1 Kings 8:6
ତତ୍ପରେ ଯାଜକମାନେ ସଦାପ୍ରଭୁଙ୍କ ନିଯମ ସିନ୍ଦୁକକୁ ଯଥା ସ୍ଥାନ ରେ ଅର୍ଥାତ୍ ମନ୍ଦିରର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୁବମାନଙ୍କ ପକ୍ଷତଳେ ରଖିଲେ।
1 Kings 8:6 in Other Translations
King James Version (KJV)
And the priests brought in the ark of the covenant of the LORD unto his place, into the oracle of the house, to the most holy place, even under the wings of the cherubim.
American Standard Version (ASV)
And the priests brought in the ark of the covenant of Jehovah unto its place, into the oracle of the house, to the most holy place, even under the wings of the cherubim.
Bible in Basic English (BBE)
And the priests took the ark of the agreement of the Lord and put it in its place in the inner room of the house, in the most holy place, under the wings of the winged ones.
Darby English Bible (DBY)
And the priests brought in the ark of the covenant of Jehovah to its place, into the oracle of the house, into the most holy place, under the wings of the cherubim;
Webster's Bible (WBT)
And the priests brought the ark of the covenant of the LORD to its place, into the oracle of the house, to the most holy place, even under the wings of the cherubim.
World English Bible (WEB)
The priests brought in the ark of the covenant of Yahweh to its place, into the oracle of the house, to the most holy place, even under the wings of the cherubim.
Young's Literal Translation (YLT)
And the priests bring in the ark of the covenant of Jehovah unto its place, unto the oracle of the house, unto the holy of holies, unto the place of the wings of the cherubs;
| And the priests | וַיָּבִ֣אוּ | wayyābiʾû | va-ya-VEE-oo |
| brought in | הַ֠כֹּֽהֲנִים | hakkōhănîm | HA-koh-huh-neem |
| אֶת | ʾet | et | |
| the ark | אֲר֨וֹן | ʾărôn | uh-RONE |
| covenant the of | בְּרִית | bĕrît | beh-REET |
| of the Lord | יְהוָ֧ה | yĕhwâ | yeh-VA |
| unto | אֶל | ʾel | el |
| his place, | מְקוֹמ֛וֹ | mĕqômô | meh-koh-MOH |
| into | אֶל | ʾel | el |
| oracle the | דְּבִ֥יר | dĕbîr | deh-VEER |
| of the house, | הַבַּ֖יִת | habbayit | ha-BA-yeet |
| to | אֶל | ʾel | el |
| the most | קֹ֣דֶשׁ | qōdeš | KOH-desh |
| holy | הַקֳּדָשִׁ֑ים | haqqŏdāšîm | ha-koh-da-SHEEM |
| under even place, | אֶל | ʾel | el |
| תַּ֖חַת | taḥat | TA-haht | |
| the wings | כַּנְפֵ֥י | kanpê | kahn-FAY |
| of the cherubims. | הַכְּרוּבִֽים׃ | hakkĕrûbîm | ha-keh-roo-VEEM |
Cross Reference
1 Kings 6:27
ସହେି କିରୁବଦ୍ବଯ ଗର୍ଭାଗାର ମଧିଅରେ ରଖାୟାଇଥିଲା। ସହେି କିରୁବଦ୍ବଯର ପକ୍ଷ ଏପରି ବିସ୍ତୀର୍ଣ୍ଣ ହାଇେଥିଲା ଯେ ଗୋଟିଏର ପକ୍ଷ ଏକ କାନ୍ଥକୁ ଓ ଅନ୍ୟଟିର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କରୁଥିଲା। ପୁଣି ଗୃହ ମଧିଅରେ ସମାନଙ୍କେର ପକ୍ଷ ପରସ୍ପରକୁ ସ୍ପର୍ଶ କରୁଥିଲା।
1 Kings 6:19
ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସ୍ଥାପାନାର୍ଥେ ମନ୍ଦିରର ଭିତର ଭାଗ ରେ ଏକ କୋଠରୀ ପ୍ରସ୍ତୁତ କଲେ।
2 Samuel 6:17
ଦାଉଦ ପବିତ୍ର ସିନ୍ଦକ୍ସ୍ଟକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ସହେି ତମ୍ବୁ ମଧିଅରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Exodus 26:33
ସୁବର୍ଣ୍ଣ କଡା ରେ ସହେି ପରଦା ଟାଙ୍ଗି ଦିଅ। ତା'ପରେ ପରଦାର ପଛପଟ ନିଯମ-ସିନ୍ଦୁକ ରଖ। ସହେି ପରଦାଟି ପବିତ୍ର ସ୍ଥାନରୁ ମହାପବିତ୍ର ସ୍ଥାନକୁ ପୃଥକ କରିବା ଉଚିତ୍।
Ezekiel 10:5
ଆଉ ସର୍ବଶକ୍ତିମାନ ପରମେଶ୍ବରଙ୍କର କଥା କହିବାର ସମୟରେ ସ୍ବର ବଜ୍ରରବ ତୁଲ୍ଯ, କିରୂବଦୂତମାନଙ୍କର ପକ୍ଷର ଶବ୍ଦ ବାହାର ପ୍ରାଙ୍ଗଣ ପର୍ୟ୍ଯନ୍ତ ଶୁଣାଗଲା।
Isaiah 37:16
ହେ ସର୍ବଶକ୍ତିମାନ ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର ଯେ କି କିରୂବଗଣ ଉପ ରେ ଉପବିଷ୍ଟା ତୁମ୍ଭେ କବଳେ ପୃଥିବୀସ୍ଥ ସମୁଦାଯ ରାଜ୍ଯର ପରମେଶ୍ବର ଅଟ। ତୁମ୍ଭେ ଏହି ସ୍ବର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Psalm 99:1
ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ଯାଯ ବିଚାର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ଯାଯ ସହିତ ପୃଥିବୀର ଲୋକମାନଙ୍କର ବିଚାର କରିବେ।
Psalm 80:1
ହେ ଇଶ୍ରାୟେଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ୟୋଷଫରେ ଲୋକମାନଙ୍କୁ ମଷେପରି ନତେୃତ୍ବ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ଯ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
2 Chronicles 5:7
ଏହାପରେ ଯାଜକମାନେ ସଦାପ୍ରଭୁଙ୍କର ନିଯମ-ସିନ୍ଦୁକକୁ ତହିଁ ନିମନ୍ତେ ପ୍ରସ୍ତୁତ ହାଇେଥିବା ସ୍ଥାନକୁ ଆଣିଲେ। ସହେି ସ୍ଥାନ ମନ୍ଦିରର ଭିତର ପାଶର୍ବ କୋଠରୀ ରେ ଥିଲା ଓ ସବୁଠାରୁ ପବିତ୍ର ସ୍ଥାନ ଥିଲା ଏବଂ ଏହି କିରୁବଦୂତ ପକ୍ଷ ତଳେ ଥିଲା।
1 Kings 8:4
ସମାନେେ ସଦାପ୍ରଭୁଙ୍କ ୟୁକ୍ତି ପବିତ୍ର ସିନ୍ଦୁକ ସହିତ ସମାଗମ ତମ୍ବୁ ଏବଂ ସମସ୍ତ ପବିତ୍ର ପାତ୍ରଗୁଡିକ ଏବଂ ତାଟିଆଗୁଡିକ ସମାଗମ ତମ୍ବୁ ଭିତରକୁ ବହନ କରି ନେଲେ। ଏହିସବୁ ବହିଆଣିବା ରେ ଯାଜକମାନଙ୍କୁ ଲବେୀୟମାନେ ସାହାୟ୍ଯ କଲେ।
2 Samuel 6:2
ଦାଉଦ ଏବଂ ତାଙ୍କର ଲୋକମାନେ ୟକ୍ସ୍ଟହକ୍ସ୍ଟଦା ରେ ବାଲିକକ୍ସ୍ଟ ଗଲେ। ସମାନେେ ବାଲିର ୟିହକ୍ସ୍ଟଦାଠାରକ୍ସ୍ଟ ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକ ଯିରୁଶାଲମକୁ ଆଣିବାକକ୍ସ୍ଟ ଗଲେ। ସହେି ପବିତ୍ର ସିନ୍ଦକ୍ସ୍ଟକ ସଦାପ୍ରଭୁଙ୍କର ସିଂହାସନ ତକ୍ସ୍ଟଲ୍ଯ ଥିଲା। ସହେି ପବିତ୍ର ସିନ୍ଦକ୍ସ୍ଟକ ଉପରେ କିରକ୍ସ୍ଟବ ଦୂତମାନଙ୍କର ପ୍ରତିମୂର୍ତ୍ତୀମାନ ଥିଲା ଏବଂ ସଦାପ୍ରଭୁ ସମାନଙ୍କେ ଉପରେ ବସକ୍ସ୍ଟଥିଲେ।
1 Samuel 4:4
ତା'ପରେ ସମାନେେ ଲୋକମାନଙ୍କୁ ଶୀଲୋକକ୍ସ୍ଟ ପଠାଇ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିଯମ-ସିନ୍ଦକ୍ସ୍ଟକ ଆଣିଲେ। ସିନ୍ଦକ୍ସ୍ଟକର ଉପରେ କିରୂବ ଦୂତଗଣ ଥିଲେ। ସମାନେେ ପରମେଶ୍ବରଙ୍କ ସିଂହାସନ ପରି ଏଲିଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ହଫ୍ନି ଓ ପୀନହସ୍ ପରମେଶ୍ବରଙ୍କ ନିଯମ-ସିନ୍ଦକ୍ସ୍ଟକ ସଙ୍ଗେ ଆସିଲେ।
Exodus 40:20
ଏହାପରେ ମାଶାେ ନିଯମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧିଅରେ ରଖିଲେ। ସେ ସାଙ୍ଗିକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡାଇ ଦେଲେ।
Exodus 37:9
କିରୂବମାନଙ୍କର ପକ୍ଷ ଉର୍ଦ୍ଧକୁ ବିସ୍ତାରିତ ହାଇେ ପାପାଚ୍ଛାଦନକୁ ଆଚ୍ଛାଦନ କଲା। ଏବଂ ସମାନଙ୍କେର ମୁଖ ପରସ୍ପର ସମ୍ମୁଖୀନ ହାଇେ ରହିଲା। ମାତ୍ର ପାପାଚ୍ଛଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।
Exodus 25:20
ସହେି ଦୂତମାନେ ନିଯମ-ସିନ୍ଦୁକକୁ ସମାନଙ୍କେର ଡଣୋ ଦ୍ବାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡକୁ ଉେଠ। ଆଚ୍ଛାଦକ ଆଡକୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।