Amos 8:12 in Oriya

Oriya Oriya Bible Amos Amos 8 Amos 8:12

Amos 8:12
ଲୋକମାନେ ଗୋଟିଏ ସମୁଦ୍ରରୁ ଅନ୍ୟ ଗୋଟିଏ ସମୁଦ୍ର ପର୍ୟ୍ଯନ୍ତ ଏବଂ ଉତ୍ତର ଦିଗରୁ ପୂର୍ବ ଦିଗକୁ ଭ୍ରମଣ କରିବେ। ସମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଏଣତେଣେେ ଖାଜେି ବୁଲିବେ, ମାତ୍ର ତାହା ପାଇବେ ନାହିଁ।

Amos 8:11Amos 8Amos 8:13

Amos 8:12 in Other Translations

King James Version (KJV)
And they shall wander from sea to sea, and from the north even to the east, they shall run to and fro to seek the word of the LORD, and shall not find it.

American Standard Version (ASV)
And they shall wander from sea to sea, and from the north even to the east; they shall run to and fro to seek the word of Jehovah, and shall not find it.

Bible in Basic English (BBE)
And they will go wandering from sea to sea, and from the north even to the east, running here and there in search of the word of the Lord, and they will not get it.

Darby English Bible (DBY)
And they shall wander from sea to sea, and from the north to the east; they shall run to and fro to seek the word of Jehovah, and shall not find it.

World English Bible (WEB)
They will wander from sea to sea, And from the north even to the east; They will run back and forth to seek the word of Yahweh, And will not find it.

Young's Literal Translation (YLT)
And they have wandered from sea unto sea, And from north even unto east, They go to and fro to seek the word of Jehovah, And they do not find.

And
they
shall
wander
וְנָעוּ֙wĕnāʿûveh-na-OO
sea
from
מִיָּ֣םmiyyāmmee-YAHM
to
עַדʿadad
sea,
יָ֔םyāmyahm
north
the
from
and
וּמִצָּפ֖וֹןûmiṣṣāpônoo-mee-tsa-FONE
even
to
וְעַדwĕʿadveh-AD
the
east,
מִזְרָ֑חmizrāḥmeez-RAHK
fro
and
to
run
shall
they
יְשֽׁוֹטְט֛וּyĕšôṭĕṭûyeh-shoh-teh-TOO
to
seek
לְבַקֵּ֥שׁlĕbaqqēšleh-va-KAYSH

אֶתʾetet
the
word
דְּבַרdĕbardeh-VAHR
Lord,
the
of
יְהוָ֖הyĕhwâyeh-VA
and
shall
not
וְלֹ֥אwĕlōʾveh-LOH
find
יִמְצָֽאוּ׃yimṣāʾûyeem-tsa-OO

Cross Reference

2 Timothy 3:6
ଏମାନଙ୍କ ଭିତରୁ କେତଜେଣ ଘରକୁ ଘର ଯାଇ ଦୁର୍ବଳମନା ସ୍ତ୍ରୀମାନଙ୍କୁ ବଶୀଭୂତ କରିବେ। ସହେି ସ୍ତ୍ରୀ ଲୋକମାନେ ପାପରେ ପୂର୍ଣ୍ଣ। ସମସ୍ତ ପ୍ରକାର ମନ୍ଦ ଇଚ୍ଛା ଦ୍ବାରା ପରିଚାଳିତ ହେଉଥିବା ୟୋଗୁ ଏହି ସ୍ତ୍ରୀ ଲୋକମାନେ ପାପରେ ପଡ଼ନ୍ତି।

Proverbs 14:6
ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ।

Matthew 24:23
ସହେି ସମୟରେ କେତକେ ଲୋକ ତୁମ୍ଭକୁ କହିପାରନ୍ତି ' ଦେଖ, ଖ୍ରୀଷ୍ଟ ଏଠା ରେ ଅଛନ୍ତି' କି 'ଖ୍ରୀଷ୍ଟ ସଠାେରେ ଅଛନ୍ତି।' କିନ୍ତୁ ସମାନଙ୍କେୁ ବିଶ୍ବାସ କରିବ ନାହିଁ।

Matthew 11:25
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।

Romans 9:31
ଇଶ୍ରାୟେଲର ଲୋକେ ଧାର୍ମିକ ହବୋ ପାଇଁ ବ୍ଯବସ୍ଥା ପାଳନ କରି ମଧ୍ଯ କୃତକାର୍ୟ୍ଯ ହେଲେ ନାହିଁ।

Romans 11:7
ଇଶ୍ରା ଯେଲର ଲୋକେ ଯାହା ପାଇଁ ପରମେଶ୍ବରଙ୍କ ଠା ରେ ଧାର୍ମିକ ହବୋ ଚେଷ୍ଟା କରିଥିଲେ, କାନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ବରଙ୍କ ଦ୍ବାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ ହଇେ ପରମେଶ୍ବରଙ୍କ କଥା ଶୁଣିବା ପାଇଁ ମନା କଲେ।

Daniel 12:4
ମାତ୍ର ହେ ଦାନିୟେଲ, ତୁମ୍ଭେ ଶଷେକାଳ ପର୍ୟ୍ଯନ୍ତ ଏହି ବାକ୍ଯ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନକେ ଏଣତେଣେେ ପ୍ରକୃତ ଜ୍ଞାନର ଅନ୍ବଷେଣ କରିବେ ଓ ଜ୍ଞାନର ବୃଦ୍ଧି ହବେ।'

Matthew 12:30
ଯଦି କହେି ମାେ ସହିତ କାମ କରୁନାହିଁ, ତବେେ ସେ ମାେ ବିରୁଦ୍ଧ ରେ କାମ କରୁଛି।