Colossians 2
6 ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହାଇେ ତାହାଙ୍କୁ ଅନୁସରଣ କରିଚାଲ।
7 ତୁମ୍ଭେ କବଳେ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆ ସେ। ତୁମ୍ଭକୁ ସତ୍ଯର ଶିକ୍ଷା ଦିଆ ଯାଇଛି। ସହେି ସତ୍ଯ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ବରଙ୍କୁ ସବୁବେଳେ ଧନ୍ଯବାଦ ଦେଉଥାଅ।
8 ସାବଧାନ ରୁହ, ଯେପରି କହେି ତୁମ୍ଭକୁ ଅନର୍ଥକ, ଅସତ୍ଯ ଚିନ୍ତାଧାରା ଓ ବାକ୍ଯ ଦ୍ବାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ଯଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ଯହୀନ ଧାରଣା।
9 ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।
10 ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
11 ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଏକ ଭିନ୍ନ ପ୍ରକାରର ସୁନ୍ନତ ହାଇେଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି।
12 ତୁମ୍ଭେ ଯେତବେେଳେ ବାପ୍ତିଜିତ ହାଇେଥିଲ, ତୁମ୍ଭର ପୁରୁଣା ସ୍ବଭାବର ମୃତ୍ଯୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ କବର ପ୍ରାପ୍ତ ହେଲ। ସହେି ବାପ୍ତିସ୍ମ ରେ ପରମେଶ୍ବରଙ୍କ ଶକ୍ତି ରେ ତୁମ୍ଭେ ବିଶ୍ବାସ କରିଥିବା ହତେୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁଥିତ ହେଲ। ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସେତବେେଳେ ପରମେଶ୍ବରଙ୍କ ଶକ୍ତି ଦଖାେ ଯାଇଥିଲା।
13 ତୁମ୍ଭେ ନିଜର ପାପ ହତେୁରୁ ଏବଂ ତୁମ୍ଭର ପାପ ସ୍ବଭାବ ହତେୁ ସ୍ବାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ବର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ବର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ଯ କଲେ।
14 ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ବାରା, ଆମ୍ଭ ବିରୁଦ୍ଧ ରେ ଲଖାେ ଯାଇଥିବା ଚିଠାଟିକୁ ପରମେଶ୍ବର ବ୍ଯର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସହେି ଚିଠାକୁ ପରମେଶ୍ବର ନଇଗେଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ।
15 ପରମେଶ୍ବର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ବାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜଯୀ ହେଲେ। ପରମେଶ୍ବର ସଂସାରକୁ ଦଖାଇେ ଦେଲେ ଯେ ସମାନେେ ଶକ୍ତିହୀନ ଅଟନ୍ତି।
6 As ye have therefore received Christ Jesus the Lord, so walk ye in him:
7 Rooted and built up in him, and stablished in the faith, as ye have been taught, abounding therein with thanksgiving.
8 Beware lest any man spoil you through philosophy and vain deceit, after the tradition of men, after the rudiments of the world, and not after Christ.
9 For in him dwelleth all the fulness of the Godhead bodily.
10 And ye are complete in him, which is the head of all principality and power:
11 In whom also ye are circumcised with the circumcision made without hands, in putting off the body of the sins of the flesh by the circumcision of Christ:
12 Buried with him in baptism, wherein also ye are risen with him through the faith of the operation of God, who hath raised him from the dead.
13 And you, being dead in your sins and the uncircumcision of your flesh, hath he quickened together with him, having forgiven you all trespasses;
14 Blotting out the handwriting of ordinances that was against us, which was contrary to us, and took it out of the way, nailing it to his cross;
15 And having spoiled principalities and powers, he made a shew of them openly, triumphing over them in it.
Colossians 2 in Tamil and English
6 ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହାଇେ ତାହାଙ୍କୁ ଅନୁସରଣ କରିଚାଲ।
As ye have therefore received Christ Jesus the Lord, so walk ye in him:
7 ତୁମ୍ଭେ କବଳେ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆ ସେ। ତୁମ୍ଭକୁ ସତ୍ଯର ଶିକ୍ଷା ଦିଆ ଯାଇଛି। ସହେି ସତ୍ଯ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ବରଙ୍କୁ ସବୁବେଳେ ଧନ୍ଯବାଦ ଦେଉଥାଅ।
Rooted and built up in him, and stablished in the faith, as ye have been taught, abounding therein with thanksgiving.
8 ସାବଧାନ ରୁହ, ଯେପରି କହେି ତୁମ୍ଭକୁ ଅନର୍ଥକ, ଅସତ୍ଯ ଚିନ୍ତାଧାରା ଓ ବାକ୍ଯ ଦ୍ବାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ଯଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ଯହୀନ ଧାରଣା।
Beware lest any man spoil you through philosophy and vain deceit, after the tradition of men, after the rudiments of the world, and not after Christ.
9 ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।
For in him dwelleth all the fulness of the Godhead bodily.
10 ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
And ye are complete in him, which is the head of all principality and power:
11 ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଏକ ଭିନ୍ନ ପ୍ରକାରର ସୁନ୍ନତ ହାଇେଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି।
In whom also ye are circumcised with the circumcision made without hands, in putting off the body of the sins of the flesh by the circumcision of Christ:
12 ତୁମ୍ଭେ ଯେତବେେଳେ ବାପ୍ତିଜିତ ହାଇେଥିଲ, ତୁମ୍ଭର ପୁରୁଣା ସ୍ବଭାବର ମୃତ୍ଯୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ କବର ପ୍ରାପ୍ତ ହେଲ। ସହେି ବାପ୍ତିସ୍ମ ରେ ପରମେଶ୍ବରଙ୍କ ଶକ୍ତି ରେ ତୁମ୍ଭେ ବିଶ୍ବାସ କରିଥିବା ହତେୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁଥିତ ହେଲ। ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସେତବେେଳେ ପରମେଶ୍ବରଙ୍କ ଶକ୍ତି ଦଖାେ ଯାଇଥିଲା।
Buried with him in baptism, wherein also ye are risen with him through the faith of the operation of God, who hath raised him from the dead.
13 ତୁମ୍ଭେ ନିଜର ପାପ ହତେୁରୁ ଏବଂ ତୁମ୍ଭର ପାପ ସ୍ବଭାବ ହତେୁ ସ୍ବାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ବର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ବର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ଯ କଲେ।
And you, being dead in your sins and the uncircumcision of your flesh, hath he quickened together with him, having forgiven you all trespasses;
14 ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ବାରା, ଆମ୍ଭ ବିରୁଦ୍ଧ ରେ ଲଖାେ ଯାଇଥିବା ଚିଠାଟିକୁ ପରମେଶ୍ବର ବ୍ଯର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସହେି ଚିଠାକୁ ପରମେଶ୍ବର ନଇଗେଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ।
Blotting out the handwriting of ordinances that was against us, which was contrary to us, and took it out of the way, nailing it to his cross;
15 ପରମେଶ୍ବର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ବାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜଯୀ ହେଲେ। ପରମେଶ୍ବର ସଂସାରକୁ ଦଖାଇେ ଦେଲେ ଯେ ସମାନେେ ଶକ୍ତିହୀନ ଅଟନ୍ତି।
And having spoiled principalities and powers, he made a shew of them openly, triumphing over them in it.