Acts 8:2
କେତକେ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲେ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସହେିଦିନ ୟିରୂଶାଲମ ରେ ଥିବା ବିଶ୍ବାସୀମାନଙ୍କ ବିରୁଦ୍ଧ ରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ ରରେିତମାନଙ୍କ ବ୍ଯତୀତ ଅନ୍ୟ ସମସ୍ତ ବିଶ୍ବାସୀ ୟିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନ ରେ ଛିନ୍ନଭିନ୍ନ ହାଇଗେଲେ।
Acts 8:2 in Other Translations
King James Version (KJV)
And devout men carried Stephen to his burial, and made great lamentation over him.
American Standard Version (ASV)
And devout men buried Stephen, and made great lamentation over him.
Bible in Basic English (BBE)
And God-fearing men put Stephen's body in its last resting-place, making great weeping over him.
Darby English Bible (DBY)
And pious men buried Stephen and made great lamentation over him.
World English Bible (WEB)
Devout men buried Stephen, and lamented greatly over him.
Young's Literal Translation (YLT)
and devout men carried away Stephen, and made great lamentation over him;
| And | συνεκόμισαν | synekomisan | syoon-ay-KOH-mee-sahn |
| devout | δὲ | de | thay |
| men | τὸν | ton | tone |
| carried | Στέφανον | stephanon | STAY-fa-none |
| ἄνδρες | andres | AN-thrase | |
| Stephen | εὐλαβεῖς | eulabeis | ave-la-VEES |
| and burial, his to | καὶ | kai | kay |
| made | ἐποίησαντὸ | epoiēsanto | ay-POO-ay-sahn-TOH |
| great | κοπετὸν | kopeton | koh-pay-TONE |
| lamentation | μέγαν | megan | MAY-gahn |
| over | ἐπ' | ep | ape |
| him. | αὐτῷ | autō | af-TOH |
Cross Reference
Genesis 23:2
ସାରା କିଣାନ ଦେଶସ୍ଥ କିରିଯଥ ପର୍ବତ ହିବ୍ରୋଣ ରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ।
Acts 2:5
ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ୟିରୂଶାଲମ ରେ ରହୁଥିଲେ।
John 11:31
ଯିହୂଦୀମାନେ ମରିୟମଙ୍କ ସହିତ ଘ ରେ ଥିଲେ। ସମାନେେ ତାହାଙ୍କୁ ସାନ୍ତ୍ବନା ଦେଉଥିଲେ। ସମାନେେ ମରିୟମଙ୍କୁ ହଠାତ୍ ଠିଆ ହାଇେ ତରବର ରେ ବାହାରକୁ ୟିବା ଦେଖିଲେ। ସମାନେେ ଭାବିଲେ ବୋଧେ ସେ ଲାଜାରଙ୍କ କବର ପାଖକୁ କାନ୍ଦିବାକୁ ଯାଉଛନ୍ତି। ତେଣୁ ସମାନେେ ତାହାଙ୍କ ପେଛ ପେଛ ଗଲେ।
Luke 2:25
ୟିରୁଶାଲମ ରେଶିମିଯୋନ ନାମ ରେ ଜଣେ ଅତ୍ଯନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇଶ୍ରାୟେଲକୁ ସାନ୍ତ୍ବନା କରିବା ନିମନ୍ତେ ପରମେଶ୍ବର କବେେ ଆସିବେ, ସହେି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ର ଆତ୍ମା ତାହାଙ୍କ ମଧିଅରେ ଥିଲେ।
Jeremiah 22:18
ଏଣୁ ଯୋଶିୟର ପୁତ୍ର ଯିହୁଦାର ରାଜା ୟିହୋଯାକୀମ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି, ଯିହୁଦାର ଲୋକମାନେ, 'ହାୟ, ଆମ୍ଭର ଭାଇ ! ଅବା ହାୟ, ଆମ୍ଭ ଭଉଣୀ ବୋଲି ଡ଼ାକି ତାଙ୍କ ପାଇଁ ବିଳାପ କରିବେ ନାହିଁ।ହାୟ ପ୍ରଭୁ, ହାୟ ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁବିଳାପ କରିବେ ନାହିଁ।
Jeremiah 22:10
ତୁମ୍ଭମାନେେ ମୃତ ରାଜାଙ୍କ ସକାେଶ ରୋଦନ କର ନାହିଁ। କିଅବା ତାହା ପାଇଁ ବିଳାପ କର ନାହିଁ। ମାତ୍ର ପ୍ରସ୍ଥାନ କରିବା ରାଜା ନିମନ୍ତେ ଅତିଶଯ କ୍ରନ୍ଦନ କର। କାରଣ ସେ ଆଉ ଫରେିବ ନାହିଁ କି ଆପଣା ଜନ୍ମଭୂମି ଆଉ ଦେଖିବ ନାହିଁ।
Isaiah 57:1
ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି, ମାତ୍ର ସେ ବିଷଯ ରେ କହେି ମନୋୟୋଗ କରୁ ନାହାଁନ୍ତି। ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି। ଏହା ମଧ୍ଯ କହେି ବିବଚେନା କରୁ ନାହାଁନ୍ତି।
2 Chronicles 35:25
ଯିରିମିୟ ଯୋଶିୟଯଙ୍କ ନିମନ୍ତେ ସମାଧିକାଳୀନ କତେୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ୟ୍ଯନ୍ତ ପୁରୁଷ ଓ ସ୍ତ୍ରୀ ଗାଯକ ଗାଯିକାମାନେ ସହେି ବିଷାଦପୂର୍ଣ୍ଣ ସଙ୍ଗୀତଗାନ କରିଥାଆନ୍ତି। ଇଶ୍ରାୟେଲର ଲୋକମାନେ ଏହିପ୍ରକାର ସବୁବେଳେ କଲେ। ସମାନେେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସହେି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲଖାୟୋଇଅଛି।
2 Chronicles 32:33
ହିଜକିଯ ମୃତ୍ଯୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଦାଉଦଙ୍କ ପୁତ୍ରମାନଙ୍କର କବର ଯେଉଁ ପର୍ବତ ଉପରେ ଥିଲା, ଲୋକମାନେ ହିଜକିଯଙ୍କୁ ସହେିଠା ରେ କବର ଦେଲେ। ହିଜକିଯ ମୃତ୍ଯୁବରଣ କଲାପରେ ଯିହୁଦା ଓ ୟିରୁଶାଲମ ରେ ବାସ କରୁଥିବା ସମସ୍ତ ଲୋକ ତାହାଙ୍କୁ ସମ୍ମାନ ଦଖାଇେଲେ। ମନଃଶି ହିଜକିଯଙ୍କ ସ୍ଥାନ ରେ ନୂତନ ରାଜା ହେଲେ। ମନଃଶି ହିଜକିଯଙ୍କ ପୁତ୍ର ଥିଲେ।
2 Samuel 3:31
ଦାଉଦ ଯୋୟାବ ଓ ତାଙ୍କ ସହିତ ଥିବା ସମସ୍ତ ଲୋକଙ୍କକ୍ସ୍ଟ କହିଲେ, ତୁମ୍ଭର ବସ୍ତ୍ର ଚିରିଦିଅ ଓ ସମସ୍ତେ ଦକ୍ସ୍ଟଃଖଦ ବସ୍ତ୍ର ପିନ୍ଧ, ଅବ୍ନର ପାଇଁ ରୋଦନ କର।
1 Samuel 28:3
ଶାମକ୍ସ୍ଟଯଲେ ମରି ୟାଇଥିଲେ, ସମସ୍ତ ଇଶ୍ରାୟେଲୀୟବାସୀ ଶାମୁୟେଲଙ୍କର ମୃତକ୍ସ୍ଟ୍ଯ ପ୍ରତି ଦକ୍ସ୍ଟଃଖର ସହ ସମବଦନୋ ଜଣାଇ ଶାେକ କରି ତାଙ୍କର ନିଜ ସ୍ଥାନ ରାମାଠା ରେ କବର ଦେଉଥିଲେ।
Deuteronomy 34:8
ଇଶ୍ରାୟେଲ ଲୋକମାନେ ମାଶାଙ୍କେ ପାଇଁ ତିରିଶ ଦିନ ଧରି କାନ୍ଦିଲେ। ସମାନେେ ତାଙ୍କର ସମସ୍ତ ଦକ୍ସ୍ଟଃଖଦ ଦିନସବୁ ମାଯାେବର ସମତଳ ଭୂମିରେ କଟାଇଲେ।
Numbers 20:29
ଇଶ୍ରାୟେଲର ସମସ୍ତ ମଣ୍ତଳୀ ହାରୋଣଙ୍କ ମୃତ୍ଯୁ ଜାଣିଲେ। ତେଣୁ ପ୍ରେତ୍ୟକକ ଇଶ୍ରାୟେଲୀୟ ତିରିଶ ଦିନ ପର୍ୟ୍ଯନ୍ତ ହାରୋଣଙ୍କ ନିମନ୍ତେ ଶୋକ ଦିବସ ପାଳନ କଲେ।
Genesis 50:10
ଏହାପରେ ସମାନେେ ୟର୍ଦ୍ଦନପାରସ୍ଥ ଆଟଦର ଖଳା ରେ ଉପସ୍ଥିତ ହୁଅନ୍ତେ ସଠାେରେ ମହାବିଳାପ କରି ରୋଦନ କଲେ। ସମାନେେ ସଠାେରେ ଯୋଷଫଙ୍କେ ପିତାଙ୍କ ପାଇଁ ସାତଦିନ ଶାେକ କଲେ।
Acts 10:2
ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହ ରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ଯ ପରମେଶ୍ବରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।