Daniel 9

fullscreen20 ମୁଁ ସହେିସବୁ କଥା ପରମେଶ୍ବରଙ୍କୁ ପ୍ରାର୍ଥନା ରେ ନିବଦନେ କରୁଥିଲି। ମାରେ ପାପ ଓ ଇଶ୍ରାୟେଲ ଲୋକଙ୍କର ପାପ ସ୍ବୀକାର କରୁଥିଲି। ଆଉ ମାରେ ପରମେଶ୍ବରଙ୍କ ପବିତ୍ର ପର୍ବତ ନିମନ୍ତେ ମାରେ ପରମେଶ୍ବର ସଦାପଭୁଙ୍କ ଛାମୁ ରେ ମାରେ ନିବଦନେ ଉତ୍ସର୍ଗ କରୁଥିଲି।

fullscreen21 ଯେତବେେଳେ ମୁଁ ପ୍ରାର୍ଥନା କରୁଥିଲି, ମାରେ ପ୍ରଥମ ଦର୍ଶନ ରେ ଗାବ୍ରିଯଲେ ଯାହାକୁ ମୁଁ ମାେ ନିକଟକୁ ଉଡିକି ଆସିବାର ଦେଖିଲି। ସେ ସନ୍ଧ୍ଯା ବେଳେ ବଳିଦାନ ଉତ୍ସର୍ଗ ସମୟରେ ଆସି ମାେତେ ସ୍ପର୍ଶ କଲେ।

fullscreen22 ଗାବ୍ରିଯଲେ ମାେତେ ଶିକ୍ଷା ଦଇେ କହିଲେ, ହେ ଦାନିୟେଲ, ମୁଁ ତୁମ୍ଭକୁ ବୁଝିବା ପାଇଁ ଜ୍ଞାନ ପ୍ରଦାନ କରୁଅଛି।

fullscreen23 ଯେତବେେଳେ ତୁମ୍ଭେ ପ୍ରାର୍ଥନା କରିବାକୁ ଆରମ୍ଭ କଲ, ମୁଁ ତୁମ୍ଭକୁ ଜଣାଇବାକୁ ଆସିଲି। କାରଣ ତୁମ୍ଭେ ପରମେଶ୍ବରଙ୍କର ଅତ୍ଯନ୍ତପ୍ରିଯପାତ୍ର। ଏହି ଆଦେଶକୁ ବୁଝ ଓ ଏହି ଦର୍ଶନକୁ ମଧ୍ଯ ବୁଝ।

fullscreen24 ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।

fullscreen25 ଏହା ଜାଣ ଏବଂ ଏହା ବୁଝ, ଆଦେଶ ହବୋଠାରୁ ଫରୋଇବାକୁ ଏବଂ ୟିରୁଶାଲମ ନିର୍ମିତ କର, ଯେପର୍ୟ୍ଯନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହ ରେ, ସହର ପୂର୍ଣ୍ଣ ନିର୍ମିତ ହବେ। କିନ୍ତୁ ଏହାର ମୁଖ୍ଯ ରାସ୍ତା ଓ କାନ୍ଥ, ଅସୁବାଧା ସମୟରେ ହବେ।

fullscreen26 ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।

20 And whiles I was speaking, and praying, and confessing my sin and the sin of my people Israel, and presenting my supplication before the Lord my God for the holy mountain of my God;

21 Yea, whiles I was speaking in prayer, even the man Gabriel, whom I had seen in the vision at the beginning, being caused to fly swiftly, touched me about the time of the evening oblation.

22 And he informed me, and talked with me, and said, O Daniel, I am now come forth to give thee skill and understanding.

23 At the beginning of thy supplications the commandment came forth, and I am come to shew thee; for thou art greatly beloved: therefore understand the matter, and consider the vision.

24 Seventy weeks are determined upon thy people and upon thy holy city, to finish the transgression, and to make an end of sins, and to make reconciliation for iniquity, and to bring in everlasting righteousness, and to seal up the vision and prophecy, and to anoint the most Holy.

25 Know therefore and understand, that from the going forth of the commandment to restore and to build Jerusalem unto the Messiah the Prince shall be seven weeks, and threescore and two weeks: the street shall be built again, and the wall, even in troublous times.

26 And after threescore and two weeks shall Messiah be cut off, but not for himself: and the people of the prince that shall come shall destroy the city and the sanctuary; and the end thereof shall be with a flood, and unto the end of the war desolations are determined.

Daniel 9 in Tamil and English

20 ମୁଁ ସହେିସବୁ କଥା ପରମେଶ୍ବରଙ୍କୁ ପ୍ରାର୍ଥନା ରେ ନିବଦନେ କରୁଥିଲି। ମାରେ ପାପ ଓ ଇଶ୍ରାୟେଲ ଲୋକଙ୍କର ପାପ ସ୍ବୀକାର କରୁଥିଲି। ଆଉ ମାରେ ପରମେଶ୍ବରଙ୍କ ପବିତ୍ର ପର୍ବତ ନିମନ୍ତେ ମାରେ ପରମେଶ୍ବର ସଦାପଭୁଙ୍କ ଛାମୁ ରେ ମାରେ ନିବଦନେ ଉତ୍ସର୍ଗ କରୁଥିଲି।
And whiles I was speaking, and praying, and confessing my sin and the sin of my people Israel, and presenting my supplication before the Lord my God for the holy mountain of my God;

21 ଯେତବେେଳେ ମୁଁ ପ୍ରାର୍ଥନା କରୁଥିଲି, ମାରେ ପ୍ରଥମ ଦର୍ଶନ ରେ ଗାବ୍ରିଯଲେ ଯାହାକୁ ମୁଁ ମାେ ନିକଟକୁ ଉଡିକି ଆସିବାର ଦେଖିଲି। ସେ ସନ୍ଧ୍ଯା ବେଳେ ବଳିଦାନ ଉତ୍ସର୍ଗ ସମୟରେ ଆସି ମାେତେ ସ୍ପର୍ଶ କଲେ।
Yea, whiles I was speaking in prayer, even the man Gabriel, whom I had seen in the vision at the beginning, being caused to fly swiftly, touched me about the time of the evening oblation.

22 ଗାବ୍ରିଯଲେ ମାେତେ ଶିକ୍ଷା ଦଇେ କହିଲେ, ହେ ଦାନିୟେଲ, ମୁଁ ତୁମ୍ଭକୁ ବୁଝିବା ପାଇଁ ଜ୍ଞାନ ପ୍ରଦାନ କରୁଅଛି।
And he informed me, and talked with me, and said, O Daniel, I am now come forth to give thee skill and understanding.

23 ଯେତବେେଳେ ତୁମ୍ଭେ ପ୍ରାର୍ଥନା କରିବାକୁ ଆରମ୍ଭ କଲ, ମୁଁ ତୁମ୍ଭକୁ ଜଣାଇବାକୁ ଆସିଲି। କାରଣ ତୁମ୍ଭେ ପରମେଶ୍ବରଙ୍କର ଅତ୍ଯନ୍ତପ୍ରିଯପାତ୍ର। ଏହି ଆଦେଶକୁ ବୁଝ ଓ ଏହି ଦର୍ଶନକୁ ମଧ୍ଯ ବୁଝ।
At the beginning of thy supplications the commandment came forth, and I am come to shew thee; for thou art greatly beloved: therefore understand the matter, and consider the vision.

24 ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।
Seventy weeks are determined upon thy people and upon thy holy city, to finish the transgression, and to make an end of sins, and to make reconciliation for iniquity, and to bring in everlasting righteousness, and to seal up the vision and prophecy, and to anoint the most Holy.

25 ଏହା ଜାଣ ଏବଂ ଏହା ବୁଝ, ଆଦେଶ ହବୋଠାରୁ ଫରୋଇବାକୁ ଏବଂ ୟିରୁଶାଲମ ନିର୍ମିତ କର, ଯେପର୍ୟ୍ଯନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହ ରେ, ସହର ପୂର୍ଣ୍ଣ ନିର୍ମିତ ହବେ। କିନ୍ତୁ ଏହାର ମୁଖ୍ଯ ରାସ୍ତା ଓ କାନ୍ଥ, ଅସୁବାଧା ସମୟରେ ହବେ।
Know therefore and understand, that from the going forth of the commandment to restore and to build Jerusalem unto the Messiah the Prince shall be seven weeks, and threescore and two weeks: the street shall be built again, and the wall, even in troublous times.

26 ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।
And after threescore and two weeks shall Messiah be cut off, but not for himself: and the people of the prince that shall come shall destroy the city and the sanctuary; and the end thereof shall be with a flood, and unto the end of the war desolations are determined.