Daniel 2:23 in Oriya

Oriya Oriya Bible Daniel Daniel 2 Daniel 2:23

Daniel 2:23
ହେ ମାରେ ପୂର୍ବପୁରୁଷଗଣର ପରମେଶ୍ବର, ମୁଁ ତୁମ୍ଭର ଧନ୍ଯବାଦ ଓ ପ୍ରଶଂସା କରୁଅଛି। ତୁମ୍ଭେ ମାେତେ ଜ୍ଞାନ ଓ ସାମର୍ଥ୍ଯ ଦଇେଅଛ। ତୁମ୍ଭକୁ ମୁଁ ଯାହା ନିବଦନେ କରିଅଛି, ତାହା ସମସ୍ତ ବିଷଯ ରେ ତୁମ୍ଭେ ମାେତେ ଜଣାଇ ଅଛ। ତୁମ୍ଭେ ରାଜାଙ୍କ ବିଷଯ ରେ ଆମ୍ଭମାନଙ୍କୁ ସବୁକିଛି ଜଣାଇଛ।

Daniel 2:22Daniel 2Daniel 2:24

Daniel 2:23 in Other Translations

King James Version (KJV)
I thank thee, and praise thee, O thou God of my fathers, who hast given me wisdom and might, and hast made known unto me now what we desired of thee: for thou hast now made known unto us the king's matter.

American Standard Version (ASV)
I thank thee, and praise thee, O thou God of my fathers, who hast given me wisdom and might, and hast now made known unto me what we desired of thee; for thou hast made known unto us the king's matter.

Bible in Basic English (BBE)
I give you praise and worship, O God of my fathers, who have given me wisdom and strength, and have now made clear to me what we were requesting from you: for you have given us knowledge of the king's business.

Darby English Bible (DBY)
I thank thee, and I praise thee, O God of my fathers, Who hast given me wisdom and might, And hast made known unto me already what we desired of thee; For thou hast made known unto us the king's matter.

World English Bible (WEB)
I thank you, and praise you, you God of my fathers, who have given me wisdom and might, and have now made known to me what we desired of you; for you have made known to us the king's matter.

Young's Literal Translation (YLT)
Thee, O God of my fathers, I am thanking and praising, for wisdom and might Thou hast given to me; and now, Thou hast caused me to know that which we have sought from Thee, for the king's matter Thou hast caused us to know.'

I
לָ֣ךְ׀lāklahk
thank
אֱלָ֣הּʾĕlāhay-LA
thee,
and
praise
אֲבָהָתִ֗יʾăbāhātîuh-va-ha-TEE
God
thou
O
thee,
מְהוֹדֵ֤אmĕhôdēʾmeh-hoh-DAY
fathers,
my
of
וּמְשַׁבַּח֙ûmĕšabbaḥoo-meh-sha-BAHK
who
אֲנָ֔הʾănâuh-NA
hast
given
דִּ֧יdee
wisdom
me
חָכְמְתָ֛אḥokmĕtāʾhoke-meh-TA
and
might,
וּגְבוּרְתָ֖אûgĕbûrĕtāʾoo-ɡeh-voo-reh-TA
known
made
hast
and
יְהַ֣בְתְּyĕhabĕtyeh-HA-vet
unto
me
now
לִ֑יlee
what
וּכְעַ֤ןûkĕʿanoo-heh-AN
we
desired
הֽוֹדַעְתַּ֙נִי֙hôdaʿtaniyhoh-da-TA-NEE
of
thee:
דִּֽיdee
for
בְעֵ֣ינָאbĕʿênāʾveh-A-na
thou
hast
now
made
known
מִנָּ֔ךְminnākmee-NAHK
king's
the
us
unto
דִּֽיdee
matter.
מִלַּ֥תmillatmee-LAHT
מַלְכָּ֖אmalkāʾmahl-KA
הוֹדַעְתֶּֽנָא׃hôdaʿtenāʾhoh-da-TEH-na

Cross Reference

Daniel 2:18
ଦାନିୟେଲ ତା'ର ସାଙ୍ଗମାନଙ୍କୁ ପରମେଶ୍ବରଙ୍କ ଅନୁଗ୍ରହ ଲାଭ କରିବା ନିମନ୍ତେ ପ୍ରାର୍ଥନା କରିବାକୁ କହିଲେ। ସ୍ବର୍ଗସ୍ଥ ପରମେଶ୍ବର ନିଗୂଢ ତଥ୍ଯ ଜଣାଇଲେ, ସେ ଓ ତା'ର ସାଙ୍ଗମାନେ ମୃତ୍ଯୁମୁଖରୁ ରକ୍ଷା ପାଇବେ।

Exodus 3:15
ପରମେଶ୍ବର ମାଶାଙ୍କେୁ ଆହୁରି କହିଲେ, ତୁମ୍ଭେ ଇଶ୍ରାୟେଲୀୟ ସନ୍ତାନଗଣଙ୍କୁ ଏହିକଥା କହିବ, 'ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର, ଅର୍ଥାତ୍ ଅବ୍ରହାମର ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର ସଦାପ୍ରଭୁ (ସ୍ବଯମ୍ଭୁ)ଙ୍କର ଏହି ନାମ ଅନନ୍ତକାଳସ୍ଥାଯୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀଯ ଅଟେ।' ' ସେ ତୁମ୍ଭମାନଙ୍କ ନିକଟକୁ ମାେତେ ପଠାଇଛନ୍ତି।'

Daniel 2:29
ହେ ମହାରାଜ, ଶୟ୍ଯା ଉପ ରେ ଆପଣ ଶୋଇଥିଲା ବେଳେ ଭବିଷ୍ଯତ ରେ କ'ଣ ଘଟିବ ବୋଲି ଚିନ୍ତା କଲେ। ଆଉ ଯେ ନିଗୂଢ ବିଷଯମାନ ପ୍ରକାଶ କରନ୍ତି, ସହେି ପରମେଶ୍ବର ଯାହା ଭବିଷ୍ଯତ ରେ ଘଟିବ ତାହା ଦର୍ଶନ ରେ ପ୍ରକାଶ କଲେ।

Psalm 25:14
ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।

Daniel 1:17
ଆଉ ପରମେଶ୍ବର ସହେି ଗ୍ଭରି ୟୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ଯତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଅ ସ୍ବପ୍ନ ବିଷଯ ରେ ବୁଦ୍ଧିମାନ ହେଲେ।

Daniel 2:20
ଦାନିୟେଲ ପ୍ରଶଂସା କରି କହିଲେ,

Amos 3:7
ସଦାପ୍ରଭୁ ମାରେପ୍ରଭୁ, କୌଣସି ଯୋଜନା ତାଙ୍କର ସବେକର ଅଗୋଚର ରେ କରନ୍ତି ନାହିଁ।

Matthew 11:25
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।

Luke 10:21
ତ'ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ଯନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, ହେ ପରମପିତା! ହେ ସ୍ବର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଂଶସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚଇେ ରଖିଥିଲେ ମଧ୍ଯ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦଖାଇେଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତ ରେ କରିବାକୁ ଚାହୁଁଥିଲ ବୋଲି ତୁମ୍ଭେ ଏହା କଲ।

Revelation 5:5
କିନ୍ତୁ ସହେି ପ୍ରାଚୀନମାନଙ୍କ ମଧ୍ଯରୁ ଜଣେ ମାେତେ କହିଲେ, କାନ୍ଦ ନାହିଁ ! ୟିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ୟ୍ଯ କରିବାକୁ ବିଜଯୀ ହାଇେଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତାଟେି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।

Revelation 1:1
ଏହା ଯୀଶୁଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ଯ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟ ରେ ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ଯୀଶୁଙ୍କୁ ଏସବୁ ଦଇେଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦଖାଇବୋ ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପାଇଲେ।

John 15:15
ମୁଁ ତୁମ୍ଭମାନଙ୍କୁ ବର୍ତ୍ତମାନ ସବେକ ବୋଲି କହୁନାହିଁ। ଜଣେ ସବେକ,ତାର ମୁନିବ କ'ଣ କରେ, ଜାଣେ ନାହିଁ। କିନ୍ତୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହୁଛି, କାରଣ ମୁଁ ପରମପିତାଙ୍କଠାରୁ ଯାହା ସବୁ ଶୁଣିଛି ତାହା କହିଛି।

John 11:41
ତେଣୁ ସମାନେେ ପଥର ବାହାର କଲେ। ତା'ପରେ ଯୀଶୁ ଉର୍ଦ୍ଧ୍ବକୁ ଚାହିଁ କହିଲେ, ହେ ପରମପିତା, ତୁମ୍ଭକୁ ଧନ୍ଯବାଦ ଦେଉଅଛି, କାରଣ ତୁମ୍ଭେ ମାେ କଥା ଶୁଣିଛ।

Isaiah 12:1
ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'

Ecclesiastes 9:18
ୟୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ। ମାତ୍ର ଜଣେ ପାପୀ ଅନକେ ମଙ୍ଗଳ ନାଶ କରିପା ରେ।

Ecclesiastes 9:16
ତବେେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ। ଯଦିଓ ଗରିବ ଲୋକଟିର ଜ୍ଞାନକୁ ଉପେକ୍ଷା କରାଗଲା ଏବଂ ସେ ଯାହା କ ହେ କହେି ଶୁଣନ୍ତି ନାହିଁ।

Genesis 32:9
ସେତବେେଳେ ଯାକୁବ କହିଲା, ହେ ମାରେ ପିତା ଅବ୍ରହାମଙ୍କର ପରମେଶ୍ବର! ମାରେପିତା ଇସ୍ହାକର ପରମେଶ୍ବର! ହେ ସଦାପ୍ରଭୁ ତୁମ୍ଭେ ମାେତେ କହିଲ, ମାରେ ଜନ୍ମିତ ସ୍ଥାନକୁ ଫରେିୟିବା ପାଇଁ। ତୁମ୍ଭେ ମାରେ ସହାୟ ହବେ।

1 Kings 8:57
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କର ପିତୃ ଲୋକଙ୍କ ସଙ୍ଗେ ଯେପରି ଥିଲେ, ସହେିପରି ଆମ୍ଭମାନଙ୍କ ସହିତ ରୁହନ୍ତୁ ସେ ଆମ୍ଭମାନଙ୍କୁ ପରିତ୍ଯାଗ କରନ୍ତୁ ନାହିଁ କି ଆମ୍ଭଠାରୁ ଦୂ ରଇେ ୟାଆନ୍ତୁ ନାହିଁ।

1 Kings 18:36
ସନ୍ଧ୍ଯାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିଯ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଗଲେ ଓ କହିଲେ, ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର ଓ ମୁଁ ଯେ ତୁମ୍ଭର ସବେକ ଏବଂ ମୁଁ ଯେ ତୁମ୍ଭ ବାକ୍ଯ ଅନୁସାରେ ଏହିସବୁ କାର୍ୟ୍ଯ କରିଅଛି।

1 Chronicles 29:10
ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ :

1 Chronicles 29:13
ବର୍ତ୍ତମାନ, ହେ ଆମ୍ଭମାନଙ୍କର ପରମେଶ୍ବର, ଆମ୍ଭମାନେେ ତୁମ୍ଭର ଧନ୍ଯବାଦ କରୁଅଛୁ ଓ ତୁମ୍ଭ ଗୌରବୟୁକ୍ତ ନାମର ପ୍ରଶଂସା କରୁଅଛୁ।

2 Chronicles 20:6
ସେ କହିଲେ,

Psalm 50:14
ସର୍ବୋପରିସ୍ଥ ପରମେଶ୍ବରଙ୍କଠାରେ ତୁମ୍ଭେ ୟାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ। ତୁମ୍ଭର ବଳି ଉତ୍ସର୍ଗ କର।

Psalm 103:1
ହେ ମାରେ ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ମାରେ ସବୁ ଅଙ୍ଗପ୍ରତ୍ଯଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।

Proverbs 8:14
ମନ୍ତ୍ରଣା ଓ ତତ୍ତ୍ବଜ୍ଞାନ ମାଠାେ ରେ ଥାଏ। ମୁଁ ହିଁ 'ସୁବିବଚେନା' ମାଠାେ ରେ ବଳ ଅଛି।

Proverbs 21:22
ଜ୍ଞାନୀ ଲୋକ ବଳବାନ୍ ଲୋକମାନଙ୍କର ଆକ୍ରମଣ କଲେ। ପୁଣି ଦୁର୍ଗସବୁ ଧ୍ବଂସ କଲେ ସମାନେେ ବିଶ୍ବାସ କରନ୍ତି।

Proverbs 24:5
ଜ୍ଞାନବାନ ଲୋକମାନେ ବଳବାନ୍ ଅଟନ୍ତି। ଏବଂ ବିଦ୍ବାନ୍ ଲୋକମାନେ ବଳ ବଢ଼ାନ୍ତି।

Ecclesiastes 7:19
ନଗର ରେ ଥିବା ଦଶଜଣ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ, ଜ୍ଞାନୀ ବ୍ଯକ୍ତିକୁ ଅଧିକ ଶକ୍ତି ଦିଏ।

Genesis 18:17
ସଦାପ୍ରଭୁ ନିଜକୁ ନିଜେ କହିଲେ, ମୁଁ ଯାହା କରିବାକୁ ଉଦ୍ଯତ ଅଟେ, ତାହା କଣ ଅବ୍ରହାମକୁ କହିବି?