Deuteronomy 28

fullscreen49 ସଦାପ୍ରଭୁ ତକ୍ସ୍ଟମ୍ଭପାଇଁ ଦୂରରକ୍ସ୍ଟ ଅନ୍ୟ ଏକ ଜାତି ଆଣିବେ, ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ସମାନେେ ୟକ୍ସ୍ଟଦ୍ଧ କରିବେ। ତୁମ୍ଭେ ସମାନଙ୍କେର ଭାଷା ବକ୍ସ୍ଟଝିପାରିବ ନାହିଁ। ସମାନେେ ଖକ୍ସ୍ଟବ୍ଶିଘ୍ର ଆସିବେ। ଯେପରି ଆକାଶରକ୍ସ୍ଟ ବାଜପକ୍ଷୀ ଓହ୍ଲାଇଲା ପରି ।

fullscreen50 ସହେି ଲୋକମାନେ ଅତ୍ଯନ୍ତ କୃର ହବେ। ବୃଦ୍ଧ ଲୋକମାନଙ୍କ ପ୍ରତି ମଧ୍ଯ ସମାନେେ ଦୟା ଦଖାଇବେେ ନାହିଁ। ସମାନେେ ତୁମ୍ଭର ପିଲାମାନଙ୍କ ପ୍ରତି ମଧ୍ଯ ଦୟା ଦଖାଇବେେ ନାହିଁ।

fullscreen51 ସମାନେେ ତୁମ୍ଭର ପଶକ୍ସ୍ଟ ଓ ବଢିଥିବା ଶସ୍ଯ ନଇେଯିବେ। ତୁମ୍ଭମାନଙ୍କୁ ଧ୍ବଂସ କରିବା ପର୍ୟ୍ଯନ୍ତ ସମାନେେ ସମସ୍ତ ଦ୍ରବ୍ଯ ନଇେଯିବେ। ସମାନେେ ତୁମ୍ଭମାନଙ୍କ ପାଇଁ କୌଣସି ଶସ୍ଯ ରଖିବେ ନାହିଁ। ମଦ, ତଲେ, ଗାଈ, ମଷେ କିଅବା ଛଳେି ଅବଶିଷ୍ଟ କିଛି ରଖିବେ ନାହିଁ। ସମାନେେ ତୁମ୍ଭମାନଙ୍କୁ ତଳିତଳାନ୍ତ କରିବା ପର୍ୟ୍ଯନ୍ତ ସମସ୍ତ ଦ୍ରବ୍ଯ ସମାନେେ ନଇେଯିବେ।

fullscreen52 ଅନ୍ୟ ଜାତୀଯମାନେ ତୁମ୍ଭମାନଙ୍କୁ ଘରୋଉ କରି ରଖିବେ ଓ ତୁମ୍ଭମାନଙ୍କ ସହରକକ୍ସ୍ଟ ଆକ୍ରମଣ କରିବେ। ତୁମ୍ଭମାନେେ ଭାବିବ ଯେ ତୁମ୍ଭମାନଙ୍କର ଉଚ୍ଚ ଓ ଦୃଢ ପାଚରେୀ ତୁମ୍ଭମାନଙ୍କୁ ସକ୍ସ୍ଟରକ୍ଷା ଦବେ ମାତ୍ର ତାହା ତୁମ୍ଭମାନଙ୍କୁ ସକ୍ସ୍ଟରକ୍ଷା ଦଇପୋରିବ ନାହିଁ। ସହେି ପାଚରେୀମାନ ଭାଙ୍ଗି ପଡିବ। ସଦାପ୍ରଭୁ ଦଇେଥିବା ଦେଶ ରେ ସବୁଆଡେ ଶତୃମାନଙ୍କର ଛାଉଣୀ ହାଇଯେିବ।

fullscreen53 ତୁମ୍ଭମାନେ ବହକ୍ସ୍ଟତ ଦକ୍ସ୍ଟଃଖ କଷ୍ଟ ଭୋଗ କରିବେ। ତକ୍ସ୍ଟମ୍ଭ ଚତକ୍ସ୍ଟଃପାଶର୍‌ବ ରେ ଥିବା ଶତୃମାନେ ତୁମ୍ଭମାନଙ୍କୁ ଖାଦ୍ୟ ଦବେେ ନାହିଁ। ତୁମ୍ଭମାନେେ ଭୋକରେ ରହିବ। ତୁମ୍ଭମାନେେ ଏତେ ଭୋକରେ ରହିବ ଯେ ତୁମ୍ଭମାନେେ ଆପଣା ପକ୍ସ୍ଟତ୍ରକନ୍ଯାମାନଙ୍କୁ ଖାଇ ୟିବ। ସଦାପ୍ରଭୁଙ୍କ ଦତ୍ତ ତୁମ୍ଭମାନଙ୍କର ଶିଶକ୍ସ୍ଟ ସନ୍ତାନମାନଙ୍କୁ ତୁମ୍ଭମାନେେ ଭକ୍ଷଣ କରିବ।

fullscreen54 ଏପରିକି ତୁମ୍ଭମାନଙ୍କ ମଧିଅରେ ଥିବା ଦୟାଳକ୍ସ୍ଟ ଭଦ୍ ରେଲାକ ମଧ୍ଯ ଅତି କୃର ହାଇେ ଉଠିବ। ସେ ଅନ୍ୟମାନଙ୍କ ପାଇଁ ଅତି ନିଷ୍ଠକ୍ସ୍ଟର ହବେ। ସେ ମଧ୍ଯ ତା'ର ସ୍ତ୍ରୀ ପାଇଁ ନିଷ୍ଠକ୍ସ୍ଟର ହବେ ଯାହାକକ୍ସ୍ଟ ସେ ବହକ୍ସ୍ଟତ ଭଲ ପାଉଥିଲା। ଏବଂ ସେ ମଧ୍ଯ ତା'ର ପିଲାମାନଙ୍କ ପାଇଁ ନିଷ୍ଠକ୍ସ୍ଟର ହବେ।

fullscreen55 ସେ ତା'ର ପିଲାମାନଙ୍କର ମାଂସ ଖାଇୟିବ ଏବଂ ଆଉ କାହାକକ୍ସ୍ଟ ତାହା ଖାଇବାକକ୍ସ୍ଟ ଦବେ ନାହିଁ। ଏପରିକି ସେ ତା'ର ପରିବାର ରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ଦବେ ନାହିଁ। ଏହା ସେ କରିବ, ଯେତବେେଳେ ତୁମ୍ଭମାନଙ୍କର ଶତୃଗଣ ତୁମ୍ଭମାନଙ୍କର ନଗରଗୁଡିକୁ କରାଯତ୍ତ କରିବେ ଏବଂ ତୁମ୍ଭମାନଙ୍କୁ ବିନା ଖାଦ୍ୟ ରେ ୟନ୍ତ୍ରଣା ଦବେେ।

fullscreen56 ଏପରିକି ତୁମ୍ଭମାନଙ୍କ ମଧିଅରେ ଥିବା ଦୟାଳକ୍ସ୍ଟ ସ୍ତ୍ରୀଲୋକ ମଧ୍ଯ ନିଷ୍ଠକ୍ସ୍ଟର ହାଇେ ଉଠିବ। ସେ ତା'ର ଜୀବନକକ୍ସ୍ଟ ଏପରି ଉତ୍ସର୍ଗ କରିଥିଲା ଯେ ସେ କବେେ ତା'ର ପାଦ ପଦାକକ୍ସ୍ଟ ବାହାର କରି ନଥିଲା। ସେ ତା'ର ସ୍ବାମୀ, ତା'ର ପିଲାମାନଙ୍କ ପ୍ରତି ନିଷ୍ଠକ୍ସ୍ଟର ହବେ।

fullscreen57 ଏପରି ହବେ ସହେି ସ୍ତ୍ରୀ ଲୋକ ଯେଉଁ ପିଲାକକ୍ସ୍ଟ ଜନ୍ମ ଦବେ ତାକକ୍ସ୍ଟ ଓ ତାହା ସହିତ ବାହାରିଥିବା ସମସ୍ତ ଦ୍ରବ୍ଯକକ୍ସ୍ଟ ସେ ଖାଇ ପକାଇବ। ଯେତବେେଳେ ଶତୃମାନେ ତୁମ୍ଭମାନଙ୍କୁ କବଳିତ କରି ରଖିବେ, ସହେି ସମୟରେ ଏପରି କର୍ମମାନ ଘଟିବ।

fullscreen58 ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ଏହି ଗୌରବମଯ ଓ ଭୟଙ୍କର ନାମକକ୍ସ୍ଟ ଭୟ କରିବା ପାଇଁ ଯବେେ ଏହି ପୁସ୍ତକକରେ ଲିଖିତ ବ୍ଯବସ୍ଥାର ସମସ୍ତ କଥା ପାଳିବାକକ୍ସ୍ଟ ମନୟେୋଗ କରିବ।

fullscreen59 ତବେେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତକ୍ସ୍ଟମ୍ଭ ବଂଶର ଆଘାତ ଆର୍ଥାତ୍ ମହତ୍ ଓ ଚିରସ୍ଥାଯୀ ଆଘାତ, ପକ୍ସ୍ଟଣି ବ୍ଯଥାଜନକ ଓ ଚିରସ୍ଥାଯୀ ରୋଗ ଆଶ୍ଚର୍ୟ୍ଯ ରୂପ କରିବେ।

fullscreen60 ତୁମ୍ଭମାନେେ ଦେଖିଛ ମିଶର ବାସୀମାନଙ୍କୁ କିପରି ଭାବରେ ରୋଗବ୍ଯାଧି ବ୍ଯାପି ଥିଲା। ତାହା ତୁମ୍ଭମାନଙ୍କୁ ଭୟଭିତ କରାଇ ଥିଲା। ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସହେିସବୁ ମନ୍ଦକର୍ମମାନ ଭିଆଇବେ।

fullscreen61 ବ୍ଯବସ୍ଥା ପୁସ୍ତକକରେ ଲଖାେ ନ ଥିବା ରୋଗବ୍ଯାଧି ମଧ୍ଯ ତକ୍ସ୍ଟମ୍ଭ ପାଇଁ ସଦାପ୍ରଭୁ ଆଣିବେ। ତୁମ୍ଭମାନଙ୍କର ବିନାଶ ହବୋ ପର୍ୟ୍ଯନ୍ତ ସେ ସବୁକକ୍ସ୍ଟ ସେ ଗ୍ଭଲକ୍ସ୍ଟ ରଖିବେ।

fullscreen62 ତୁମ୍ଭମାନଙ୍କର ସଂଖ୍ଯା ତାରାମାନଙ୍କ ପରି ବହକ୍ସ୍ଟତ ହାଇେଥିବା କିନ୍ତୁ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ଖକ୍ସ୍ଟବ୍ କମ ସଂଖ୍ଯକ ରହିଯିବେ। କାରଣ ତୁମ୍ଭମାନେେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯପ୍ରତି ଧ୍ଯାନ ଦଲେ ନାହିଁ।

fullscreen63 ସଦାପ୍ରଭୁ ଦିନେ ଆନନ୍ଦ ଥିଲେ, ତୁମ୍ଭମାନଙ୍କୁ ଖକ୍ସ୍ଟସି କରି ଓ ତୁମ୍ଭମାନଙ୍କର ସଂଖ୍ଯା ବଢାଇ। ଠିକ୍ ସହେିପରି ସଦାପ୍ରଭୁ ଆନନ୍ଦ ଖକ୍ସ୍ଟସି ଦବେେ ତୁମ୍ଭମାନଙ୍କୁ ହ୍ରସକରି ଓ ବିନାଶ କରି। ତୁମ୍ଭମାନେେ ଅଧିକାର କରିବାକୁ ଯାଉଥିବା ଦେଶକକ୍ସ୍ଟ ଅନ୍ୟମାନେ ଅଧିକାର କରି ନବେେ।

fullscreen64 ସଦାପ୍ରଭୁ ପୃଥିବୀର ଏକ ସୀମାରକ୍ସ୍ଟ ଅନ୍ୟସୀମା ପର୍ୟ୍ଯନ୍ତ ସମସ୍ତ ଗୋଷ୍ଠୀ ମଧିଅରେ ତୁମ୍ଭକୁ ଛିନ୍ନ ଭିନ୍ନ କରିବେ। ଆଉ ସଠାେରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବ ପୁରୁଷଗଣର ଅଜ୍ଞାତ କାଷ୍ଠ, ପାଷାଣର ମୂର୍ତ୍ତୀ ପୂଜା କରିବ।

fullscreen65 ତୁମ୍ଭମାନେେ ସହେି ଗୋଷ୍ଠୀଯମାନଙ୍କ ମଧିଅରେ କିଛି ଶାନ୍ତି ପାଇବ ନାହିଁ ଓ ସଠାେରେ ତକ୍ସ୍ଟମ୍ଭ ପାଦର କିଛି ବିଶ୍ରାମ ହବେ ନାହିଁ। ସଦାପ୍ରଭୁ ତୁମ୍ଭର ମନକକ୍ସ୍ଟ ପୂର୍ଣ୍ଣ କରିବେ। ସେ ତୁମ୍ଭର ଆଖିଗକ୍ସ୍ଟଡିକ ଆଙ୍କାକ୍ଷା ରେ ଅବସନ୍ନ କରି ଦବେେ ଏବଂ ସେ ତୁମ୍ଭକୁ ଦକ୍ସ୍ଟଃଖ ପୂର୍ଣ୍ଣ କରିବେ।

fullscreen66 ତକ୍ସ୍ଟମ୍ଭ ଜୀବନ ତକ୍ସ୍ଟମ୍ଭ ସାକ୍ଷାତ ରେ ସଂଶଯ ରେ ଦୋହଲିବ। ପକ୍ସ୍ଟଣି ତୁମ୍ଭେ ରାତ୍ରଦିନ ଆଶଙ୍କା କରିବ ଓ ତକ୍ସ୍ଟମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ।

fullscreen67 ତୁମ୍ଭେ ଯେଉଁ ଆଶଙ୍କା କରିବ; ତକ୍ସ୍ଟମ୍ଭ ହୃଦଯର ସହେି ଆଶଙ୍କା ହତେକ୍ସ୍ଟ ଓ ତୁମ୍ଭେ ଯାହା ଦେଖିବ, ତକ୍ସ୍ଟମ୍ଭ ଚକ୍ଷକ୍ସ୍ଟର ସହେ ଦର୍ଶନ ହତେକ୍ସ୍ଟ ସକାଳ ହେଲେ, ତୁମ୍ଭମାନେେ କହିବ, 'ଆହା ସନ୍ଧ୍ଯା ହକ୍ସ୍ଟଅନ୍ତା କି।' ପକ୍ସ୍ଟଣି ସନ୍ଧ୍ଯା ସମୟରେ ତୁମ୍ଭମାନେେ କହିବ, 'ଦିନ ହକ୍ସ୍ଟଅନ୍ତା କି।' କାରଣ ତୁମ୍ଭମାନେେ ଏପରି ଭୟାଭୟତା ଦୃଶ୍ଯମାନ ଦେଖିବ।

49 The Lord shall bring a nation against thee from far, from the end of the earth, as swift as the eagle flieth; a nation whose tongue thou shalt not understand;

50 A nation of fierce countenance, which shall not regard the person of the old, nor shew favour to the young:

51 And he shall eat the fruit of thy cattle, and the fruit of thy land, until thou be destroyed: which also shall not leave thee either corn, wine, or oil, or the increase of thy kine, or flocks of thy sheep, until he have destroyed thee.

52 And he shall besiege thee in all thy gates, until thy high and fenced walls come down, wherein thou trustedst, throughout all thy land: and he shall besiege thee in all thy gates throughout all thy land, which the Lord thy God hath given thee.

53 And thou shalt eat the fruit of thine own body, the flesh of thy sons and of thy daughters, which the Lord thy God hath given thee, in the siege, and in the straitness, wherewith thine enemies shall distress thee:

54 So that the man that is tender among you, and very delicate, his eye shall be evil toward his brother, and toward the wife of his bosom, and toward the remnant of his children which he shall leave:

55 So that he will not give to any of them of the flesh of his children whom he shall eat: because he hath nothing left him in the siege, and in the straitness, wherewith thine enemies shall distress thee in all thy gates.

56 The tender and delicate woman among you, which would not adventure to set the sole of her foot upon the ground for delicateness and tenderness, her eye shall be evil toward the husband of her bosom, and toward her son, and toward her daughter,

57 And toward her young one that cometh out from between her feet, and toward her children which she shall bear: for she shall eat them for want of all things secretly in the siege and straitness, wherewith thine enemy shall distress thee in thy gates.

58 If thou wilt not observe to do all the words of this law that are written in this book, that thou mayest fear this glorious and fearful name, THE LORD THY GOD;

59 Then the Lord will make thy plagues wonderful, and the plagues of thy seed, even great plagues, and of long continuance, and sore sicknesses, and of long continuance.

60 Moreover he will bring upon thee all the diseases of Egypt, which thou wast afraid of; and they shall cleave unto thee.

61 Also every sickness, and every plague, which is not written in the book of this law, them will the Lord bring upon thee, until thou be destroyed.

62 And ye shall be left few in number, whereas ye were as the stars of heaven for multitude; because thou wouldest not obey the voice of the Lord thy God.

63 And it shall come to pass, that as the Lord rejoiced over you to do you good, and to multiply you; so the Lord will rejoice over you to destroy you, and to bring you to nought; and ye shall be plucked from off the land whither thou goest to possess it.

64 And the Lord shall scatter thee among all people, from the one end of the earth even unto the other; and there thou shalt serve other gods, which neither thou nor thy fathers have known, even wood and stone.

65 And among these nations shalt thou find no ease, neither shall the sole of thy foot have rest: but the Lord shall give thee there a trembling heart, and failing of eyes, and sorrow of mind:

66 And thy life shall hang in doubt before thee; and thou shalt fear day and night, and shalt have none assurance of thy life:

67 In the morning thou shalt say, Would God it were even! and at even thou shalt say, Would God it were morning! for the fear of thine heart wherewith thou shalt fear, and for the sight of thine eyes which thou shalt see.

Deuteronomy 28 in Tamil and English

49 ସଦାପ୍ରଭୁ ତକ୍ସ୍ଟମ୍ଭପାଇଁ ଦୂରରକ୍ସ୍ଟ ଅନ୍ୟ ଏକ ଜାତି ଆଣିବେ, ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ସମାନେେ ୟକ୍ସ୍ଟଦ୍ଧ କରିବେ। ତୁମ୍ଭେ ସମାନଙ୍କେର ଭାଷା ବକ୍ସ୍ଟଝିପାରିବ ନାହିଁ। ସମାନେେ ଖକ୍ସ୍ଟବ୍ଶିଘ୍ର ଆସିବେ। ଯେପରି ଆକାଶରକ୍ସ୍ଟ ବାଜପକ୍ଷୀ ଓହ୍ଲାଇଲା ପରି ।
The Lord shall bring a nation against thee from far, from the end of the earth, as swift as the eagle flieth; a nation whose tongue thou shalt not understand;

50 ସହେି ଲୋକମାନେ ଅତ୍ଯନ୍ତ କୃର ହବେ। ବୃଦ୍ଧ ଲୋକମାନଙ୍କ ପ୍ରତି ମଧ୍ଯ ସମାନେେ ଦୟା ଦଖାଇବେେ ନାହିଁ। ସମାନେେ ତୁମ୍ଭର ପିଲାମାନଙ୍କ ପ୍ରତି ମଧ୍ଯ ଦୟା ଦଖାଇବେେ ନାହିଁ।
A nation of fierce countenance, which shall not regard the person of the old, nor shew favour to the young:

51 ସମାନେେ ତୁମ୍ଭର ପଶକ୍ସ୍ଟ ଓ ବଢିଥିବା ଶସ୍ଯ ନଇେଯିବେ। ତୁମ୍ଭମାନଙ୍କୁ ଧ୍ବଂସ କରିବା ପର୍ୟ୍ଯନ୍ତ ସମାନେେ ସମସ୍ତ ଦ୍ରବ୍ଯ ନଇେଯିବେ। ସମାନେେ ତୁମ୍ଭମାନଙ୍କ ପାଇଁ କୌଣସି ଶସ୍ଯ ରଖିବେ ନାହିଁ। ମଦ, ତଲେ, ଗାଈ, ମଷେ କିଅବା ଛଳେି ଅବଶିଷ୍ଟ କିଛି ରଖିବେ ନାହିଁ। ସମାନେେ ତୁମ୍ଭମାନଙ୍କୁ ତଳିତଳାନ୍ତ କରିବା ପର୍ୟ୍ଯନ୍ତ ସମସ୍ତ ଦ୍ରବ୍ଯ ସମାନେେ ନଇେଯିବେ।
And he shall eat the fruit of thy cattle, and the fruit of thy land, until thou be destroyed: which also shall not leave thee either corn, wine, or oil, or the increase of thy kine, or flocks of thy sheep, until he have destroyed thee.

52 ଅନ୍ୟ ଜାତୀଯମାନେ ତୁମ୍ଭମାନଙ୍କୁ ଘରୋଉ କରି ରଖିବେ ଓ ତୁମ୍ଭମାନଙ୍କ ସହରକକ୍ସ୍ଟ ଆକ୍ରମଣ କରିବେ। ତୁମ୍ଭମାନେେ ଭାବିବ ଯେ ତୁମ୍ଭମାନଙ୍କର ଉଚ୍ଚ ଓ ଦୃଢ ପାଚରେୀ ତୁମ୍ଭମାନଙ୍କୁ ସକ୍ସ୍ଟରକ୍ଷା ଦବେ ମାତ୍ର ତାହା ତୁମ୍ଭମାନଙ୍କୁ ସକ୍ସ୍ଟରକ୍ଷା ଦଇପୋରିବ ନାହିଁ। ସହେି ପାଚରେୀମାନ ଭାଙ୍ଗି ପଡିବ। ସଦାପ୍ରଭୁ ଦଇେଥିବା ଦେଶ ରେ ସବୁଆଡେ ଶତୃମାନଙ୍କର ଛାଉଣୀ ହାଇଯେିବ।
And he shall besiege thee in all thy gates, until thy high and fenced walls come down, wherein thou trustedst, throughout all thy land: and he shall besiege thee in all thy gates throughout all thy land, which the Lord thy God hath given thee.

53 ତୁମ୍ଭମାନେ ବହକ୍ସ୍ଟତ ଦକ୍ସ୍ଟଃଖ କଷ୍ଟ ଭୋଗ କରିବେ। ତକ୍ସ୍ଟମ୍ଭ ଚତକ୍ସ୍ଟଃପାଶର୍‌ବ ରେ ଥିବା ଶତୃମାନେ ତୁମ୍ଭମାନଙ୍କୁ ଖାଦ୍ୟ ଦବେେ ନାହିଁ। ତୁମ୍ଭମାନେେ ଭୋକରେ ରହିବ। ତୁମ୍ଭମାନେେ ଏତେ ଭୋକରେ ରହିବ ଯେ ତୁମ୍ଭମାନେେ ଆପଣା ପକ୍ସ୍ଟତ୍ରକନ୍ଯାମାନଙ୍କୁ ଖାଇ ୟିବ। ସଦାପ୍ରଭୁଙ୍କ ଦତ୍ତ ତୁମ୍ଭମାନଙ୍କର ଶିଶକ୍ସ୍ଟ ସନ୍ତାନମାନଙ୍କୁ ତୁମ୍ଭମାନେେ ଭକ୍ଷଣ କରିବ।
And thou shalt eat the fruit of thine own body, the flesh of thy sons and of thy daughters, which the Lord thy God hath given thee, in the siege, and in the straitness, wherewith thine enemies shall distress thee:

54 ଏପରିକି ତୁମ୍ଭମାନଙ୍କ ମଧିଅରେ ଥିବା ଦୟାଳକ୍ସ୍ଟ ଭଦ୍ ରେଲାକ ମଧ୍ଯ ଅତି କୃର ହାଇେ ଉଠିବ। ସେ ଅନ୍ୟମାନଙ୍କ ପାଇଁ ଅତି ନିଷ୍ଠକ୍ସ୍ଟର ହବେ। ସେ ମଧ୍ଯ ତା'ର ସ୍ତ୍ରୀ ପାଇଁ ନିଷ୍ଠକ୍ସ୍ଟର ହବେ ଯାହାକକ୍ସ୍ଟ ସେ ବହକ୍ସ୍ଟତ ଭଲ ପାଉଥିଲା। ଏବଂ ସେ ମଧ୍ଯ ତା'ର ପିଲାମାନଙ୍କ ପାଇଁ ନିଷ୍ଠକ୍ସ୍ଟର ହବେ।
So that the man that is tender among you, and very delicate, his eye shall be evil toward his brother, and toward the wife of his bosom, and toward the remnant of his children which he shall leave:

55 ସେ ତା'ର ପିଲାମାନଙ୍କର ମାଂସ ଖାଇୟିବ ଏବଂ ଆଉ କାହାକକ୍ସ୍ଟ ତାହା ଖାଇବାକକ୍ସ୍ଟ ଦବେ ନାହିଁ। ଏପରିକି ସେ ତା'ର ପରିବାର ରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ଦବେ ନାହିଁ। ଏହା ସେ କରିବ, ଯେତବେେଳେ ତୁମ୍ଭମାନଙ୍କର ଶତୃଗଣ ତୁମ୍ଭମାନଙ୍କର ନଗରଗୁଡିକୁ କରାଯତ୍ତ କରିବେ ଏବଂ ତୁମ୍ଭମାନଙ୍କୁ ବିନା ଖାଦ୍ୟ ରେ ୟନ୍ତ୍ରଣା ଦବେେ।
So that he will not give to any of them of the flesh of his children whom he shall eat: because he hath nothing left him in the siege, and in the straitness, wherewith thine enemies shall distress thee in all thy gates.

56 ଏପରିକି ତୁମ୍ଭମାନଙ୍କ ମଧିଅରେ ଥିବା ଦୟାଳକ୍ସ୍ଟ ସ୍ତ୍ରୀଲୋକ ମଧ୍ଯ ନିଷ୍ଠକ୍ସ୍ଟର ହାଇେ ଉଠିବ। ସେ ତା'ର ଜୀବନକକ୍ସ୍ଟ ଏପରି ଉତ୍ସର୍ଗ କରିଥିଲା ଯେ ସେ କବେେ ତା'ର ପାଦ ପଦାକକ୍ସ୍ଟ ବାହାର କରି ନଥିଲା। ସେ ତା'ର ସ୍ବାମୀ, ତା'ର ପିଲାମାନଙ୍କ ପ୍ରତି ନିଷ୍ଠକ୍ସ୍ଟର ହବେ।
The tender and delicate woman among you, which would not adventure to set the sole of her foot upon the ground for delicateness and tenderness, her eye shall be evil toward the husband of her bosom, and toward her son, and toward her daughter,

57 ଏପରି ହବେ ସହେି ସ୍ତ୍ରୀ ଲୋକ ଯେଉଁ ପିଲାକକ୍ସ୍ଟ ଜନ୍ମ ଦବେ ତାକକ୍ସ୍ଟ ଓ ତାହା ସହିତ ବାହାରିଥିବା ସମସ୍ତ ଦ୍ରବ୍ଯକକ୍ସ୍ଟ ସେ ଖାଇ ପକାଇବ। ଯେତବେେଳେ ଶତୃମାନେ ତୁମ୍ଭମାନଙ୍କୁ କବଳିତ କରି ରଖିବେ, ସହେି ସମୟରେ ଏପରି କର୍ମମାନ ଘଟିବ।
And toward her young one that cometh out from between her feet, and toward her children which she shall bear: for she shall eat them for want of all things secretly in the siege and straitness, wherewith thine enemy shall distress thee in thy gates.

58 ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ଏହି ଗୌରବମଯ ଓ ଭୟଙ୍କର ନାମକକ୍ସ୍ଟ ଭୟ କରିବା ପାଇଁ ଯବେେ ଏହି ପୁସ୍ତକକରେ ଲିଖିତ ବ୍ଯବସ୍ଥାର ସମସ୍ତ କଥା ପାଳିବାକକ୍ସ୍ଟ ମନୟେୋଗ କରିବ।
If thou wilt not observe to do all the words of this law that are written in this book, that thou mayest fear this glorious and fearful name, THE LORD THY GOD;

59 ତବେେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତକ୍ସ୍ଟମ୍ଭ ବଂଶର ଆଘାତ ଆର୍ଥାତ୍ ମହତ୍ ଓ ଚିରସ୍ଥାଯୀ ଆଘାତ, ପକ୍ସ୍ଟଣି ବ୍ଯଥାଜନକ ଓ ଚିରସ୍ଥାଯୀ ରୋଗ ଆଶ୍ଚର୍ୟ୍ଯ ରୂପ କରିବେ।
Then the Lord will make thy plagues wonderful, and the plagues of thy seed, even great plagues, and of long continuance, and sore sicknesses, and of long continuance.

60 ତୁମ୍ଭମାନେେ ଦେଖିଛ ମିଶର ବାସୀମାନଙ୍କୁ କିପରି ଭାବରେ ରୋଗବ୍ଯାଧି ବ୍ଯାପି ଥିଲା। ତାହା ତୁମ୍ଭମାନଙ୍କୁ ଭୟଭିତ କରାଇ ଥିଲା। ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସହେିସବୁ ମନ୍ଦକର୍ମମାନ ଭିଆଇବେ।
Moreover he will bring upon thee all the diseases of Egypt, which thou wast afraid of; and they shall cleave unto thee.

61 ବ୍ଯବସ୍ଥା ପୁସ୍ତକକରେ ଲଖାେ ନ ଥିବା ରୋଗବ୍ଯାଧି ମଧ୍ଯ ତକ୍ସ୍ଟମ୍ଭ ପାଇଁ ସଦାପ୍ରଭୁ ଆଣିବେ। ତୁମ୍ଭମାନଙ୍କର ବିନାଶ ହବୋ ପର୍ୟ୍ଯନ୍ତ ସେ ସବୁକକ୍ସ୍ଟ ସେ ଗ୍ଭଲକ୍ସ୍ଟ ରଖିବେ।
Also every sickness, and every plague, which is not written in the book of this law, them will the Lord bring upon thee, until thou be destroyed.

62 ତୁମ୍ଭମାନଙ୍କର ସଂଖ୍ଯା ତାରାମାନଙ୍କ ପରି ବହକ୍ସ୍ଟତ ହାଇେଥିବା କିନ୍ତୁ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ଖକ୍ସ୍ଟବ୍ କମ ସଂଖ୍ଯକ ରହିଯିବେ। କାରଣ ତୁମ୍ଭମାନେେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ବାକ୍ଯପ୍ରତି ଧ୍ଯାନ ଦଲେ ନାହିଁ।
And ye shall be left few in number, whereas ye were as the stars of heaven for multitude; because thou wouldest not obey the voice of the Lord thy God.

63 ସଦାପ୍ରଭୁ ଦିନେ ଆନନ୍ଦ ଥିଲେ, ତୁମ୍ଭମାନଙ୍କୁ ଖକ୍ସ୍ଟସି କରି ଓ ତୁମ୍ଭମାନଙ୍କର ସଂଖ୍ଯା ବଢାଇ। ଠିକ୍ ସହେିପରି ସଦାପ୍ରଭୁ ଆନନ୍ଦ ଖକ୍ସ୍ଟସି ଦବେେ ତୁମ୍ଭମାନଙ୍କୁ ହ୍ରସକରି ଓ ବିନାଶ କରି। ତୁମ୍ଭମାନେେ ଅଧିକାର କରିବାକୁ ଯାଉଥିବା ଦେଶକକ୍ସ୍ଟ ଅନ୍ୟମାନେ ଅଧିକାର କରି ନବେେ।
And it shall come to pass, that as the Lord rejoiced over you to do you good, and to multiply you; so the Lord will rejoice over you to destroy you, and to bring you to nought; and ye shall be plucked from off the land whither thou goest to possess it.

64 ସଦାପ୍ରଭୁ ପୃଥିବୀର ଏକ ସୀମାରକ୍ସ୍ଟ ଅନ୍ୟସୀମା ପର୍ୟ୍ଯନ୍ତ ସମସ୍ତ ଗୋଷ୍ଠୀ ମଧିଅରେ ତୁମ୍ଭକୁ ଛିନ୍ନ ଭିନ୍ନ କରିବେ। ଆଉ ସଠାେରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବ ପୁରୁଷଗଣର ଅଜ୍ଞାତ କାଷ୍ଠ, ପାଷାଣର ମୂର୍ତ୍ତୀ ପୂଜା କରିବ।
And the Lord shall scatter thee among all people, from the one end of the earth even unto the other; and there thou shalt serve other gods, which neither thou nor thy fathers have known, even wood and stone.

65 ତୁମ୍ଭମାନେେ ସହେି ଗୋଷ୍ଠୀଯମାନଙ୍କ ମଧିଅରେ କିଛି ଶାନ୍ତି ପାଇବ ନାହିଁ ଓ ସଠାେରେ ତକ୍ସ୍ଟମ୍ଭ ପାଦର କିଛି ବିଶ୍ରାମ ହବେ ନାହିଁ। ସଦାପ୍ରଭୁ ତୁମ୍ଭର ମନକକ୍ସ୍ଟ ପୂର୍ଣ୍ଣ କରିବେ। ସେ ତୁମ୍ଭର ଆଖିଗକ୍ସ୍ଟଡିକ ଆଙ୍କାକ୍ଷା ରେ ଅବସନ୍ନ କରି ଦବେେ ଏବଂ ସେ ତୁମ୍ଭକୁ ଦକ୍ସ୍ଟଃଖ ପୂର୍ଣ୍ଣ କରିବେ।
And among these nations shalt thou find no ease, neither shall the sole of thy foot have rest: but the Lord shall give thee there a trembling heart, and failing of eyes, and sorrow of mind:

66 ତକ୍ସ୍ଟମ୍ଭ ଜୀବନ ତକ୍ସ୍ଟମ୍ଭ ସାକ୍ଷାତ ରେ ସଂଶଯ ରେ ଦୋହଲିବ। ପକ୍ସ୍ଟଣି ତୁମ୍ଭେ ରାତ୍ରଦିନ ଆଶଙ୍କା କରିବ ଓ ତକ୍ସ୍ଟମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ।
And thy life shall hang in doubt before thee; and thou shalt fear day and night, and shalt have none assurance of thy life:

67 ତୁମ୍ଭେ ଯେଉଁ ଆଶଙ୍କା କରିବ; ତକ୍ସ୍ଟମ୍ଭ ହୃଦଯର ସହେି ଆଶଙ୍କା ହତେକ୍ସ୍ଟ ଓ ତୁମ୍ଭେ ଯାହା ଦେଖିବ, ତକ୍ସ୍ଟମ୍ଭ ଚକ୍ଷକ୍ସ୍ଟର ସହେ ଦର୍ଶନ ହତେକ୍ସ୍ଟ ସକାଳ ହେଲେ, ତୁମ୍ଭମାନେେ କହିବ, 'ଆହା ସନ୍ଧ୍ଯା ହକ୍ସ୍ଟଅନ୍ତା କି।' ପକ୍ସ୍ଟଣି ସନ୍ଧ୍ଯା ସମୟରେ ତୁମ୍ଭମାନେେ କହିବ, 'ଦିନ ହକ୍ସ୍ଟଅନ୍ତା କି।' କାରଣ ତୁମ୍ଭମାନେେ ଏପରି ଭୟାଭୟତା ଦୃଶ୍ଯମାନ ଦେଖିବ।
In the morning thou shalt say, Would God it were even! and at even thou shalt say, Would God it were morning! for the fear of thine heart wherewith thou shalt fear, and for the sight of thine eyes which thou shalt see.