Hosea 7:9 in Oriya

Oriya Oriya Bible Hosea Hosea 7 Hosea 7:9

Hosea 7:9
ଇଫ୍ରଯିମ, ଜାଣେ ନାହିଁ ତା'ର ଶକ୍ତି ବିଦେଶୀମାନଙ୍କ ଦ୍ବାରା ନିସ୍ତଜେ ହାଇୟୋଇଛି। ତା'ର ବୃଦ୍ଧାବସ୍ଥା ଆସୁଛି ବୋଲି ସେ ଜାଣେ ନାହିଁ।

Hosea 7:8Hosea 7Hosea 7:10

Hosea 7:9 in Other Translations

King James Version (KJV)
Strangers have devoured his strength, and he knoweth it not: yea, gray hairs are here and there upon him, yet he knoweth not.

American Standard Version (ASV)
Strangers have devoured his strength, and he knoweth `it' not: yea, gray hairs are here and there upon him, and he knoweth `it' not.

Bible in Basic English (BBE)
Men from other lands have made waste his strength, and he is not conscious of it; grey hairs have come on him here and there, and he has no knowledge of it.

Darby English Bible (DBY)
Strangers have devoured his strength, and he knoweth [it] not; yea, gray hairs are here and there upon him, and he knoweth [it] not.

World English Bible (WEB)
Strangers have devoured his strength, And he doesn't realize it. Indeed, gray hairs are here and there on him, And he doesn't realize it.

Young's Literal Translation (YLT)
Devoured have strangers his power, And he hath not known, Also old age hath sprinkled `itself' on him, And he hath not known.

Strangers
אָכְל֤וּʾoklûoke-LOO
have
devoured
זָרִים֙zārîmza-REEM
his
strength,
כֹּח֔וֹkōḥôkoh-HOH
he
and
וְה֖וּאwĕhûʾveh-HOO
knoweth
לֹ֣אlōʾloh
it
not:
יָדָ֑עyādāʿya-DA
yea,
גַּםgamɡahm
hairs
gray
שֵׂיבָה֙śêbāhsay-VA
are
here
and
there
זָ֣רְקָהzārĕqâZA-reh-ka
he
yet
him,
upon
בּ֔וֹboh
knoweth
וְה֖וּאwĕhûʾveh-HOO
not.
לֹ֥אlōʾloh
יָדָֽע׃yādāʿya-DA

Cross Reference

Hosea 8:7
ଇଶ୍ରାୟେଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସମାନେେ ବାଯୁ ରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସମାନେେ କବଳେ ହିଁ ଦୁଃଖ ପାଇବେ। ସମାନେେ ଘୂର୍ଣ୍ଣିବାତ୍ଯାକୁ ନିମନ୍ତ୍ରଣ କଲେ। ଜମି ରେ ଉତ୍ପନ୍ନ ହେଉଥିବା ଶସ୍ଯ ଖାଦ୍ୟ ଯୋଗଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତବେେ ତାକୁ ଅଜଣା ଲୋକ ଭକ୍ଷଣ କରିବେ।

2 Kings 13:3
ଏଥି ରେ ସଦାପ୍ରଭୁ ଇଶ୍ରାୟେଲ ବିରୁଦ୍ଧ ରେ କୋର୍ଧାନ୍ବିତ ହେଲେ। ତେଣୁ ସେ ଅରାମର ରାଜା ହସାଯଲେ ଓ ତାଙ୍କର ପୁତ୍ର ବିନ୍ହଦଦ୍ ଶାସନର ଅଧିନ ରେ ଇଶ୍ରାୟେଲକୁ ଦିର୍ଘ ସମୟ ପାଇଁ ଦେଲେ।

2 Kings 13:22
ଯିହାୟୋଦାରହସଙ୍କ ରାଜତ୍ବ କାଳର ସମସ୍ତ ସମୟ ଅରାମର ରାଜା ହସାଯଲେ ଇଶ୍ରାୟେଲର କ୍ଲେଶର କାରଣ ହେଲେ।

2 Kings 15:19
ଅଶୂରର ରାଜା ପୂଲ୍ ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିବାରୁ ମନ ହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1,000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ଯ ସୁଦୃଢ କରିବାକୁ ତାଙ୍କୁ ସାହାର୍ୟ୍ଯ କରିବେ।

Proverbs 23:35
ତୁମ୍ଭେ କହିବ, ସମାନେେ ମାେତେ ମାରିଲେ, ମାତ୍ର ମାରେ କ୍ଷତି ହାଇେ ନାହିଁ। ସମାନେେ ମାେତେ ପ୍ରହାର କଲେ ମାତ୍ର ମୁଁ କିଛି ଜାଣି ନାହିଁ। ମୁଁ ବର୍ତ୍ତମାନ ଉଠିପାରିବି ନାହିଁ। ମୁଁ ଆଉ ପିଇବା ପାଇଁ ଚା ହେଁ।

Isaiah 1:7
ତୁମ୍ଭମାନଙ୍କର ଦେଶ ଧ୍ବଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନି ରେ ଭସ୍ମିଭୂତ ହାଇେଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ବାରା ଅଧିକୃତ। ସୈନ୍ଯବାହିନୀ ଦ୍ବାରା ଦେଶ ଧ୍ବଂସ ହେଲା ପରି ତୁମ୍ଭର ଦେଶ ଧ୍ବଂସ ହାଇୟୋଇଛି।

Isaiah 42:22
ଏହି ଲୋକମାନଙ୍କୁ ଦେଖ। ସମାନେେ ଅପହୃତ ଓ ଲୁଣ୍ଠିତ। ସମାନେେ ଗର୍ଭ ରେ ପାଶବଦ୍ଧ ଓ କାରାଗାର ରେ ଲୁଚା ୟାଇଛନ୍ତି। ସମାନଙ୍କେର ଧନ ଲୁଣ୍ଠିତ ହାଇେଛି। ସମାନଙ୍କେୁ ଉଦ୍ଧାର କରିବାକୁ କହେି ନାହାଁନ୍ତି। ସମାନଙ୍କେର ଲୁଣ୍ଠିତ ଦ୍ରବ୍ଯକୁ ଫରୋଇ ଦବୋ' ପାଇଁ କହିବାକୁ ମଧ୍ଯ କହେି ନାହିଁ।

Isaiah 57:1
ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି, ମାତ୍ର ସେ ବିଷଯ ରେ କହେି ମନୋୟୋଗ କରୁ ନାହାଁନ୍ତି। ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି। ଏହା ମଧ୍ଯ କହେି ବିବଚେନା କରୁ ନାହାଁନ୍ତି।