1 Timothy 2:11
ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ଯ ହେଉ।
1 Timothy 2:11 in Other Translations
King James Version (KJV)
Let the woman learn in silence with all subjection.
American Standard Version (ASV)
Let a woman learn in quietness with all subjection.
Bible in Basic English (BBE)
Let a woman quietly take the place of a learner and be under authority.
Darby English Bible (DBY)
Let a woman learn in quietness in all subjection;
World English Bible (WEB)
Let a woman learn in quietness with all subjection.
Young's Literal Translation (YLT)
Let a woman in quietness learn in all subjection,
| Let the woman | γυνὴ | gynē | gyoo-NAY |
| learn | ἐν | en | ane |
| in | ἡσυχίᾳ | hēsychia | ay-syoo-HEE-ah |
| silence | μανθανέτω | manthanetō | mahn-tha-NAY-toh |
| with | ἐν | en | ane |
| all | πάσῃ | pasē | PA-say |
| subjection. | ὑποταγῇ· | hypotagē | yoo-poh-ta-GAY |
Cross Reference
1 Corinthians 14:34
ମଣ୍ଡଳୀର ସଭାମାନଙ୍କ ରେ ସ୍ତ୍ରୀମାନେ ଚୁପ୍ ରହିବା ଉଚିତ୍। ପରମେଶ୍ବରଙ୍କ ଲୋକମାନଙ୍କର ସମସ୍ତ ମଣ୍ଡଳୀ ରେ ଏହି ନିୟମ ଲାଗୁ ଅଛି। ସ୍ତ୍ରୀ ଲୋକଙ୍କୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମାଶାଙ୍କେ ନିୟମାନୁଯାଯୀ ସମାନେେ ବଶୀଭୂତ ହାଇେ ରହିବା ଉଚିତ୍।
Genesis 3:16
ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।
Esther 1:20
ଆହୁରି ରାଜ୍ଯ ବୃହତ୍, ଏଣୁ ରାଜ୍ଯର ସବୁସ୍ଥାନ ରେ ଏହି ରାଜାଜ୍ଞା ପ୍ରକାଶିତ ହେଲା। ସ୍ବାମୀ ସାମାଜିକ କ୍ଷେତ୍ର ରେ କ୍ଷୁତ୍ର ହେଉ କି ମହାନ ହେଉ, ସମସ୍ତ ସ୍ତ୍ରୀମାନେ ନିଜନିଜ ସ୍ବାମୀମାନଙ୍କୁ ସମ୍ମାନ କରିବେ।
1 Corinthians 11:3
ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ : ପ୍ରେତ୍ୟକକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ବର।
Ephesians 5:22
ହେ ପତ୍ନୀମାନେ ! ତୁମ୍ଭମାନେେ ଯେପରି ପ୍ରଭୁଙ୍କ ପ୍ରତି ବଶୀଭୂତା ହାଇେଛ, ସପରେି ନିଜ ସ୍ବାମୀମାନଙ୍କର ବଶୀଭୂତା ହୁଅ।
Colossians 3:18
ପତ୍ନୀଗଣ ! ତୁମ୍ଭର ପତିଙ୍କ ପ୍ରତି ବଶୀଭୂତା ରୁହ। ପ୍ରଭୁଙ୍କ ଅନୁଗାମୀମାନଙ୍କ ଭଳି ଏହା କରିବା ଉଚିତ ଅଟେ।
Titus 2:5
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।
1 Peter 3:1
ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।
1 Peter 3:5
ବହୁ ପୂର୍ବରୁ ପରମେଶ୍ବରଙ୍କୁ ଅନୁସରଣ କରୁଥିବା ପବିତ୍ର ମହିଳାମାନଙ୍କ ପ୍ରତି ଏହା ହିଁ ଘଟିଥିଲା। ଏହିପରି ଭାବରେ ସମାନେେ ନିଜକୁ ସୁନ୍ଦର କରି ଗଢ଼ିଥିଲେ। ସମାନେେ ନିଜ ପତିମାନଙ୍କ ଅଧୀନ ରେ ଥିଲେ।