Bible

Amos 1 - BBE (Oriya)

1 The words of Amos, who was among the herdsmen of Tekoa; what he saw about Israel in the days of Uzziah, king of Judah, and in the days of Jeroboam, the son of Joash, king of Israel, two years before the earth-shock.ଆମାଷଙ୍କେ ବାର୍ତ୍ତା: ତକୋଯ ନଗରର ମଷେପାଳକମାନଙ୍କ ମଧ୍ଯରୁ ଆମାଷେ ଥିଲେ ଅନ୍ୟତମ।

2 And he said, The Lord will give a lion's cry from Zion, his voice will be sounding from Jerusalem; and the fields of the keepers of sheep will become dry, and the top of Carmel will be wasted away.ଆ ମଷେ କହିଲେ: ସିୟୋନ ରେ ସଦାପ୍ରଭୁ ସିଂହ ପରି ଗର୍ଜ୍ଜନ କରିବେ। ତାଙ୍କର ଉଚ୍ଚସ୍ବର ୟିରୁଶାଲମରେୁ ଗର୍ଜି ଉଠିବ। ଫଳ ରେ, ସବୁଜ ଗ୍ଭରଣ ଭୂମି ମଳିନ ଦଖାୟିବେ ଏବଂ ଶୁଖିୟିବ। ଏପରିକି କର୍ମିଲ ଶୃଙ୍ଗର ଶିଖର ଦେଶ ଶୁଷ୍କ ହବେ।

3 These are the words of the Lord: For three crimes of Damascus, and for four, I will not let its fate be changed; because they have been crushing Gilead with iron grain-crushing instruments.ସଦାପ୍ରଭୁ ଏହି କଥା କହନ୍ତି: ଦମ୍ମେଶକର ଲୋକମାନେ କରିଥିବା ଦୋଷାବହ କାର୍ୟ୍ଯ ପାଇଁ ଆମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଦଣ୍ତ ଦବୋ। କାରଣ ସମାନେେ ଶସ୍ଯ ଦଳନ ଲୌହ ୟନ୍ତ୍ର ରେ ଗିଲିଯଦର ଲୋକମାନଙ୍କୁ ଦଳନ କରିଥିଲେ।

4 And I will send a fire into the house of Hazael, burning up the great houses of Ben-hadad.ତେଣୁ ଆମ୍ଭେ ହସାଯଲଙ୍କେ ଗୃହ ନିକଟକୁ ଅଗ୍ନି ପ୍ ରରଣେ କରିବା। ଏବଂ ସହେି ଅଗ୍ନି ବିନହଦଦଙ୍କ ବିରାଟ ଅଟ୍ଟାଳିକାକୁ ଧ୍ବଂସ କରିବ।

5 And I will have the locks of the door of Damascus broken, and him who is seated in power cut off from the valley of Aven, and him in whose hand is the rod from the house of Eden; and the people of Aram will go away as prisoners into Kir, says the Lord.ଆମ୍ଭେ ମଧ୍ଯ ଦମ୍ମେଶକର ସମସ୍ତ ଫାଟକକୁ ଭାଙ୍ଗି ଦବୋ। ଆବନର ଉପତ୍ୟକାର ସିଂହାସନ ଉପ ରେ ବସିଥିବା ବ୍ଯକ୍ତିକୁ ବିତାଡିତ କରିବା। ଏଦନ ବଂଶରୁ ସମସ୍ତ କ୍ଷମତାର ସଙ୍କତକେୁ ମଧ୍ଯ ନିଶ୍ଚିହ୍ନ କରି ଦବେି। ଆଉ ମଧ୍ଯ ଅରାମର ଲୋକମାନେ ପରାଜିତ ହବେେ ଓ କୀରକୁ ଯିବେ। ସଦାପ୍ରଭୁ ଏହାହିଁ କହନ୍ତି।

6 These are the words of the Lord: For three crimes of Gaza, and for four, I will not let its fate be changed; because they took all the people away prisoners, to give them up to Edom.ସଦାପ୍ରଭୁ ଏହାହିଁ କହନ୍ତି: ଘସାର ଲୋକମାନଙ୍କୁ ଆମ୍ଭେ ସମାନଙ୍କେର ବହୁ ଅପରାଧ ପାଇଁ ନିଶ୍ଚଯ ଦଣ୍ତ ଦବେି, କାରଣ ସମାନେେ ସମଗ୍ର ଜାତିମାନଙ୍କୁ ନଇୟୋଇ ଇଦୋମକୁ କ୍ରୀତଦାସରୂପେ ଦଇେଥିଲେ।

7 And I will send a fire on the wall of Gaza, burning up its great houses:ତେଣୁ ଆମ୍ଭେ ଘସାର କାନ୍ଥ ନିକଟକୁ ଅଗ୍ନି ପ୍ ରରଣେ କରିବା। ସହେି ଅଗ୍ନି ଘସାର ଉଚ୍ଚ ଅଟ୍ଟାଳିକାକୁ ଧ୍ବଂସ କରିବ।

8 Him who is seated in power I will have cut off from Ashdod, and him in whose hand is the rod from Ashkelon; and my hand will be turned against Ekron, and the rest of the Philistines will come to destruction, says the Lord God.ଆଉ ମଧ୍ଯ ଅସ୍ଦୋଦର ସିଂହାସନ ରେ ବସିଥିବା ଲୋକଟିକୁ ଧ୍ବଂସ କରିବା। ଆମ୍ଭେ ଆସ୍କିଲୋନର ରାଜଦଣ୍ତଧାରୀକୁ ମଧ୍ଯ ବିନାଶ କରିବା। ଇକ୍ରୋଣ୍ର ଲୋକମାନଙ୍କୁ ମଧ୍ଯ ଆମ୍ଭେ ଦଣ୍ତ ଦବୋ। ତା'ପ ରେ ଯେଉଁ ପଲେଷ୍ଟୀୟମାନେ ବଞ୍ଚିଥିବେ, ସମାନେେ ମଧ୍ଯ ମୃତ୍ଯୁବରଣ କରିବେ। ସଦାପ୍ରଭୁ ପରମେଶ୍ବର ଏହିସବୁ କହିଥିଲେ।

9 These are the words of the Lord: For three crimes of Tyre, and for four, I will not let its fate be changed; because they gave up all the people prisoners to Edom, without giving a thought to the brothers' agreement between them.ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ନିଶ୍ଚିତ ସୋରର ଲୋକମାନଙ୍କୁ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ କରିଥିଲେ। ଆଉ ମଧ୍ଯ ସମାନେେ ସମଗ୍ର ଜାତିକୁ ନଇଗେଲେଏବଂ ସମାନଙ୍କେୁ କ୍ରୀତଦାସ ରୂପେ ଇଦୋମକୁ ପ୍ ରରଣେ କରିଥିଲେ। ସମାନେେ ଇଶ୍ରାୟେଲୀୟମାନଙ୍କ ସହିତ ବନ୍ଧୁତ୍ବ ଚୁକ୍ତିକୁ ମନେ ପକାଇ ନଥିଲେ।

10 And I will send a fire on the wall of Tyre, burning up its great houses.ତେଣୁ ଆମ୍ଭେ ସୋରର ଅଟ୍ଟାଳିକା ନିକଟକୁ ଅଗ୍ନି ପ୍ ରରଣେ କରିବା। ସହେି ଅଗ୍ନି ସୋରର ଉଚ୍ଚ ଅଟ୍ଟାଳିକାଗୁଡିକୁ ଧ୍ବଂସ କରିଦବେ।

11 These are the words of the Lord: For three crimes of Edom, and for four, I will not let its fate be changed; because his sword was turned against his brother, without pity, and his wrath was burning at all times, and he was angry for ever.ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ ରେ ଲିପ୍ତ ଥିଲେ। ସମାନେେ ମଧ୍ଯ ସମାନଙ୍କେର ଭାଇମାନଙ୍କୁ ଖଡ୍ଗଧରି ଗୋଡାଇଲେ। ଏବଂ ଟିକିଏ ହେଲେ ଦୟା ଦଖାଇେ ନଥିଲେ। ଇଦୋମ ନିଜର କୋରଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କୋର୍ଧ ବନ୍ଦ କଲେ ନାହିଁ। ଇଶ୍ରାୟେଲୀୟମାଙ୍କୁ ସମାନେେ ବନ୍ଯପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।

12 And I will send a fire on Teman, burning up the great houses of Bozrah.ତେଣୁ ଆମ୍ଭେ ତୈମନ୍ ଉପ ରେ ଅଗ୍ନି ବୃଷ୍ଟି କରିବା। ସହେି ଅଗ୍ନି ବର୍ଷାର ଉଚ୍ଚ ଅଟ୍ଟାଳିକା ଧ୍ବଂସ କରି ପକାଇବ।

13 These are the words of the Lord: For three crimes of the children of Ammon, and for four, I will not let its fate be changed; because in Gilead they had women with child cut open, so that they might make wider the limits of their land.ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ଅମ୍ମାନରେ ଲୋକମାନଙ୍କୁ ଦଣ୍ତ ଦବୋ, ଯେଉଁମାନେ ଅନକେ ଅପରାଧ କରିଛନ୍ତି, କାହିଁକି? କାରଣ ସମାନେେ ଗିଲିଯଦ ରେ ଗର୍ଭବତୀ ନାରୀମାନଙ୍କୁ ହତ୍ଯା କରିଅଛନ୍ତି। ଅମ୍ମାନରେ ଲୋକମାନେ ଏହିପରି କାର୍ୟ୍ଯ କଲେ, ଯଟରେୁ ସମାନଙ୍କେର ସୀମା ଅଧିକ ଜାଗା ବଢାଇବାକୁ।

14 And I will make a fire in the wall of Rabbah, burning up its great houses, with loud cries in the days of war, with a storm in the day of the great wind:କିନ୍ତୁ ଆମ୍ଭେ ରଦ୍ଦାର ପ୍ରାଚୀର ଉପ ରେ ଅଗ୍ନି ପକାଇବା ଏବଂ ଏହା ସଠାେକାର ସମସ୍ତ ପ୍ରାସାଦ ଓ ସହେି ଅଗ୍ନି ଦେଶକୁ ଧ୍ବଂସ କରିଦବେ ଏବଂ ସଠାେ ରେ ୟୁଦ୍ଧ ବିଭୀଷିକା ଘୂର୍ଣ୍ଣିବାଯୁ ଆସିବ।

15 And their king will be made prisoner, he and his captains together, says the Lord.ତା'ପ ରେ ସମାନଙ୍କେର ରାଜା ଓ ପ୍ରାଚୀନମାନେ ଏବଂ ସମାନେେ ସମସ୍ତେ ନିର୍ବାସିତ ହବେେ। ସଦାପ୍ରଭୁ ଏହି ବାକ୍ଯ କହିଥିଲେ।

Oriya Bible