Bible

Numbers 2 - BBE (Oriya)

1 And the Lord said to Moses and Aaron,ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ;

2 The children of Israel are to put up their tents in the order of their families, by the flags of their fathers' houses, facing the Tent of meeting on every side.ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।

3 Those whose tents are on the east side, looking to the dawn, will be round the flag of the children of Judah, with Nahshon, the son of Amminadab, as their chief.ୟିହୂଦାର ବିଭାଗ ଛାଉଣୀ ସ୍ଥାପନ କରିବେ ତାଙ୍କ ଧ୍ବଜା ସହିତ ପୂର୍ବଦିଗର ସୂୟ୍ଯର୍ୋଦଯ ଆଡେ, ପୁଣି ଅମ୍ମୀନାଦବର ପୁତ୍ର ନ ହଶାେନ ଯିହୁଦାର ଲୋକମାନଙ୍କର ନେତା ହବେ।

4 The number of his army was seventy-four thousand, six hundred.ତାଙ୍କର ସୈନ୍ଯ ସଂଖ୍ଯା 74,600

5 And nearest to him will be the tribe of Issachar, with Nethanel, the son of Zuar, as their chief.ଯିହୁଦା ଗୋଷ୍ଠୀର ପାଖ ରେ ଇଷାଖର ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ଜୁଆର ପୁତ୍ର ନେଥନିଯଲ, ଇଷାଖର ଲୋକମାନଙ୍କର ଅଧିପତି ହବେ।

6 The number of his army was fifty-four thousand, four hundred.ସହେି ସୈନ୍ଯ ସଂଖ୍ଯା 54,600 ହବେେ।

7 After him, the tribe of Zebulun, with Eliab, the son of Helon, as their chief.ସବୁଲୂନର ଗୋଷ୍ଠୀ ମଧ୍ଯ ଯିହୁଦାର ପାଶର୍‌ବ ରେ ଛାଉଣୀ ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀଯାବ ସବୁଲୂନର ଲୋକମାନଙ୍କର ଅଧିପରି ହବେ।

8 The number of his army was fifty-seven thousand, four hundred.ତାହାର ସୈନ୍ଯ ସଂଖ୍ଯା 57,400 ହବେ।

9 The number of all the armies of Judah was a hundred and eighty-six thousand, four hundred. They go forward first.ଯିହୁଦା ଛାଉଣୀର ସମୁଦାଯ ସୈନ୍ଯ ସଂଖ୍ଯା 1,86,400 ସମାନେେ ପ୍ରଥମେ ଅଗ୍ରସର ହବେେ।

10 On the south side is the flag of the children of Reuben, in the order of their armies, with Elizur, the son of Shedeur, as their chief.ରୁବନେ ବିଭାଗର ଛାଉଣୀର ଧ୍ବଜା ଦକ୍ଷିଣ ଦିଗକୁ ରହିବ। ଶଦଯେୂରର ପୁତ୍ର ଇଲୀଷୂର ରୁବନେ ଗୋଷ୍ଠୀର ଅଧିପତି ହବେ।

11 The number of his army was forty-six thousand, five hundred.ତାଙ୍କର ସୈନ୍ଯବାହିନୀର ସୀମର୍ଥ୍ଯ 46,500

12 And nearest to him, the tribe of Simeon, with Shelumiel, the son of Zurishaddai, as their chief.ରୁବନରେ ଗୋଷ୍ଠୀ ଛାଉଣୀ ପାଖ ରେଶିମିଯୋନ ପରିବାରବର୍ଗ ଛାଉଣୀ ସ୍ଥାପନ କରିବେ ଓ ସୂରୀଶଦ୍ଦଯର ପୁତ୍ର ଶଲୁମୀଯଲେଶିମିଯୋନ ଲୋକମାନଙ୍କର ଅଧିପତି ହବେ।

13 The number of his army was fifty-nine thousand, three hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 59,300

14 Then the tribe of Gad, with Eliasaph, son of Reuel, as their chief.ରୁବନରେ ଲୋକମାନଙ୍କ ଛାଉଣୀ ପାଖ ରେ ଗାଦ ଗୋଷ୍ଠୀ ଛାଉଣୀ ସ୍ଥାପିତ ହବେ। ରୁଯଲରେ ପୁତ୍ର ଇଲୀଯାସଫ ଗାଦ ଲୋକମାନଙ୍କର ଅଧିପତି ହବେ।

15 The number of his army was forty-five thousand, six hundred and fifty.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 45,650

16 The number of all the armies of Reuben together came to a hundred and fifty-one thousand, four hundred and fifty. They go forward second.ରୁବନେ ଛାଉଣୀର ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 1,51,450 ସମାନେେ ଦ୍ବିତୀୟ ରେ ଅଗ୍ରସର ହବେେ।

17 Then the Tent of meeting is to go forward, with the tents of the Levites, in the middle of the armies; in the same order as their tents are placed, they are to go forward, every man under his flag.ଏହାପରେ ଲବେୀୟମାନଙ୍କ ଛାଉଣୀ ସହିତ ସମାଗମ ତମ୍ବୁ ଛାଉଣୀ ମାନଙ୍କ ମଧ୍ଯବର୍ତ୍ତୀ ହାଇେ ଅଗ୍ରସର ହବେ। ସମାନେେ ସହେି ନିଯମ ରେ ଅଗ୍ରସର ହବେେ, ଯେପରି ଛାଉଣୀ ସ୍ଥାପନ କରିବେ, ସମସ୍ତେ ତାଙ୍କ ଧ୍ବଜା ପାଖ ରେ ସର୍ବଦା ରହିବେ।

18 On the west side will be the flag of the children of Ephraim, with Elishama, the son of Ammihud, as their chief.ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।

19 The number of his army was forty thousand, five hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 40,500

20 And by him the tribe of Manasseh with Gamaliel, the son of Pedahzur, as their chief.ଇଫ୍ରଯିମ ଗୋଷ୍ଠୀ ଛାଉଣୀର ପରେ ମନଃଶି ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ପୁଣି ପଦାହସୂରର ପୁତ୍ର ଗମଲୀଯଲେ ମନଃଶି ଲୋକମାନଙ୍କର ଅଧିପତି ହବେ।

21 The number of his army was thirty-two thousand, two hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 32,200

22 Then the tribe of Benjamin, with Abidan, the son of Gideoni, as their chief.ବିଦ୍ଯାମୀନ ଗୋଷ୍ଠୀ ଇଫ୍ରଯିମ ଗୋଷ୍ଠୀ ଭୟ ରେ ଛାଉଣୀ ସ୍ଥାପନ କରିବେ। ପୁଣି ଗିଦିଯୋନିର ପୁତ୍ର ଅବୀନାସ ବିଦ୍ଯାମୀନ ଲୋକମାନଙ୍କର ଅଧିପତି ହବେ।

23 The number of his army was thirty-five thousand, four hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 35,400

24 The number of all the armies of Ephraim was a hundred and eight thousand, one hundred. They go forward third.ଇଫ୍ରଯିମ ଛାଉଣୀର ଗଣ୍ଯ ସୈନ୍ଯସଂଖ୍ଯା 1,08,100 ସମାନେେ ତୃତୀୟ ରେ ଅଗ୍ରସର ହବେେ।

25 On the north side will be the flag of the children of Dan, with Ahiezer, the son of Ammishaddai, as their chief.ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।

26 The number of his army was sixty-two thousand, seven hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 62,700

27 Nearest to him will be the tribe of Asher, with Pagiel, the son of Ochran, as their chief.ଦାନ ଗୋଷ୍ଠୀର ଛାଉଣୀ ପାଖ ରେ ଆଶରେ ଗୋଷ୍ଠୀର ଛାଉଣୀ ରହିବ; ଆକ୍ରଣର ପୁତ୍ର ପଗୀଯଲେ ଆଶରେ ସନ୍ତାନଗଣର ଅଧିପତି ହବେ।

28 The number of his army was forty-one thousand, five hundred;ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 41,500

29 Then the tribe of Naphtali, with Ahira, the son of Enan, as their chief.ନପ୍ତାଲି ଗୋଷ୍ଠୀର ଛାଉଣୀ ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହବେ।

30 The number of his army was fifty-three thousand, four hundred.ତାଙ୍କର ସୈନ୍ଯବାହିନୀର ସାମର୍ଥ୍ଯ 53,400

31 The number of all the armies in the tents of Dan was a hundred and fifty-seven thousand, six hundred. They will go forward last, by their flags.ଦାନ ଛାଉଣୀ ରେ ମାଟେ ମନୁଷ୍ଯମାନଙ୍କର ସଂଖ୍ଯା 1,57,600 ସମାନେେ ସମାନଙ୍କେର ଧ୍ବଜା ଧରି ସମସ୍ତଙ୍କ ପଛ ରେ ଅଗ୍ରସର ହବେେ।

32 These are all who were numbered of the children of Israel, in the order of their fathers' families: all the armies in their tents together came to six hundred and three thousand, five hundred and fifty.ସମାନେେ ସବୁ ଇଶ୍ରାୟେଲ ଲୋକମାନେ ଓ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 6,03,500

33 But the Levites were not numbered among the children of Israel, as the Lord said to Moses.ମାତ୍ର ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଲବେୀୟମାନଙ୍କୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ଗଣନା କଲେ ନାହିଁ।

34 So the children of Israel did as the Lord said to Moses, so they put up their tents by their flags, and they went forward in the same order, by their families, and by their fathers' houses.ମାଶାଙ୍କେୁ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ଇଶ୍ରାୟେଲର ଲୋକମାନେ ସେ ସମସ୍ତ କଲେ। ସମାନେେ ନିଜନିଜ ବଂଶ ନିକଟରେ ନିଜନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ବଜା ନିକଟରେ ଛାଉଣୀ ସ୍ଥାପନ କଲେ ଓ ସହେିପରି ସମାନେେ ଅଗ୍ରସର ହେଲେ।

Oriya Bible