Deuteronomy 19:10
ତବେେ ଆଉ ନିରୀହ ଲୋକ କହେି ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶ ରେ ମୃତକ୍ସ୍ଟ୍ଯ ବରଣ କରିବେ ନାହିଁ। ଏବଂ ତୁମ୍ଭମାନେେ ନିରୀହମାନଙ୍କର ରକ୍ତପାତ ରେ ଦୋଷୀ ହବେ ନାହିଁ।
Deuteronomy 19:10 in Other Translations
King James Version (KJV)
That innocent blood be not shed in thy land, which the LORD thy God giveth thee for an inheritance, and so blood be upon thee.
American Standard Version (ASV)
that innocent blood be not shed in the midst of thy land, which Jehovah thy God giveth thee for an inheritance, and so blood be upon thee.
Bible in Basic English (BBE)
So that in all your land, which the Lord your God is giving you for your heritage, no man may be wrongly put to death, for which you will be responsible.
Darby English Bible (DBY)
that innocent blood be not shed in the midst of thy land which Jehovah thy God giveth thee for an inheritance, and blood come not upon thee.
Webster's Bible (WBT)
That innocent blood may not be shed in thy land, which the LORD thy God giveth thee for an inheritance, and so blood be upon thee.
World English Bible (WEB)
that innocent blood not be shed in the midst of your land, which Yahweh your God gives you for an inheritance, and so blood be on you.
Young's Literal Translation (YLT)
and innocent blood is not shed in the midst of thy land which Jehovah thy God is giving to thee -- an inheritance, and there hath been upon thee blood.
| That innocent | וְלֹ֤א | wĕlōʾ | veh-LOH |
| blood | יִשָּׁפֵךְ֙ | yiššāpēk | yee-sha-fake |
| be not | דָּ֣ם | dām | dahm |
| shed | נָקִ֔י | nāqî | na-KEE |
| in | בְּקֶ֣רֶב | bĕqereb | beh-KEH-rev |
| thy land, | אַרְצְךָ֔ | ʾarṣĕkā | ar-tseh-HA |
| which | אֲשֶׁר֙ | ʾăšer | uh-SHER |
| the Lord | יְהוָ֣ה | yĕhwâ | yeh-VA |
| God thy | אֱלֹהֶ֔יךָ | ʾĕlōhêkā | ay-loh-HAY-ha |
| giveth | נֹתֵ֥ן | nōtēn | noh-TANE |
| thee for an inheritance, | לְךָ֖ | lĕkā | leh-HA |
| blood so and | נַֽחֲלָ֑ה | naḥălâ | na-huh-LA |
| be | וְהָיָ֥ה | wĕhāyâ | veh-ha-YA |
| upon | עָלֶ֖יךָ | ʿālêkā | ah-LAY-ha |
| thee. | דָּמִֽים׃ | dāmîm | da-MEEM |
Cross Reference
Isaiah 59:7
ସମାନଙ୍କେର ପାଦ ଦୁଷ୍କର୍ମ ଆଡ଼କୁ ଧାବିତ ହୁଏ ଓ ସମାନେେ ନିର୍ଦ୍ ଦୋଷ ରେ ରକ୍ତପାତ କରିବାକୁ ଅଗ୍ରସର ହୁଅନ୍ତି। ସମାନଙ୍କେର ଚିନ୍ତାସବୁ ଅଧର୍ମର ଚିନ୍ତା। ସମାନଙ୍କେ ପଥରେ ଧ୍ବଂସ ଓ ବିନାଶ ଥାଏ।
Proverbs 6:17
ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।
Matthew 27:4
ସେ କହିଲେ, ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦବୋପାଇଁ ତୁମ୍ଭ ହାତ ରେ ଧ ରଇେ ଦଇେଛି।
Jonah 1:14
ତେଣୁ ସହେି ନାବିକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ହେ ପ୍ରଭୁ, ଆମ୍ଭମାନେେ ୟୂନସକୁ ସମୁଦ୍ର ମଧ୍ଯକୁ ପକାଉଛୁ କାରଣ ସେ ବହୁ ମନ୍ଦକାର୍ୟ୍ଯ କରିଛି। ଏଥିପାଇଁ ଆମ୍ଭକୁ ଦୋଷୀ କର ନାହିଁ, ସତେ ଯେପରି ଆମ୍ଭେ ଏକ ନିରୀହ ବ୍ଯକ୍ତିକୁ ବଧ କରୁଅଛୁ। ପୁଣି ନିରୀହ ବ୍ଯକ୍ତିର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପ ରେ ବର୍ତ୍ତାଅ ନାହିଁ। ଆମ୍ଭମାନେେ ଜାଣୁ ତୁମ୍ଭେ ସଦାପ୍ରଭୁ ଅଟ ଏବଂ ତୁମ୍ଭେ ଯାହା ଗ୍ଭହିଁବ ତାହା କରିବ। କିନ୍ତୁ ଆମ୍ଭମାନଙ୍କ ପ୍ରତି ସଦଯ ହୁଅ।
Joel 3:19
ମିଶର ଗୋଟିଏ ନିର୍ଜନ ସ୍ଥାନ ହବେ ଏବଂ ଶୂନ୍ଯ ମରୁଭୂମି ହବେ। କାରଣ ସମାନେେ ଯିହୁଦାର ଲୋକମାନଙ୍କ ପ୍ରତି ନିଷ୍ଠୁର ହାଇେଥିଲେ। ସମାନେେ ସହେି ଦେଶର ନିରୀହ ଲୋକମାନଙ୍କୁ ହତ୍ଯା କରିଥିଲେ।
Jeremiah 7:6
ତୁମ୍ଭମାନେେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ଯବହାର କରିବ, ଯଦି ତୁମ୍ଭମାନେେ ଏ ସ୍ଥାନ ରେ ନିର୍ଦ୍ ଦୋଷ ମାନଙ୍କୁ ହତ୍ଯା ନ କରିବ, ଯଦି ତୁମ୍ଭମାନେେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦବେତାମାନଙ୍କୁ ଅନୁସରଣ ନ କର,
2 Kings 24:4
କାରଣ ମନଃଶି ବହୁ ନୀରିହ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯାକରି ସମାନଙ୍କେ ରକ୍ତ ରେ ୟିରୁଶାଲମ୍କୁ ପରିପୂର୍ଣ୍ଣ କଲା। ତେଣୁ ସଦାପ୍ରଭୁ ତାଙ୍କୁ ସହେି ପାପ ପାଇଁ କ୍ଷମା କରିବେ ନାହିଁ।
2 Kings 21:16
ପୁଣି ମନଃଶି ବହୁ ନିର୍ଦ୍ଦୋଶ ଲୋକଙ୍କୁ ହତ୍ଯା କରି ୟିରୁଶାଲମ୍ ରେ ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ୟ୍ଯନ୍ତ ରକ୍ତ ରେ ପରିପୂର୍ଣ୍ଣ କଲେ। ଏହା ସହିତ ସେ ଯିହୁଦାକୁ ପାପରେ ଅଶିଂକୃତ କରାଇଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଦୁଷ୍କର୍ମ କଲେ।'
1 Kings 2:31
ତା'ପରେ ରାଜା ବନାଯକୁ ଆଦେଶ ଦେଲେ, ସେ ଯେପରି କହିଅଛି, ସହେିପରି କର। ସହେିଠା ରେ ତାକୁ ହତ୍ଯା କର ଓ କବର ଦିଅ। ତାହାହେଲେ ଯୋୟାବ ନୀରିହମାନଙ୍କର ଯେଉଁ ରକ୍ତପାତ କରିଥିଲା, ସହେି ପାପରୁ ମୁଁ ଓ ମାରେ ପରିବାର ମୁକ୍ତ ହବେୁ।
Deuteronomy 21:1
ଧରାଯାଉ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭମାନଙ୍କ ଅଧିକାରାର୍ଥେ ସହେି ଦେଶ ରେ ଯେଉଁ କ୍ଷତେ ଦଇେଛନ୍ତି, ସହେି ଭୂମିର କ୍ଷେତ୍ର ମଧିଅରେ ଯବେେ କୌଣସିଠା ରେ ଏକ ମୃତ ଶରୀର ମିଳେ, ତାକକ୍ସ୍ଟ ହତ୍ଯା କରିଥିବା ଲୋକ ଯଦି ଜଣା ନଥାଏ।
Deuteronomy 19:13
ତୁମ୍ଭମାନେେ ତା'ପାଇଁ ଦକ୍ସ୍ଟଃଖ କରିବ ନାହିଁ କାରଣ ସେ ଜଣେ ନିରପରାଧି ଲୋକକୁ ହତ୍ଯାକରି ପାପ କରିଛି। ତୁମ୍ଭମାନେେ ଇଶ୍ରାୟେଲରକ୍ସ୍ଟ ନିରୀହମାନଙ୍କର ରକ୍ତପାତ ଦୋଷରକ୍ସ୍ଟ ମକ୍ସ୍ଟକ୍ତି ପାଇବା ଉଚିତ୍। ତାହାହେଲେ କବଳେ ତୁମ୍ଭମାନଙ୍କର ମଙ୍ଗଳ ହବେ।
Numbers 35:33
ତୁମ୍ଭମାନେେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ଯାକାରୀର ମୃତ୍ଯୁ ବ୍ଯତୀତ କୌଣସି ପ୍ରକାର ପ୍ରାପ୍ଯ ଦେଶର ପାପକୁ ଧୋଇ ପାରିବ ନାହିଁ।
Psalm 94:21
ଯେଉଁ ବିଚାରକଗଣ ଭଲ ଲୋକମାନଙ୍କୁ ନ୍ଯାଯ ଦିଅନ୍ତି ନାହିଁ, ସମାନେେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସମାନଙ୍କେୁ ମରଣର ଆରୋପ କର।