Galatians 3:2
ତୁମ୍ଭମାନେେ ମାେତେ ଗୋଟିଏ କଥା କୁହ : ତୁମ୍ଭମାନେେ ପବିତ୍ର ଆତ୍ମାଙ୍କୁ କିପରି ଭାବେ ଗ୍ରହଣ କରିଥିଲ ? କ'ଣ ତୁମ୍ଭମାନେେ ବ୍ଯବସ୍ଥା ପାଳନ କରି ଆତ୍ମାଙ୍କୁ ପାଇଥିଲ ? ନା! ତୁମ୍ଭମାନେେ ସୁସମାଚାର ଶୁଣି ଓ ବିଶ୍ବାସ କରି ପବିତ୍ର ଆତ୍ମାଙ୍କୁ ସ୍ବୀକାର କରିଥିଲ।
Galatians 3:2 in Other Translations
King James Version (KJV)
This only would I learn of you, Received ye the Spirit by the works of the law, or by the hearing of faith?
American Standard Version (ASV)
This only would I learn from you. Received ye the Spirit by the works of the law, or by the hearing of faith?
Bible in Basic English (BBE)
Give me an answer to this one question, Did the Spirit come to you through the works of the law, or by the hearing of faith?
Darby English Bible (DBY)
This only I wish to learn of you, Have ye received the Spirit on the principle of works of law, or of [the] report of faith?
World English Bible (WEB)
I just want to learn this from you. Did you receive the Spirit by the works of the law, or by hearing of faith?
Young's Literal Translation (YLT)
this only do I wish to learn from you -- by works of law the Spirit did ye receive, or by the hearing of faith?
| This | τοῦτο | touto | TOO-toh |
| only | μόνον | monon | MOH-none |
| would | θέλω | thelō | THAY-loh |
| I learn | μαθεῖν | mathein | ma-THEEN |
| of | ἀφ' | aph | af |
| you, | ὑμῶν· | hymōn | yoo-MONE |
| Received ye | ἐξ | ex | ayks |
| the | ἔργων | ergōn | ARE-gone |
| Spirit | νόμου | nomou | NOH-moo |
| by | τὸ | to | toh |
| the works | πνεῦμα | pneuma | PNAVE-ma |
| of the law, | ἐλάβετε | elabete | ay-LA-vay-tay |
| or | ἢ | ē | ay |
| by | ἐξ | ex | ayks |
| the hearing | ἀκοῆς | akoēs | ah-koh-ASE |
| of faith? | πίστεως | pisteōs | PEE-stay-ose |
Cross Reference
Galatians 3:14
ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ଯ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ବାସ ଦ୍ବାରା ଆମ୍ଭେ ସମସ୍ତେ ସହେି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇପାରିବା।
Acts 19:2
ପାଉଲ ସମାନଙ୍କେୁ ପଚ଼ାରିଲେ, ତୁମ୍ଭମାନେେ ବିଶ୍ବାସୀ ହେଲା ବେଳେ ପବିତ୍ର ଆତ୍ମାଙ୍କୁ ପ୍ରାପ୍ତ ହାଇେଥିଲ କି?
Acts 15:8
ପରମେଶ୍ବର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସହେି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ବର ଆମ୍ଭକୁ ଯେପରି ପବିତ୍ର ଆତା୍ମଙ୍କୁ ଦାନ କରିଥିଲେ, ସହେିପରି ସମାନଙ୍କେୁ ମଧ୍ଯ ପବିତ୍ର ଆତ୍ମା ଦାନ କରିଅଛନ୍ତି।
Acts 2:38
ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।
Hebrews 6:4
ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦଲୋ ପରେ କ'ଣ ତୁମ୍ଭମାନେେ ସମାନଙ୍କେ ଜୀବନ କବେେ ପରିବର୍ତ୍ତନ କରି ପାରିବ ? ଯେଉଁମାନେ ସତ୍ଯର ଶିକ୍ଷା ପାଇ ସାରିଛନ୍ତି ମୁଁ ସମାନଙ୍କେୁ ଏହା କହୁଛି। ସମାନେେ ପରମେଶ୍ବରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ର ଆତ୍ମାଙ୍କ ସହଭାଗୀ ହାଇେଛନ୍ତି।
Hebrews 2:4
କର୍ମ ଦ୍ବାରା ପରମେଶ୍ବର ମଧ୍ଯ ଏହାର ପ୍ରମାଣ ଦେଲେ। ପରମେଶ୍ବର ଆପଣା ଇଚ୍ଛାନୁସା ରେ ପବିତ୍ର ଆତ୍ମାଙ୍କ ଅନ୍ଯାନ୍ଯ ଦାନ ଦ୍ବାରା ଏହା ପ୍ରମାଣିତ କରିଅଛନ୍ତି।
Ephesians 1:13
ତୁମ୍ଭମାନଙ୍କ ପାଇଁ ମୁକ୍ତି ଆଣି ଦେଉଥିବା ସୁସମାଚାରର ସତ୍ଶିକ୍ଷା ତୁମ୍ଭେ ଶୁଣିଲ। ସୁସମାଚାର ଶୁଣିଲା ପରେ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କଲ। ପରମେଶ୍ବର ପବିତ୍ର ଆତ୍ମାଙ୍କୁ ପ୍ରଦାନ କରି ତୁମ୍ଭ ଉପରେ ତାହାଙ୍କର ବିଶଷେ ଚିହ୍ନ ଦଇେ ଚିହ୍ନିତ କଲେ। ଏହା କରିବା ଦ୍ବାରା ସେ ଆଗରୁ ଦଇେଥିବା ପ୍ରତିଶୃତି ରକ୍ଷା କରିଥିଲେ।
Galatians 3:5
ସେ ସବୁ ବିଫଳ ହାଇେ ନାହିଁ। ତୁମ୍ଭମାନେେ ବ୍ଯବସ୍ଥା ପାଳନ କର ବୋଲି କ'ଣ ପରମେଶ୍ବର ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି? ନା! ତୁମ୍ଭମାନଙ୍କ ମଧିଅରେ ପରମେଶ୍ବର ଯେଉଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି, ତାହା କଣ ବ୍ଯବସ୍ଥା ପାଳନ ପାଇଁ କରାଯାଇଥିଲା? ନା! ବରଂ ତୁମ୍ଭମାନେେ ସୁସମାଚାର ଶୁଣି ସଗେୁଡ଼ିକରେ ବିଶ୍ବାସ କଲ ବୋଲି, ପରମେଶ୍ବର ତୁମ୍ଭମାନଙ୍କୁ ତାଙ୍କର ଆତ୍ମା ପ୍ରଦାନ କରି ତୁମ୍ଭମାନଙ୍କ ମଧିଅରେ ଆଶ୍ଚର୍ୟ୍ଯଜନକ କର୍ମମାନ କରିଛନ୍ତି।
Romans 10:16
ମାତ୍ର ସମସ୍ତେ ସୁମାଗ୍ଭରକୁ ଗ୍ରହଣ କରି ନାହାଁନ୍ତି। ୟିଶାଇୟ କହନ୍ତି: ହେ ପ୍ରଭୁ, ଆମ୍ଭ ଉପଦେଶ ଗୁଡିକ କିଏ କ'ଣ ବିଶ୍ବାସ କଲା?
Acts 11:15
ମୁଁ କହିବାକୁ ଆରମ୍ଭ କଲା ମାତ୍ ରେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମ ରେ ଓହ୍ଲାଇ ଆସିଥିଲେ।
Acts 10:44
ପିତର ଏହିକଥା କହିବା ସମୟରେ ସୁସମାଚ଼ାର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ର ଆତ୍ମା ଓହ୍ଲାଇ ଆସିଲେ।
Acts 8:15
ପିତର ଓ ଯୋହନ ସଠାେରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସମାନେେ ପବିତ୍ର ଆତ୍ମାଙ୍କୁ ଗ୍ରହଣ କରି ପାରିବେ।
Romans 1:17
ପରମେଶ୍ବର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ବାସ ରେ ଶଷେ ହୁଏ। ଯେପରି ଧର୍ମଶାସ୍ତ୍ର ରେ କୁହା ଯାଇଛି, ବିଶ୍ବାସ ଦ୍ବାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।
1 Peter 1:12
ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।
1 Corinthians 12:7
ପ୍ରେତ୍ୟକକ ଲୋକଠା ରେ ଆତ୍ମାର ବିଶଷେ ଗୁଣ ଗୁଡ଼ିକ ଦେଖିବାକୁ ମିଳେ।