Acts 4

1 ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତକେ ଲୋକ ସମାନଙ୍କେ ପାଖକୁ ଆସିଲେ। ସମାନେେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସନୋପତି ଓ କେତକେ ସାଦ୍ଦୂକୀ ଥିଲେ।

2 ସମାନେେ ରାଗିଯାଇଥିଲେ କାରଣ ପିତର ଓ ଯୋହନ ଲୋକମାନଙ୍କୁ ଉପଦେଶ ଦେଉଥିଲେ ଓ ଯୀଶୁଙ୍କ ପୁନରୁତ୍ଥାନ ପରି ସବୁ ମୃତ ବ୍ଯକ୍ତିମାନଙ୍କର ଯେ ଉତ୍ଥାନ ହବେ, ଏହି କଥା ଘୋଷଣା କରୁଥିଲେ।

3 ତେଣୁ ସମାନେେ କାରାଗାର ରେ ବନ୍ଦୀ କରି ଦେଲେ। ସନ୍ଧ୍ଯା ହାଇଯୋଇ ଥିବାରୁ ସମାନଙ୍କେୁ ପରଦିନ ପର୍ୟ୍ଯନ୍ତ ବନ୍ଦୀ କରି ରଖିଲେ।

4 କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ଯରୁ ଅନକେ ଲୋକ ସମାନଙ୍କେ ବାର୍ତ୍ତା ବିଶ୍ବାସ କଲେ। ତେଣୁ ବର୍ତ୍ତମାନ ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ବାସୀ ଥିଲେ।

5 ତହିଁ ଆରଦିନ ସମାନଙ୍କେର ନେତାମାନେ, ପ୍ରାଚୀନମାନେ ଓ ଆଇନର ଶିକ୍ଷକମାନେ ୟିରୂଶାଲମ ରେ ଏକାଠି ହେଲେ।

6 ସଠାେରେ ହାନାନ ମହାୟାଜକ, କଯାଫା, ଯୋହନ, ଆଲେକ୍ଜାଣ୍ଡର ଓ ମହାୟାଜକୀୟ ପରିବାରର ସମସ୍ତେ ମଧ୍ଯ ଉପସ୍ଥିତ ଥିଲେ।

7 ସମାନେେ ପ୍ ରରେିତମାନଙ୍କୁ ସାମନା ରେ ଠିଆ କରି ପଚାରିଲେ, ତୁମ୍ଭମାନେେ କେଉଁ କ୍ଷମତା କିମ୍ବା କେଉଁ ଅଧିକାର ରେ ଏହି କାର୍ୟ୍ଯ କଲ? ତୁମ୍ଭମାନେେ ଏ େଛାଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?

8 ତା'ପରେ ପିତର ପବିତ୍ର ଆତ୍ମା ଦ୍ବାରା ପରିପୂର୍ଣ୍ଣ ହାଇେ ସମାନଙ୍କେୁ କହିଲେ, ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚ଼ୀନ ଲୋକମାନେ!

9 ଏହି େଛାଟା ଲୋକଟି ପ୍ରତି କରାଯାଇଥିବା ଉତ୍ତମ କର୍ମ ରେ କ'ଣ ଆପଣମାନେ ଆମ୍ଭକୁ ଆଜି ପ୍ରଶ୍ନ ପଗ୍ଭରୁଛନ୍ତି? ଆପଣମାନେ କ'ଣ ପଚ଼ାରୁଛନ୍ତି ଯେ କେଉଁ ବିଷୟ ଦ୍ବାରା ସେ ସୁସ୍ଥ ହାଇପୋରିଲା?

10 ତବେେ, ତୁମ୍ଭମାନେେ ସମସ୍ତେ ଓ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ ଯେ, ଏହା ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଏହି ଲୋକଟି ସୁସ୍ଥ ହାଇେଛି। ତୁମ୍ଭମାନେେ ସହେି ଯୀଶୁଙ୍କୁ କୃଶ ରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ତାହାଙ୍କ ଦ୍ବାରା ଏହି େଛାଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହାଇେଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖ ରେ ଠିଆ ହାଇେଛି।

11 ଯୀଶୁ ହେଉଛନ୍ତି

12 ତାହାଙ୍କ ବ୍ଯତୀତ ଅନ୍ୟ କାହା ପାଖ ରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହା ଦ୍ବାରା କି ଆମ୍ଭେ ଉଦ୍ଧାର ପାଇପାରିବା।

13 ସମାନେେ ଯେତବେେଳେ ପିତର ଓ ଯୋହନଙ୍କର ଏପରି ସାହାସ ଦେଖିଲେ ଓ ଜାଣି ପାରିଲେ ଯେ ସମାନେେ ଅଶିକ୍ଷିତ ଓ ସାଧାରଣ ଲୋକ, ସମାନେେ ବହୁତ ଆଶ୍ଚର୍ୟ୍ଯ ହେଲେ। ସମାନେେ ଏହା ମଧ୍ଯ ବୁଝିପାରିଲେ ଯେ, ସମାନେେ ଯୀଶୁଙ୍କ ସାଙ୍ଗ ରେ ଥିଲେ।

14 ସମାନେେ ଦେଖିଲେ, ସହେି େଛାଟ ଲୋକଟି ସୁସ୍ଥ ହାଇେ ପ୍ ରରେିତମାନଙ୍କ ବିରୁଦ୍ଧ ରେ କିଛି କହିପାରିଲେ ନାହିଁ।

15 ସମାନଙ୍କେୁ ସଭାରୁ ଚାଲିୟିବା ପାଇଁ ଆଦେଶ ଦେଲେ। ତା'ପରେ ନେତାମାନେ କ'ଣ କରିବେ, ସେ ବିଷୟ ରେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ।

16 ସମାନେେ କହିଲେ, ଏ ଲୋକମାନଙ୍କ ପ୍ରତି ଆମ୍ଭେ କ'ଣ କରିବା? ୟିରୁଶାଲମର ପ୍ରେତ୍ୟକକ ଲୋକ ଜାଣିଛନ୍ତି ଯେ, ସମାନେେ ଗୋଟିଏ ଅସାଧାରଣ କାର୍ୟ୍ଯ କରିଛନ୍ତି। ଆମ୍ଭେ ଏହା ଅସ୍ବୀକାର କରିପାରିବା ନାହିଁ।

17 ଆମ୍ଭେ ସମାନଙ୍କେୁ ଯୀଶୁଙ୍କ ବିଷୟ ରେ କିଛି ନକହିବା ପାଇଁ ଭୟ ଦଖାଇବୋ। ଫଳ ରେ, ଲୋକମାନଙ୍କ ମଧିଅରେ ଏକଥା ଅଧିକ ବ୍ଯାପି ପାରିବ ନାହିଁ।

18 ତେଣୁ ସମାନେେ ପ୍ ରରେିତମାନଙ୍କୁ ଭିତରକୁ ଡାକିଲେ ଓ ଯୀଶୁଙ୍କ ନାମ ରେ କୌଣସି କଥା ବା ଉପଦେଶ ନ ଦବୋପାଇଁ ଆଦେଶ ଦେଲେ।

19 କିନ୍ତୁ ଯୋହନ ଓ ପିତର ସମାନଙ୍କେୁ ଉତ୍ତର ଦେଲେ, ପରମେଶ୍ବରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ କି ନାହିଁ, ତାହା ତୁମ୍ଭମାନେେ ବିଚାର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନକହି ରହିପାରିବୁ ନାହିଁ।

20 ସମାନେେ ପ୍ ରରେିତମାନଙ୍କୁ ଦଣ୍ଡ ଦବୋପାଇଁ ବାଟ ପାଇଲେ ନାହିଁ, କାରଣ ଲୋକେ ଏ ଘଟଣା ପାଇଁ ପରମେଶ୍ବରଙ୍କର ଗୁଣଗାନ କରୁଥିଲେ।

21 ତେଣୁ ସେ ସମାନଙ୍କେୁ ଆଉ ଥରେ ଭୟ ଦଖାଇେଲେ ଏବଂ ସମାନଙ୍କେୁ ମୁକ୍ତ କଲେ।

22 ଏହି ଅସାଧାରଣ କାର୍ୟ୍ଯ ପରମେଶ୍ବରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହାଇେଥିବା ଲୋକଟିର ବୟସ ଚ଼ଳିଶ ବର୍ଷରୁ ଅଧିକ ଥିଲା।

23 ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କୁ ପାଖକୁ ଆସିଲେ। ମୁଖ୍ଯ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସମାନଙ୍କେୁ ଯାହା ସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ।

24 ଯେତବେେଳେ ବିଶ୍ବାସୀମାନେ ସମସ୍ତେ ଏହା ଶୁଣିଲେ, ସମାନେେ ଏକ ମନ ରେ ମିଳିତ ଭାବେ ପ୍ରାର୍ଥନା କଲେ, ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥି ରେ ଥିବା ସବୁ କିଛି ସୃଷ୍ଟି କରିଛ।

25 ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସବେକ ଥିଲେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ଚ଼ାଳିତ ହାଇେ ଏହି କଥା ଲେଖିଛନ୍ତି,

26 ପୃଥିବୀର ରାଜାମାନେ ୟୁଦ୍ଧ ପାଇଁ ପ୍ରସ୍ତୁତି ଚ଼ଳାଇଲେ ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧ ରେ ଠିଆ ହେଲେ।' ଗୀତସଂହିତା 2:1-2

27 ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।

28 ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧ ରେ ଏକତ୍ର ମନ୍ତ୍ରଣା କଲେ ସମାନେେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।

29 ହେ ପ୍ରଭୁ, ବର୍ତ୍ତମାନ ସମାନେେ କ'ଣ କହୁଅଛନ୍ତି, ତାହା ଶୁଣ। ସମାନେେ ଆମ୍ଭମାନଙ୍କୁ ଭୟ ଦଖାେଉଛନ୍ତି। ପ୍ରଭୁ, ଆମ୍ଭମାନେେ ତୁମ୍ଭର ସବେକ ଅଟୁ, ତେଣୁ ତୁମ୍ଭେ ଯାହା ଚାହଁ, ତାହା ନିର୍ଭୟ ରେ କହିବା ପାଇଁ ଆମ୍ଭକୁ ସାହାୟ୍ଯ କର।

30 ତୁମ୍ଭର ଶକ୍ତି ଆମ୍ଭକୁ ଦଖାେଅ, ୟଦ୍ଦ୍ବାରା ଆମ୍ଭେ ସାହାସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମ ରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦଖାଇବୋ ଓ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରିପାରିବା ା

31 ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘ ରେ, ସମସ୍ତେ ଏକାଠି ହାଇେଥିଲେ, ସହେି ଘର କମ୍ପି ଉଠିଲା। ସମାନେେ ସମସ୍ତେ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇଗେଲେ ଓ ପରମେଶ୍ବରଙ୍କର ବାର୍ତ୍ତା ସାହସର ସହିତ କରିବାକୁ ଲାଗିଲେ।

32 ବିଶ୍ବାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସମାନଙ୍କେ ମଧ୍ଯରୁ କହେି କୌଣସି ଜିନିଷକୁ ନିଜର ବୋଲି କହୁ ନଥିଲେ। ସମାନଙ୍କେ ପାଖ ରେ ଯାହା ଥିଲା, ସେଥି ରେ ସମସ୍ତେ ଭାଗୀଦାର ଥିଲେ।

33 ପ୍ରଭୁ ଯୀଶୁ ଯେ ପ୍ରକୃତ ରେ ମୃତମାନଙ୍କ ମଧ୍ଯରୁ ଉଠିଛଅନ୍ତି, ଏହା ପ୍ ରରେିତମାନେ ମହାଶକ୍ତିର ସହିତ ସାକ୍ଷ୍ଯ ଦେଲେ। ପରମେଶ୍ବହର ସମସ୍ତ ବିଶ୍ବାସୀଙ୍କୁ ବହୁତ ଆଶୀର୍ବାଦ କଲେ।

34 ସମାନଙ୍କେ ମଧିଅରେ କାହାର କିଛି ଅଭାବ ନଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା।

35 ସମାନେେ ସହେି ଧନ ପ୍ ରରେିତମାନଙ୍କ ପାଦତଳେ ରଖି ଦେଉଥିଲେ। ପ୍ରେତ୍ୟକକଙ୍କ ନିଜ ଆବଶ୍ଯକତା ଅନୁସାରେ ଟଙ୍କା ବଣ୍ଟାଗଲା।

36 ଯୋଷଫେ ନାମ ରେ ଜଣେ ବିଶ୍ବାସୀ ଥିଲେ। ପ୍ ରରେିତମାନେ ତାହାଙ୍କୁ ବର୍ଣ୍ଣବ୍ବା ନାମ ରେ ଡ଼ାକୁ ଥିଲେ। ଏହି ନାମର ଅର୍ଥ, ସାହାୟ୍ଯକାରୀ ସେ କୁପ୍ରୀୟ ଜାତିର ଜଣେ ଲବେୀୟ ଥିଲେ।

37 ୟୋ ସଫଙ୍କେର ଖଣ୍ଡିଏ କ୍ଷତେ ଥିଲା। ସେ ତାହାକୁ ବିକ୍ରୀ କରି ଦେଲେ ଓ ବିକ୍ରୀଲବ୍ଧ ସମସ୍ତ ଟଙ୍କା ଆଣି ପ୍ ରରେିତମାନଙ୍କୁ ଦଇେ ଦେଲେ।

1 And as they spake unto the people, the priests, and the captain of the temple, and the Sadducees, came upon them,

2 Being grieved that they taught the people, and preached through Jesus the resurrection from the dead.

3 And they laid hands on them, and put them in hold unto the next day: for it was now eventide.

4 Howbeit many of them which heard the word believed; and the number of the men was about five thousand.

5 And it came to pass on the morrow, that their rulers, and elders, and scribes,

6 And Annas the high priest, and Caiaphas, and John, and Alexander, and as many as were of the kindred of the high priest, were gathered together at Jerusalem.

7 And when they had set them in the midst, they asked, By what power, or by what name, have ye done this?

8 Then Peter, filled with the Holy Ghost, said unto them, Ye rulers of the people, and elders of Israel,

9 If we this day be examined of the good deed done to the impotent man, by what means he is made whole;

10 Be it known unto you all, and to all the people of Israel, that by the name of Jesus Christ of Nazareth, whom ye crucified, whom God raised from the dead, even by him doth this man stand here before you whole.

11 This is the stone which was set at nought of you builders, which is become the head of the corner.

12 Neither is there salvation in any other: for there is none other name under heaven given among men, whereby we must be saved.

13 Now when they saw the boldness of Peter and John, and perceived that they were unlearned and ignorant men, they marvelled; and they took knowledge of them, that they had been with Jesus.

14 And beholding the man which was healed standing with them, they could say nothing against it.

15 But when they had commanded them to go aside out of the council, they conferred among themselves,

16 Saying, What shall we do to these men? for that indeed a notable miracle hath been done by them is manifest to all them that dwell in Jerusalem; and we cannot deny it.

17 But that it spread no further among the people, let us straitly threaten them, that they speak henceforth to no man in this name.

18 And they called them, and commanded them not to speak at all nor teach in the name of Jesus.

19 But Peter and John answered and said unto them, Whether it be right in the sight of God to hearken unto you more than unto God, judge ye.

20 For we cannot but speak the things which we have seen and heard.

21 So when they had further threatened them, they let them go, finding nothing how they might punish them, because of the people: for all men glorified God for that which was done.

22 For the man was above forty years old, on whom this miracle of healing was shewed.

23 And being let go, they went to their own company, and reported all that the chief priests and elders had said unto them.

24 And when they heard that, they lifted up their voice to God with one accord, and said, Lord, thou art God, which hast made heaven, and earth, and the sea, and all that in them is:

25 Who by the mouth of thy servant David hast said, Why did the heathen rage, and the people imagine vain things?

26 The kings of the earth stood up, and the rulers were gathered together against the Lord, and against his Christ.

27 For of a truth against thy holy child Jesus, whom thou hast anointed, both Herod, and Pontius Pilate, with the Gentiles, and the people of Israel, were gathered together,

28 For to do whatsoever thy hand and thy counsel determined before to be done.

29 And now, Lord, behold their threatenings: and grant unto thy servants, that with all boldness they may speak thy word,

30 By stretching forth thine hand to heal; and that signs and wonders may be done by the name of thy holy child Jesus.

31 And when they had prayed, the place was shaken where they were assembled together; and they were all filled with the Holy Ghost, and they spake the word of God with boldness.

32 And the multitude of them that believed were of one heart and of one soul: neither said any of them that ought of the things which he possessed was his own; but they had all things common.

33 And with great power gave the apostles witness of the resurrection of the Lord Jesus: and great grace was upon them all.

34 Neither was there any among them that lacked: for as many as were possessors of lands or houses sold them, and brought the prices of the things that were sold,

35 And laid them down at the apostles’ feet: and distribution was made unto every man according as he had need.

36 And Joses, who by the apostles was surnamed Barnabas, (which is, being interpreted, The son of consolation,) a Levite, and of the country of Cyprus,

37 Having land, sold it, and brought the money, and laid it at the apostles’ feet.

Mark 3 in Tamil and English

1 ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସଠାେରେ ଜଣେ ଖଞ୍ଜ ଲୋକ ଥିଲା।
And he entered again into the synagogue; and there was a man there which had a withered hand.

2 ସଠାେରେ କେତକେ ଲୋକ ଜଗି ରହିଥିଲେ ଯେ ଯଦି ଯୀଶୁ ସେ ଲୋକଟିକୁ ବିଶ୍ରାମ ଦିବସ ରେ ସୁସ୍ଥ କରି ଦବେେ, ତବେେ ସମାନେେ ଯୀଶୁଙ୍କ ଦୋଷାରୋପ କରିବାକୁ ସୁଯୋଗ ପାଇବେ।
And they watched him, whether he would heal him on the sabbath day; that they might accuse him.

3 ଯୀଶୁ ସଠାେରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, ଏଠା ରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।
And he saith unto the man which had the withered hand, Stand forth.

4 ତା'ପରେ ଯୀଶୁ ଲୋକମାନଙ୍କୁ ପଚାରିଲେ, ବିଶ୍ରାମ ଦିବସ ରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣଙ୍କର ଜୀବନ ରକ୍ଷା କରବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍? କିନ୍ତୁ ସମାନେେ ନୀରବ ରହିଲେ।
And he saith unto them, Is it lawful to do good on the sabbath days, or to do evil? to save life, or to kill? But they held their peace.

5 ତା'ପରେ ଯୀଶୁ ଲୋକମାନଙ୍କ ଆଡକୁ ରାଗ ରେ ଚାହିଁଲେ; କିନ୍ତୁ ସମାନଙ୍କେ ହୃଦୟର କଠିନତା ଲକ୍ଷ୍ଯ କରି ବହୁତ ଦୁଃଖୀ ହେଲେ। ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କ ଆଡକୁ ହାତଟି ବଢାଇ ଦଲୋ ଓ
And when he had looked round about on them with anger, being grieved for the hardness of their hearts, he saith unto the man, Stretch forth thine hand. And he stretched it out: and his hand was restored whole as the other.

6 ତା' ହାତ ଭଲ ହାଇଗେଲା। ତା'ପରେ ଫାରୂଶୀମାନେ ସଠାରୁେ ଚାଲି ଗଲେ ଓ ହରେୋଦୀୟ ମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡୟନ୍ତ୍ର କଲେ।
And the Pharisees went forth, and straightway took counsel with the Herodians against him, how they might destroy him.

7 ଯୀଶୁ ନିଜ ଶିଷ୍ଯମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଚାଲିଗଲେ। ତାହାଙ୍କ ପଛ ରେ ଗାଲିଲୀର ଅନକେ ଲୋକ ମଧ୍ଯ ଗଲେ।
But Jesus withdrew himself with his disciples to the sea: and a great multitude from Galilee followed him, and from Judaea,

8 ୟିହୂଦା, ୟିରୂଶାଲମ, ଏଦୋମ, ୟର୍ଦ୍ଦନ ନଦୀର ଅପର ପାଶର୍‌ବ ସୋର ଓ ସୀଦୋନର ଚାରିଆଡୁ ଅନକେ ଲୋକ ମଧ୍ଯ ଆସି ପହନ୍ଚିଲେ। ଏ ଲୋକମାନେ ଆସିବାର କାରଣ ହେଲା, ଯୀଶୁ ଯାହା ସବୁ କରୁଥିଲେ, ସେ ସମସ୍ତ ଘଟଣା ସମାନେେ ଶୁଣି ସାରିଥିଲେ।
And from Jerusalem, and from Idumaea, and from beyond Jordan; and they about Tyre and Sidon, a great multitude, when they had heard what great things he did, came unto him.

9 ଯୀଶୁ ଅନକେ ଲୋକଙ୍କୁ ଦେଖିଲେ, ଭିଡ ହାଇେ ୟିବାରୁ ଲୋକମାନେ ଯେପରି ତାହାଙ୍କ ଆଡକୁ ମାଡି ନ ଆସନ୍ତି ସେଥିପାଇଁ ସେ ନିଜ ଶିଷ୍ଯମାନଙ୍କୁ ଗୋଟିଏ େଛାଟ ଡଙ୍ଗା ତାହାଙ୍କ ପାଇଁ ପ୍ରସ୍ତୁତ କରିବାକୁ କହିଲେ।
And he spake to his disciples, that a small ship should wait on him because of the multitude, lest they should throng him.

10 ଯୀଶୁ ଅନକେ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡକୁ ମାଡି ଆସୁଥିଲେ।
For he had healed many; insomuch that they pressed upon him for to touch him, as many as had plagues.

11 କେତକେ ଲୋକଙ୍କ ଦହେ ରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତବେେଳେ ସହେି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସମାନେେ ତାହାଙ୍କ ଆଗ ରେ ପଡି ଯାଇ ଚିତ୍କାର କରି କହୁଥିଲେ, ତୁମ୍ଭେ ପରମେଶ୍ବରଙ୍କ ପୁତ୍ର।
And unclean spirits, when they saw him, fell down before him, and cried, saying, Thou art the Son of God.

12 କିନ୍ତୁ ଯୀଶୁ ସମାନଙ୍କେୁ ଦୃଢ ଭାବରେ ଆଜ୍ଞା ଦେଲେ ଯେ ସେ କିଏ, ଏହା ସମାନେେ ଲୋକମାନଙ୍କୁ ଯେପରି ନ କୁହନ୍ତି।
And he straitly charged them that they should not make him known.

13 ତା'ପରେ ଯୀଶୁ ଗୋଟିଏ ପାହାଡ ଉପରକୁ ଗଲେ। ସେ ଯେଉଁ ଲୋକମାନଙ୍କୁ ଛାହିଁଲେ, ସମାନଙ୍କେୁ ତାହାଙ୍କ ପାଖକୁ ଆସିବାକୁ କହିଲେ। ସମାନେେ ଯୀଶୁଙ୍କ ପାଖକୁ ଗଲେ।
And he goeth up into a mountain, and calleth unto him whom he would: and they came unto him.

14 ଯୀଶୁ ସମାନଙ୍କେ ମଧ୍ଯରୁ ବାରଜଣଙ୍କୁ ବାଛି ପ୍ ରରେିତ ବୋଲି ନାମିତ କଲେ। ଯୀଶୁ ଚାହୁଁଥିଲେ ଯେ ସମାନେେ ତାହାଙ୍କ ସହିତ ରହିବେ। ସେ ସମାନଙ୍କେୁ ପ୍ରଚାର ଉଦ୍ଦେଶ୍ଯ ରେ ଅନ୍ୟ ସ୍ଥାନ ଗୁଡିକୁ ପଠାଇବେ ଓ
And he ordained twelve, that they should be with him, and that he might send them forth to preach,

15 ଲୋକମାନଙ୍କ ଦହରେୁ ଭୁତମାନଙ୍କୁ ତଡି ଦବୋ ପାଇଁ ସମାନଙ୍କେର ଅଧିକାର ରହିବ।
And to have power to heal sicknesses, and to cast out devils:

16 ଯୀଶୁ ମନୋନୀତ କରିଥିବା ବାରଜଣଙ୍କ ନାମ ଏହିଭଳି; ଶିମାନେ (ଯାହାଙ୍କୁ ସେ ପିତର ବୋଲି ନାମ ଦେଲେ)।
And Simon he surnamed Peter;

17 ଜବଦେିଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ( ଯେଉଁମାନଙ୍କୁ ସେ ବିନରେି ଗୋ୍ ଅର୍ଥାତ ମେଘ ଗର୍ଜ୍ଜନର ପୁତ୍ର ନାମ ଦେଲେ)।
And James the son of Zebedee, and John the brother of James; and he surnamed them Boanerges, which is, The sons of thunder:

18 ଆନ୍ଦ୍ରିୟ, ଫିଲିପ୍ପ, ବର୍ଥଲମି, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ବା ଉଦ୍ ଯୋଗୀ ଶିମାନେ ଜି ଲୋଟ
And Andrew, and Philip, and Bartholomew, and Matthew, and Thomas, and James the son of Alphaeus, and Thaddaeus, and Simon the Canaanite,

19 ତଥା ଈଷ୍କରିଯୋଥ ଯୀହୂଦା। ଏହି ଯିହୁଦା ପରେ ପ୍ରବଞ୍ଚନ କରି ଯୀଶୁଙ୍କୁ ଶତୃ ହସ୍ତ ରେ ଅର୍ପଣ କରିଥିଲା।
And Judas Iscariot, which also betrayed him: and they went into an house.

20 ତା'ପରେ ଯୀଶୁ ଘରକୁ ଫରେିଗଲେ। ସଠାେରେ ମଧ୍ଯ ଅନକେ ଲୋକ ଜମା ହାଇଗେଲେ। ସଠାେରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଖାଇ ମଧ୍ଯ ପାରିଲନୋହିଁ।
And the multitude cometh together again, so that they could not so much as eat bread.

21 ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସମାନେେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।
And when his friends heard of it, they went out to lay hold on him: for they said, He is beside himself.

22 ୟିରୁଶାଲମରୁ ଆସିଥିବା ଧର୍ମଶାସ୍ତ୍ରୀମାନେ କହିଲେ, ଯୀଶୁଙ୍କ ଦହେ ରେ ବାଆଲ୍ଜିବୂଲ୍ ପଶି ଯାଇଛି। ସେଥି ଯୋଗୁ ଯୀଶୁ ଭୂତମାନଙ୍କ ମୁଖିଆଙ୍କର ଶକ୍ତି ସାହାୟ୍ଯ ରେ ଭୂତମାନଙ୍କୁ ତଡି ଦେଉଛନ୍ତି।
And the scribes which came down from Jerusalem said, He hath Beelzebub, and by the prince of the devils casteth he out devils.

23 ତେଣୁ ଯୀଶୁ ସମାନଙ୍କେୁ ପାଖକୁ ଡାକିଲେ ଏବଂ ଦୃଷ୍ଟାନ୍ତ ମାଧ୍ଯମ ରେ ସମାନଙ୍କେୁ ବୁଝାଇଲେ, ଶୟତାନ କିପରି ଶୟତାନକୁ ତଡି ଦଇେ ପାରିବ?
And he called them unto him, and said unto them in parables, How can Satan cast out Satan?

24 ଯଦି କୌଣସି ରାଜ୍ଯ ନିଜ ଭିତ ରେ ୟୁଦ୍ଧ କରେ ତବେେ ତାହା ଆଉ ତିଷ୍ଟି ରହି ପାରିବନାହିଁ।
And if a kingdom be divided against itself, that kingdom cannot stand.

25 ଯଦି କୌଣସି ପରିବାର ନିଜ ଭିତ ରେ ଭାଗ-ଭାଗ ହାଇେ ଯାଏ, ତବେେ ସେ ପରିବାର ତିଷ୍ଟି ରହି ପାରିବନାହିଁ।
And if a house be divided against itself, that house cannot stand.

26 ସହେି ଭଳି ଯଦି ଜଣେ ଶୟତାନ ବିଭାଜିତ ହାଇେ ନିଜ ବିରୁଦ୍ଧ ରେ ଲଢଇେ କରେ, ତବେେ ସେ ମଧ୍ଯ ତିଷ୍ଠି ରହି ପାରିବନାହିଁ। ବରଂ ତାହାର ଅନ୍ତ ହାଇଯେିବ।
And if Satan rise up against himself, and be divided, he cannot stand, but hath an end.

27 ଯଦି ଜଣେ ଲୋକ ଗୋଟିଏ ଶକ୍ତିଶାଳୀ ଲୋକର ଘ ରେ ପଶି ତାର ସମ୍ପତ୍ତି ଲୁଟି ନବୋକୁ ଚାହିଁବ, ତବେେ ପ୍ରଥମେ ସେ ଶକ୍ତିଶାଳୀ ଲୋକଟିକୁ ବାନ୍ଧିବା ଦରକାର। ତା'ପରେ ସେ ଶକ୍ତିଶାଳୀ ଲୋକଟିର ଘର ଲୁଟି କରି ସବୁ ଜିନିଷ ନଇେ ଯାଇ ପାରିବ।
No man can enter into a strong man’s house, and spoil his goods, except he will first bind the strong man; and then he will spoil his house.

28 ମୁଁ ତୁମ୍ଭକୁ ସତ୍ଯ କହୁଛି। ଲୋକେ ଯେଉଁ ସବୁ ପାପ କରୁଛନ୍ତି, ସଗେୁଡିକୁ କ୍ଷମା କରି ଦିଆ ଯାଇ ପାରିବ। ଲୋକେ ପରମେଶ୍ବରଙ୍କ ବିରୁଦ୍ଧ ରେ ଯେତେ ସବୁ ଖରାପ କଥା କହୁଛନ୍ତି, ସେସବୁଗୁଡିକୁ ମଧ୍ଯ କ୍ଷମା କରି ଦିଆଯାଇ ପାରିବ।
Verily I say unto you, All sins shall be forgiven unto the sons of men, and blasphemies wherewith soever they shall blaspheme:

29 କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧ ରେ ଯେଉଁ ଲୋକ କିଛି କହିବ, ତାହାକୁ କବେେ ହେଲେ କ୍ଷମା ମିଳିବ ନାହିଁ। ସେ ସବୁବେଳେ ସହେି ପାପର ଦୋଷୀ ହବେ।
But he that shall blaspheme against the Holy Ghost hath never forgiveness, but is in danger of eternal damnation:

30 ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠା ରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।
Because they said, He hath an unclean spirit.

31 ତା'ପରେ ଯୀଶୁଙ୍କ ମାଆ ଓ ଭାଇମାନେ ସଠାେକୁ ଆସିଲେ। ସମାନେେ ବାହା ରେ ଠିଆ ହେଲେ ଓ ଗୋଟିଏ ଲୋକକୁ ଯୀଶୁଙ୍କୁ ବାହାରକୁ ଆସିବା ପାଇଁ ଡକାଇ ପଠଇେଲେ।
There came then his brethren and his mother, and, standing without, sent unto him, calling him.

32 ସେତବେେଳେ ଯୀଶୁଙ୍କ ଚାରିପଟେ ଲୋକମାନେ ଘରେି ବସିଥିଲେ। ସମାନେେ ତାହାଙ୍କୁ କହିଲେ, ତୁମ୍ଭ ମାଆ ଓ ଭାଇମାନେ ତୁମ୍ଭକୁ ବାହା ରେ ଅପେକ୍ଷା କରିଛନ୍ତି।
And the multitude sat about him, and they said unto him, Behold, thy mother and thy brethren without seek for thee.

33 ଯୀଶୁ ପଚାରିଲେ, କିଏ ମାରେ ମାଆ? କେଉଁମାନେ ମାରେ ଭାଇ?
And he answered them, saying, Who is my mother, or my brethren?

34 ତା'ପରେ ଯୀଶୁ ତାହାଙ୍କ ଚାରି ପାଖ ରେ ବସିଥିବା ଲୋକମାନଙ୍କ ଆଡେ ଚାହିଁଲେ। ସେ କହିଲେ, ଏ ଲୋକମାନେ ମାରେ ମାଆ ଓ ଭାଇ।
And he looked round about on them which sat about him, and said, Behold my mother and my brethren!

35 ଯେଉଁମାନେ ପରମେଶ୍ବରଙ୍କ ଇଛାକୁ କାର୍ୟ୍ଯକାରୀ କରନ୍ତି, ସମାନେେ ହିଁ ମାରେ ଭାଇ, ଭଉଣୀ ଓ ମାଆ।
For whosoever shall do the will of God, the same is my brother, and my sister, and mother.