1 John 5:11
ପରମେଶ୍ବର ଏହା କହନ୍ତି : ପରମେଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦଇେଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠା ରେ ଅଛି।
1 John 5:11 in Other Translations
King James Version (KJV)
And this is the record, that God hath given to us eternal life, and this life is in his Son.
American Standard Version (ASV)
And the witness is this, that God gave unto us eternal life, and this life is in his Son.
Bible in Basic English (BBE)
And his witness is this, that God has given us eternal life, and this life is in his Son.
Darby English Bible (DBY)
And this is the witness, that God has given to us eternal life; and this life is in his Son.
World English Bible (WEB)
The testimony is this, that God gave to us eternal life, and this life is in his Son.
Young's Literal Translation (YLT)
and this is the testimony, that life age-during did God give to us, and this -- the life -- is in His Son;
| And | καὶ | kai | kay |
| this | αὕτη | hautē | AF-tay |
| is | ἐστὶν | estin | ay-STEEN |
| the | ἡ | hē | ay |
| record, | μαρτυρία | martyria | mahr-tyoo-REE-ah |
| that | ὅτι | hoti | OH-tee |
| ζωὴν | zōēn | zoh-ANE | |
| God | αἰώνιον | aiōnion | ay-OH-nee-one |
| hath given | ἔδωκεν | edōken | A-thoh-kane |
| us to | ἡμῖν | hēmin | ay-MEEN |
| eternal | ὁ | ho | oh |
| life, | Θεός, | theos | thay-OSE |
| and | καὶ | kai | kay |
| this | αὕτη | hautē | AF-tay |
| ἡ | hē | ay | |
| life | ζωὴ | zōē | zoh-A |
| is | ἐν | en | ane |
| in | τῷ | tō | toh |
| his | υἱῷ | huiō | yoo-OH |
| αὐτοῦ | autou | af-TOO | |
| Son. | ἐστιν | estin | ay-steen |
Cross Reference
1 John 2:25
ପୁତ୍ର ଆମ୍ଭମାନଙ୍କୁ ଏହି ଅନନ୍ତ ଜୀବନ ଦବେେ ବୋଲି ପ୍ରତିଜ୍ଞା କରିଛନ୍ତି।
John 1:4
ତାହାଙ୍କଠା ରେ ଜୀବନ ଥିଲା। ସହେି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା।
1 John 4:9
ଏହିପରି ଭାବରେ ପରମେଶ୍ବର ଆମ୍ଭକୁ ତାହାଙ୍କ ପ୍ ରମେ ଦଖାଇେଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ଯମ ରେ ଜୀବନ ପାଇପାରିବା।
1 John 5:20
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।
John 3:36
ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।
Romans 6:23
ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।
John 6:68
ଶିମାନେ ପିତର ଉତ୍ତର ଦେଲେ, ପ୍ରଭୁ, ଆମ୍ଭେ କାହା ପାଖକୁ ୟିବୁ? ତୁମ୍ଭ ପାଖ ରେ ଅନନ୍ତ ଜୀବନ ଅଛି।
John 5:26
ସ୍ବଯଂ ପରମପିତା ହେଉଛନ୍ତି ଜୀବନର ଉତ୍ସ। ଅତଏବ ସେ ପୁତ୍ରଙ୍କୁ ଜୀବନଦାନ କରିବା ପାଇଁ ଅନୁମତି ଦଇେଛନ୍ତି।
John 17:2
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ହଇେଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦଇେଛ, ସେସମସ୍ତଙ୍କୁ ସହେି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।
John 19:35
ୟିଏ ଏହା ଦେଖିଛନ୍ତି ସେ ଏହା ବର୍ଣ୍ଣନା କରିଛନ୍ତି। ୟଦ୍ବାରା ତୁମ୍ଭେ ମଧ୍ଯ ଶୁଣି ବିଶ୍ବାସ କରିବ। ସେ ଯାହା କହନ୍ତି, ତାହା ସତ୍ଯ। ସେ ଜାଣନ୍ତି ଯେ, ସେ ସତ୍ଯ କହନ୍ତି।
1 John 1:1
ଆମ୍ଭମାନେେ ତୁମ୍ଭମାନଙ୍କୁ ବର୍ତ୍ତମାନ ଯେଉଁ ବିଷୟ ରେ କହିବାକୁ ଯାଉଛୁ, ତାହା ସୃଷ୍ଟିର ଆରମ୍ଭରୁ ଥିଲା।
1 John 5:12
ୟିଏ ପୁତ୍ରଙ୍କୁ ପାଇଅଛି ସେ ଜୀବନ ପାଇଅଛି। କିନ୍ତୁ ଯେ ପରମେଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ପାଇ ନାହିଁ।
3 John 1:12
ଦୀମୀତ୍ରିୟଙ୍କ ବିଷୟ ରେ ସମସ୍ତେ ଭଲକଥା କହନ୍ତି। ସମାନେେ ଯାହା କହନ୍ତି, ସତ୍ଯ ଏଥିର ସାକ୍ଷ୍ଯ ଦିଏ। ଆମ୍ଭେ ମଧ୍ଯ ତାହା ବିଷୟ ରେ ଭଲକଥା କହୁ, ଏବଂ ତୁମ୍ଭେ ଜାଣ ଯେ ଆମ୍ଭର ସାକ୍ଷ୍ଯ ସତ୍ଯ ଅଟେ।
Jude 1:21
ପରମେଶ୍ବରଙ୍କର ପ୍ ରମେ ରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭମାନେେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ।
Revelation 1:2
ଯୋହନ ଯାହା ସବୁ ଦେଖିଲେ, ତାହାର ସାକ୍ଷ୍ଯ ସେ ଦେଲେ ଓ ପରମେଶ୍ବରଙ୍କର ଏହି ସତ୍ଯ ବାକ୍ଯ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଯୋହନଙ୍କୁ କୁହାଗଲା।
Revelation 22:1
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।
Matthew 25:46
ତା'ପରେ ଏହି ଲୋକଗୁଡ଼ିକ ଚ଼ାଲିଯିବେ, ସମାନଙ୍କେୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତଜୀବନ ଲାଭ କରିବେ।
1 John 5:10
ପରମେଶ୍ବଙ୍କର ପୁତ୍ରଙ୍କୁ ବିଶ୍ବାସ କରୁଥିବା ବ୍ଯକ୍ତି ନିଜ ହୃଦୟ ରେ ସହେି ବାକ୍ଯ ସାକ୍ଷ୍ଯ ପାଇଅଛି। ପରମେଶ୍ବରଙ୍କଠା ରେ ବିଶ୍ବାସ କରୁ ନ ଥିବା ବ୍ଯକ୍ତି ପରମେଶ୍ବରଙ୍କୁ ମିଥ୍ଯାବାଦୀ କରିଦିଏ, କାରଣ ଈଶ୍ବର ଆପଣା ପୁତ୍ରଙ୍କ ସମ୍ବନ୍ଧ ରେ ଯାହା କହିଛନ୍ତି, ସେ ତାହା ବିଶ୍ବାସ କରେ ନାହିଁ।
1 John 5:7
ଯୀଶୁଙ୍କ ବିଷୟ ରେ ଆମ୍ଭକୁ ତିନିଜଣ ସାକ୍ଷ୍ଯ ଦିଅନ୍ତି ;
Titus 1:2
ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସହେି ବିଶ୍ବାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହବୋ ପୂର୍ବରୁ ପରମେଶ୍ବର ସହେି ଅନନ୍ତ ଜୀବନର ପ୍ରତିଶୃତି ଦଇେଥିଲେ ଓ ପରମେଶ୍ବର ମିଛ କହନ୍ତି ନାହିଁ।
John 1:32
ତା'ପରେ ଯୋହନ କହିଲେ, ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ଯ ଜାଣି ନଥିଲି। କିନ୍ତୁ ପରମେଶ୍ବର ମାେତେ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ ଦବୋ ପାଇଁ ପଠଇେଥିଲେ। ଏବଂ ପରମେଶ୍ବର ମାେତେ କହିଥିଲେ, 'ତୁମ୍ଭେ ପବିତ୍ର ଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ଯକ୍ତିଙ୍କ ଉପରେ ସ୍ଥିର ହାଇେ ରହିବା ଦେଖିବ, ସହେି ବ୍ଯକ୍ତି ଯକେି ପବିତ୍ର ଆତ୍ମାଙ୍କ ଦ୍ବାରା ବାପ୍ତିଜିତ ଦବେେ।
John 3:15
ଏହା ଦ୍ବାରା ମନୁଷ୍ଯପୁତ୍ରଙ୍କଠା ରେ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ଅନନ୍ତ ଜୀବନ ଲାଭ କରିବ।
John 4:36
ବର୍ତ୍ତମାନ ମଧ୍ଯ ଯେଉଁ ଲୋକ ଶସ୍ଯ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ଯ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦିତ କରିବେ।
John 5:21
ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସମାନଙ୍କେୁ ଜୀବନଦାନ କରନ୍ତି। ଠାକ୍ ସହେିପରି ପୁତ୍ର ମଧ୍ଯ ନିଜ ଇଚ୍ଛାନୁସା ରେ ଲୋକଙ୍କୁ ଜୀବନଦାନ କରନ୍ତି।
John 6:40
ପ୍ରେତ୍ୟକକ ଲୋକ ୟିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠା ରେ ବିଶ୍ବାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶଷେ ଦିନ ରେ ଉତ୍ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।
John 6:47
ମୁଁ ତୁମ୍ଭକୁ ସତ୍ଯ କହୁଛି, ଯଦି କୌଣସି ବ୍ଯକ୍ତି ବିଶ୍ବାସ କରେ ତବେେ ସେ ଅନନ୍ତ ଜୀବନ ଲାଭ କରେ।
John 8:13
କିନ୍ତୁ ଫାରୂଶୀମାନେ ଯୀଶୁଙ୍କୁ କହିଲେ, ତୁମ୍ଭେ ଯେତବେେଳେ ତୁମ୍ଭ ନିଜ ସାକ୍ଷ୍ଯ ହେଉଛ, ସେତବେେଳେ ତୁମ୍ଭେ କବଳେ ଏସବୁ କଥା ସତ୍ଯ ବୋଲି କହୁଛ। ତେଣୁ ଆମ୍ଭେ ତୁମ୍ଭର ଏସବୁ କଥା ଗ୍ରହଣ କରିପାରିବୁ ନାହିଁ।
John 10:28
ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ।
John 11:25
ଯୀଶୁ ତାକୁ କହିଲେ, ମୁଁ ସହେି ପୁନରୁତ୍ଥାନ ଓ ଜୀବନ, ମାଠାେ ରେ ବିଶ୍ବାସ କରୁଥିବା ଲୋକ ମୃତ୍ଯୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।
John 12:50
ମୁଁ, ଜାଣେ, ମାେ ପରମପିତା ଯାହା ଆଦେଶ ଦିଅନ୍ତି, ସହେିଠାରୁ ଅନନ୍ତ ଜୀବନ ଆ ସେ। ତେଣୁ ମୁଁ ଯାହା କରିଛି, ତାହା କହିବା ପାଇଁ ମାେତେ ପରମପିତା କହିଛନ୍ତି।
John 14:6
ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।
Romans 5:21
ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ଯୁକୁ ବ୍ଯବହାର କଲା। କିନ୍ତୁ ପରମେଶ୍ବର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହା ଦ୍ବାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ରହିଲେ। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଏହା ଅନନ୍ତ ଜୀବନ ଆଣିଲା।
Colossians 3:3
ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ବଭାବର ମୃତ୍ଯୁ ହାଇଯୋଇଛି ଓ ପରମେଶ୍ବରଙ୍କଠା ରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।
1 Timothy 1:16
କିନ୍ତୁ ମାେତ ଅନୁଗ୍ରହ ମିଳିଲା। ମାେତେ ଅନୁଗ୍ରହ ଦିଆଗଲା, ଯାହା ଦ୍ବାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମାେ ପ୍ରତି ଅସୀମ ର୍ଧୈୟ୍ଯ ଦଖାଇେଛନ୍ତି। ମାେ ଭଳି ବଡ଼ ପାପୀ ପ୍ରତି ସେ ର୍ଧୈୟ୍ଯଶୀଳତା ଦଖାଇେଲେ। ଯେଉଁମାନେ ତାହାଙ୍କୁ ବିଶ୍ବାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସମାନଙ୍କେ ପାଇଁ ମୁଁ ଯେପରି ଆଦର୍ଶ ସ୍ବରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଚାହିଁଲେ।
John 1:19
ୟିରୂଶାଲମରୁ ଯିହୂଦୀମାନେ କେତକେ ଯାଜକ ଓ ଲବେୀୟମାନଙ୍କୁ ଯୋହନଙ୍କ ପାଖକୁ ପଠାଇଲେ। ତୁମ୍ଭେ କିଏ? ଏହା ତାହାଙ୍କୁ ପଚାରିବା ପାଇଁ ଯିହୂଦୀମାନେ ସମାନଙ୍କେୁ ପଠାଇଥିଲେ।