Home Bible Daniel Daniel 5 Daniel 5:11 Daniel 5:11 Image ଓଡ଼ିଆ

Daniel 5:11 Image in Oriya

ତୁମ୍ଭ ରାଜ୍ଯ ରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତର ରେ ପବିତ୍ର ଦବଗେଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦବଗେଣର ଜ୍ଞାନତୁଲ୍ଯ ବୁଦ୍ଧି ଜ୍ଞାନଦୀପ୍ତି ତାଙ୍କଠା ରେ ପ୍ରକାଶିତ ହାଇେଥିଲା। ଆଉ ତୁମ୍ଭର ପିତା ରାଜା ନବୂଖଦ୍ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ କଲଦୀଯ ଶୁଭାଶୁଭବାଦୀମାନଙ୍କ ଉପ ରେ ପ୍ରଧାନ କରି ନିୟୁକ୍ତ କରିଥିଲେ।
Click consecutive words to select a phrase. Click again to deselect.
Daniel 5:11

ତୁମ୍ଭ ରାଜ୍ଯ ରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତର ରେ ପବିତ୍ର ଦବଗେଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦବଗେଣର ଜ୍ଞାନତୁଲ୍ଯ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠା ରେ ପ୍ରକାଶିତ ହାଇେଥିଲା। ଆଉ ତୁମ୍ଭର ପିତା ରାଜା ନବୂଖଦ୍ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ କଲଦୀଯ ଓ ଶୁଭାଶୁଭବାଦୀମାନଙ୍କ ଉପ ରେ ପ୍ରଧାନ କରି ନିୟୁକ୍ତ କରିଥିଲେ।

Daniel 5:11 Picture in Oriya