Ecclesiastes 7:15
ମାରେ ଅର୍ଥହୀନ ଜୀବନ କାଳ ମଧିଅରେ, ମୁଁ ଏହିସବୁ ଜିନିଷ ଦେଖିଅଛି। କେତବେେଳେ ଜଣେ ଧାର୍ମିକ ଲୋକ ଆପଣା ଧାର୍ମିକତା ସତ୍ତ୍ବେ ବି ବିନଷ୍ଟ ହୁଏ, ଯେଉଁଠିକି ଏକ ପୁଣି ଦୁଷ୍ଟ ଲୋକ ତା'ର ଦୁଷ୍ଟାମୀ ସତ୍ତ୍ବେ ଦୀର୍ଘଜୀବି ହୁଏ।
Ecclesiastes 7:15 in Other Translations
King James Version (KJV)
All things have I seen in the days of my vanity: there is a just man that perisheth in his righteousness, and there is a wicked man that prolongeth his life in his wickedness.
American Standard Version (ASV)
All this have I seen in my days of vanity: there is a righteous man that perisheth in his righteousness, and there is a wicked man that prolongeth `his life' in his evil-doing.
Bible in Basic English (BBE)
These two have I seen in my life which is to no purpose: a good man coming to his end in his righteousness, and an evil man whose days are long in his evil-doing.
Darby English Bible (DBY)
All [this] have I seen in the days of my vanity: there is a righteous [man] that perisheth by his righteousness, and there is a wicked [man] that prolongeth [his days] by his wickedness.
World English Bible (WEB)
All this have I seen in my days of vanity: there is a righteous man who perishes in his righteousness, and there is a wicked man who lives long in his evil-doing.
Young's Literal Translation (YLT)
The whole I have considered in the days of my vanity. There is a righteous one perishing in his righteousness, and there is a wrong-doer prolonging `himself' in his wrong.
| אֶת | ʾet | et | |
| All | הַכֹּ֥ל | hakkōl | ha-KOLE |
| things have I seen | רָאִ֖יתִי | rāʾîtî | ra-EE-tee |
| days the in | בִּימֵ֣י | bîmê | bee-MAY |
| of my vanity: | הֶבְלִ֑י | heblî | hev-LEE |
| there is | יֵ֤שׁ | yēš | yaysh |
| a just | צַדִּיק֙ | ṣaddîq | tsa-DEEK |
| perisheth that man | אֹבֵ֣ד | ʾōbēd | oh-VADE |
| in his righteousness, | בְּצִדְק֔וֹ | bĕṣidqô | beh-tseed-KOH |
| and there is | וְיֵ֣שׁ | wĕyēš | veh-YAYSH |
| wicked a | רָשָׁ֔ע | rāšāʿ | ra-SHA |
| man that prolongeth | מַאֲרִ֖יךְ | maʾărîk | ma-uh-REEK |
| his life in his wickedness. | בְּרָעָתֽוֹ׃ | bĕrāʿātô | beh-ra-ah-TOH |
Cross Reference
Ecclesiastes 8:12
ଯଦିଓ ପାପୀ ଶତବାର ଦୁଷ୍କର୍ମ କରେ, ସେ ଦୀର୍ଘଦିନ ବଞ୍ଚେ। ତଥାପି ମୁଁ ନିଶ୍ଚଯ ସମାନଙ୍କେୁ ଜାଣେ ଯେଉଁମାନେ ପରମମେଶ୍ବରଙ୍କୁ ସମ୍ମାନ କରନ୍ତି। ନିଶ୍ଚିତ ରେ ସମାନେେ ଉନ୍ନତି କରିବେ।
Ecclesiastes 6:12
କିଏ ଜାଣେ ସମାନଙ୍କେ ଏହି କ୍ଷଣସ୍ଥାଯୀ ଜୀବନ ରେ, ମନୁଷ୍ଯ ଅଧିକ ଲାଭକରି କ'ଣ କରିପା ରେ? କାରଣ ସମାନଙ୍କେର ଦିନଗୁଡ଼ିକ ଛାଇ ପରି ଚାଲିୟିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ୟ୍ଯତଳେ ଭବିଷ୍ଯତ ରେ ଏଇ ପୃଥିବୀ ରେ କ'ଣ ହବେ?
Ecclesiastes 9:1
ମୁଁ ଏହିସବୁ ବିଷଯ ରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସମାନଙ୍କେ କାର୍ୟ୍ଯ ପରମେଶ୍ବରଙ୍କ ହାତ ରେ। କହେି ଜାଣେ ନାହିଁ, ତାକୁ ପ୍ ରମେ କରାୟିବ କି ଘୃଣା କରାୟିବ। ଏସବୁ ଭବିଷ୍ଯତ ଉପ ରେ ନିର୍ଭର କରେ। ଏପରିକି ସମାନଙ୍କେର ପ୍ ରମେ ଓ ଘୃଣା ପରମେଶ୍ବରଙ୍କ ହାତ ରେ ଅଛି।
Ecclesiastes 9:9
ସୂର୍ୟ୍ଯ ତଳେ ସେ ତୁମ୍ଭକୁ ଅସାର ଆଯୁଷର ଯେତେ ଦିନ ଦଇେଅଛନ୍ତି। ତୁମ୍ଭର ସହେି ଅସାର ଆଯୁଷର ସତେିକି ଦିନ ଆପଣା ପ୍ରିଯତମ ଭାର୍ୟ୍ଯା ସଙ୍ଗେ ଆନନ୍ଦ ରେ ବାସ କର। କାରଣ ତାହା ତୁମ୍ଭ ଜୀବନର ପୁରସ୍କାର, ସୂର୍ୟ୍ଯତଳେ କରିଥିବା କଠିନ କର୍ମର ଫଳ ଅଟେ।
Isaiah 65:20
କ୍ଷୀଣଜୀବୀ ଶିଶୁ ନୁହେଁ କିନ୍ତୁ ବୃଦ୍ଧା ଯେ କି ଗୋଟିଏ ପୂର୍ଣ୍ଣ ଜୀବନ ବଞ୍ଚି ରହେ ନାହିଁ। ସଠାେ ରେ ବଞ୍ଚି ରହିବ, ଗୋଟିଏ ବାଳକ ଏକଶତ ବର୍ଷ ପର୍ୟ୍ଯନ୍ତ ବଞ୍ଚିତ ଏବଂ ଯଦି ଗୋଟିଏ ବାଳକ ଏକଶତ ବର୍ଷ ପୂର୍ବରୁ ମ ରେ, ସେ ଅଭିଶପ୍ତ ବୋଲି ବିଚାର କରାୟିବ।
Jeremiah 12:1
ହେ ସଦାପ୍ରଭୁ, ମୁଁ ଯେତବେେଳେ ତୁମ୍ଭ ବିପକ୍ଷ ରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧ ରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ୟ୍ଯ ହୁଅନ୍ତି ? ଅତି ବିଶ୍ବାସଘାତକ କାହିଁକି ନିରାପଦ ରେ ରହନ୍ତି ?
Matthew 23:34
ତେଣୁ ମୁଁ ତୁମ୍ଭକୁ ଏହା କରୁଛି: ମୁଁ ତୁମ୍ଭକୁ ଭବିଷ୍ଯଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିବ, କୃଶ ରେ ଚ଼ଢ଼ାଇ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜ ଗୃହ ରେ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜଗୃହ ରେ ତୁମ୍ଭେ କେତକଙ୍କେୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭମାନେେ ସମାନଙ୍କେର ପେଛ ପେଛ ଯାଇ କେତକଙ୍କେୁ ତାଡ଼ନା କରିବ।
John 16:2
ତୁମ୍ଭମାନଙ୍କୁ ଲୋକମାନେ ସମାନଙ୍କେର ସମାଜଗୃହଗୁଡିକରୁ ବାହାର କରି ଦବେେ। ହଁ, ଏପରି ସମୟ ଆସୁଛି ଯେତବେେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ବାରା ସମାନେେ ପରମେଶ୍ବରଙ୍କ ସବୋ କରୁଛନ୍ତି।
Acts 7:52
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନକରି ଛାଡ଼ି ନାହାଁନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସହେି ଧାର୍ମିକ ବ୍ଯକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସହେି ଲୋକମାନଙ୍କୁ ମଧ୍ଯ ମାରି ଦଇେଥିଲେ। ବର୍ତ୍ତମାନ ତୁମ୍ଭମାନେେ ସହେି ଧାର୍ମିକ ବ୍ଯକ୍ତିଙ୍କୁ ପ୍ରତାରିତ ଓ ହତ୍ଯା କରିଛ।
Ecclesiastes 5:16
ତାହା ଅତ୍ଯନ୍ତ ଦୁଃଖ ଦାୟକ। ସେ ପୃଥିବୀରୁ ଫରେିବ ଠିକ୍ ଯେପରି ଆସିଥିଲା। ଏବଂ ସେ କଠିନ ପରିଶ୍ରମ କରି ପବନକୁ ଧରିବା ପାଇଁ ଚେଷ୍ଟା କରି କ'ଣ ପାଇଛି ?
Ecclesiastes 3:16
ପୁଣି ଥରେ ମୁଁ ସୂର୍ୟ୍ଯ ତଳେ ଆଉ ଗୋଟିଏ ଜିନିଷ ଦେଖିଲି: ନ୍ଯାଯ ସ୍ଥାନ ରେ, ଦୁଷ୍ଟତା ସଠାେ ରେ ଥିଲା, ଏବଂ ଯେଉଁଠା ରେ ଧାର୍ମିକତା ରହିବା ଉଚିତ୍ ଥିଲା, ସଠାେ ରେ ଜଣେ ଦୁରାଚାର ଥିଲା।
1 Samuel 22:18
ତେଣୁ ରାଜା ଦୋଯଗକେକ୍ସ୍ଟ ଆଦେଶ ଦେଲେ, ତୁମ୍ଭେ ୟାଅ ଏବଂ ଯାଜକଗଣଙ୍କକ୍ସ୍ଟ ବଧକର। ତେଣୁ ଇଦୋମୀଯ ଦୋଯଗେ ଗଲା ଏବଂ ଯାଜକମାନଙ୍କୁ ଆକ୍ରମଣ କଲା ଓ ସହେିଦିନ ସେ ଶକ୍ସ୍ଟକ୍ଲ ଏଫୋଦ ପରିଧାନ କରିଥିବା ପଞ୍ଚାଅଶୀ ଜଣଙ୍କକ୍ସ୍ଟ ହତ୍ଯା କଲା।
1 Kings 21:13
ତା'ପରେ ଦୁଇଟି ପାପାଧମ ଲୋକ ଆସି ସମାନଙ୍କେ ସମ୍ମୁଖ ରେ ସାକ୍ଷୀ ଦବୋକୁ ବସିଲେ। ସମାନେେ ମିଥ୍ଯା ସାକ୍ଷ୍ଯ ଦଇେ କହିଲେ ଯେ, ନାବୋତ ପରମେଶ୍ବରଙ୍କୁ ଓ ରାଜାଙ୍କୁ ଅଭିଶାପ ଦଇେଛି। ତହୁଁ ସମାନେେ ନାବୋତକୁ ନଗର ବାହାରକୁ ନଇେ ପଥର ମାରି ବଧ କଲେ।
2 Chronicles 24:21
କିନ୍ତୁ ଲୋକମାନେ ଜିଖରିଯଙ୍କ ବିରୁଦ୍ଧ ରେ ମନ୍ତ୍ରଣା କଲେ । ଜିଖରିଯଙ୍କୁ ବଧ କରିବା ନିମନ୍ତେ ରାଜା ଆଦେଶ ଦେଲେ, ତେଣୁ ମୃତ୍ଯୁ ହବୋ ପର୍ୟ୍ଯନ୍ତ ସମାନେେ ତାଙ୍କ ଆଡ଼କୁ ପଥର ଫୋପାଡ଼ିଲେ। ସଦାପ୍ରଭୁଙ୍କର ମନ୍ଦିର ପ୍ରାଙ୍ଗଣ ମଧିଅରେ ଲୋକମାନେ ଏହା କଲେ।
Job 9:22
ମୁଁ ନିଜକୁ କ ହେ, 'ସମସ୍ତଙ୍କ ପ୍ରତି ସମାନ ଘଟଣା ଘଟେ। ନିରୀହ ଲୋକ ମଧ୍ଯ ଦୋଷୀ ବ୍ଯକ୍ତିଭଳି ମରନ୍ତି। ପରମେଶ୍ବର ସମସ୍ତଙ୍କୁ ସଂହାର କରନ୍ତି।'
Job 21:7
କାହିଁକି ଦୁଷ୍ଟ ଲୋକ ବେଶୀଦିନ ବଞ୍ଚନ୍ତି। କାହିଁକି ସମାନେେ ବଢ଼ନ୍ତି ଏବଂ ସଫଳତା ଅର୍ଜନ୍ତି।
Psalm 39:6
ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।
Psalm 73:3
ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଇର୍ଷାପରାଯଣ ହାଇଗଲିେ, ଯେତବେେଳେ ସମାନେେ କୃତକାର୍ୟ୍ଯ ହେଉଥିବାର ଦେଖିଲି।
Ecclesiastes 2:23
କାରଣ ତାହାର ଦିନସବୁ କବଳେ ଦୁଃଖମଯ ଓ ତାହାର ଆଯାସ ମନସ୍ତାପ ଜନକ ଅଟେ। ରାତ୍ରି ରେ ହିଁ ତା'ର ହୃଦଯ ବିଶ୍ରାମ ପାଏ ନାହିଁ। ଏହା ମଧ୍ଯ ଅସାର।
Genesis 47:9
ଯାକୁବ ଫାରୋଙ୍କୁ କହିଲେ, ମାରେ ପ୍ରବାସ କାଳର ଦିନ 130 ବର୍ଷ, ମାରେ ପରମାଯୁର ଦିନ ଅଳ୍ପ ଓ ଆପଦଜନକ। ପୁଣି ମାରହେ ପୂର୍ବପୁରୁଷମାନଙ୍କର ପ୍ରବାସ କାଳୀନ ଆଯୁର ଦିନ ତୁଲ୍ଯ ନୁହେଁ।