Genesis 6:18
ମୁଁ ତୁମ୍ଭ ସହିତ ଏକ ଗୁରୁତ୍ବପୂର୍ଣ୍ଣ ଚୁକ୍ତି କରିବି। ଏବଂ ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ।
Genesis 6:18 in Other Translations
King James Version (KJV)
But with thee will I establish my covenant; and thou shalt come into the ark, thou, and thy sons, and thy wife, and thy sons' wives with thee.
American Standard Version (ASV)
But I will establish my covenant with thee; and thou shalt come into the ark, thou, and thy sons, and thy wife, and thy sons' wives with thee.
Bible in Basic English (BBE)
But with you I will make an agreement; and you will come into the ark, you and your sons and your wife and your sons' wives with you.
Darby English Bible (DBY)
But with thee will I establish my covenant; and thou shalt go into the ark, thou, and thy sons, and thy wife, and thy sons' wives with thee.
Webster's Bible (WBT)
But with thee will I establish my covenant: and thou shalt come into the ark, thou, and thy sons, and thy wife, and thy sons' wives with thee.
World English Bible (WEB)
But I will establish my covenant with you. You shall come into the ark, you, your sons, your wife, and your sons' wives with you.
Young's Literal Translation (YLT)
`And I have established My covenant with thee, and thou hast come in unto the ark, thou, and thy sons, and thy wife, and thy son's wives with thee;
| But with | וַהֲקִמֹתִ֥י | wahăqimōtî | va-huh-kee-moh-TEE |
| thee will I establish | אֶת | ʾet | et |
| בְּרִיתִ֖י | bĕrîtî | beh-ree-TEE | |
| covenant; my | אִתָּ֑ךְ | ʾittāk | ee-TAHK |
| and thou shalt come | וּבָאתָ֙ | ûbāʾtā | oo-va-TA |
| into | אֶל | ʾel | el |
| ark, the | הַתֵּבָ֔ה | hattēbâ | ha-tay-VA |
| thou, | אַתָּ֕ה | ʾattâ | ah-TA |
| and thy sons, | וּבָנֶ֛יךָ | ûbānêkā | oo-va-NAY-ha |
| wife, thy and | וְאִשְׁתְּךָ֥ | wĕʾištĕkā | veh-eesh-teh-HA |
| and thy sons' | וּנְשֵֽׁי | ûnĕšê | oo-neh-SHAY |
| wives | בָנֶ֖יךָ | bānêkā | va-NAY-ha |
| with | אִתָּֽךְ׃ | ʾittāk | ee-TAHK |
Cross Reference
Genesis 7:7
ନୋହ ଏବଂ ତା'ର ପରିବାର ବନ୍ଯାରୁ ରକ୍ଷାପାଇବା ନିମିତ୍ତ ଜାହାଜ ମଧ୍ଯକୁ ଗଲେ। ଜାହାଜ ରେ ନୋହ, ତା'ର ସ୍ତ୍ରୀ, ପୁତ୍ର ଓ ପୁତ୍ରବଧୂମାନେ ଥିଲେ।
Genesis 17:7
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।
Genesis 7:13
ହାମ ଓ ଯଫେତ୍ ନୋହଙ୍କର ପୁତ୍ରମାନେ ଆଉ ସମାନଙ୍କେର ସ୍ତ୍ରୀ ଓ ନୋହର ସ୍ତ୍ରୀ ଜାହାଜ ରେ ପ୍ରବେଶ କଲେ।
Genesis 7:1
ଏହାପରେ ସଦାପ୍ରଭୁ ନୋହଙ୍କୁ କହିଲେ, ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧିଅରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହାଇେ ଜାହା ରେ ପ୍ରବେଶ କଲ।
2 Peter 2:5
ଅତି ପୂର୍ବକାଳ ରେ ରହୁଥିବା ମନ୍ଦ ଲୋକଙ୍କୁ ପରମେଶ୍ବର ଦଣ୍ଡ ଦଇେଥିଲେ। ପରମେଶ୍ବର ଆପଣା ବିରୋଧୀ ଲୋକମାନଙ୍କ ପାଇଁ ଏକ ପ୍ରଳୟଙ୍କାରୀ ବନ୍ଯା ଆଣିଥିଲେ। କିନ୍ତୁ ପରମେଶ୍ବର ନୋହ ଓ ତାହାଙ୍କ ସହ୍ଯ ଅନ୍ୟ ସାତଜଣଙ୍କୁ ସହେି ପ୍ରଳୟଙ୍କାରୀ ବନ୍ଯାରୁ ରକ୍ଷା କରିଥିଲେ। ଲୋକମାନଙ୍କୁ ନୋହ ଉତ୍ତମ ଜୀବନ କାଟିବାକୁ ଉପଦେଶ ଦେଉଥିଲେ।
1 Peter 3:20
ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ବରଙ୍କ ଅବାଧ୍ଯ ହାଇେଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ୟ୍ଯନ୍ତ ପରମେଶ୍ବର ର୍ଧୈୟ୍ଯ ସହିତ ଅପେକ୍ଷା କରୁଥିଲେ। ସହେି ଜାହାଜ ରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇପାରିଲେ।
Hebrews 11:7
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।
Isaiah 26:20
ହେ ମାରେ ଲୋକମାନେ, ତୁମ୍ଭମାନେେ ଅନ୍ତରାଳଯ ରେ ପ୍ରବେଶ କରି ଦ୍ବାର ରୁଦ୍ଧ କର। ପରମେଶ୍ବରଙ୍କ କୋର୍ଧ ଶାନ୍ତ ହବୋ ପର୍ୟ୍ଯନ୍ତ ଅଳ୍ପସମୟ ନିଜକୁ ଲୁଚାଅ।
Genesis 17:21
କିନ୍ତୁ ମାରେ ଚୁକ୍ତି ଇସ୍ହାକ ସହିତ ହବେ। ସାରା ଇସ୍ହାକକୁ ଜନ୍ମ ଦବେ। ଆସନ୍ତା ବର୍ଷ ଏହି ସମୟରେ ଇସ୍ହାକ ଜନ୍ମ ନବେ।
Genesis 17:4
ଏହା ହେଉଛି ତୁମ୍ଭ ସହିତ ମାରଚେୁକ୍ତିର ଏକ ଅଂଶ। ମୁଁ ତୁମ୍ଭକୁ ବହୁଜାତିର ପିତା କରିବି।
Genesis 9:9
ମୁଁ ବର୍ତ୍ତମାନ ତୁମ୍ଭ ପାଇଁ ଏବଂ ତୁମ୍ଭ ପରେ ରହୁଥିବା ଲୋକମାନଙ୍କ ପାଇଁ ପ୍ରତିଜ୍ଞା କରୁଛି।