Ezekiel 22:14
ମୁଁ ଯେଉଁଦିନ ତୁମ୍ଭର ଶାସ୍ତି ବିଧାନ ପାଇଁ ବିଚାର କରିବି, ସଦେିନ ତୁମ୍ଭର ହୃଦଯ ଓ ଶକ୍ତି ସହିପାରିବ କି ? ମୁଁ ସଦାପ୍ରଭୁ ଏହା କହିଅଛି ଓ ଏହା ମୁଁ ସିଦ୍ଧ କରିବି।
Ezekiel 22:14 in Other Translations
King James Version (KJV)
Can thine heart endure, or can thine hands be strong, in the days that I shall deal with thee? I the LORD have spoken it, and will do it.
American Standard Version (ASV)
Can thy heart endure, or can thy hands be strong, in the days that I shall deal with thee? I, Jehovah, have spoken it, and will do it.
Bible in Basic English (BBE)
Will your heart be high or your hands strong in the days when I take you in hand? I the Lord have said it and will do it.
Darby English Bible (DBY)
Shall thy heart endure, shall thy hands be strong, in the days that I shall deal with thee? I Jehovah have spoken, and will do [it].
World English Bible (WEB)
Can your heart endure, or can your hands be strong, in the days that I shall deal with you? I, Yahweh, have spoken it, and will do it.
Young's Literal Translation (YLT)
Doth thy heart stand -- are thy hands strong, For the days that I am dealing with thee? I, Jehovah, have spoken and have done `it'.
| Can thine heart | הֲיַעֲמֹ֤ד | hăyaʿămōd | huh-ya-uh-MODE |
| endure, | לִבֵּךְ֙ | libbēk | lee-bake |
| or | אִם | ʾim | eem |
| hands thine can | תֶּחֱזַ֣קְנָה | teḥĕzaqnâ | teh-hay-ZAHK-na |
| be strong, | יָדַ֔יִךְ | yādayik | ya-DA-yeek |
| in the days | לַיָּמִ֕ים | layyāmîm | la-ya-MEEM |
| that | אֲשֶׁ֥ר | ʾăšer | uh-SHER |
| I | אֲנִ֖י | ʾănî | uh-NEE |
| shall deal | עֹשֶׂ֣ה | ʿōśe | oh-SEH |
| with thee? I | אוֹתָ֑ךְ | ʾôtāk | oh-TAHK |
| the Lord | אֲנִ֥י | ʾănî | uh-NEE |
| spoken have | יְהוָ֖ה | yĕhwâ | yeh-VA |
| it, and will do | דִּבַּ֥רְתִּי | dibbartî | dee-BAHR-tee |
| it. | וְעָשִֽׂיתִי׃ | wĕʿāśîtî | veh-ah-SEE-tee |
Cross Reference
Ezekiel 21:7
ଯେତବେେଳେ ସମାନେେ ପଚାରିବେ, 'ତୁମ୍ଭେ କାହିଁକି ଦୀର୍ଘନିଃଶ୍ବାସ ଛାଡ଼ୁଛ ?' ସେତବେେଳେ ତୁମ୍ଭେ କହିବ, 'ସମ୍ବାଦ ସକାେଶ, ତାହା ଆସୁଅଛି। ସେଥି ରେ ସମସ୍ତଙ୍କ ଆତ୍ମା ଭୟ ରେ ତରଳି ୟିବ ଓ ସମସ୍ତଙ୍କ ହସ୍ତ ଭୟ ରେ ଦୁର୍ବଳ ହବେ। ପ୍ରେତ୍ୟକକ ମନୁଷ୍ଯର ଆତ୍ମା ହତ ଉତ୍ସାହିତ ହବେ ଓ ସମସ୍ତଙ୍କ ଆଣ୍ଠୁ ଜଳପରି ହବେ।' ଏବଂ ଦେଖ, ସହେି ସମୟ ଆସୁଅଛି ଓ ତାହା ସିଦ୍ଧ ହବେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
Ezekiel 17:24
ତାହା ହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପା ରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପା ରେ। ପୁଣି ସତଜେ ବୃକ୍ଷକୁ ଶୁଷ୍କ କରିପା ରେ ଓ ଶୁଷ୍କ ବୃକ୍ଷକୁ ସତଜେ କରିପା ରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।
Ezekiel 24:14
ମୁଁ ସଦାପ୍ରଭୁ ଏହା କହିଅଛି, ଏହା ସିଦ୍ଧ ହବେ ଓ ମୁଁ ଏହା ସାଧନ କରିବି। ମୁଁ ପଛକୁ ଫରେିବି ନାହିଁ କିନ୍ତୁ ମୁଁ ଦୁଃଖ ପ୍ରକାଶ କରିବି ନାହିଁ। ଆଉ ମୁଁ ଦୟା ମଧ୍ଯ କରିବି ନାହିଁ। ମୁଁ ତୁମ୍ଭର ବିଚାର ଓ ଦଣ୍ଡ ତୁମ୍ଭର ଆଚରଣ ଏବଂ କୁକର୍ମ ଅନୁସାରେ କରିବି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
Hebrews 10:31
ଜୀବନ ପରମେଶ୍ବରଙ୍କ ହାତ ରେ ଜଣେ ପାପୀ ପଡ଼ିୟିବା, ଗୋଟିଏ ଭୟଙ୍କର କଥା।
1 Corinthians 10:22
ଆମ୍ଭେ କ'ଣ ପ୍ରଭୁଙ୍କୁ ବିରକ୍ତ କରିବାକୁ ଇଚ୍ଛା କରୁ ? ଆମ୍ଭେ କ'ଣ ତାହାଙ୍କଠାରୁ ଅଧିକ ବଳବାନ ? ନା !
Mark 13:31
ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାେ କହିଥିବା ବାକ୍ଯ କବେେ ହେଲେ ନଷ୍ଟ ହବେନାହିଁ।
Ezekiel 28:9
ତୁମ୍ଭେ କ'ଣ ତୁମ୍ଭ ଯାଜକ ସମ୍ମୁଖ ରେ ମୁଁ ପରମେଶ୍ବର ବୋଲି କହିବ ? କିନ୍ତୁ ତୁମ୍ଭେ ନିଜ ଘାତକ ନିକଟରେ ତୁମ୍ଭେ ଜଣେ ମନୁଷ୍ଯ ମାତ୍ର, ପରମେଶ୍ବର ନୁହଁ।
Jeremiah 13:21
ତୁମ୍ଭମାନେେ କ'ଣ କହିବ ଯେତବେେଳେ ସଦାପ୍ରଭୁ ସହେି ଲୋକମାନଙ୍କୁ ତୁମ୍ଭମାନଙ୍କ ଉପ ରେ ନିୟୁକ୍ତି କରିବେ ଯେଉଁମାନଙ୍କୁ ତୁମ୍ଭର ମିତ୍ର ହବୋ ପାଇଁ ଶିକ୍ଷା ଦିଆୟାଇଥିଲା। ପ୍ରସବ କାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ତୁମ୍ଭମାନେେ ଅନୁଭବ କରିବ, ନୁହେଁ କି ?
Isaiah 45:9
ଯେ ନିଜର ସୃଷ୍ଟିକର୍ତ୍ତାଙ୍କ ବିରୋଧ ରେ ୟାଏ ସେ ସନ୍ତାପର ପାତ୍ର। ଗୋଟିଏ ଭଗ୍ନ ପାତ୍ରର ତୁମ୍ଭେ ଏକ ଖପରା ସଦୃଶ। ମୃତ୍ତିକା କ'ଣ ତା'ର ନିର୍ମାଣକର୍ତ୍ତା ସହ ୟୁକ୍ତି କରିବ, ମାେତେ କାହିଁକି ନିର୍ମାଣ କରୁଛ ?' ସହେିପରି ତୁମ୍ଭର କର୍ମ କ'ଣ କହିବ ତୁମ୍ଭର ହାତ ନାହିଁ।
Isaiah 31:3
ମିଶରୀଯମାନେ ଶରୀରଧାରୀ ମାନବ କିନ୍ତୁ ପରମେଶ୍ବର ନିହଁନ୍ତି। ସମାନଙ୍କେର ଅଶ୍ବଗଣ ମାଂସରୁ ଏବଂ ହାତରୁ ତିଆରି ମାତ୍ର ଆତ୍ମା ନୁହଁନ୍ତି। ସଦାପ୍ରଭୁ ଯେତବେେଳେ ତାଙ୍କର ହସ୍ତ ପ୍ରସାରଣ କରିବେ, ସମର୍ଥକମାନେ ଝୁଣ୍ଟି ପଡ଼ିବେ। ସାହାୟ୍ଯ ପ୍ରାପ୍ତ ବ୍ଯକ୍ତିର ମଧ୍ଯ ପତନ ଘଟିବ। ଉଭୟ ଏକତ୍ର ଧ୍ବଂସ ହବେେ।
Job 40:9
ତୁମ୍ଭର ବାହୁ କ'ଣ ପରମେଶ୍ବରଙ୍କ ବାହୁ ତୁଲ୍ଯ ? ତୁମ୍ଭର କ'ଣ ପରମେଶ୍ବରଙ୍କ ଭଳି କଣ୍ଠସ୍ବର ରହିଛି। ଯାହାକି ଘଡ଼ଘଡ଼ି ପରି ଗର୍ଜ୍ଜନ କରିପା ରେ।
1 Samuel 15:29
ସଦାପ୍ରଭୁ ହେଉଛନ୍ତି ଇଶ୍ରାୟେଲର ପରମେଶ୍ବର। ସଦାପ୍ରଭୁ ସବୁଦିନ ପାଇଁ ଏହିଠା ରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ଯକ୍ତି ନକ୍ସ୍ଟହଁନ୍ତି ଯେ କି ତାଙ୍କର ମତ ବଦଳାଇ ଦବେେ।
Ezekiel 5:13
ତା'ପ ରେ ସମାନଙ୍କେ ବିରୁଦ୍ଧ ରେ ଆମ୍ଭର କୋରଧ ଶଷେ ହବେ ଓ ଆମ୍ଭର କୋପ ଶାନ୍ତ ହବେ। ଏବଂ ସମାନଙ୍କେ ଉପ ରେ ପ୍ରତିଶାଧେ ନଇେଥିବାରୁ ଆମ୍ଭେ ନିଜେ ଆଶ୍ବସ୍ତ ହବୋ। ତା'ପ ରେ ଯେତବେେଳେ ସମାନଙ୍କେ ଉପରୁ ମାରେ କୋରଧ ଦୂ ରଇେ ୟିବ, ସମାନେେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା କୋର୍ଧ ସମାନଙ୍କେ ବିରୁଦ୍ଧ ରେ କହିଅଛୁ।