Romans 2:21 ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଚେ଼ାରୀକରନାହିଁ। କିନ୍ତୁ ତୁମ୍ଭେ ନିଜେ ଚେ଼ାରୀ କରୁଛ।
Romans 2:21 in Other Translations
King James Version (KJV) Thou therefore which teachest another, teachest thou not thyself? thou that preachest a man should not steal, dost thou steal?
American Standard Version (ASV) thou therefore that teachest another, teachest thou not thyself? thou that preachest a man should not steal, dost thou steal?
Bible in Basic English (BBE) You who give teaching to others, do you give it to yourself? you who say that a man may not take what is not his, do you take what is not yours?
Darby English Bible (DBY) thou then that teachest another, dost thou not teach thyself? thou that preachest not to steal, dost thou steal?
World English Bible (WEB) You therefore who teach another, don't you teach yourself? You who preach that a man shouldn't steal, do you steal?
Young's Literal Translation (YLT) Thou, then, who art teaching another, thyself dost thou not teach?
ὁ
ho
oh
Thou therefore
οὖν
oun
oon
which teachest
διδάσκων
didaskō
thee-THA-skoh
another,
ἕτερον
heteros
AY-tay-rose
thyself?
σεαυτὸν
seautou
say-af-TOO
not
οὐ
ou
oo
teachest thou
διδάσκεις
didaskō
thee-THA-skoh
ὁ
ho
oh
thou that preachest
κηρύσσων
kēryssō
kay-RYOOS-soh
a man should not
μὴ
mē
may
steal,
κλέπτειν
kleptō
KLAY-ptoh
dost thou steal?
κλέπτεις
kleptō
KLAY-ptoh
Read Full Chapter :
Romans 2
Cross Reference
ମାଥିଉଲିଖିତ ସୁସମାଚାର 23:3
ତେଣୁ ସମାନେେ ଯାହାସବୁ କହୁଛନ୍ତି, ତାହା ତୁମ୍ଭେ ମାନିବା ଉଚ଼ିତ। ତୁମ୍ଭକୁ ସମାନେେ ଯାହାସବୁ କରିବାକୁ କହୁଛନ୍ତି, ତୁମ୍ଭେ ତାହା କରିବା ଉଚ଼ିତ। କିନ୍ତୁ ସମାନେେ ଯାହାସବୁ କରୁଛନ୍ତି, ତୁମ୍ଭେ ତାହା କରନାହିଁ। କାରଣ ସମାନେେ ଯାହାସବୁ କହନ୍ତି, ନିଜେ ତାକୁ କାର୍ୟ୍ଯ ରେ କବେେ କରନ୍ତି ନାହିଁ।
ଗୀତସଂହିତା 50:16
ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ।
ମୀଖା 3:11
ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।
ଲୂକଲିଖିତ ସୁସମାଚାର 12:47
ଯେଉଁ ସବେକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ'ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରନେି, ସହେିଭଳି ସବେକକୁ ଭୀଷଣ ଦଣ୍ଡ ଦିଆୟିବ।
ମାଥିଉଲିଖିତ ସୁସମାଚାର 21:13
ଯୀଶୁ ସମାନଙ୍କେୁ କହିଲେ, ଶାସ୍ତ୍ର ରେ ଏକଥା ଲଖାେଅଛି, 'ମାେ ଘର ପ୍ରାର୍ଥନା ଘର ବୋଲି କୁହା ୟିବ।' କିନ୍ତୁ ତୁମ୍ଭମାନେେ ଏହାକୁ ଡ଼କାୟତଙ୍କ ଆଡ଼ଡ଼ା ସ୍ଥଳି କରି ଦଇେଛ।
ଲୂକଲିଖିତ ସୁସମାଚାର 4:23
ଯୀଶୁ ସମାନଙ୍କେୁ କହିଲେ, ମୁଁ ଜାଣିଛି ଯେ, ତୁମ୍ଭମାନେେ ମାେତେ ସହେି ପୁରୁଣା ଉକ୍ତିଟି କହିବ, 'ଆ ରେ ବଇଦ, ଆଗ ନିଜକୁ ଭଲ କର।' ତୁମ୍ଭେ କହିବିକୁ ଚାହୁଁଛ, କଫର୍ନାହୂମ ରେ ତୁମ୍ଭେ ଯାହା ସବୁ କରୁଛ ବୋଲି ଆମ୍ଭମାନେେ ଶୁଣିଛୁ, ସହେିସବୁ ଏବେ ନିଜ ପୈତୃକ ନଗର ରେ ମଧ୍ଯ କର।
ଲୂକଲିଖିତ ସୁସମାଚାର 11:46
ଏହା ଶୁଣି ଯୀଶୁ କହିଲେ, ହେ ଧର୍ମଶାସ୍ତ୍ରୀଗଣ! ହାୟ, କାରଣ ତୁମ୍ଭମାନେେ ଲୋକମାନଙ୍କ ଉପରେ କଠିନ ନିୟମର ବୋଝ ଏତେ ଲଦି ଦେଉଛ ଯେ, ତାହା ମାନିବା କଷ୍ଟକର ହାଇଯୋଉଛି। ଏହି ନିୟମଗୁଡିକୁ ମାନିବା ପାଇଁ ତୁମ୍ଭମାନେେ ଲୋକଙ୍କୁ ବାଧ୍ଯ କରୁଛ କିନ୍ତୁ ନିଜେ କବେେ ହେଲେ ଏଥିରୁ କୌଣସି ଗୋଟିଏ ହେଲେ ନିୟମ ପାଳିବାକୁ ଚେଷ୍ଟା କରୁନାହଁ।
ଯିଶାଇୟ 56:11
ସମାନେେ ପଟେୁ କୁକୁର ସଦୃଶ ତବେେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ଯ ସମାନେେ ବିଚାରଶୂନ୍ଯ ମଷେପାଳକ। ସମାନେେ ଚାରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟା ରେ ଆପଣା ଆପଣା ବାଟ ଆଡ଼େ ଫରେିଅଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:27
ମୁଁ ମାରେ ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମାରେ କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଚାର ପ୍ରଚାର କରିବା ପରେ ନିଜେ ଯେପରି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦଲୋ ପରେ ଯେପରି ମୁଁ ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ, ସେଥିପାଇଁ ମୁଁ ମାେ ଶରୀରକୁ ବଶ ରେ ରଖୁଅଛି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:13
ଯେଉଁମାନେ ତୁମ୍ଭମାନଙ୍କୁ ସୁନ୍ନତ ପାଇଁ ପ୍ରବର୍ତ୍ତାଉଛନ୍ତି, ସମାନେେ ନିଜେ ବ୍ଯବସ୍ଥା ପାଳନ କରୁ ନାହାଁନ୍ତି। କିନ୍ତୁ ସମାନେେ ତୁମ୍ଭମାନଙ୍କୁ ସୁନ୍ନତ କରିବାକୁ ବଡ଼ ଆଗ୍ରହୀ ଅଟନ୍ତି। ତୁମ୍ଭମାନଙ୍କୁ ଏହିପରି କରିବାକୁ ବାଧ୍ଯ କରି, ସମାନେେ ଗର୍ବ କରି ପାରିବେ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 2:1
ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ : ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ ;
ଲୂକଲିଖିତ ସୁସମାଚାର 19:22
ତା'ପରେ ରାଜା ସହେି ଚାକରକୁ କହିଲେ, 'ତୁମ୍ଭେ ଜଣେ ଦୁଷ୍ଟ ଚାକର। ତୁମ୍ଭେ ମାେ ପ୍ରତି ବ୍ଯବହାର କରିଥିବା ଭାଷା ରେ ମୁଁ ତୁମ୍ଭରି ବିଚାର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠାେର ବ୍ଯକ୍ତି। ପୁଣି କହିଛ ଯେ ମୁଁ ଅର୍ଜ୍ବନ ନକରି ଟଙ୍କା ନିଏ ଓ ଉତ୍ପନ୍ନ ନକରି ମଧ୍ଯ ଖାଦ୍ୟଶସ୍ଯ ସଂଗ୍ରହ କରେ।'
ଯିହିଜିକଲ 22:12
'ତୁମ୍ଭମାନଙ୍କ ମଧିଅରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନଇେଛନ୍ତି। ତୁମ୍ଭେ ସୁଧ ନଇେ ଋଣ ଦଇେଅଛ ଏବଂ ତୁମ୍ଭେ ଲୋଭ ରେ ଉପଦ୍ରବ କରି ଆପଣା ପ୍ରତିବେଶୀଠାରୁ ଲାଭ ନଇେଅଛ। ତୁମ୍ଭେ ମାେତେ ପାଶୋରି ୟାଇଅଛ।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
ଯିହିଜିକଲ 22:27
ତା'ର ଅଧିପତିଗଣ ଗଧିଆ ସଦୃଶ ପ୍ରାଣୀମାନଙ୍କୁ ବିଦୀର୍ଣ୍ଣ କଲାପରି ଅନ୍ଯାଯ ଲାଭର ଚେଷ୍ଟା ରେ ରକ୍ତପାଦ କରି ପ୍ରାଣୀମାନଙ୍କୁ ବିନାଶ କରନ୍ତି।
ଆମୋଷ 8:4
ମାେ କଥା ଶୁଣ! ହେ ଦେଶର ଦରିଦ୍ରମାନଙ୍କୁ ବିନଷ୍ଟ କରୁଥିବା ଓ ଅସହାୟମାନଙ୍କୁ ଦଳି ଦେଉଥିବା ଲୋକମାନେ,