1 Kings 14:30
ରିହବିଯାମ ଓ ୟାରବିଯାମ ସର୍ବଦା ପରସ୍ପର ମଧିଅରେ ୟୁଦ୍ଧ ରେ ରତ ରହୁଥିଲେ।
1 Kings 14:30 in Other Translations
King James Version (KJV)
And there was war between Rehoboam and Jeroboam all their days.
American Standard Version (ASV)
And there was war between Rehoboam and Jeroboam continually.
Bible in Basic English (BBE)
And there was war between Rehoboam and Jeroboam all their days.
Darby English Bible (DBY)
And there was war between Rehoboam and Jeroboam all [their] days.
Webster's Bible (WBT)
And there was war between Rehoboam and Jeroboam all their days.
World English Bible (WEB)
There was war between Rehoboam and Jeroboam continually.
Young's Literal Translation (YLT)
And war hath been between Rehoboam and Jeroboam all the days;
| And there was | וּמִלְחָמָ֨ה | ûmilḥāmâ | oo-meel-ha-MA |
| war | הָֽיְתָ֧ה | hāyĕtâ | ha-yeh-TA |
| between | בֵין | bên | vane |
| Rehoboam | רְחַבְעָ֛ם | rĕḥabʿām | reh-hahv-AM |
| and Jeroboam | וּבֵ֥ין | ûbên | oo-VANE |
| all | יָֽרָבְעָ֖ם | yārobʿām | ya-rove-AM |
| their days. | כָּל | kāl | kahl |
| הַיָּמִֽים׃ | hayyāmîm | ha-ya-MEEM |
Cross Reference
1 Kings 12:21
ରିହବିଯାମ ୟିରୁଶାଲମ ରେ ପହନ୍ଚିଲେ ଓ ୟିହୁଦୀଯ ବିନ୍ଯାମୀନ ବଂଶକୁ ଏକତ୍ରୀତ କଲେ। ସେ 1,80,000 ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ। ଶଲୋମନଙ୍କ ପୁତ୍ର ରିହବିଯାମଙ୍କ ଅଧୀନକୁ ରାଜ୍ଯ ଫରୋଇ ଆଣିବା ନିମନ୍ତେ ଇଶ୍ରାୟେଲ ବଂଶ ସହିତ ୟୁଦ୍ଧ ହେଲା।
1 Kings 12:24
ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭେ ନିଶ୍ଚଯ ତୁମ୍ଭମାନଙ୍କ ଭ୍ରାତା ଇଶ୍ରାୟେଲ ଲୋକମାନଙ୍କ ବିପକ୍ଷ ରେ ୟୁଦ୍ଧ କରିବ ନାହିଁ। ତୁମ୍ଭମାନେେ ସମସ୍ତେ ନିଜ ନିଜ ଗୃହକୁ ଫରେିୟାଅ। କାରଣ ଏହିକାର୍ୟ୍ଯ ମାେ ଦ୍ବାରା ହାଇେଅଛି।' ତେଣୁ ରିହବିଯାମଙ୍କ ସୈନ୍ଯମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ନିଜ ନିଜ ଗୃହକୁ ଫରେିଗଲେ।
1 Kings 15:6
ରିହବିଯାମ ଓ ୟାରବିଯାମ ସର୍ବଦା ପରସ୍ପର ବିରୁଦ୍ଧ ରେ ୟୁଦ୍ଧ ରେ ରତ ରହୁଥିଲେ।
2 Chronicles 12:15
ରିହବିଯାମ୍ ଯେତବେେଳେ ରାଜା ଥିଲେ, ତାଙ୍କର ରାଜତ୍ବର ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଯେଉଁ କର୍ମସବୁ କରିଥିଲେ, ସହେିସବୁ ଭବିଷ୍ଯଦ୍ବକ୍ତା ଶମଯିଯଙ୍କ ଲିଖିତ ସକଳ ବିଷଯ ଓ ଦାର୍ଶନିକ ଇଦ୍ଦୋଙ୍କ ଲିଖିତ ସକଳ ବିଷଯ ରେ ଲିପିବଦ୍ଧ କରାୟାଇଅଛି। ସହେି ବ୍ଯକ୍ତିମାନେ ପାରିବାରିକ ଇତିହାସ ସବୁ ଲେଖିଥିଲେ। ରିହବିଯାମ୍ ଓ ୟାରବିଯାମ୍ ଏହି ଦୁଇ ରାଜାଙ୍କ ମଧିଅରେ, ସମାନଙ୍କେ ରାଜତ୍ବ କାଳ ରେ ସବୁ ସମୟରେ ୟୁଦ୍ଧ ଲାଗି ରହିଥିଲା।