Daniel 7
1 ବାବିଲର ରାଜା ବେଲ୍ଟଶତ୍ସରଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ଦାନିୟେଲ ଆପଣା ଶୟ୍ଯା ଉପ ରେ ସ୍ବପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ। ସେ ସହେି ସ୍ବପ୍ନ ରେ ସାରକଥା ଲେଖି ରଖିଲେ।
2 ଦାନିୟେଲ କହିଲେ, ମୁଁ ରାତ୍ରିକାଳ ରେ ମାରେ ଦର୍ଶନ ପାଇଲି ଯେ ମହାସମୁଦ୍ର ଉପ ରେ ଆକାଶର ଚତୁର୍ଦ୍ଦିଗରୁ ବାଯୁ ପ୍ରଚଣ୍ତ ବଗେ ରେ ବହିଲା ସହେି ବାଯୁ ସମୁଦ୍ରକୁ ଅଶାନ୍ତ କଲା।
3 ପୁଣି ମୁଁ ଦେଖିଲି, ଗ୍ଭରି ଭିନ୍ନ ପ୍ରକାରର ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ।
4 ପ୍ରଥମ ପଶୁଟି ସିଂହ ସଦୃଶ ଓ ଉତ୍କ୍ରୋଷ ପକ୍ଷୀର ଡଣୋପରି ତା'ର ଡଣୋ ଥିଲା। ମୁଁ ନିରୀକ୍ଷଣ କରି ଦେଖିଲି, ତା'ର ଡଣୋ ଉପୁଡାଗଲା। ଆଉ ସେ ପୃଥିବୀରୁ ଉଠାଗଲା। ମନୁଷ୍ଯପରି ଦୁଇ ପାଦ ରେ ତାକୁ ଠିଆ କରାଗଲା ଓ ତାକୁ ମନୁଷ୍ଯର ଅନ୍ତଃକରଣ ଦିଆଗଲା।
5 ଆଉ ତତ୍ପ ରେ ମାେ ସମ୍ମୁଖ ରେ ଦ୍ବିତୀୟ ପଶୁକୁ ଦେଖିଲି ଯେ କି ଏକ ଭଲ୍ଲୁକ ସଦୃଶ ଥିଲା। ସେ ଏକ ପାଶର୍ବ ରେ ଉଠାଗଲା ଓ ତାହାର ସୁଖ ରେ ଦନ୍ତ ମଧିଅରେ ତିନିଖଣ୍ତ ପଞ୍ଜରା ଥିଲା। ତାହାକୁ ଏହି କଥା କୁହାଗଲା, 'ଉଠ, ଇଚ୍ଛା ଅନୁସାରେ ମାଂସ ଭକ୍ଷଣ କର।'
6 ଏହାପ ରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା'ର ପୃଷ୍ଠ ଭାଗ ରେ ପକ୍ଷୀର ଗ୍ଭରିଡଣୋ ଥିଲା। ଆଉ ମଧ୍ଯ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା।
7 ଏହାପ ରେ ମୁଁ ରାତ୍ରିକାଳର ଦର୍ଶନ ରେ ଦେଖିଲି, ମାରେ ସମ୍ମୁଖ ରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶଯ ବଳବାନ୍ ଥିଲା ଓ ତାହାର ବଡ ବଡ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶଟି ଶିଙ୍ଗ ଥିଲା।
8 ସହେି ଶିଙ୍ଗଗୁଡିକ ବିଷଯ ରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖ ରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ଯରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହାର ମନୁଷ୍ଯର ଚକ୍ଷୁତୁଲ୍ଯ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗ ରେ ଏକ ପାଟି ଥିଲା। ସହେି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।
9 ମୁଁ ଗୋଟିଏ ସିଂହାସନ ସ୍ଥାପିତ ହେଉଥିବାର ଦେଖିଲି। ଅତି ବୃଦ୍ଧାଲୋକ ସହେି ଉପ ରେ ବସିଲେ। ତାଙ୍କର ବସ୍ତ୍ର ହିମତୁଲ୍ଯ ଶୁକ୍ଲବର୍ଣ୍ଣ ଓ ତାଙ୍କର ମସ୍ତକର କେଶ ମଷେଲୋମ ସଦୃଶ ଶୁଭ୍ର ଥିଲା। ତାଙ୍କର ସିଂହାସନ ଅଗ୍ନିମଯପରି ଓ ସିଂହାସନର ଚକସବୁ ଜ୍ବଳନ୍ତା ଅଗ୍ନି ଶିଖା, ସଦୃଶ ଥିଲା।
10 ତାଙ୍କ ସମ୍ମୁଖରୁ ଅଗ୍ନିଷୋର୍ତ ନିର୍ଗତ ହାଇେ ବହିଲା ଓ ସହସ୍ର ସହସ୍ର ଲୋକ ତାଙ୍କର ଗ୍ଭରିପଟେ ଛିଡା ହେଲେ। ବିଗ୍ଭର ସଭା ବସିଲା ଓ ପୁସ୍ତକମାନ ଖାେଲାଗଲା।
11 ମୁଁ ଦେଖିବା ରେ ଲାଗିଲି, ସହେି େଛାଟ ଶିଙ୍ଗର କଣ ହବେ। ଯେଉଁଟାକି ବହୁତ ଅହଂକାର କରୁଥିଲା। ଚତୁର୍ଥ ପଶୁଟି ମଲା ପର୍ୟ୍ଯନ୍ତ ଏବଂ ତାହାର ଶରୀର ଧ୍ବଂସ କରି ଅଗ୍ନି ମଧ୍ଯକୁ ଫିଙ୍ଗି ପାଉଁଶ କରି ଦିଆଗଲା।
12 ପୁଣି ଅନ୍ୟ ପଶୁମାନଙ୍କଠାରୁ ଅଧିକାର ଓ କତ୍ତୁର୍ତ୍ବ କାଢି ନିଆଗଲା। ମାତ୍ର କିଛି କାଳ ଏକ ନିର୍ଦ୍ଦିଷ୍ଟ ସମୟ ବଞ୍ଚି ରହିବାକୁ ସମାନଙ୍କେୁ ଅନୁମତି ଦିଆଗଲା।
13 ଆଉ ମୁଁ ରାତ୍ରି ରେ ଦର୍ଶନ ରେ ଦେଖିଲି, ମନୁଷ୍ଯ ସଦୃଶ କହେି ଆକାଶ ରେ ମେଘ ରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପ ରେ ସହେି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସମାନେେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।
14 ତାହାଙ୍କୁ କତ୍ତୁର୍ତ୍ବ, ମହିମା ଓ ରାଜ୍ଯ ପ୍ରଦତ୍ତ ହେଲା। ତେଣୁ ସମୁଦାଯ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ତାଙ୍କର ଉପାସନା କରିବେ। ତାଙ୍କର ବିଧି ଅନନ୍ତକାଳୀନ ଓ ତାହା ଲୁପ୍ତ ହବେନାହିଁ। ଆଉ ତାଙ୍କର ରାଜ୍ଯ ଅବିନାଶୀ ହବେ।
15 ମୁଁ ଦାନିୟେଲ ଦ୍ବନ୍ଦ ରେ ପଡିଲି ଓ ବ୍ଯସ୍ତ ହାଇଗଲିେ। ଆଉ ମାରେ ମାନସିକ ଦର୍ଶନ ମାେତେ ଉଦ୍ବିଗ୍ନ କଲା।
16 ସଠାେ ରେ ଛିଡା ହାଇେଥିବା ଲୋକମାନଙ୍କ ମଧ୍ଯରୁ ଜଣକ ନିକଟକୁ ୟାଇ ଏସବୁ ତଥ୍ଯ ପଗ୍ଭରିଲି। ତେଣୁ ସେ ମାେତେ ସେ ସବୁର ଅର୍ଥ ବୁଝାଇ କହିଲେ।
17 ' ସହେି ଗ୍ଭରି ବୃହତ ପଶୁ ଗ୍ଭରି ରାଜା ଅଟନ୍ତି। ଆଉ ସମାନେେ ଏହି ପୃଥିବୀରୁ ଉତ୍ପନ୍ନ ହବେେ।
18 ମାତ୍ର ପରମେଶ୍ବରଙ୍କ ପବିତ୍ର ଲୋକମାନେ ରାଜ୍ଯ ପ୍ରାପ୍ତ ହବେେ ଓ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଭୋଗ କରିବେ।'
19 ତା'ପ ରେ ମୁଁ ଚତୁର୍ଥ ପଶୁ ସମ୍ମନ୍ଧ ରେ ସମସ୍ତ ତଥ୍ଯ ଜାଣିବାକୁ ଇଚ୍ଛା କଲି। ଏହା ଅତି ଭୟଙ୍କର ଥିଲା ଓ ଏହାର ଲୁହାର ଦାନ୍ତ ଓ ପିତ୍ତଳ ନଖସବୁ ଥିଲା। ସେ ସବୁକିଛି ଭାଙ୍ଗି ଚୂର୍ଣ୍ଣ କଲା ଓ ଗ୍ରାସ କଲା ଓ ଅବଶିଷ୍ଟ ସବୁ ପାଦ ରେ ଦଳି ଦଲୋ।
20 ସହେି ଚତୁର୍ଥ ପଶୁର ମସ୍ତକରେ ଯେଉଁ ଦଶ ଶିଙ୍ଗ ଥିଲା, ଅନ୍ୟ ଯେଉଁ କ୍ଷୁଦ୍ର ଶିଙ୍ଗ ଉଠିଲା ଓ ଯାହା ସାକ୍ଷାତ ରେ ଦଶଶିଙ୍ଗ ମଧ୍ଯରୁ ତିନିଶିଙ୍ଗ ପଡିଗଲା, ଯେଉଁ ଶିଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ଯବାଦି ମୁଖ ଥିଲା ଓ ଯାହାର ଆକାର ଅନ୍ୟମାନଙ୍କଠାରୁ ଦାମ୍ଭିକ ଥିଲା, ତାହାର ତଥ୍ଯ ଜାଣିବାକୁ ମୁଁ ଇଚ୍ଛା କଲି।
21 ଆଉ ମୁଁ ଦେଖିଲି ସହେି ଶିଙ୍ଗ ପରମେଶ୍ବରଙ୍କ ପବିତ୍ର ଲୋକଙ୍କୁ ଆକ୍ରମଣ କଲା ଓ ସମାନଙ୍କେୁ ବଧ କଲା।
22 ତା'ପ ରେ ସହେି ବୃଦ୍ଧ ଲୋକଟି ଆସିଲେ ଓ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ସପକ୍ଷ ରେ ଓ ଶିଙ୍ଗ ବିପକ୍ଷ ରେ ନ୍ଯାଯ ହେଲା। ଆଉ ପରମେଶ୍ବର ସହେି ପବିତ୍ର ଲୋକମାନଙ୍କର ରାଜତ୍ବ କରିବାର ସମୟ ଉପସ୍ଥିତ ହେଲା।
23 ଆଉ ସେ ମାେତେ ବୁଝାଇ କହିଲେ, 'ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ଯ ହବେ, ତାହା ଅନ୍ୟ ସମସ୍ତ ରାଜ୍ଯଠାରୁ ଭିନ୍ନ ହବେ ଓ ସମୁଦାଯ ପୃଥିବୀକୁ ଗ୍ରାସ କରିବ। ଆଉ ପାଦ ରେ ଦଳି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ।
24 ପୁଣି ସହେି ଦଶ ଶିଙ୍ଗର ତାତ୍ପର୍ୟ୍ଯ ହେଉଛି ଯେ ସହେି ରାଜ୍ଯରୁ ଦଶ ରାଜା ଉତ୍ପନ୍ନ ହବେେ। ସମାନଙ୍କେ ପ ରେ ଆଉ ଜଣେ ଉତ୍ପନ୍ନ ହବେ ଓ ସେ ତାଙ୍କର ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହବେ ଓ ସେ ତିନି ରାଜାଙ୍କୁ ଦମନ କରିବ।
25 ଏବଂ ସେ ସର୍ବୋପରିସ୍ଥ ପରମେଶ୍ବରଙ୍କ ବିରୁଦ୍ଧ ରେ କଥା କହିବ ଓ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢେ ତିନିବର୍ଷ ପାଇଁ ସମାନେେ ତା' ହସ୍ତ ରେ ସମର୍ପିତ ହବେେ।
26 ମାତ୍ର ବିଗ୍ଭର ସଭା ବସିବ ଓ ରାଜାଙ୍କର କତ୍ତୃର୍ତ୍ବ କାଢି ନିଆୟିବ ଓ ରାଜ୍ଯ ସମ୍ପୂର୍ଣ୍ଣ ଭାବରେ ବିନାଶ ହବେ।
27 ଆଉ ରାଜତ୍ବ, କତ୍ତୃର୍ତ୍ବ ଓ ରାଜ୍ଯ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହବେ। ତାଙ୍କର ରାଜ୍ଯ ଅନନ୍ତ କାଳ ପାଇଁ ସ୍ଥାଯୀ ହବେ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସବୋ କରିବେ ଓ ତାଙ୍କର ଆଜ୍ଞାବହ ହବେେ।'
28 ଏହିଠା ରେ ମାରେ ସ୍ବପ୍ନ ଶଷେ ହେଲା। ମୁଁ ଦାନିୟେଲ ମାରେ ଭାବନା ମାେତେ ଉଦ୍ବିଗ୍ନ କଲା ଓ ମାରେ ମୁଖ ବିବର୍ଣ୍ଣ ହେଲା। ମାତ୍ର ମୁଁ ସେ କଥା ଅନ୍ୟ ଆଗ ରେ କହି ପାରିଲି ନାହିଁ।
1 In the first year of Belshazzar king of Babylon Daniel had a dream and visions of his head upon his bed: then he wrote the dream, and told the sum of the matters.
2 Daniel spake and said, I saw in my vision by night, and, behold, the four winds of the heaven strove upon the great sea.
3 And four great beasts came up from the sea, diverse one from another.
4 The first was like a lion, and had eagle’s wings: I beheld till the wings thereof were plucked, and it was lifted up from the earth, and made stand upon the feet as a man, and a man’s heart was given to it.
5 And behold another beast, a second, like to a bear, and it raised up itself on one side, and it had three ribs in the mouth of it between the teeth of it: and they said thus unto it, Arise, devour much flesh.
6 After this I beheld, and lo another, like a leopard, which had upon the back of it four wings of a fowl; the beast had also four heads; and dominion was given to it.
7 After this I saw in the night visions, and behold a fourth beast, dreadful and terrible, and strong exceedingly; and it had great iron teeth: it devoured and brake in pieces, and stamped the residue with the feet of it: and it was diverse from all the beasts that were before it; and it had ten horns.
8 I considered the horns, and, behold, there came up among them another little horn, before whom there were three of the first horns plucked up by the roots: and, behold, in this horn were eyes like the eyes of man, and a mouth speaking great things.
9 I beheld till the thrones were cast down, and the Ancient of days did sit, whose garment was white as snow, and the hair of his head like the pure wool: his throne was like the fiery flame, and his wheels as burning fire.
10 A fiery stream issued and came forth from before him: thousand thousands ministered unto him, and ten thousand times ten thousand stood before him: the judgment was set, and the books were opened.
11 I beheld then because of the voice of the great words which the horn spake: I beheld even till the beast was slain, and his body destroyed, and given to the burning flame.
12 As concerning the rest of the beasts, they had their dominion taken away: yet their lives were prolonged for a season and time.
13 I saw in the night visions, and, behold, one like the Son of man came with the clouds of heaven, and came to the Ancient of days, and they brought him near before him.
14 And there was given him dominion, and glory, and a kingdom, that all people, nations, and languages, should serve him: his dominion is an everlasting dominion, which shall not pass away, and his kingdom that which shall not be destroyed.
15 I Daniel was grieved in my spirit in the midst of my body, and the visions of my head troubled me.
16 I came near unto one of them that stood by, and asked him the truth of all this. So he told me, and made me know the interpretation of the things.
17 These great beasts, which are four, are four kings, which shall arise out of the earth.
18 But the saints of the most High shall take the kingdom, and possess the kingdom for ever, even for ever and ever.
19 Then I would know the truth of the fourth beast, which was diverse from all the others, exceeding dreadful, whose teeth were of iron, and his nails of brass; which devoured, brake in pieces, and stamped the residue with his feet;
20 And of the ten horns that were in his head, and of the other which came up, and before whom three fell; even of that horn that had eyes, and a mouth that spake very great things, whose look was more stout than his fellows.
21 I beheld, and the same horn made war with the saints, and prevailed against them;
22 Until the Ancient of days came, and judgment was given to the saints of the most High; and the time came that the saints possessed the kingdom.
23 Thus he said, The fourth beast shall be the fourth kingdom upon earth, which shall be diverse from all kingdoms, and shall devour the whole earth, and shall tread it down, and break it in pieces.
24 And the ten horns out of this kingdom are ten kings that shall arise: and another shall rise after them; and he shall be diverse from the first, and he shall subdue three kings.
25 And he shall speak great words against the most High, and shall wear out the saints of the most High, and think to change times and laws: and they shall be given into his hand until a time and times and the dividing of time.
26 But the judgment shall sit, and they shall take away his dominion, to consume and to destroy it unto the end.
27 And the kingdom and dominion, and the greatness of the kingdom under the whole heaven, shall be given to the people of the saints of the most High, whose kingdom is an everlasting kingdom, and all dominions shall serve and obey him.
28 Hitherto is the end of the matter. As for me Daniel, my cogitations much troubled me, and my countenance changed in me: but I kept the matter in my heart.
Tamil Indian Revised Version
நான் திரும்பினபின்பு மனவேதனைப்பட்டுக்கொண்டிருக்கிறேன், நான் என்னை அறிந்துகொண்டதற்குப் பின்பு விலாவில் அடித்துக்கொண்டிருக்கிறேன், வெட்கி தலைகுனிந்துகொண்டும் இருக்கிறேன், என் இளவயதின் நிந்தையைச் சுமந்துவருகிறேன் என்று எப்பிராயீம் துக்கித்துப் புலம்பிக்கொண்டிருக்கிறதை நிச்சயமாய்க் கேட்டேன்.
Tamil Easy Reading Version
கர்த்தாவே, நான் உம்மை விட்டு அலைந்து திரிந்தேன். ஆனால் நான் செய்த தீயவற்றைப்பற்றி கற்றுக்கொண்டேன். எனவே நான் எனது வாழ்வையும் மனதையும் மாற்றிக்கொண்டேன். நான் இளமையாக இருந்தபோது செய்த முட்டாள்தனமான செயல்களை எண்ணி நான் அவமானமும் நிந்தையும் அடைகிறேன்’” என்றான்.
Thiru Viviliam
⁽உம்மை விட்டு விலகிச் சென்றபின்␢ நான் மனம் வருந்தினேன்;␢ பயிற்றுவிக்கப்பட்டபின்␢ நான் மார்பில் அறைந்து கொண்டேன்;␢ என் இளமையின் அவமானம்␢ இன்னும் என்னிடம் காணப்பட்டது.␢ நான் வெட்கித் தலை குனிந்தேன்.”⁾
King James Version (KJV)
Surely after that I was turned, I repented; and after that I was instructed, I smote upon my thigh: I was ashamed, yea, even confounded, because I did bear the reproach of my youth.
American Standard Version (ASV)
Surely after that I was turned, I repented; and after that I was instructed, I smote upon my thigh: I was ashamed, yea, even confounded, because I did bear the reproach of my youth.
Bible in Basic English (BBE)
Truly, after I had been turned, I had regret for my ways; and after I had got knowledge, I made signs of sorrow: I was put to shame, truly, I was covered with shame, because I had to undergo the shame of my early years.
Darby English Bible (DBY)
Surely after that I was turned, I repented; and after I knew myself, I smote upon [my] thigh. I was ashamed, yea, even confounded, for I bear the reproach of my youth.
World English Bible (WEB)
Surely after that I was turned, I repented; and after that I was instructed, I struck on my thigh: I was ashamed, yes, even confounded, because I did bear the reproach of my youth.
Young’s Literal Translation (YLT)
For after my turning back I repented, And after my being instructed I struck on the thigh, I have been ashamed, I have also blushed, For I have borne the reproach of my youth.
எரேமியா Jeremiah 31:19
நான் திரும்பினபின்பு மனஸ்தாபப்பட்டுக்கொண்டிருக்கிறேன், நான் என்னை அறிந்து கொண்டதற்குப் பின்பு விலாவில் அடித்துக்கொண்டிருக்கிறேன், வெட்கி நாணிக்கொண்டுமிருக்கிறேன், என் இளவயதின் நிந்தையைச் சுமந்து வருகிறேன் என்று எப்பிராயீம் துக்கித்துப் புலம்பிக்கொண்டிருக்கிறதை நிச்சயமாய்க்கேட்டேன்.
Surely after that I was turned, I repented; and after that I was instructed, I smote upon my thigh: I was ashamed, yea, even confounded, because I did bear the reproach of my youth.
Surely | כִּֽי | kî | kee |
after that | אַחֲרֵ֤י | ʾaḥărê | ah-huh-RAY |
I was turned, | שׁוּבִי֙ | šûbiy | shoo-VEE |
I repented; | נִחַ֔מְתִּי | niḥamtî | nee-HAHM-tee |
that after and | וְאַֽחֲרֵי֙ | wĕʾaḥărēy | veh-ah-huh-RAY |
I was instructed, | הִוָּ֣דְעִ֔י | hiwwādĕʿî | hee-WA-deh-EE |
I smote | סָפַ֖קְתִּי | sāpaqtî | sa-FAHK-tee |
upon | עַל | ʿal | al |
thigh: my | יָרֵ֑ךְ | yārēk | ya-RAKE |
I was ashamed, | בֹּ֚שְׁתִּי | bōšĕttî | BOH-sheh-tee |
yea, even | וְגַם | wĕgam | veh-ɡAHM |
confounded, | נִכְלַ֔מְתִּי | niklamtî | neek-LAHM-tee |
because | כִּ֥י | kî | kee |
bear did I | נָשָׂ֖אתִי | nāśāʾtî | na-SA-tee |
the reproach | חֶרְפַּ֥ת | ḥerpat | her-PAHT |
of my youth. | נְעוּרָֽי׃ | nĕʿûrāy | neh-oo-RAI |