1 Thessalonians 2:16 in Oriya

Oriya Oriya Bible 1 Thessalonians 1 Thessalonians 2 1 Thessalonians 2:16

1 Thessalonians 2:16
ସମାନେେ ଆମ୍ଭକୁ ଅଣଯିହୂଦୀମାନଙ୍କ ନିକଟରେ ଶିକ୍ଷା ଦବୋ ପାଇଁ ଅଟକାଇବାକୁ ଚେଷ୍ଟା କରନ୍ତି। ଅଣୟିହୁଦୀମାନେ ଉଦ୍ଧାର ହୁଅନ୍ତୁ, ଏହି ଉଦ୍ଦେଶ୍ଯ ରେ ଆମ୍ଭେ ସମାନଙ୍କେୁ ଶିକ୍ଷା ଦେଉ। କିନ୍ତୁ ଯିହୂଦୀମାନେ ପୂର୍ବରୁ କରିଥିବା ପାପଗୁଡ଼ିକର ସୂଚୀ, ବର୍ତ୍ତମାନ ମଧ୍ଯ ବଢ଼ି ଚାଲିଛି। ଏବେ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ କୋର୍ଧ ସମାନଙ୍କେ ଉପରେ ଆସି ପଡ଼ିଲାଣି।

1 Thessalonians 2:151 Thessalonians 21 Thessalonians 2:17

1 Thessalonians 2:16 in Other Translations

King James Version (KJV)
Forbidding us to speak to the Gentiles that they might be saved, to fill up their sins alway: for the wrath is come upon them to the uttermost.

American Standard Version (ASV)
forbidding us to speak to the Gentiles that they may be saved; to fill up their sins always: but the wrath is come upon them to the uttermost.

Bible in Basic English (BBE)
Who, to make the measure of their sins complete, kept us from giving the word of salvation to the Gentiles: but the wrath of God is about to come on them in the fullest degree.

Darby English Bible (DBY)
forbidding us to speak to the nations that they may be saved, that they may fill up their sins always: but wrath has come upon them to the uttermost.

World English Bible (WEB)
forbidding us to speak to the Gentiles that they may be saved; to fill up their sins always. But wrath has come on them to the uttermost.

Young's Literal Translation (YLT)
forbidding us to speak to the nations that they might be saved, to fill up their sins always, but the anger did come upon them -- to the end!

Forbidding
κωλυόντωνkōlyontōnkoh-lyoo-ONE-tone
us
ἡμᾶςhēmasay-MAHS
to
speak
τοῖςtoistoos
to
the
ἔθνεσινethnesinA-thnay-seen

λαλῆσαιlalēsaila-LAY-say
Gentiles
ἵναhinaEE-na
that
σωθῶσινsōthōsinsoh-THOH-seen
they
might
be
saved,
εἰςeisees
to
τὸtotoh

ἀναπληρῶσαιanaplērōsaiah-na-play-ROH-say
up
fill
αὐτῶνautōnaf-TONE
their
τὰςtastahs
sins
ἁμαρτίαςhamartiasa-mahr-TEE-as
alway:
πάντοτεpantotePAHN-toh-tay
for
ἔφθασενephthasenA-ftha-sane
the
δὲdethay
wrath
ἐπ'epape
come
is
αὐτοὺςautousaf-TOOS
upon
ay
them
ὀργὴorgēore-GAY
to
εἰςeisees
the
uttermost.
τέλοςtelosTAY-lose

Cross Reference

Acts 13:50
ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀ ଲୋକଙ୍କୁ ଓ ନଗରର ମୁଖ୍ଯ ବ୍ଯକ୍ତିମାନଙ୍କୁ ଉତ୍ତଜେିତ କରାଇଲେ। ସମାନେେ ପାଉଲ ଓ ବର୍ଣ୍ଣବ୍ବା ବିରୁଦ୍ଧ ରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସମାନେେ ସମାନଙ୍କେୁ ତାଡ଼ନା କରିବା ଆରମ୍ଭ କଲେ ଓ ସମାନଙ୍କେୁ ସହେି ଅଞ୍ଚଳରୁ ବାହାର କରି ଦେଲେ।

2 Thessalonians 2:10
ଯେଉଁ ଲୋକମାନେ ହଜିଯାଇଛନ୍ତି, ସମାନଙ୍କେୁ ଠକିବାକୁ ଏହି ମନ୍ଦବ୍ଯକ୍ତି ପ୍ରେତ୍ୟକକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସମାନେେ ସତ୍ଯକୁ ଭଲ ପାଇବା ପାଇଁ ଅସ୍ବୀକାର କଲେ, ଯାହା ଦ୍ବାର ସମାନେେ ଉଦ୍ଧାର ପାଇଥାନ୍ତେ।

Acts 17:13
ଥସେଲନୀକୀୟ ଯିହୂଦୀୟମାନେ ବରଯୋ ନଗର ରେ ପାଉଲ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କରୁଛନ୍ତି ବୋଲି ଜାଣିପାରିଲେ। ତେଣୁ ସମାନେେ ସଠାେକୁ ଆସି ଆନ୍ ଦୋଳନ କରି ଲୋକ ସମୂହକୁ ମତଇେଲେ।

Acts 14:19
କିନ୍ତୁ ତା'ପରେ କେତକେ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସମାନେେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲଣେି ଭାବି ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।

Matthew 23:32
ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରି ଦଇେଥିଲେ, ତୁମ୍ଭେ ତାହାକୁ ଶଷେ କରିବ।

Genesis 15:16
ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚ଼ତୁର୍ଥ ପୁରୁଷ ଫରେିବେ। କାରଣ ଯେଉଁ ଇ ମାରେୀଯମାନେ ଏଠା ରେ ବାସ କରନ୍ତି, ସମାନଙ୍କେର ପାପ ଏପର୍ୟ୍ଯନ୍ତ ଶଷେ ହାଇନୋହିଁ।

Malachi 4:1
ସହେିଦିନ ଆସୁଅଛି ୟାହିକି ଉହ୍ନଇେ ପରି ଜଳିବ। ସହେି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦ କାର୍ୟ୍ଯ କରୁଥିବା ଲୋକମାନେ ନଡାପରି ଜଳିଯିବେ। ସହେି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ଯ ଛାଡିବ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।

Mark 16:16
ଯେଉଁ ଲୋକ ବିଶ୍ବାସ କରିବ ଓ ବାପ୍ତିଜିତ ହବେ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ବାସ କରିବ, ସେ ଦୋଷୀ ସାବ୍ଯସ୍ତ ହବେ।

Acts 13:45
ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସମାନେେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରଯୋଗ କଲେ।

Acts 14:5
ଅନ୍ୟଜାତୀୟ ଓ ଯିହୂଦୀୟ ଲୋକମାନେ ସମାନଙ୍କେ ସହ ଖରାପ ବ୍ଯବହାର କରିବାପାଇଁ ଓ ସମାନଙ୍କେ ଉପରେ ପଥର ପକାଇବା ନିମନ୍ତେ ନେତାମାନଙ୍କ ସହିତ ମିଶିଲେ।

Acts 22:21
କିନ୍ତୁ ପ୍ରଭୁ ମାେତେ କହିଲେ, 'ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।'

Galatians 5:11
ମାେ ଭାଇ ଓ ଭଉଣୀମାନେ ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହବୋ ନିହାତି ଆବଶ୍ଯକ। ଯଦି ମୁଁ ଏହା ଶିଖାଇଛି, ତା ହେଲେ ମାେତେ କାହିଁକି ତାଡ଼ନା ଆସୁଛି ? ମୁଁ ଯଦି ଏହା ପ୍ରଚାର କରିଥିଲି, ତା' ହେଲେ କ୍ରୁଶ ସମ୍ବନ୍ଧୀୟ ମାରେ ଶିକ୍ଷା ଲୋକଙ୍କୁ ବ୍ଯତିବ୍ଯସ୍ତ କରି ପକାଇ ନ ଥାନ୍ତା।

Ephesians 3:8
ପରମେଶ୍ବରଙ୍କ ଲୋକମାନଙ୍କ ଭିତ ରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ବର ମାେତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ବର୍ୟ୍ଯପୂର୍ଣ୍ଣ ସୁସମାଚାର କହିବି। ସହେି ଐଶ୍ବର୍ୟ୍ଯଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣରୂପେ ବୁଝିବା ସମ୍ଭବପର ନୁହେଁ।

Ephesians 3:13
ସେଥିପାଇଁ ମୁଁ କୁ ହେ ଯେ ତୁମ୍ଭମାନଙ୍କ ପାଇଁ ମୁଁ ଯାତନା ଭୋଗୁ ଥିବାରୁ ହତୋତ୍ସାହିତ ହୁଅ ନାହିଁ। ମାରେ ଏହି ଯାତନାଗୁଡ଼ିକ ତୁମ୍ଭ ନିମନ୍ତେ ଗୌରବଜନକ ହବେ।

1 Thessalonians 1:10
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଙ୍କର ସ୍ବର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ବର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ବରଙ୍କ ଆଗାମୀ କୋରଧପୂର୍ଣ୍ଣ ବିଚାରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।

1 Timothy 2:4
ପରମେଶ୍ବର ଚାହାଁନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ଯକୁ ଜାଣନ୍ତୁ।

Hebrews 6:8
କିନ୍ତୁ ଯଦି ସହେି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା' ହେଲେ ତାହା ଅକାମୀ ଅଟେ। ସହେି ଭୂମି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ହାଇେ ଅଭିଶପ୍ତ ହୁଏ, ଓ ଶଷେ ରେ ତାହା ଅଗ୍ନି ଦ୍ବାରା ବିନଷ୍ଟ ହବେ।

Hebrews 10:27
ଆମ୍ଭେ ଯଦି ପାପ କରି ଚାଲୁଥିବା, ତା ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଚାରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ବରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।

James 5:1
ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।

Revelation 22:11
ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହାଇେ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହାଇେ ରହିବାକୁ ଦିଅ।

Matthew 3:12
ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।

Romans 10:13
ଶାସ୍ତ୍ର କୁ ହେ: ପ୍ରଭୁଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ପରିତ୍ରାଣ ପାଇବ।

Acts 21:27
ସାତଦିନ ପୁରି ୟିବା ଦିନ ଏସିଆର କେତକେ ଯିହୂଦୀମାନେ ତାହାଙ୍କୁ ମନ୍ଦିର ରେ ଦେଖିଲେ। ସମାନେେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧ ରେ ଉତ୍ତଜେିତ କଲେ ଓ ତାହାଙ୍କୁ ଧରି ପକଇେଲେ।

Acts 19:9
ମାତ୍ର ସମାନଙ୍କେ ଭିତରୁ କେତକେ ଜିଦ୍ଖୋର ହାଇେ ବିଶ୍ବାସ କଲନୋହିଁ। ସମାନେେ ଲୋକମାନଙ୍କ ଆଗ ରେ ଖ୍ରୀଷ୍ଟଙ୍କ ପଥ ବିଷୟ ରେ ବହୁତ ଖରାପ କଥା କହିବାକୁ ଲାଗିଲେ। ତେଣୁ ପାଉଲ ସମାନଙ୍କେୁ ଛାଡ଼ି କବଳେ ଯୀଶୁଙ୍କର ଶିଷ୍ଯମାନଙ୍କୁ ସାଙ୍ଗ ରେ ରଖିଲେ। ସେ ପ୍ରତିଦିନ ତୁରାନ୍ନର ବିଦ୍ଯାଳୟକୁ ଯାଇ ଆଲୋଚନା କରୁଥିଲେ।

Matthew 24:6
ତୁମ୍ଭମାନେେ ୟୁଦ୍ଧ ବିଷୟ ରେ ଓ ୟୁଦ୍ଧର ଗୁଜବ ବିଷୟ ରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।

Matthew 22:6
ଆଉ କେତକେ ଲୋକ ଚ଼ାକରମାନଙ୍କୁ ଧରି ନଇେ ପିଟାପିଟି କଲେ ଓ ସମାନଙ୍କେୁ ମାରି ଦେଲେ।

Matthew 21:41
ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ କହିଲେ, ସେ ନିଶ୍ଚୟ ସହେି ନିର୍ଦ୍ଦୟ ଲୋକଙ୍କୁ ହତ୍ଯା କରିବେ ଓ ତା'ପରେ ସେ ଦ୍ରାକ୍ଷା ବଗିଚ଼ାଟିକୁ ଅନ୍ୟ କୃଷକମାନଙ୍କୁ ଭାଗ ରେ ଦଇେ ଦବେେ, ଯେଉଁମାନେ ଅମଳ ସମୟରେ ତାର ଭାଗ ତାହାଙ୍କୁ ଦବେେ।

Matthew 12:45
ତା'ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସଠାେରେ ବସବାସ କରନ୍ତି। ସେତବେେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚ଼ନୀୟ ହାଇପେଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସହେି ଏକାକଥା ଘଟିବ।

Matthew 3:7
ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?

Malachi 4:5
ସଦାପ୍ରଭୁ କହିଲେ, ଦେଖ, ଭବିଷ୍ଯଦ୍ବକ୍ତା ଏଲିଯଙ୍କୁ ଆମ୍ଭେ ତୁମ୍ଭ ନିକଟକୁ ପଠାଇବା। ସଦାପ୍ରଭୁଙ୍କଠାରୁ ମହାନ୍ ଓ ଭୟଙ୍କର ବିଗ୍ଭର ଦିନ ଆସିବା ପୂର୍ବରୁ ସେ ଆସିବେ।

Zechariah 5:6
ମୁଁ ଉତ୍ତର କଲି, ଏହା କ'ଣ? ସେ କହିଲେ, ତାହା ଏକ ମାପ କରିବା ଟୋକଇେ ଏବଂ ତାହା ଦେଶର ଲୋକମାନଙ୍କର ପାପକୁ ମାପିପାରିବ।

Joel 2:30
ସହେି ସମୟରେ ଆମ୍ଭେ ଆକାଶ ଓ ପୃଥିବୀ ରେ ଅଲୌକିକ ଦୃଶ୍ଯ ଦଖାଇବୋ। ରକ୍ତ, ଅଗ୍ନି ଓ ଧୂମ ସ୍ତମ୍ଭସବୁ ଦଖାୟିବେ।

Matthew 24:14
ଇଶ୍ବରଙ୍କ ରାଜ୍ଯର ସୁସମାଚ଼ାର ସାରା ଜଗତ ରେ ପ୍ରଚ଼ାରିତ ହବେ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା'ପରେ ଅନ୍ତକାଳ ଆସିବ।

Matthew 24:21
କାରଣ ସେତବେେଳେ ଏତେ ଅଧିକ ବିପଦ ଆସିବ ଯେ ସଭେଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ୟ୍ଯନ୍ତ ଆସିନାହିଁ କି ଭବିଷ୍ଯତ ରେ ଆସିବ ନାହିଁ।

Luke 11:50
ଏଣୁ ସୃଷ୍ଟି ଆରମ୍ଭରୁ ଯେତବେେଳେ ଭବିଷ୍ଯଦ୍ବକ୍ତାଙ୍କ ରକ୍ତପାତ ହାଇେଛି, ସେଥିପାଇଁ ଏହି ସମୟର ବଞ୍ଚିଥିବା ଲୋକମାନଙ୍କୁ ଦଣ୍ଡ ଭୋଗିବାକୁ ପଡିବ।

Acts 18:12
ଗାଲ୍ଲିଯୋନ୍ ଆଖାଯାର ରାଜ୍ଯପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେ଼ଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସମାନେେ ତାହାଙ୍କୁ ଅଦାଲତାକୁ ନଇଗେଲେ।

Acts 17:5
କିନ୍ତୁ ଅବିଶ୍ବାସୀ ଯିହୂଦୀୟମାନେ ଈର୍ଷାପରାୟଣ ହାଇେ ବଜାରରୁ ଦୁଷ୍ଟ ଲୋକଙ୍କ ମଧ୍ଯରୁ ଗୋଟିଏ ଦଳ ଏକାଠି କଲେ ଓ ନଗର ରେ ଗଣ୍ଡଗୋଳ ସୃଷ୍ଟିକେଲ। ସମାନେେ ନଗର ରେ ଉପଦ୍ରବ କରି ଯାସୋନଙ୍କ ଘର ଉପରେ ଆକ୍ରମଣ କଲେ। ସମାନେେ ପାଉଲ ଓ ଶୀଲାଙ୍କୁ ଲୋକମାନଙ୍କ ଆଗକୁ ଧରି ଆଣିବା ପାଇଁ ଚେ଼ଷ୍ଟା କଲେ।

Acts 14:2
ମାତ୍ର ଯେଉଁ ଯିହୂଦୀମାନେ ଅବିଶ୍ବାସ କରୁଥିଲେ, ସମାନେେ ଅନ୍ୟ ଜାତୀୟ ଲୋକମାନଙ୍କ ମନ ରେ ଭାଇମାନଙ୍କ ବିରୁଦ୍ଧ ରେ ଖରାପ ଧାରଣା ଜନ୍ମାଇଲେ।

Acts 11:17
ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରିବାରୁ ପରମେଶ୍ବର ଆମ୍ଭକୁ ଯେପରି ପବିତ୍ର ଆତ୍ମା ଦାନ ଦଇେଥିଲେ, ସହିପରି ଯଦି ସେ ସମାନଙ୍କେୁ ସହେି ସମାନ ଦାନ ଦେଲେ, ତବେେ ମୁଁ ପରମେଶ୍ବରଙ୍କ ମାର୍ଗ ରେ ବାଧା ଦବୋ ପାଇଁ କିଏ?

Acts 11:2
ତେଣୁ ପିତର ୟିରୂଶାଲମ ରେ ପହଞ୍ଚିବା ପରେ ସୁନ୍ନତ ହାଇେଥିବା ଲୋକମାନେ ତାହାଙ୍କୁ ସମାଲୋଚ଼ନା କଲେ।

Acts 4:12
ତାହାଙ୍କ ବ୍ଯତୀତ ଅନ୍ୟ କାହା ପାଖ ରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହା ଦ୍ବାରା କି ଆମ୍ଭେ ଉଦ୍ଧାର ପାଇପାରିବା।

Luke 21:20
ତୁମ୍ଭମାନେ ୟିରୂଶାଲମର ଚାରିପଟେ ସୈନ୍ଯବାହିନୀଙ୍କୁ ଘରେି ରହିଥିବାର ଦେଖିବ। ତବେେ ତୁମ୍ଭମାନେେ ଜାଣିପାରିବ ଯେ ୟିରୁଶାଲମର ଧ୍ବଂସ ହବୋ ସମୟ ଆସି ପହଞ୍ଚି ଗଲାଣି।

Luke 19:42
ଯୀଶୁ ୟିରୁଶାଲମକୁ କହିଲେ, ତୁମ୍ଭକୁ କିପରି ଶାନ୍ତି ମିଳିପାରିବ, ତାହା ତୁମ୍ଭମାନେେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭମାନେେ ଜାଣି ପାରିବନାହିଁ। କାରଣ ତାାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି।

Isaiah 45:22
ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭମାନେେ ଆମ୍ଭପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ବର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ବର ନାହିଁ।