Ecclesiastes 3

fullscreen1 ପ୍ରେତ୍ୟକକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ବର୍ଗ ତଳେ ପ୍ରେତ୍ୟକକ ଯୋଜନା ଠିକ୍ ସମୟରେ ଘଟିବ।

fullscreen2 ଜନ୍ମ ହବୋର ଏକ ସମୟ ଅଛି, ଏବଂ ମରିବ ପାଇଁ ମଧ୍ଯ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି। ବୃକ୍ଷ ଉପାଡ଼ିବା ପାଇଁ ମଧ୍ଯ ଏକ ସମୟ ଅଛି।

fullscreen3 ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ଯ ସମୟ ଅଛି। ଧ୍ବଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ଯ ସମୟ ଅଛି।

fullscreen4 କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ଯ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସି ରେ ନୃତ୍ଯ କରିବାର ପାଇଁ ମଧ୍ଯ ସମୟ ଅଛି।

fullscreen5 ପ୍ରସ୍ତର ପକାଇବାର ସମୟ ଅଛି ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ଯ ସମୟ ଅଛି। ଆଲିଙ୍ଗନ ପାଇଁ ସମୟ ଅଛି ଓ ଆଲିଙ୍ଗନରୁ ନିବୃତ୍ତ ହବୋର ମଧ୍ଯ ସମୟ ଅଛି।

fullscreen6 ଅନ୍ବଷେଣ କରିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି। ରହିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି।ରଖିବାର ସମୟ ଅଛି ଓ ପକାଇବାର ମଧ୍ଯ ସମୟ ଅଛି।

fullscreen7 ଚିରିବାର ସମୟ ଅଛି ଓ ସିଲଇେ କରିବାର ମଧ୍ଯ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ଯ ସମୟ ଅଛି।

fullscreen8 ପ୍ ରମେ କରିବାର ସମୟ ଅଛି ଓ ଘୃଣା କରିବାର ମଧ୍ଯ ସମୟ ଅଛି। ୟୁଦ୍ଧର ସମୟ ଅଛି ଓ ଶାନ୍ତିର ମଧ୍ଯ ସମୟ ଅଛି।

1 To every thing there is a season, and a time to every purpose under the heaven:

2 A time to be born, and a time to die; a time to plant, and a time to pluck up that which is planted;

3 A time to kill, and a time to heal; a time to break down, and a time to build up;

4 A time to weep, and a time to laugh; a time to mourn, and a time to dance;

5 A time to cast away stones, and a time to gather stones together; a time to embrace, and a time to refrain from embracing;

6 A time to get, and a time to lose; a time to keep, and a time to cast away;

7 A time to rend, and a time to sew; a time to keep silence, and a time to speak;

8 A time to love, and a time to hate; a time of war, and a time of peace.

Ecclesiastes 3 in Tamil and English

1 ପ୍ରେତ୍ୟକକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ବର୍ଗ ତଳେ ପ୍ରେତ୍ୟକକ ଯୋଜନା ଠିକ୍ ସମୟରେ ଘଟିବ।
To every thing there is a season, and a time to every purpose under the heaven:

2 ଜନ୍ମ ହବୋର ଏକ ସମୟ ଅଛି, ଏବଂ ମରିବ ପାଇଁ ମଧ୍ଯ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି। ବୃକ୍ଷ ଉପାଡ଼ିବା ପାଇଁ ମଧ୍ଯ ଏକ ସମୟ ଅଛି।
A time to be born, and a time to die; a time to plant, and a time to pluck up that which is planted;

3 ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ଯ ସମୟ ଅଛି। ଧ୍ବଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ଯ ସମୟ ଅଛି।
A time to kill, and a time to heal; a time to break down, and a time to build up;

4 କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ଯ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସି ରେ ନୃତ୍ଯ କରିବାର ପାଇଁ ମଧ୍ଯ ସମୟ ଅଛି।
A time to weep, and a time to laugh; a time to mourn, and a time to dance;

5 ପ୍ରସ୍ତର ପକାଇବାର ସମୟ ଅଛି ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ଯ ସମୟ ଅଛି। ଆଲିଙ୍ଗନ ପାଇଁ ସମୟ ଅଛି ଓ ଆଲିଙ୍ଗନରୁ ନିବୃତ୍ତ ହବୋର ମଧ୍ଯ ସମୟ ଅଛି।
A time to cast away stones, and a time to gather stones together; a time to embrace, and a time to refrain from embracing;

6 ଅନ୍ବଷେଣ କରିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି। ରହିବାର ସମୟ ଅଛି ଓ ହଜାଇବାର ମଧ୍ଯ ସମୟ ଅଛି।ରଖିବାର ସମୟ ଅଛି ଓ ପକାଇବାର ମଧ୍ଯ ସମୟ ଅଛି।
A time to get, and a time to lose; a time to keep, and a time to cast away;

7 ଚିରିବାର ସମୟ ଅଛି ଓ ସିଲଇେ କରିବାର ମଧ୍ଯ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ଯ ସମୟ ଅଛି।
A time to rend, and a time to sew; a time to keep silence, and a time to speak;

8 ପ୍ ରମେ କରିବାର ସମୟ ଅଛି ଓ ଘୃଣା କରିବାର ମଧ୍ଯ ସମୟ ଅଛି। ୟୁଦ୍ଧର ସମୟ ଅଛି ଓ ଶାନ୍ତିର ମଧ୍ଯ ସମୟ ଅଛି।
A time to love, and a time to hate; a time of war, and a time of peace.