Acts 27:24 'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'
Acts 27:24 in Other Translations
King James Version (KJV) Saying, Fear not, Paul; thou must be brought before Caesar: and, lo, God hath given thee all them that sail with thee.
American Standard Version (ASV) saying, Fear not, Paul; thou must stand before Caesar: and lo, God hath granted thee all them that sail with thee.
Bible in Basic English (BBE) Saying, Have no fear, Paul, for you will come before Caesar, and God has given to you all those who are sailing with you.
Darby English Bible (DBY) saying, Fear not, Paul; thou must stand before Caesar; and behold, God has granted to thee all those that sail with thee.
World English Bible (WEB) saying, 'Don't be afraid, Paul. You must stand before Caesar. Behold, God has granted you all those who sail with you.'
Young's Literal Translation (YLT) saying, Be not afraid Paul; before Caesar it behoveth thee to stand; and, lo, God hath granted to thee all those sailing with thee;
Saying,
λέγων,
legō
LAY-goh
not,
Μὴ
mē
may
Fear
φοβοῦ
phobeō
foh-VAY-oh
Paul;
Παῦλε
paulos
PA-lose
Caesar:
Καίσαρί
kaisar
KAY-sahr
thou
σε
se
say
must be
δεῖ
dei
thee
brought before
παραστῆναι
paristēmi
pa-REE-stay-mee
and,
καὶ
kai
kay
lo,
ἰδού,
idou
ee-THOO
hath given
κεχάρισταί
charizomai
ha-REE-zoh-may
thee
σοι
soi
soo
ὁ
ho
oh
God
θεὸς
theos
thay-OSE
all
πάντας
pas
pahs
them
τοὺς
ho
oh
that sail
πλέοντας
pleō
PLAY-oh
with
μετὰ
meta
may-TA
thee.
σοῦ
sou
soo
Read Full Chapter :
Acts 27
Cross Reference
ରେରିତମାନଙ୍କ କାର୍ଯ୍ୟର ବିବରଣ 23:11
ସହେି ରାତି ରେ ପ୍ରଭୁ ପାଉଲଙ୍କ ପାଖ ରେ ଠିଆ ହାଇେ କହିଲେ, ସାହସୀ ହୁଅ। ତୁମ୍ଭେ ମାେ ବିଷୟ ରେ ୟିରୁଶାଲମ ରେ ଯେପରି ସାକ୍ଷ୍ଯ ଦଇେଛ ଠିକ୍ ସହେିପରି ରୋମ ରେ ମଧ୍ଯ ଦବେ।
ଆଦି ପୁସ୍ତକ 15:1
ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।
ଆଦି ପୁସ୍ତକ 18:23
ଏହାପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, ହେ ସଦାପ୍ରଭୁ, ଆପଣ କ'ଣ ନୀରିହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବାପାଇଁ ଯୋଜନା କରିଅଛନ୍ତି?
ଆଦି ପୁସ୍ତକ 19:29
ଏହିରୂପେ ସହେି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ବର ଅବ୍ରହାମକୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗର ରେ ବାସ କରିଥିଲେ। ସହେି ନଗର ରେ ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ଯରୁ ବାହାର କରୁଥିଲେ।
ଦିତୀୟ ରାଜାବଳୀ 6:16
ଇଲୀଶାୟ କହିଲେ, ଭୟ କରନାହିଁ, କାରଣ ଯୋଦ୍ଧା ଆମ୍ଭ ପାଇଁ ୟିଏ ୟୁଦ୍ଧ କରୁଛନ୍ତି, ସମାନଙ୍କେଠାରୁ ଅଧିକ।
ଯିଶାଇୟ 43:1
ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।
ଆଦି ପୁସ୍ତକ 12:2
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।
ମାଥିଉଲିଖିତ ସୁସମାଚାର 10:28
ଲୋକଙ୍କୁ ଭୟ କର ନାହିଁ। ସମାନେେ କବଳେ ତୁମ୍ଭର ଶରୀରକୁ ମାରି ପାରିବେ। ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କବଳେ ପରମେଶ୍ବରଙ୍କୁ ଭୟ କର। ସେ କବଳେ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦଇେ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠଇେ ପାରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:15
କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶଷେ କାର୍ୟ୍ଯ ପାଇଁ ବାଛିଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:37
ଜାହାଜ ରେ ସର୍ବ ମାଟେ 276ଜଣ ଥିଲେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:16
ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତ ରେ ଠିଆ ହେଲା ବେଳେ କୌଣସି ଲୋକ ମାେତେ ସମର୍ଥନ କରିବାକୁ ଆଗଇେ ଆସି ନ ଥିଲା। ସମସ୍ତେ ମାେତେ ଛାଡ଼ି ଚାଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ବର ସମାନଙ୍କେୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମାେ ସହିତ ଥିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:17
ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।
ଯିଶାଇୟ 58:11
ଆଉ ମଧ୍ଯ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନବେେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ଯ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 27:44
ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭଳୋ ସାହାୟ୍ଯ ରେ କୂଳକୁ ୟିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦ ରେ କୂଳ ରେ ଆସି ପହନ୍ଚିଲେ। କାହାର ମୃତ୍ଯୁ ହେଲା ନାହିଁ।
ଆଦି ପୁସ୍ତକ 19:21
ସ୍ବର୍ଗଦୂତ ଲୋଟକୁ କହିଲେ, ଉତ୍ତମ ଆମ୍ଭେ ତୁମ୍ଭକୁ ଅନୁମତି ଦଲେୁ। ମୁଁ ସହେି ସହରକୁ ଧ୍ବଂସ କରିବି ବାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:5
ଯଦି କହେି ସମାନଙ୍କେର କ୍ଷତି କରିବାକୁ ଚା ହେଁ, ତା' ହେଲ ସମାନଙ୍କେର ମୁହଁରୁ ବାହାରୁଥିବା ଅଗ୍ନି ସମାନଙ୍କେୁ ଧ୍ବଂସ କରିବ। ଯଦି କୌଣସି ଲୋକ ସମାନଙ୍କେର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ଯୁ ଭୋଗ କରିବ।
ଯାକୁବଙ୍କ ପତ୍ 5:16
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।
ଆଦି ପୁସ୍ତକ 30:27
ଲାବନ ତାଙ୍କୁ କହିଲା, ମାେତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ଯା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ମାେତେ ଆଶୀର୍ବାଦ କରିଛନ୍ତି।
ଆଦି ପୁସ୍ତକ 39:5
ଏହି ପ୍ରକା ରେ ସେ ଯୋଷଫଙ୍କେୁ ଆପଣା ଗୃହ ଓ ସର୍ବସ୍ବର ଅଧ୍ଯକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷଫଙ୍କେ ଲାଗି ସହେି ମିସ୍ରୀଯ ଲୋକରଗୃହ ଉପରେ ଆଶୀର୍ବାଦ କଲେ। ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ଷିଲା।
ଆଦି ପୁସ୍ତକ 39:23
କାରା ରକ୍ଷକ ଯୋଷଫଙ୍କେର ହସ୍ତଗତ କୌଣସି ବିଷଯ ରେ ଦୃଷ୍ଟିପାତ କଲେ ନାହିଁ। କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ। ପୁଣି ସେ ଯାହା କଲେ ସଦାପ୍ରଭୁ ତାହା ସିଦ୍ଧ କଲେ।
ଆଦି ପୁସ୍ତକ 46:3
ଏହାପରେ ପରମେଶ୍ବର କହିଲେ, ଆମ୍ଭେ ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର। ମିଶରକୁ ୟିବାକୁ ଭୟ କର ନାହିଁ। ମିଶର ରେ ଆମ୍ଭେ ତୁମ୍ଭର ଏକ ବଡ଼ ବଂଶ କରିବା।
ପ୍ରଥମ ରାଜାବଳୀ 17:13
ଏଲିଯ ସହେି ବିଧବାକୁ କହିଲେ, ଦୁଃଖ କର ନାହିଁ। ଘରକୁ ୟାଇ ତୁମ୍ଭ କହିବାନୁସା ରେ ଖାଦ୍ୟ ପ୍ରସ୍ତୁତ କର। କିନ୍ତୁ ପ୍ରଥମେ ଏକ େଛାଟ ପିଠା କରି ମାେ ନିକଟକୁ ଆଣ। ତା'ପରେ ତୁମ୍ଭପାଇଁ ଓ ତୁମ୍ଭ ପୁତ୍ର ପାଇଁ ପ୍ରସ୍ତୁତ କର।
ଯିଶାଇୟ 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ମୀଖା 5:7
କିନ୍ତୁ ଯାକୁବର ଅବଶିଷ୍ଟାଂଶ, ବହୁ ଜାତି ମଧିଅରେ ସଦାପ୍ରଭୁଙ୍କର ସକାଳର କାକରପରି ବିକ୍ଷିପ୍ତ ହବେେ, ଏବଂ କବେେ ମନୁଷ୍ଯ ମାନଙ୍କ ଉପ ରେ ନିର୍ଭରଶୀଳ ହବେେ ନାହିଁ। ଆଉ ମଧ୍ଯ ସମାନେେ ତୃଣ ଉପ ରେ ବୃଷ୍ଟି ସଦୃଶ ହବେେ ଏବଂ ମନୁଷ୍ଯମାନଙ୍କ ଉପ ରେ ଭରସା ରଖିବେ ନାହିଁ।
ମାଥିଉଲିଖିତ ସୁସମାଚାର 10:18
ତୁମ୍ଭେ ମାରେ ଶିଷ୍ଯ ହାଇେଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆୟିବ। ଅଣଯିହୂଦୀ ତଥା ସମାନଙ୍କେ ଆଗ ରେ ତୁମ୍ଭେ ମାେ ବିଷୟ ରେ ସାକ୍ଷୀ ହବେ।
ଯୋହନଲିଖିତ ସୁସମାଚାର 11:9
ଯୀଶୁ ଉତ୍ତର ଦେଲେ, ଦିନ ମଧିଅରେ ବାର ଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନ ବେଳେ ଚାଲିଲେ ସେ ଝୁଣ୍ଟେ ନାହିଁ କି ପଡେ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖିପା ରେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 18:9
ଦିନେ ରାତି ରେ ପ୍ରଭୁ ପାଉଲଙ୍କୁ ସ୍ବପ୍ନ ରେ କହିଲେ, ଭୟ କରନାହିଁ। ନୀରବ ରୁହ ନାହିଁ। କଥା କୁହ।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:21
ପାଉଲ ଏସବୁ ଘଟଣା ପରେ ମାକିଦନିଆ ଓ ଆଖାଯା ବାଟ ଦଇେ ୟିରୁଶାଲମ ୟିବା ପାଇଁ ନିର୍ଣ୍ଣୟ କଲେ। ସେ କହିଲେ ଯେ, ୟିରୁଶାଲମ ଗଲାପରେ ମୁଁ ରୋମକୁ ୟିବା କଥା।
ରେରିତମାନଙ୍କ କାର୍ଯ୍ୟର ବିବରଣ 25:11
ମୁଁ ଯଦି କୌଣସି ଦୋଷ କରିଥାଏ, ଓ ମୃତ୍ଯୁ ଯୋଗ୍ଯ କୌଣସି କାର୍ୟ୍ଯ କରିଥାଏ। ତବେେ ମୁଁ ମୃତ୍ଯୁ ବରଣ କରିବା ପାଇଁ ପ୍ରସ୍ତୁତ ଅଛି। କିନ୍ତୁ ଯଦି ଏ ଅଭିଯୋଗକାରୀ ମାନଙ୍କର କଥା ରେ ସତ୍ଯତା ନାହିଁ ତବେେ ମାେତେ କହେି ସମାନଙ୍କେ ହାତ ରେ ସମର୍ପଣ କରି ପାରିବେ ନାହିଁ। ତେଣୁ ମୁଁ କାଇସରଙ୍କ ନିକଟରେ ବିଚ଼ାର ପାଇଁ ଆବଦନେ କରୁଛି।