Colossians 1:20
ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ବର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ବାରା ପରମେଶ୍ବର ଶାନ୍ତି ଆଣିଲେ।
Colossians 1:20 in Other Translations
King James Version (KJV)
And, having made peace through the blood of his cross, by him to reconcile all things unto himself; by him, I say, whether they be things in earth, or things in heaven.
American Standard Version (ASV)
and through him to reconcile all things unto himself, having made peace through the blood of his cross; through him, `I say', whether things upon the earth, or things in the heavens.
Bible in Basic English (BBE)
Through him uniting all things with himself, having made peace through the blood of his cross; through him, I say, uniting all things which are on earth or in heaven.
Darby English Bible (DBY)
and by him to reconcile all things to itself, having made peace by the blood of his cross -- by him, whether the things on the earth or the things in the heavens.
World English Bible (WEB)
and through him to reconcile all things to himself, by him, whether things on the earth, or things in the heavens, having made peace through the blood of his cross.
Young's Literal Translation (YLT)
and through him to reconcile the all things to himself -- having made peace through the blood of his cross -- through him, whether the things upon the earth, whether the things in the heavens.
| And, | καὶ | kai | kay |
| having made peace | δι' | di | thee |
| through | αὐτοῦ | autou | af-TOO |
| the | ἀποκαταλλάξαι | apokatallaxai | ah-poh-ka-tahl-LA-ksay |
| blood | τὰ | ta | ta |
| of his | πάντα | panta | PAHN-ta |
| εἰς | eis | ees | |
| cross, | αὐτόν | auton | af-TONE |
| by | εἰρηνοποιήσας | eirēnopoiēsas | ee-ray-noh-poo-A-sahs |
| him | διὰ | dia | thee-AH |
| to reconcile | τοῦ | tou | too |
| αἵματος | haimatos | AY-ma-tose | |
| all things | τοῦ | tou | too |
| unto | σταυροῦ | staurou | sta-ROO |
| himself; | αὐτοῦ | autou | af-TOO |
| by | δι' | di | thee |
| him, | αὐτοῦ | autou | af-TOO |
| I say, whether | εἴτε | eite | EE-tay |
| things be they | τὰ | ta | ta |
| in | ἐπὶ | epi | ay-PEE |
| τῆς | tēs | tase | |
| earth, | γῆς | gēs | gase |
| or | εἴτε | eite | EE-tay |
| things | τὰ | ta | ta |
| in | ἐν | en | ane |
| τοῖς | tois | toos | |
| heaven. | οὐρανοῖς | ouranois | oo-ra-NOOS |
Cross Reference
Ephesians 1:10
ପରମେଶ୍ବରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ସ୍ବର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ବରୂପ ହବେେ।
2 Corinthians 5:18
ଏହି ସବୁ ବିଷୟ ପରମେଶ୍ବରଙ୍କ ଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ବରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାଯିତ୍ବ ଆମ୍ଭମାନଙ୍କୁ ଦଇେଛନ୍ତି।
Colossians 1:21
ପୂର୍ବରୁ ତୁମ୍ଭେ ମନ୍ଦ କାମ କରିଥିବା କାରଣରୁ ପରମେଶ୍ବରଙ୍କ ବିରୋଧୀ ଥିଲ। ତୁମ୍ଭମାନେେ ମନ ରେ ପରମେଶ୍ବରଙ୍କ ଶତୃ ଥିଲ। ସେଥିପାଇଁ ପରମେଶ୍ବରଙ୍କଠାରୁ ଦୂ ରଇେ ଯାଉଥିଲ।
1 John 4:9
ଏହିପରି ଭାବରେ ପରମେଶ୍ବର ଆମ୍ଭକୁ ତାହାଙ୍କ ପ୍ ରମେ ଦଖାଇେଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ଯମ ରେ ଜୀବନ ପାଇପାରିବା।
Ephesians 2:13
ସେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଦୂର ରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ଥିବା ହତେୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହାଇେଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ତୁମ୍ଭେ ପରମେଶ୍ବରଙ୍କର ନିକଟତର ହାଇେଛ।
Isaiah 9:6
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'
Hebrews 2:17
ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।
Romans 5:1
ଆମ୍ଭର ବିଶ୍ବାସ ହତେୁ ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ସହିତ ଆମ୍ଭେ ଶାନ୍ତି ରେ ଅଛୁ। ବିଶ୍ବାସ ଦ୍ବାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ବରଙ୍କ ଅନୁଗ୍ରହର ଅଧୀନ କଲେ।
Zechariah 9:9
ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।
Psalm 85:10
ସ୍ନହପେୂର୍ଣ୍ଣ କରୁଣା ଓ ବିଶ୍ବସ୍ତତା ଦେଶକୁ ପ୍ରତ୍ଯାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।
Hebrews 13:20
ମୁଁ ଶାନ୍ତିର ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସା ରେ ତୁମ୍ଭମାନେେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରେତ୍ୟକକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ବର ହିଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନଃଜୀବିତ କରିଥିଲେ। ମହାନ୍ ମଷେପାଳକ ଯୀଶୁଙ୍କୁ ପରମେଶ୍ବର ତାହାଙ୍କ ରକ୍ତ ହତେୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନଚୁକ୍ତି ଚିରନ୍ତନ ଅଟେ।
Philippians 2:10
ଏପରି କରିବାର ଉଦ୍ଦେଶ୍ଯ ଥିଲା ଯେ ସ୍ବର୍ଗର, ପୃଥିବୀର ଓ ପାତାଳର ପ୍ରେତ୍ୟକକ ଲୋକ ଯେପରି ଯୀଶୁଙ୍କ ନାମ ଆଗ ରେ ମୁଣ୍ଡ ନୁଆଇଁବେ।
Ezekiel 45:17
ପୁଣି ପର୍ବ ଦିନ ରେ ; ଅମାବାସ୍ଯା ରେ ଓ ବିଶ୍ରାମବାରଗୁଡ଼ିକରେ ଇଶ୍ରାୟେଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହାମବେଳି, ଶସ୍ଯବଳି ଓ ପଯେ ନବୈେଦ୍ଯ ଓ ସହଭାଗିତାର ନବୈେଦ୍ଯ ଅଧିପତି ଦବେେ। ଅଧିପତି ଇଶ୍ରାୟେଲକୁ ପବିତ୍ର କରିବା ପାଇଁ ସମସ୍ତ ପାପାର୍ଥକ ବଳି, ଶସ୍ଯ ନବୈେଦ୍ଯ, ହାମବେଳି, ସହଭାଗିତାର ନବୈେଦ୍ଯ ଉତ୍ସର୍ଗ କରିବେ।
Acts 10:30
କର୍ଣ୍ଣୀଲିୟ କହିଲେ, ମୁଁ ଠିକ୍ ଚ଼ାରିଦିନ ଆଗରୁ ମାେ ଘ ରେ ଅପରାହ୍ନ ପ୍ରାୟ ତିନିଟା ବେଳେ ପ୍ରାର୍ଥାନା କରୁଥିଲି। ସେତବେେଳେ ହଠାତ୍ ଜଣେ ସ୍ବର୍ଗଦୂତ, ଉଜ୍ଜ୍ବଳ ଓ ଝଲସୁଥିବା ବସ୍ତ୍ର ପିନ୍ଧି ମାେ ସାମନା ରେ ଠିଆ ହାଇଗେଲେ।
Luke 2:14
ସ୍ବର୍ଗ ରେ ରହୁଥିବା ପରମେଶ୍ବରଙ୍କୁ ଜୟ ହେଉ ଏବଂ ଏ ପୃଥିବୀ ରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ବର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।
Micah 5:5
ସଠାେ ରେ ଶାନ୍ତି ବିରାଜିତ ହବେ। ଯଦି ଅଶୂରୀଯ ଗୋଷ୍ଠୀ ଆମ୍ଭ ଦେଶକୁ ଆସିବେ ଏବଂ ଆମ୍ଭ ରାଜ୍ଯକୁ ଆକ୍ରମଣ କରିବେ, ତବେେ ଆମ୍ଭେ ଇଶ୍ରାୟେଲର ସାତଜଣ ମଷେପାଳକ ଓ ଆଠଜଣ ପ୍ରଧାନ ଲୋକଙ୍କୁ ନିର୍ବାଚନ କରିବୁ।
Micah 5:2
କିନ୍ତୁ ହେ ବୈତ୍ଲହେମ୍-ଉଫ୍ରାଥା, ତୁମ୍ଭେ ଯିହୁଦାର ଗୋଟିଏ କ୍ଷୁଦ୍ରତମ ସହର ଅଟ। କିନ୍ତୁ ତୁମ୍ଭ ମଧ୍ଯରୁ ଇଶ୍ରାୟେଲର ଶାସନକର୍ତ୍ତା ହବୋ ନିମନ୍ତେ ଜଣେ ବ୍ଯକ୍ତି ଆମ୍ଭ ଉଦ୍ଦେଶ୍ଯ ରେ ଜନ୍ମ ହବେେ। ତାଙ୍କର ଉତ୍ପତ୍ତି ପୁରାତନ ତଥା ଅନାଦିକାଳରୁ ହାଇେଅଛି।