Psalm 109:13 in Oriya

Oriya Oriya Bible Psalm Psalm 109 Psalm 109:13

Psalm 109:13
ତାଙ୍କର ସବୁ ସନ୍ତାନ-ସନ୍ତତି ମରନ୍ତୁ। ଗୋଟିଏ ପିଢ଼ି ଭିତରେ ତା'ର ନାମକୁ ଲୁପ୍ତ କରିଦିଅନ୍ତୁ।

Psalm 109:12Psalm 109Psalm 109:14

Psalm 109:13 in Other Translations

King James Version (KJV)
Let his posterity be cut off; and in the generation following let their name be blotted out.

American Standard Version (ASV)
Let his posterity be cut off; In the generation following let their name be blotted out.

Bible in Basic English (BBE)
Let his seed be cut off; in the coming generation let their name go out of memory.

Darby English Bible (DBY)
Let his posterity be cut off; in the generation following let their name be blotted out:

World English Bible (WEB)
Let his posterity be cut off. In the generation following let their name be blotted out.

Young's Literal Translation (YLT)
His posterity is for cutting off, In another generation is their name blotted out.

and
be
Let
יְהִֽיyĕhîyeh-HEE
his
אַחֲרִית֥וֹʾaḥărîtôah-huh-ree-TOH
posterity
cut
לְהַכְרִ֑יתlĕhakrîtleh-hahk-REET
off;
generation
the
in
בְּד֥וֹרbĕdôrbeh-DORE
following
אַ֝חֵ֗רʾaḥērAH-HARE
be
blotted
out.
יִמַּ֥חyimmaḥyee-MAHK
let
their
name
שְׁמָֽם׃šĕmāmsheh-MAHM

Cross Reference

ହିତୋପଦେଶ 10:7
ଧାର୍ମିକ ଲୋକମାନେ ଆଦର ସହକା ରେ ମନେ ରଖନ୍ତି କିନ୍ତୁ ଦୁଷ୍ଟ ବ୍ଯକ୍ତିର ନାମ ଦୁର୍ଗନ୍ଧ ବାସନା ପରି ହୁଏ।

ଗୀତସଂହିତା 37:28
ସଦାପ୍ରଭୁ ନ୍ଯାଯକୁ ଭଲ ପାଆନ୍ତି ଓ ତାଙ୍କର ବିଶ୍ବସ୍ତ ଅନୁସରଣକାରୀମାନଙ୍କୁ ପରିତ୍ଯାଗ କରନ୍ତି ନାହିଁ, ତଣେୁ ସମାନେେ ଚିରଦିନ ସୁରକ୍ଷିତ। କିନ୍ତୁ ଦୁଷ୍ଟ ଲୋକମାନେ ଧ୍ବଂସ ହବେେ।

ଆୟୁବ ପୁସ୍ତକ 18:19
ତା'ର କୌଣସି ସନ୍ତାନ ସନ୍ତତି ଓ ନାତି ନାତୁଣୀ ହବେ ନାହିଁ। ତା' ପରିବାରର କହେି ଗୃହ ରେ ବାସ କରିବା ନିମନ୍ତେ ରହିବେ ନାହିଁ।

ଯିରିମିୟ 22:30
ସଦାପ୍ରଭୁ କହନ୍ତି, କନିଯ ବିଷଯ ରେ ଏହି କଥା ଲେଖ, ' ସେ ନିଃସନ୍ତାନ ହବେ। ସେ ନିଜ ଜୀବନକାଳ ମଧିଅରେ ଭାଗ୍ଯବାନ୍ ହବେ ନାହିଁ। କାରଣ ତାହାର ବଂଶର କୌଣସି ଲୋକ ଦାଉଦଙ୍କ ସିଂହାସନ ରେ ବସିବ ନାହିଁ କି ଯିହୁଦା ଉପ ରେ ଆପଣା ଶାସନ କତ୍ତୃର୍ତ୍ବ କରି ଭାଗ୍ଯବାନ ହବେ ନାହିଁ।'

ଯିଶାଇୟ 14:20
ଅନକେ ରାଜା ମୃତ୍ଯୁବରଣ କରିଛନ୍ତି ଓ ନିଜ ନିଜ କବର ରେ ସମାଧିସ୍ଥ ହାଇେଛନ୍ତି। ତୁମ୍ଭେ ସମାନଙ୍କେ ପରି କବରସ୍ଥ ହବେ ନାହିଁ। କାରଣ ତୁମ୍ଭେ ତୁମ୍ଭ ନିଜ ଦେଶକୁ ଧ୍ବଂସ କରିଛ। ତୁମ୍ଭ ନିଜ ଲୋକଙ୍କୁ ହତ୍ଯା କରିଛ। ତୁମ୍ଭର ପିଲାମାନେ ତୁମ୍ଭପରି ଧ୍ବଂସ ପଥ ଅନୁସରଣ କରିବେ ନାହିଁ। ସମାନେେ ସହେି କୁକାର୍ୟ୍ଯରୁ ନିବୃତ୍ତ ହବେେ।

ଗୀତସଂହିତା 21:10
ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।

ଦିତୀୟ ରାଜାବଳୀ 10:10
ଏବେ ତୁମ୍ଭମାନେେ ଜାଣ ସଦାପ୍ରଭୁ ଯାହା ଆହାବ୍ ବଂଶ ବିଷଯ ରେ କହିଥିଲେ, ତାହା ନିଶ୍ଚଯ ଘଟିବ। ସଦାପ୍ରଭୁ ତାଙ୍କର ଦାସ ଏଲିଯ ଦ୍ବାରା ଯାହା କହିଥିଲେ ତାହା ଆଜି ସଫଳ କରାଇଛନ୍ତି।

ପ୍ରଥମ ଶାମୁୟେଲ 3:13
ମୁ ତାକକ୍ସ୍ଟ କହିଅଛି ଯେ, ମୁ ଚିରଦିନ ତା'ର ବଂଶକକ୍ସ୍ଟ ଦଣ୍ତ ଦବେି, ଯେ ହତେକ୍ସ୍ଟ ତା'ର ଅପରାଧ ତାକକ୍ସ୍ଟ ଜଣାଅଛି। ସେ ଜାଣିଲା ଯେ, ସମାନେେ ପରମେଶ୍ବରଙ୍କ ବିରକ୍ସ୍ଟଦ୍ଧ ରେ କରୁଛନ୍ତି ଓ କହକ୍ସ୍ଟଛନ୍ତି। ତଥାପି ଏଲି ତା'ର ପକ୍ସ୍ଟତ୍ରମାନଙ୍କୁ ନିଯନ୍ତ୍ରଣ କଲା ନାହିଁ।

ପ୍ରଥମ ଶାମୁୟେଲ 2:31
ସମୟ ଆସକ୍ସ୍ଟଅଛି, ଯେତବେେଳେ ମୁ ତୁମ୍ଭର ଶକ୍ତି ଓ ତୁମ୍ଭର ପିତୃଗୃହର ଶକ୍ତି କାଟି ପକାଇବି, ସହେିଦିନ ଆସକ୍ସ୍ଟଅଛି, ତହିଁରେ ତକ୍ସ୍ଟମ୍ଭ ବଂଶ ରେ ଜଣେ ବି ବୃଦ୍ଧ ଲୋକ ରହିବ ନାହିଁ।

ଦିତୀୟ ବିବରଣ 29:20
ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍‌ବାଳା ସଧୂମ ହାଇେ ଉଠିବ।

ଦିତୀୟ ବିବରଣ 25:19
ଏଥପାଇଁ ତୁମ୍ଭମାନେେ ଅମାଲକେୀଯମାନଙ୍କୁ ସମୂଳେ ଧ୍ବଂସ କରିବ। ତୁମ୍ଭମାନେେ ଏପରି କରିବ ଯେତବେେଳେ ସଦାପ୍ରଭୁଙ୍କ ଦତ୍ତ ନୂତନ ଦେଶ ରେ ପ୍ରବେଶ କରିବ। ସହେି ଦେଶ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଚତକ୍ସ୍ଟର୍ଦିଗସ୍ଥ ତକ୍ସ୍ଟମ୍ଭ ଶତୃମାନଙ୍କଠାରକ୍ସ୍ଟ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ପୃଥିବୀରକ୍ସ୍ଟ ଅମାଲକେୀଯମାନଙ୍କୁ ସମୂଳେ ଧ୍ବଂସ କରବାକକ୍ସ୍ଟ ପଡିବ।

ଦିତୀୟ ବିବରଣ 9:14
ଆମ୍ଭକକ୍ସ୍ଟ ଛାଡି ଦିଅ, ତହିଁରେ ଆମ୍ଭେ ସମାନଙ୍କେୁ ସଐୂର୍ଣ୍ଣ ଭାବେ ଧ୍ବଂସ କରିବା ଓ ଆକାଶ ମଣ୍ତଳ ତଳକ୍ସ୍ଟ ସମାନଙ୍କେ ନାମ ଲୋପ କରିବା। ମାତ୍ର ଆମ୍ଭେ ତକ୍ସ୍ଟମ୍ଭଠାରକ୍ସ୍ଟ ସମାନଙ୍କେ ଅପେକ୍ଷା ଅଧିକା ବଳବତୀ ଓ ଏକ ମହାନ ଗୋ୍ଠି ଉତ୍ପନ୍ନ କରିବା।'