Deuteronomy 33
26 ହେ ୟିଶକ୍ସ୍ଟରକ୍ସ୍ଟଣ, ପରମେଶ୍ବରଙ୍କ ପରି ଆଉ କହେି ନାହିଁ। ସେ ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଆକାଶ ରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।
27 ପରମେଶ୍ବର ଅନନ୍ତକାଳସ୍ଥାଯୀ, ସେ ହେଉଛନ୍ତି ତୁମ୍ଭର ନିରାପଦରସ୍ଥାନ। ପରମେଶ୍ବରଙ୍କର ଶକ୍ତି ଅନନ୍ତକାଳ। ସେ ତକ୍ସ୍ଟମ୍ଭପାଇଁ ସକ୍ସ୍ଟରକ୍ଷା ଦେଉଛନ୍ତି। ପରମେଶ୍ବର ତକ୍ସ୍ଟମ୍ଭ ଦେଶରକ୍ସ୍ଟ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିତାଡିତ କରିବେ। ସେ କହିବେ, 'ଶତୃମାନଙ୍କୁ ବିନାଶ କର।'
28 ତେଣୁ ଇଶ୍ରାୟେଲୀୟମାନେ ନିରାପଦ ରେ ବାସ କରିପାରିବେ। ୟାକକ୍ସ୍ଟବର ନିର୍ଝର ଏକାକୀ ଶସ୍ଯ ଓ ଦ୍ରାକ୍ଷାରସ ମଯ ଦେଶ ରେ ବାସ କଲା। ତାଙ୍କର ଆକାଶ ଶିଶିର ଝରାଏ।
29 ହେ ଇଶ୍ରାୟେଲୀୟ, ତୁମ୍ଭମାନେେ ଆଶୀର୍ବାଦ ୟକ୍ସ୍ଟକ୍ତ। ତୁମ୍ଭମାନଙ୍କ ସହିତ କିଏ ସମାନ ହବେେ ନାହିଁ। ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସଦାପ୍ରଭୁ ହେଉଛନ୍ତି ତୁମ୍ଭର ଉପକାର ରୂପ ଢାଲ ସଦାପ୍ରଭୁ ହେଉଛନ୍ତି ଏକ ଶକ୍ତିଶାଳୀ ଖଡ୍ଗ ସ୍ବରୂପ। ତୁମ୍ଭର ଶତୃମାନେ ତୁମ୍ଭକୁ ଦେଖିଲେ ଡରିବେ ଏବଂ ତୁମ୍ଭେ ସମାନଙ୍କେ ପବିତ୍ର ସ୍ଥାନସବୁ ଦଳନ କରିବ।
26 There is none like unto the God of Jeshurun, who rideth upon the heaven in thy help, and in his excellency on the sky.
27 The eternal God is thy refuge, and underneath are the everlasting arms: and he shall thrust out the enemy from before thee; and shall say, Destroy them.
28 Israel then shall dwell in safety alone: the fountain of Jacob shall be upon a land of corn and wine; also his heavens shall drop down dew.
29 Happy art thou, O Israel: who is like unto thee, O people saved by the Lord, the shield of thy help, and who is the sword of thy excellency! and thine enemies shall be found liars unto thee; and thou shalt tread upon their high places.
Deuteronomy 33 in Tamil and English
26 ହେ ୟିଶକ୍ସ୍ଟରକ୍ସ୍ଟଣ, ପରମେଶ୍ବରଙ୍କ ପରି ଆଉ କହେି ନାହିଁ। ସେ ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଆକାଶ ରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।
There is none like unto the God of Jeshurun, who rideth upon the heaven in thy help, and in his excellency on the sky.
27 ପରମେଶ୍ବର ଅନନ୍ତକାଳସ୍ଥାଯୀ, ସେ ହେଉଛନ୍ତି ତୁମ୍ଭର ନିରାପଦରସ୍ଥାନ। ପରମେଶ୍ବରଙ୍କର ଶକ୍ତି ଅନନ୍ତକାଳ। ସେ ତକ୍ସ୍ଟମ୍ଭପାଇଁ ସକ୍ସ୍ଟରକ୍ଷା ଦେଉଛନ୍ତି। ପରମେଶ୍ବର ତକ୍ସ୍ଟମ୍ଭ ଦେଶରକ୍ସ୍ଟ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିତାଡିତ କରିବେ। ସେ କହିବେ, 'ଶତୃମାନଙ୍କୁ ବିନାଶ କର।'
The eternal God is thy refuge, and underneath are the everlasting arms: and he shall thrust out the enemy from before thee; and shall say, Destroy them.
28 ତେଣୁ ଇଶ୍ରାୟେଲୀୟମାନେ ନିରାପଦ ରେ ବାସ କରିପାରିବେ। ୟାକକ୍ସ୍ଟବର ନିର୍ଝର ଏକାକୀ ଶସ୍ଯ ଓ ଦ୍ରାକ୍ଷାରସ ମଯ ଦେଶ ରେ ବାସ କଲା। ତାଙ୍କର ଆକାଶ ଶିଶିର ଝରାଏ।
Israel then shall dwell in safety alone: the fountain of Jacob shall be upon a land of corn and wine; also his heavens shall drop down dew.
29 ହେ ଇଶ୍ରାୟେଲୀୟ, ତୁମ୍ଭମାନେେ ଆଶୀର୍ବାଦ ୟକ୍ସ୍ଟକ୍ତ। ତୁମ୍ଭମାନଙ୍କ ସହିତ କିଏ ସମାନ ହବେେ ନାହିଁ। ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସଦାପ୍ରଭୁ ହେଉଛନ୍ତି ତୁମ୍ଭର ଉପକାର ରୂପ ଢାଲ ସଦାପ୍ରଭୁ ହେଉଛନ୍ତି ଏକ ଶକ୍ତିଶାଳୀ ଖଡ୍ଗ ସ୍ବରୂପ। ତୁମ୍ଭର ଶତୃମାନେ ତୁମ୍ଭକୁ ଦେଖିଲେ ଡରିବେ ଏବଂ ତୁମ୍ଭେ ସମାନଙ୍କେ ପବିତ୍ର ସ୍ଥାନସବୁ ଦଳନ କରିବ।
Happy art thou, O Israel: who is like unto thee, O people saved by the Lord, the shield of thy help, and who is the sword of thy excellency! and thine enemies shall be found liars unto thee; and thou shalt tread upon their high places.