୟିହୂଦା ଓ ଅଣଯିହୂଦୀ ଦେଶମାନଙ୍କ ରେ ମଧ୍ଯ ପ୍ରଚ଼ାର କଲି। ମୁଁ ସମାନଙ୍କେୁ ଅନୁତାପ କରି ପରମେଶ୍ବରଙ୍କ ପାଖକୁ ଫରେିବା ପାଇଁ କହିଲି। ସମାନଙ୍କେ ହୃଦୟ ପରିବର୍ତ୍ତନ ପାଇଁ ଉଚ଼ିତ କାର୍ୟ୍ଯ କରିବା ପାଇଁ ମଧ୍ଯ କହିଲି।

fullscreen21 ଏଥିପାଇଁ ମନ୍ଦିର ରେ ଥିବା ସମୟରେ ଯିହୂଦୀମାନେ ମାେତେ ବନ୍ଦୀ କଲେ, ଓ ମାରିବାକୁ ଚେ଼ଷ୍ଟା କଲେ।

fullscreen22 କିନ୍ତୁ ମାେତେ ପରମେଶ୍ବର ସାହାୟ୍ଯ କଲେ। ସେ ଆଜି ପର୍ୟ୍ଯନ୍ତ ମାେତେ ସାହାୟ୍ଯ କରିଆସୁଛନ୍ତି। ପରମେଶ୍ବରଙ୍କ ସାହାୟ୍ଯ ପାଇ ମୁଁ ଏଠା ରେ ଠିଆ ହାଇେଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁନାହିଁ। ମାଶାେ ଓ ଭାବବାଦୀମାନେ ଯାହା ସବୁ ଘଟିବ ବୋଲି କହିଛନ୍ତି, ମୁଁ ସହେି କଥା କହୁଛି।

fullscreen23 ସମାନେେ କହିଛନ୍ତି, ଖ୍ରୀଷ୍ଟ ମୃତ୍ଯୁବରଣ କରିବେ ଓ ମୃତ୍ଯୁରୁ ପୁନରୁତ୍ଥିତ ହେଉଥିବା ପ୍ରଥମ ବ୍ଯକ୍ତି ହବେେ। ମାଶାେ ଓ ଭାବବାଦୀମାନେ କହିଛନ୍ତି, କବଳେ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦଖାଇବେେ।

19 Whereupon, O king Agrippa, I was not disobedient unto the heavenly vision:

20 But shewed first unto them of Damascus, and at Jerusalem, and throughout all the coasts of Judaea, and then to the Gentiles, that they should repent and turn to God, and do works meet for repentance.

21 For these causes the Jews caught me in the temple, and went about to kill me.

22 Having therefore obtained help of God, I continue unto this day, witnessing both to small and great, saying none other things than those which the prophets and Moses did say should come:

23 That Christ should suffer, and that he should be the first that should rise from the dead, and should shew light unto the people, and to the Gentiles.

Acts 26 in Tamil and English

19 ପାଉଲ କହିଲେ, ହେ ମହାରାଜା ଅଗ୍ରିପ୍ପା, ମୁଁ ସହେି ସ୍ବର୍ଗୀୟ ଦର୍ଶନର ବାଧ୍ଯ ହଲିେ।
Whereupon, O king Agrippa, I was not disobedient unto the heavenly vision:

20 ମୁଁ ପ୍ରଥମେ ଦମ୍ମସକେ ନଗର ରେ, ପରେ ୟିରୂଶାଲମ ରେ ସମଗ୍ର ୟିହୂଦା ଓ ଅଣଯିହୂଦୀ ଦେଶମାନଙ୍କ ରେ ମଧ୍ଯ ପ୍ରଚ଼ାର କଲି। ମୁଁ ସମାନଙ୍କେୁ ଅନୁତାପ କରି ପରମେଶ୍ବରଙ୍କ ପାଖକୁ ଫରେିବା ପାଇଁ କହିଲି। ସମାନଙ୍କେ ହୃଦୟ ପରିବର୍ତ୍ତନ ପାଇଁ ଉଚ଼ିତ କାର୍ୟ୍ଯ କରିବା ପାଇଁ ମଧ୍ଯ କହିଲି।
But shewed first unto them of Damascus, and at Jerusalem, and throughout all the coasts of Judaea, and then to the Gentiles, that they should repent and turn to God, and do works meet for repentance.

21 ଏଥିପାଇଁ ମନ୍ଦିର ରେ ଥିବା ସମୟରେ ଯିହୂଦୀମାନେ ମାେତେ ବନ୍ଦୀ କଲେ, ଓ ମାରିବାକୁ ଚେ଼ଷ୍ଟା କଲେ।
For these causes the Jews caught me in the temple, and went about to kill me.

22 କିନ୍ତୁ ମାେତେ ପରମେଶ୍ବର ସାହାୟ୍ଯ କଲେ। ସେ ଆଜି ପର୍ୟ୍ଯନ୍ତ ମାେତେ ସାହାୟ୍ଯ କରିଆସୁଛନ୍ତି। ପରମେଶ୍ବରଙ୍କ ସାହାୟ୍ଯ ପାଇ ମୁଁ ଏଠା ରେ ଠିଆ ହାଇେଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁନାହିଁ। ମାଶାେ ଓ ଭାବବାଦୀମାନେ ଯାହା ସବୁ ଘଟିବ ବୋଲି କହିଛନ୍ତି, ମୁଁ ସହେି କଥା କହୁଛି।
Having therefore obtained help of God, I continue unto this day, witnessing both to small and great, saying none other things than those which the prophets and Moses did say should come:

23 ସମାନେେ କହିଛନ୍ତି, ଖ୍ରୀଷ୍ଟ ମୃତ୍ଯୁବରଣ କରିବେ ଓ ମୃତ୍ଯୁରୁ ପୁନରୁତ୍ଥିତ ହେଉଥିବା ପ୍ରଥମ ବ୍ଯକ୍ତି ହବେେ। ମାଶାେ ଓ ଭାବବାଦୀମାନେ କହିଛନ୍ତି, କବଳେ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦଖାଇବେେ।
That Christ should suffer, and that he should be the first that should rise from the dead, and should shew light unto the people, and to the Gentiles.