Amos 5

fullscreen1 ହେ ଇଶ୍ରାୟେଲୀୟବାସୀ, ଏହି ବାର୍ତ୍ତା ଶୁଣ। ତୁମ୍ଭମାନଙ୍କ ବିଷଯ ରେ ଏହା ହେଉଛି ବିଳାପର ସଙ୍ଗୀତ।

fullscreen2 ଇଶ୍ରାୟେଲର କୁମାରୀ ପଡିୟାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡି ରହିଛି। ସହେି ମଇଳାରୁ ତାକୁ ଉଠାଇବାକୁ କହେି ନାହିଁ।

fullscreen3 ସଦାପ୍ରଭୁ ମାରେ ପ୍ରଭୁ ଏହି ବାକ୍ଯ କୁହନ୍ତି: ସହରରୁ ବାହାରକୁ ୟାଇଥିବା ଏକ ହଜାର ମଧ୍ଯରୁ ଏକଶହ ଅବଶିଷ୍ଟ ରହିବେ, ଏବଂ ଏକଶହ ବାହାରିଥିବା ମଧ୍ଯରୁ ମାତ୍ର ଦଶଜଣ ପ୍ରତ୍ଯାବର୍ତ୍ତନ କରିବେ।

1 Hear ye this word which I take up against you, even a lamentation, O house of Israel.

2 The virgin of Israel is fallen; she shall no more rise: she is forsaken upon her land; there is none to raise her up.

3 For thus saith the Lord God; The city that went out by a thousand shall leave an hundred, and that which went forth by an hundred shall leave ten, to the house of Israel.

Amos 5 in Tamil and English

1 ହେ ଇଶ୍ରାୟେଲୀୟବାସୀ, ଏହି ବାର୍ତ୍ତା ଶୁଣ। ତୁମ୍ଭମାନଙ୍କ ବିଷଯ ରେ ଏହା ହେଉଛି ବିଳାପର ସଙ୍ଗୀତ।
Hear ye this word which I take up against you, even a lamentation, O house of Israel.

2 ଇଶ୍ରାୟେଲର କୁମାରୀ ପଡିୟାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡି ରହିଛି। ସହେି ମଇଳାରୁ ତାକୁ ଉଠାଇବାକୁ କହେି ନାହିଁ।
The virgin of Israel is fallen; she shall no more rise: she is forsaken upon her land; there is none to raise her up.

3 ସଦାପ୍ରଭୁ ମାରେ ପ୍ରଭୁ ଏହି ବାକ୍ଯ କୁହନ୍ତି: ସହରରୁ ବାହାରକୁ ୟାଇଥିବା ଏକ ହଜାର ମଧ୍ଯରୁ ଏକଶହ ଅବଶିଷ୍ଟ ରହିବେ, ଏବଂ ଏକଶହ ବାହାରିଥିବା ମଧ୍ଯରୁ ମାତ୍ର ଦଶଜଣ ପ୍ରତ୍ଯାବର୍ତ୍ତନ କରିବେ।
For thus saith the Lord God; The city that went out by a thousand shall leave an hundred, and that which went forth by an hundred shall leave ten, to the house of Israel.