1 Samuel 14:35
ପକ୍ସ୍ଟଣି ଶାଉଲ ସଦାପ୍ରଭୁଙ୍କ ନିମନ୍ତେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଶାଉଲ ହିଁ ନିଜେ ସହେି ୟଜ୍ଞବଦେୀ ନିର୍ମାଣ କରିବାକୁ ଆରମ୍ଭ କଲେ।
1 Samuel 14:35 in Other Translations
King James Version (KJV)
And Saul built an altar unto the LORD: the same was the first altar that he built unto the LORD.
American Standard Version (ASV)
And Saul built an altar unto Jehovah: the same was the first altar that he built unto Jehovah.
Bible in Basic English (BBE)
And Saul put up an altar to the Lord: this was the first altar which he put up to the Lord.
Darby English Bible (DBY)
And Saul built an altar to Jehovah: this was the first altar he built to Jehovah.
Webster's Bible (WBT)
And Saul built an altar to the LORD: the same was the first altar that he built to the LORD:
World English Bible (WEB)
Saul built an altar to Yahweh: the same was the first altar that he built to Yahweh.
Young's Literal Translation (YLT)
And Saul buildeth an alter to Jehovah; with it he hath begun to build altars to Jehovah.
| And Saul | וַיִּ֧בֶן | wayyiben | va-YEE-ven |
| built | שָׁא֛וּל | šāʾûl | sha-OOL |
| an altar | מִזְבֵּ֖חַ | mizbēaḥ | meez-BAY-ak |
| Lord: the unto | לַֽיהוָ֑ה | layhwâ | lai-VA |
| first the was same the | אֹת֣וֹ | ʾōtô | oh-TOH |
| altar | הֵחֵ֔ל | hēḥēl | hay-HALE |
| that he built | לִבְנ֥וֹת | libnôt | leev-NOTE |
| unto the Lord. | מִזְבֵּ֖חַ | mizbēaḥ | meez-BAY-ak |
| לַֽיהוָֽה׃ | layhwâ | LAI-VA |
Cross Reference
1 Samuel 7:17
ଶାମକ୍ସ୍ଟଯଲେ ଘର ରାମା, ତେଣୁ ସେ ସଠାେକକ୍ସ୍ଟ ଫରେି ଆସକ୍ସ୍ଟଥିଲେ। ସେ ରାମାଠାରକ୍ସ୍ଟ ଲୋକଙ୍କକ୍ସ୍ଟ ଅନକ୍ସ୍ଟଧ୍ଯାନ କରୁଥିଲେ ଓ ସଠାେରକ୍ସ୍ଟ ଶାସନ କରୁଥିଲେ। ତେଣୁ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କ ପାଇଁ ରାମା ରେ ୟଜ୍ଞବଦେୀ ନିର୍ମାଣ କରିଥିଲେ।
Judges 21:4
ତା'ପରଦିନ ଠିକ୍ ସକାଳେ ଇଶ୍ରାୟେଲର ଲୋକମାନେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ସମାନେେ ସଠାେରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
1 Samuel 7:9
ଶାମକ୍ସ୍ଟଯଲେ ଗୋଟିଏ ମେଣ୍ତାଛକ୍ସ୍ଟଆ ନେଲେ ଏବଂ ସଦାପ୍ରଭୁଙ୍କୁ ସଐର୍ଣ୍ଣ ହାମବେଳି ରୂପେ ଏହା ଉତ୍ସର୍ଗ କଲେ। ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ସଦାପ୍ରଭୁ ଶାମୁୟେଲଙ୍କ ପ୍ରାର୍ଥନାର ଉତ୍ତର ଦେଲେ।
1 Samuel 7:12
ଶାମକ୍ସ୍ଟଯଲେ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ଯ ଲୋକମାନଙ୍କୁ ସାହାୟ୍ଯ କରିବା ଏବଂ ସଦାପ୍ରଭୁଙ୍କର ସାହାୟ୍ଯ ମନେ ରଖିବା, ସେ ଏହି ପଥରକକ୍ସ୍ଟ ମିସ୍ଫୀ ଓ ଶନେ ମଧିଅରେ ପ୍ରତିଷ୍ଠା କଲେ ଏହାର ନାମ ସାହାୟ୍ଯକାରୀ ପଥର ରଖିଲେ। ଶାମକ୍ସ୍ଟଯଲେ କହିଲେ, ସଦାପ୍ରଭୁ ଆମ୍ଭକକ୍ସ୍ଟ ଏ ସ୍ଥାନ ରେ ସବୁ ପ୍ରକାର ସାହାୟ୍ଯ କରିଛନ୍ତି।
Hosea 8:14
ଇଶ୍ରାୟେଲ ରାଜାଙ୍କର ଅଟ୍ଟାଳିକା ନିର୍ମାଣ କଲେ କିନ୍ତୁ ସୃଷ୍ଟିକର୍ତ୍ତାଙ୍କୁ ଭୁଲିଗଲେ। ବର୍ତ୍ତମାନ ଯିହୁଦା ସୁଦୃଢ ଦୁର୍ଗ ନିର୍ମାଣ କରିବ ଯାହାକୁ ଆମ୍ଭେ ଅଗ୍ନି ପଠାଇ ସହେି ସୁଦୃଢ ଦୁର୍ଗକୁ ପୋଡି଼ ଧ୍ବଂସ କରିବା।
2 Timothy 3:5
ସମାନେେ ପରମେଶ୍ବରଙ୍କ ସବେକ ହବୋର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ବାରା ଜଣାପଡ଼ିବ ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ କରୁନାହାଁନ୍ତି। ତୀମଥି, ତୁମ୍ଭେ ସହେି ଲୋକମାନଙ୍କଠାରୁ ଦୂର ରେ ରୁହ।