Acts 8

fullscreen5 ଫିଲିପ୍ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟ ରେ ସମାନଙ୍କେ ନିକଟରେ ପ୍ରଚ଼ାର କଲେ।

fullscreen6 ସଠାେକାର ଲୋକମାନେ ଫିଲିପ୍ପଙ୍କର କଥା ଶୁଣିଲେ ଓ ତାହାଙ୍କ ଦ୍ବାରା କରାଯାଇଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ ଦେଖି ତାହାଙ୍କ କଥା ରେ ଅଧିକ ମନ ଦେଲେ।

fullscreen7 ବହୁତ ଲୋକଙ୍କ ଭିତ ରେ ଭୂତମାନେ ଥିଲେ। କିନ୍ତୁ ସମାନଙ୍କେୁ ବାହାର କରି ଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ବର ରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ େଛାଟ ଲୋକ ମଧ୍ଯ ଫିଲିପ୍ପଙ୍କ ଦ୍ବାରା ଆରୋଗ୍ୟ ହେଲେ।

fullscreen8 ଏଥି ୟୋଗୁ, ସେ ନଗରର ଲୋକମାନେ ବହୁତ ଖୁସି ହେଲେ।

fullscreen9 ସହେି ନଗର ରେ ଶିମାନେ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସଠାେକୁ ଆସିବା ପୂର୍ବରୁ ଶିମାନେ ଯାଦୁଖଳେ ଦଖାଇେ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦଇେଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା।

fullscreen10 ତେଣୁ ସାନ ଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଶିମାନଙ୍କେ ପ୍ରତି ଧ୍ଯାନ ଦେଲେ। ଲୋକେ କହିଲେ, ଏହି ଲୋକଠା ରେ ପରମେଶ୍ବରଙ୍କ ଶକ୍ତି ଅଛି। ଯାହାକୁ କି 'ମହାନ ଶକ୍ତି' ବୋଲି କୁହାୟାଏ।

fullscreen11 ଶିମାନେ ଲୋକମାନଙ୍କୁ ବହୁତ ସମୟ ପର୍ୟ୍ଯନ୍ତ ଯାଦୁ ବିଦ୍ଯା ରେ ମୁଗ୍ଧ କରିପାରୁଥିବା କଥା ସମସ୍ତେ ଶୁଣିଲେ।

fullscreen12 କିନ୍ତୁ ଯେତବେେଳେ ସମାନେେ ଫିଲିପ୍ପଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଓ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତବେେଳେ ସମାନେେ ଫିଲିପ୍ପଙ୍କ କଥା ରେ ବିଶ୍ବାସ କରି ବାପ୍ତିଜିତ ହେଲେ।

fullscreen13 ଶିମାନେ ନିଜେ ମଧ୍ଯ ଏହା ବିଶ୍ବାସ କଲେ ଓ ବାପ୍ତିଜିତ ହାଇେ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ ଓ ଚ଼ିହ୍ନମାନ ଦେଖି ବିସ୍ମିତ ହେଲେ।

fullscreen14 ପ୍ ରରେିତମାନେ ୟିରୂଶାଲମ ରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ବରଙ୍କ ବାକ୍ଯ ଗ୍ରହଣ କରିଛନ୍ତି। ତେଣୁ ସମାନେେ ପିତର ଓ ଯୋହନଙ୍କୁ ସମାନଙ୍କେ ପାଖକୁ ପଠାଇଲେ।

fullscreen15 ପିତର ଓ ଯୋହନ ସଠାେରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସମାନେେ ପବିତ୍ର ଆତ୍ମାଙ୍କୁ ଗ୍ରହଣ କରି ପାରିବେ।

fullscreen16 ସମାନେେ କବଳେ ପ୍ରଭୁ ଯୀଶୁଙ୍କ ନାମ ରେ ବାପ୍ତିଜିତ ହାଇେଥିଲେ। କିନ୍ତୁ ସେ ପର୍ୟ୍ଯନ୍ତ କାହା ଉପରେ ପବିତ୍ର ଆତ୍ମା ଅଧିଷ୍ଠିତ ହାଇେ ନଥିଲେ।

fullscreen17 ତା'ପରେ ପ୍ ରରେିତମାନେ ଲୋକମାନଙ୍କ ଉପରେ ନିଜ ହୀତ ରଖିବାରୁ ସମାନେେ ପବିତ୍ର ଆତ୍ମାଙ୍କୁ ଗ୍ରହଣ କଲେ।

fullscreen18 ପ୍ ରରେିତମାନଙ୍କ ହାତ ରଖିବା ଦ୍ବାରା ପବିତ୍ର ଆତ୍ମା ପ୍ରାପ୍ତ ହବୋ ଶିମାନେ ଦେଖିଲା। ତେଣୁ ଶିମାନେ ପ୍ ରରେିତମାନଙ୍କୁ ଟଙ୍କା ଯାଚି କହିଲା,

fullscreen19 ମାେତେ ମଧ୍ଯ ଏହି ଶକ୍ତି ଦିଅ, ଯେପରିକି ମୁଁ ଯାହା ଉପରେ ହାତ ରଖିବି, ସେ ପବିତ୍ର ଆତ୍ମା ପାଇପାରିବ।

fullscreen20 ପିତର ତାହାକୁ କହିଲେ, ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହାଇଯୋଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ବରଙ୍କ ଦାନ ଟଙ୍କା ରେ କିଣି ହବେ।

fullscreen21 ପରମେଶ୍ବରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମ ରେ ଭାଗ ନଇେ ପାରିବ ନାହିଁ।

fullscreen22 ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହାଇେ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ବର ତୁମ୍ଭର ହୃଦୟ ରେ ଥିବା ପାପ ଚ଼ିନ୍ତାକୁ କ୍ଷମା କରିପାରନ୍ତି।

fullscreen23 ମୁଁ ଦେଖୁଛି, ତୁମ୍ଭ ମନ ରେ ତିକ୍ତତା ପୁରି ରହିଛ ଓ ପାପ ତୁମ୍ଭ ଉପରେ କତ୍ତୃର୍ତ୍ବ କରୁଛି।

fullscreen24 ଶିମାନେ ଉତ୍ତର ଦଲୋ, ତୁମ୍ଭେ କହିଥିବା କୌଣସି କଥା ଯେପରି ମାେ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁ ହେଁ ମାେ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।

fullscreen25 ପ୍ ରରେିତମାନେ ଶମିରୋଣର ଅନକେ ଗ୍ରାମ ରେ ଶୁଭସମାଚ଼ାର କହି ୟିରୂଶାଲମକୁ ଫରେିଗଲେ। ସମାନେେ ଫରେିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମ ରେ ସୁସମାଚ଼ାର ପ୍ରଚ଼ାର କଲେ।

5 Then Philip went down to the city of Samaria, and preached Christ unto them.

6 And the people with one accord gave heed unto those things which Philip spake, hearing and seeing the miracles which he did.

7 For unclean spirits, crying with loud voice, came out of many that were possessed with them: and many taken with palsies, and that were lame, were healed.

8 And there was great joy in that city.

9 But there was a certain man, called Simon, which beforetime in the same city used sorcery, and bewitched the people of Samaria, giving out that himself was some great one:

10 To whom they all gave heed, from the least to the greatest, saying, This man is the great power of God.

11 And to him they had regard, because that of long time he had bewitched them with sorceries.

12 But when they believed Philip preaching the things concerning the kingdom of God, and the name of Jesus Christ, they were baptized, both men and women.

13 Then Simon himself believed also: and when he was baptized, he continued with Philip, and wondered, beholding the miracles and signs which were done.

14 Now when the apostles which were at Jerusalem heard that Samaria had received the word of God, they sent unto them Peter and John:

15 Who, when they were come down, prayed for them, that they might receive the Holy Ghost:

16 (For as yet he was fallen upon none of them: only they were baptized in the name of the Lord Jesus.)

17 Then laid they their hands on them, and they received the Holy Ghost.

18 And when Simon saw that through laying on of the apostles’ hands the Holy Ghost was given, he offered them money,

19 Saying, Give me also this power, that on whomsoever I lay hands, he may receive the Holy Ghost.

20 But Peter said unto him, Thy money perish with thee, because thou hast thought that the gift of God may be purchased with money.

21 Thou hast neither part nor lot in this matter: for thy heart is not right in the sight of God.

22 Repent therefore of this thy wickedness, and pray God, if perhaps the thought of thine heart may be forgiven thee.

23 For I perceive that thou art in the gall of bitterness, and in the bond of iniquity.

24 Then answered Simon, and said, Pray ye to the Lord for me, that none of these things which ye have spoken come upon me.

25 And they, when they had testified and preached the word of the Lord, returned to Jerusalem, and preached the gospel in many villages of the Samaritans.

Acts 8 in Tamil and English

5 ଫିଲିପ୍ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟ ରେ ସମାନଙ୍କେ ନିକଟରେ ପ୍ରଚ଼ାର କଲେ।
Then Philip went down to the city of Samaria, and preached Christ unto them.

6 ସଠାେକାର ଲୋକମାନେ ଫିଲିପ୍ପଙ୍କର କଥା ଶୁଣିଲେ ଓ ତାହାଙ୍କ ଦ୍ବାରା କରାଯାଇଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ ଦେଖି ତାହାଙ୍କ କଥା ରେ ଅଧିକ ମନ ଦେଲେ।
And the people with one accord gave heed unto those things which Philip spake, hearing and seeing the miracles which he did.

7 ବହୁତ ଲୋକଙ୍କ ଭିତ ରେ ଭୂତମାନେ ଥିଲେ। କିନ୍ତୁ ସମାନଙ୍କେୁ ବାହାର କରି ଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ବର ରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ େଛାଟ ଲୋକ ମଧ୍ଯ ଫିଲିପ୍ପଙ୍କ ଦ୍ବାରା ଆରୋଗ୍ୟ ହେଲେ।
For unclean spirits, crying with loud voice, came out of many that were possessed with them: and many taken with palsies, and that were lame, were healed.

8 ଏଥି ୟୋଗୁ, ସେ ନଗରର ଲୋକମାନେ ବହୁତ ଖୁସି ହେଲେ।
And there was great joy in that city.

9 ସହେି ନଗର ରେ ଶିମାନେ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସଠାେକୁ ଆସିବା ପୂର୍ବରୁ ଶିମାନେ ଯାଦୁଖଳେ ଦଖାଇେ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦଇେଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା।
But there was a certain man, called Simon, which beforetime in the same city used sorcery, and bewitched the people of Samaria, giving out that himself was some great one:

10 ତେଣୁ ସାନ ଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଶିମାନଙ୍କେ ପ୍ରତି ଧ୍ଯାନ ଦେଲେ। ଲୋକେ କହିଲେ, ଏହି ଲୋକଠା ରେ ପରମେଶ୍ବରଙ୍କ ଶକ୍ତି ଅଛି। ଯାହାକୁ କି 'ମହାନ ଶକ୍ତି' ବୋଲି କୁହାୟାଏ।
To whom they all gave heed, from the least to the greatest, saying, This man is the great power of God.

11 ଶିମାନେ ଲୋକମାନଙ୍କୁ ବହୁତ ସମୟ ପର୍ୟ୍ଯନ୍ତ ଯାଦୁ ବିଦ୍ଯା ରେ ମୁଗ୍ଧ କରିପାରୁଥିବା କଥା ସମସ୍ତେ ଶୁଣିଲେ।
And to him they had regard, because that of long time he had bewitched them with sorceries.

12 କିନ୍ତୁ ଯେତବେେଳେ ସମାନେେ ଫିଲିପ୍ପଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଓ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତବେେଳେ ସମାନେେ ଫିଲିପ୍ପଙ୍କ କଥା ରେ ବିଶ୍ବାସ କରି ବାପ୍ତିଜିତ ହେଲେ।
But when they believed Philip preaching the things concerning the kingdom of God, and the name of Jesus Christ, they were baptized, both men and women.

13 ଶିମାନେ ନିଜେ ମଧ୍ଯ ଏହା ବିଶ୍ବାସ କଲେ ଓ ବାପ୍ତିଜିତ ହାଇେ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ ଓ ଚ଼ିହ୍ନମାନ ଦେଖି ବିସ୍ମିତ ହେଲେ।
Then Simon himself believed also: and when he was baptized, he continued with Philip, and wondered, beholding the miracles and signs which were done.

14 ପ୍ ରରେିତମାନେ ୟିରୂଶାଲମ ରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ବରଙ୍କ ବାକ୍ଯ ଗ୍ରହଣ କରିଛନ୍ତି। ତେଣୁ ସମାନେେ ପିତର ଓ ଯୋହନଙ୍କୁ ସମାନଙ୍କେ ପାଖକୁ ପଠାଇଲେ।
Now when the apostles which were at Jerusalem heard that Samaria had received the word of God, they sent unto them Peter and John:

15 ପିତର ଓ ଯୋହନ ସଠାେରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସମାନେେ ପବିତ୍ର ଆତ୍ମାଙ୍କୁ ଗ୍ରହଣ କରି ପାରିବେ।
Who, when they were come down, prayed for them, that they might receive the Holy Ghost:

16 ସମାନେେ କବଳେ ପ୍ରଭୁ ଯୀଶୁଙ୍କ ନାମ ରେ ବାପ୍ତିଜିତ ହାଇେଥିଲେ। କିନ୍ତୁ ସେ ପର୍ୟ୍ଯନ୍ତ କାହା ଉପରେ ପବିତ୍ର ଆତ୍ମା ଅଧିଷ୍ଠିତ ହାଇେ ନଥିଲେ।
(For as yet he was fallen upon none of them: only they were baptized in the name of the Lord Jesus.)

17 ତା'ପରେ ପ୍ ରରେିତମାନେ ଲୋକମାନଙ୍କ ଉପରେ ନିଜ ହୀତ ରଖିବାରୁ ସମାନେେ ପବିତ୍ର ଆତ୍ମାଙ୍କୁ ଗ୍ରହଣ କଲେ।
Then laid they their hands on them, and they received the Holy Ghost.

18 ପ୍ ରରେିତମାନଙ୍କ ହାତ ରଖିବା ଦ୍ବାରା ପବିତ୍ର ଆତ୍ମା ପ୍ରାପ୍ତ ହବୋ ଶିମାନେ ଦେଖିଲା। ତେଣୁ ଶିମାନେ ପ୍ ରରେିତମାନଙ୍କୁ ଟଙ୍କା ଯାଚି କହିଲା,
And when Simon saw that through laying on of the apostles’ hands the Holy Ghost was given, he offered them money,

19 ମାେତେ ମଧ୍ଯ ଏହି ଶକ୍ତି ଦିଅ, ଯେପରିକି ମୁଁ ଯାହା ଉପରେ ହାତ ରଖିବି, ସେ ପବିତ୍ର ଆତ୍ମା ପାଇପାରିବ।
Saying, Give me also this power, that on whomsoever I lay hands, he may receive the Holy Ghost.

20 ପିତର ତାହାକୁ କହିଲେ, ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହାଇଯୋଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ବରଙ୍କ ଦାନ ଟଙ୍କା ରେ କିଣି ହବେ।
But Peter said unto him, Thy money perish with thee, because thou hast thought that the gift of God may be purchased with money.

21 ପରମେଶ୍ବରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମ ରେ ଭାଗ ନଇେ ପାରିବ ନାହିଁ।
Thou hast neither part nor lot in this matter: for thy heart is not right in the sight of God.

22 ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହାଇେ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ବର ତୁମ୍ଭର ହୃଦୟ ରେ ଥିବା ପାପ ଚ଼ିନ୍ତାକୁ କ୍ଷମା କରିପାରନ୍ତି।
Repent therefore of this thy wickedness, and pray God, if perhaps the thought of thine heart may be forgiven thee.

23 ମୁଁ ଦେଖୁଛି, ତୁମ୍ଭ ମନ ରେ ତିକ୍ତତା ପୁରି ରହିଛ ଓ ପାପ ତୁମ୍ଭ ଉପରେ କତ୍ତୃର୍ତ୍ବ କରୁଛି।
For I perceive that thou art in the gall of bitterness, and in the bond of iniquity.

24 ଶିମାନେ ଉତ୍ତର ଦଲୋ, ତୁମ୍ଭେ କହିଥିବା କୌଣସି କଥା ଯେପରି ମାେ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁ ହେଁ ମାେ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।
Then answered Simon, and said, Pray ye to the Lord for me, that none of these things which ye have spoken come upon me.

25 ପ୍ ରରେିତମାନେ ଶମିରୋଣର ଅନକେ ଗ୍ରାମ ରେ ଶୁଭସମାଚ଼ାର କହି ୟିରୂଶାଲମକୁ ଫରେିଗଲେ। ସମାନେେ ଫରେିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମ ରେ ସୁସମାଚ଼ାର ପ୍ରଚ଼ାର କଲେ।
And they, when they had testified and preached the word of the Lord, returned to Jerusalem, and preached the gospel in many villages of the Samaritans.