Isaiah 40:1
ତୁମ୍ଭର ପରମେଶ୍ବର ଏହା କୁହନ୍ତି, ମାେ ଲୋକମାନଙ୍କୁ ସାନ୍ତ୍ବନା ଦିଅ, ସାନ୍ତ୍ବନା ଦିଅ।
Isaiah 40:1 in Other Translations
King James Version (KJV)
Comfort ye, comfort ye my people, saith your God.
American Standard Version (ASV)
Comfort ye, comfort ye my people, saith your God.
Bible in Basic English (BBE)
Give comfort, give comfort, to my people, says your God.
Darby English Bible (DBY)
Comfort ye, comfort ye my people, saith your God.
World English Bible (WEB)
Comfort you, comfort you my people, says your God.
Young's Literal Translation (YLT)
Comfort ye, comfort ye, My people, saith your God.
| Comfort | נַחֲמ֥וּ | naḥămû | na-huh-MOO |
| ye, comfort | נַחֲמ֖וּ | naḥămû | na-huh-MOO |
| ye my people, | עַמִּ֑י | ʿammî | ah-MEE |
| saith | יֹאמַ֖ר | yōʾmar | yoh-MAHR |
| your God. | אֱלֹהֵיכֶֽם׃ | ʾĕlōhêkem | ay-loh-hay-HEM |
Cross Reference
Isaiah 51:12
ସଦାପ୍ରଭୁ କୁହନ୍ତି, ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ ?'
Zephaniah 3:14
ହେ ୟିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇଶ୍ରାୟେଲ ମଧ୍ଯ ଆନନ୍ଦ କରିବ। ୟିରୁଶାଲମ ମଧ୍ଯ ସୁଖୀ ହବେ।
2 Corinthians 1:4
ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ବନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ଯ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ବନା ପ୍ରଦାନ କରିପାରିବା। ଆମ୍ଭକୁ ପରମେଶ୍ବର ଯେଉଁ ପ୍ରକାର ସାନ୍ତ୍ବନା ଦିଅନ୍ତି, ଆମ୍ଭେ ସହେିମାନଙ୍କୁ ସହେି ପ୍ରକାର ସାନ୍ତ୍ବନା ପ୍ରଦାନ କରି ପାରିବା।
Jeremiah 31:10
ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ। ଆଉ ଦୂରସ୍ଥ ଦ୍ବୀପ ସମୂହ ରେ ତାହା ପ୍ରଚାର କରି କୁହ ଯେ, 'ଇଶ୍ରାୟେଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ। ଆଉ ପାଳକ ଯେପରି ତାହାର ମଷେପଲକୁ ରକ୍ଷା କରେ, ସପରେି ସେ ତାହାକୁ ସୁରକ୍ଷା ଦବେେ।'
Zechariah 9:9
ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।
Isaiah 51:3
ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।
Isaiah 49:13
ହେ ସ୍ବର୍ଗମଣ୍ଡଳ, ଗାନ କର ; ହେ ପୃଥିବୀ, ଉଲ୍ଲସିତ ହୁଅ ; ହେ ପର୍ବତଗଣ, ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କର ; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ବନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।
1 Thessalonians 4:18
ଏବଂ ଆମ୍ଭେ ପ୍ରଭୁଙ୍କ ସହିତ ସବୁ ଦିନ ପାଇଁ ରହିବୁ। ଅତଏବ ଏହିସବୁ କଥା କହି ପରସ୍ପରକୁ ସାନ୍ତ୍ବନା ଦିଅ।
Isaiah 66:10
ୟିରୁଶାଲମକୁ ପ୍ ରମେ କରୁଥିବା ତୁମ୍ଭମାନେେ ସମସ୍ତେ ତା ସହିତ ଆନନ୍ଦ କର ଓ ତା' ପାଇଁ ଉଲ୍ଲସିତ ହୁଅ। ପୁଣି ତା' ପାଇଁ ଶାେକ କରୁଥିବା ତୁମ୍ଭମାନେେ ସମସ୍ତେ ତା'ର ଆନନ୍ଦ ପାଇଁ ଉଲ୍ଲାସ କର।
Isaiah 65:13
ସହେି ସକାେଶ ମାରେ ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଚାରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭମାନେେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲା ବେଳେ ତୁମ୍ଭମାନେେ ଲଜ୍ଜିତ ହବେ।
Zechariah 1:13
ମାେ ସହିତ କଥା ହେଉଥିବା ସ୍ବର୍ଗଦୂତକୁ ସଦାପ୍ରଭୁ ଉତ୍ତର ଦେଲେ। ସେ ମଙ୍ଗଳ ଓ ସାନ୍ତ୍ବନାମୂଳକ କଥା କହିଲେ।
Isaiah 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
Isaiah 62:11
ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ଏହ ଘାଷେଣା କରିଅଛନ୍ତି, ତୁମ୍ଭମାନେେ ସିୟୋନର କନ୍ଯାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି ; ଆଉ ଦେଖ, ତାଙ୍କ ପୁରସ୍କାର ତାହାଙ୍କ ସଙ୍ଗ ରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖ ରେ ଅଛି।
Isaiah 52:9
ହେ ୟିରୁଶାଲମର ଧ୍ବଂସାବଶଷେ ସ୍ଥାନସକଳ, ଉଚ୍ଚସ୍ବର ରେ ଆନନ୍ଦଧ୍ବନି କର। ଏକତ୍ର ଗାନ କର, କାରଣ ସଦାପ୍ରଭୁ ନିଜର ଲୋକମାନଙ୍କୁ ସାନ୍ତ୍ବନା କରିଅଛନ୍ତି ଓ ସେ ୟିରୁଶାଲମକୁ ମୁକ୍ତ କରିଅଛନ୍ତି।
Isaiah 35:3
ତୁମ୍ଭମାନେେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର।
Isaiah 12:1
ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'
Psalm 85:8
ସଦାପଭ୍ରୁ ପରମେଶ୍ବର ୟାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ୟେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସମାନେେ ପୁନର୍ବାର ମୂର୍ଖତା ଜୀବନୟାପନ କରିବା ପାଇଁ ଫରେି ନ ୟାଆନ୍ତୁ।
Nehemiah 8:10
ଆଉ ସେ ସମାନଙ୍କେୁ କହିଲେ, ଘରକୁ ୟାଅ, ଚିକ୍କଣ ଦ୍ରବ୍ଯ ଭୋଜନ କର, ସୁମିଷ୍ଟ ଦ୍ରବ୍ଯ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହାଇେ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ତୁମ୍ଭମାନେେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହବେ।
Isaiah 3:10
ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।
Isaiah 41:27
ଆମ୍ଭେ ସଦାପ୍ରଭୁ ଏବଂ ପ୍ରଥମେ ସିୟୋନକୁ କହିବା, ସମାନଙ୍କେୁ ଦେଖ। ଏବଂ ପୁଣି ୟିରୁଶାଲମକୁ ସୁସମାଚାର ଦଇେ ଆମ୍ଭେ ଜଣେ ଦୂତ ପଠାଇବା।'
Isaiah 50:10
ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।
Isaiah 57:15
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
Isaiah 60:1
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।
Hebrews 6:17
ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।