Genesis 21:8
ଯେ ତବେଳେ ଇସ୍ହାକ ୟଥେଷ୍ଟ ବଡ଼ ହେଲ ଖାଦ୍ୟ ଖାଇବା ଆରମ୍ଭ କଲେ। ତେଣୁ ଅବ୍ରହାମ ଏକ ବିରାଟ ଭୋଜିର ଆଯୋଜନ କଲେ।
Genesis 21:8 in Other Translations
King James Version (KJV)
And the child grew, and was weaned: and Abraham made a great feast the same day that Isaac was weaned.
American Standard Version (ASV)
And the child grew, and was weaned. And Abraham made a great feast on the day that Isaac was weaned.
Bible in Basic English (BBE)
And when the child was old enough to be taken from the breast, Abraham made a great feast.
Darby English Bible (DBY)
And the child grew, and was weaned. And Abraham made a great feast on the day that Isaac was weaned.
Webster's Bible (WBT)
And the child grew, and was weaned: and Abraham made a great feast the day that Isaac was weaned.
World English Bible (WEB)
The child grew, and was weaned. Abraham made a great feast on the day that Isaac was weaned.
Young's Literal Translation (YLT)
And the lad groweth, and is weaned, and Abraham maketh a great banquet in the day of Isaac's being weaned;
| And the child | וַיִּגְדַּ֥ל | wayyigdal | va-yeeɡ-DAHL |
| grew, | הַיֶּ֖לֶד | hayyeled | ha-YEH-led |
| weaned: was and | וַיִּגָּמַ֑ל | wayyiggāmal | va-yee-ɡa-MAHL |
| and Abraham | וַיַּ֤עַשׂ | wayyaʿaś | va-YA-as |
| made | אַבְרָהָם֙ | ʾabrāhām | av-ra-HAHM |
| great a | מִשְׁתֶּ֣ה | mište | meesh-TEH |
| feast | גָד֔וֹל | gādôl | ɡa-DOLE |
| the same day | בְּי֖וֹם | bĕyôm | beh-YOME |
that | הִגָּמֵ֥ל | higgāmēl | hee-ɡa-MALE |
| Isaac | אֶת | ʾet | et |
| was weaned. | יִצְחָֽק׃ | yiṣḥāq | yeets-HAHK |
Cross Reference
Genesis 19:3
କିନ୍ତୁ ଲୋଟ ସମାନଙ୍କେୁ ତାଙ୍କର ଗୃହକୁ ୟିବା ପାଇଁ ବାରମ୍ବାର ଅନୁ ରୋଧ କଲେ। ତେଣୁ ସ୍ବର୍ଗଦୂତଗଣ ତାଙ୍କ ଗୃହକୁ ୟିବା ପାଇଁ ରାଜି ହେଲେ। ଲୋଟ ସମାନଙ୍କେୁ କିଛି ଦ୍ରାକ୍ଷାରସ ପିଇବାକୁ ଦେଲେ। ଲୋଟ ସମାନଙ୍କେ ପାଇଁ କିଛି ଖମୀର ଶୂନ୍ଯ ରୋଟୀ ପ୍ରସ୍ତୁତ କଲେ ଓ ସମାନେେ ତାହା ଗ୍ରହଣ କଲେ।
Psalm 131:2
ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ। ଏକ ଶିଶୁ ତା’ର ମା କୋଳରେ ଥିବାପରି ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
Esther 1:3
ଆପଣା ଅଧିକାରର ତୃତୀୟ ବର୍ଷ ରେ ଆପଣାର ସବୁ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କଲେ। ତହିଁରେ ପାରସ୍ଯ ଓ ମାଦିଯା ଦେଶର ବିକ୍ରମି ଲୋକମାନେ ଏବଂ କୂଳୀନ ଓ ପ୍ରଦଶାଧେିପତିମାନେ ତାଙ୍କର ସାକ୍ଷାତ ରେ ଉପସ୍ଥିତ ହେଲେ।
1 Kings 3:15
ତା'ପରେ ଶଲୋମନ ଜାଗ୍ରତ ହେଲେ ଓ ଜାଣିଲେ ଯେ ପରମେଶ୍ବର ତାଙ୍କୁ ସ୍ବପ୍ନାଦେଶ କରଛନ୍ତି। ତେଣୁ ସେ ୟିରୁଶାଲମକୁ ୟାଇ ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସମ୍ମୁଖ ରେ ଦଣ୍ତାଯମାନ ହାଇେ ହାମବେଳି ଉତ୍ସର୍ଗ କଲେ ଓ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ନିଜର କର୍ମଗ୍ଭରୀ ଓ ଅନୁଚରମାନଙ୍କୁ ଏକ ଭୋଜି ଦେଲେ।
2 Samuel 3:20
ତା'ପରେ ଅବ୍ନର ଦାଉଦଙ୍କ ପାଖକକ୍ସ୍ଟ ହିବ୍ରୋଣକକ୍ସ୍ଟ ଆସିଲେ। ଅବ୍ନର ତାଙ୍କ ସହିତ କୋଡିଏ ଜଣ ଲୋକଙ୍କକ୍ସ୍ଟ ସାଙ୍ଗ ରେ ଆଣିଥିଲେ। ଅବନର ଓ ତାଙ୍କ ସହିତ ଆସିଥିବା ଲୋକମାନଙ୍କୁ ଏକ ଭୋଜି ଦେଲେ।
1 Samuel 25:36
ଯେତବେେଳେ ଅବୀଗଲ ନାବଲ ନିକଟକକ୍ସ୍ଟ ଆସିଲା। ସେତବେେଳେ ସେ ଦେଖିଲା ସେ ନିଜ ଘ ରେ ରାଜ ଭୋଜନ ପରି ଭୋଜନ କରୁଥିଲା, ନାବଲ୍ ଅତିଶଯ ମଦ୍ଯପାନ କରିଥିଲା ଓ ତା'ର ମନ ଅତ୍ଯନ୍ତ ଖକ୍ସ୍ଟସିଥିଲା। ଏହି ହତେକ୍ସ୍ଟ ସେ ସକାଳ ପର୍ୟ୍ଯନ୍ତ କୌଣସି କଥା ଜଣାଇଲା ନାହିଁ।
1 Samuel 1:22
କିନ୍ତୁ ହାନ୍ନା ଗଲାନାହିଁ, ଏବଂ ସେ ଆପଣା ସ୍ବାମୀକକ୍ସ୍ଟ କହିଲା, ବାଳକ ସ୍ତନପାନ ଛାଡିଲା ପରେ ମୁ ତାକକ୍ସ୍ଟ ନଇୟିବେି। ତା'ପରେ ସେ ସଦାପ୍ରଭୁଙ୍କର ସାକ୍ଷାତ ରେ ଉପସ୍ଥିତ ହବେ ଓ ସଠାେରେ ସର୍ବଦା ରହିବ।
Judges 14:12
ଏହାପରେ ଶାମ୍ଶାେନ୍ ସହେି ତିରିଶ ଜଣ ଲୋକମାନଙ୍କୁ କହିଲେ, ମୁ ତୁମ୍ଭକୁ ଏକ ରହସ୍ଯାବୃତ ପ୍ରଶ୍ନ କହିବାକକ୍ସ୍ଟ ଗ୍ଭ ହେଁ। ତୁମ୍ଭମାନେେ ଯବେେ ଏହି ଭୋଜିର ସାତଦିନ ମଧିଅରେ ତହିଁର ଅର୍ଥ ବାହାର କରି ମାେତେ ଜଣାଇବ। ତବେେ ତୁମ୍ଭମାନଙ୍କୁ ମୁ ତିରିଶ ରେଶମବସ୍ତ୍ର ଓ ତିରିଶ ୟୋଡା ପୋଷାକ ଦବେି।
Judges 14:10
ଶାମ୍ଶୋନଙ୍କର ପିତା ସହେି ପଲେଷ୍ଟୀୟ ସ୍ତ୍ରୀ ଲୋକଟିକକ୍ସ୍ଟ ଦେଖିବାକକ୍ସ୍ଟ ଗଲେ। ଏପରି ପ୍ରଥା ଥିଲା ଯେ ଯେଉଁଥିପାଇଁ ସମାନେେ ସଠାେରେ ଏକ ଭୋଜି ଦେଲେ।
Genesis 40:20
ଏହାପରେ ତୃତୀୟ ଦିନ ରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହବୋରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜନ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତ ରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
Genesis 29:22
ତେଣୁ ଲାବନ ସଠାେକାର ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ।
Genesis 26:30
ତେଣୁ ଇସ୍ହାକ ତାଙ୍କୁ ଏକ ଭୋଜି ଦେଲେ। ସମାନେେ ସମସ୍ତେ ଖାଇଲେ ଓ ପିଇଲେ।
Hosea 1:8
ଗୋମର ଲୋ-ରୁହାମାଙ୍କ ସବୋ ଶଷେ କଲାପ ରେ ସେ ପୁନର୍ବାର ଗର୍ଭବତୀ ହେଲେ। ସେ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ଦେଲେ।